ଖେଳ

ରାଜ୍ୟ ଓପନ ଚେସ୍‌: ହର୍ଷିତ ଚାମ୍ପିୟନ

ଭୁବନେଶ୍ୱର, ୧୦।୧୦ (କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ୧୫ତମ ସନ୍ଦିପ ମହାନ୍ତି ମେମୋରିଆଲ ରାଜ୍ୟ ଓପନ ଚେସ୍‌ ରବିବାର ଅନୁଷ୍ଠିତ ହୋଇଯାଇଛି। ୭ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ କଟକର ହର୍ଷିତ ରଞ୍ଜନ ସାହୁ ୬.୫ ପଏଣ୍ଟ ପାଇ ଚାମ୍ପିୟନ…

ରୋଇଂରୁ ଓଡ଼ିଶାକୁ ରୌପ୍ୟ, ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୧୦।୧୦ (କ୍ରୀଡ଼ା ପ୍ରତିନିଧି): ଗୁଜରାଟର ବିଭିନ୍ନ ସହରରେ ଚାଲିଥିବା ଜାତୀୟ କ୍ରୀଡ଼ାର ୩୬ତମ ସଂସ୍କରଣରେ ଓଡ଼ିଶା ରୋଇଂ ତାରକାମାନେ ରବିବାର ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଓଡ଼ିଶା ରୋଇଂ ଟିମ୍‌ର ଅନ୍ୟତମ ସଦସ୍ୟ ତୋମଥିଲଙ୍ଗାନବା…

ଉତ୍ସାହ ବଢୁଛି, କଳିଙ୍ଗ ପ୍ରସ୍ତୁତ

ଭୁବନେଶ୍ୱର, ୧୦।୧୦ (କ୍ରୀଡ଼ା ପ୍ରତିନିଧି):ଭାରତ ସମେତ ଓଡ଼ିଶାରେ ପ୍ରଥମଥର ପାଇଁ ହେବାକୁ ଯାଉଥିବା ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ପାଇଁ ଉତ୍ସାହ ବଢ଼ିବାରେ ଲାଗିଛି। ପ୍ରତିଯୋଗିତାର ଅନ୍ୟତମ ଭେନ୍ୟୁ କଳିଙ୍ଗ ଷ୍ଟାଡିୟମ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଭୁବନେଶ୍ୱରରେ ଫିଫାର ବାସ୍ନା…

ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଓଡ଼ିଆ ଛାତ୍ରଙ୍କୁ ରୌପ୍ୟ

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ): ବିଶ୍ୱ ଦରବାରରେ ଓଡ଼ିଆ ଛାତ୍ର ସଫଳତା ହାସଲ କରିଛନ୍ତି। ଜର୍ମାନୀ ଷ୍ଟୁଟଗାର୍ଟରେ ଅନୁଷ୍ଠିତ ହେଉଥିବା ବିଶ୍ୱ ଦକ୍ଷତା ପ୍ରତିଯୋଗିତା (ୱାଲର୍‌ଡ ସ୍କିଲ୍‌ କମ୍ପିଟିଶନ)ରେ ଓଡ଼ିଶାର ଛାତ୍ର ପ୍ରବୀଣ କୁମାର ଗିରି ନିଜର ଦକ୍ଷତା ପ୍ରଦର୍ଶନ କରି ସଫଳତା ଆଣିଛନ୍ତି।…

ଶେୟସ୍‌ ଆୟରଙ୍କ ଶତକ: ୭ ଉଇକେଟ୍‌ରେ ଜିତିଲା ଭାରତ

ରାଞ୍ଚି,୯।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୭ ଉଇକେଟ୍‌ରେ ପରାସ୍ତ କରିଛି ଭାରତ। ୨୭୯ ରନ୍‌ର ଟାର୍ଗେଟ୍‌କୁ ପିଛା କରି ଭାରତ ୪୫.୫ ଓଭରରେ ମାତ୍ର ୩…

ଭାରତକୁ ୨୭୯ ରନ୍‌ ବିଜୟଲକ୍ଷ୍ୟ ଦେଲା ଦକ୍ଷିଣ ଆଫ୍ରିକା

ରାଞ୍ଚି,୯।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ରାଞ୍ଚିରେ ଖେଳାଯାଉଛି। ଦ୍ୱିତୀୟ ଦିନିକିଆରେ ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୫୦ ଓଭରରେ ୭ ଉଇକେଟ ହରାଇ ୨୭୮ ରନ ସଂଗ୍ରହ…

ପନ୍ତଙ୍କୁ ଫଲୋ କରୁଛନ୍ତି ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲାଙ୍କ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ପ୍ରତି ଥିବା ତାଙ୍କ ଭଲ ପାଇବା ପ୍ରକାଶ କରିବାକୁ ଆଦୌ ଭୁଲନ୍ତି ନାହିଁ। ପ୍ରତ୍ୟକ୍ଷରେ ନ ହେଲେ ବି ସୋସିଆଲ ମିଡିଆରେ ପରୋକ୍ଷରେ ସେ ପ୍ରକାଶ କରୁଛନ୍ତି। ଉର୍ବଶୀ ପନ୍ତଙ୍କ…

ଟସ ଜିତିଲା ଦକ୍ଷିଣ ଆଫ୍ରିକା, ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି…

ରାଞ୍ଚି,୯।୧୦ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରାଞ୍ଚିରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍‌ ଦକ୍ଷିଣ ଆଫ୍ରିକାର ନିୟମିତ ଅଧିନାୟକ…

ନ୍ୟାଶନାଲ ଗେମ୍ସରେ ଚମକିଲେ ୧୦ ବର୍ଷୀୟ ଶୌର୍ଯ୍ୟଜିତ; ପ୍ରଶଂସାରେ ମୋଦି କହିଲେ ‘ଷ୍ଟାର’

ନୂଆଦିଲ୍ଲୀ,୯।୧୦: ୧୦ ବର୍ଷୀୟା ମାଲଖମ୍ବ ପ୍ରତିଭା ଶୌର୍ଯ୍ୟଜିତଙ୍କ ପ୍ରଶଂସାରେ ଶତମୁଖ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁଜରାଟରେ ଚାଲିଥିବା ୩୬ତମ ଜାତୀୟ ଖେଳରେ ସେ ବେଶ ଭଲ ପ୍ରଦର୍ଶନ କରିଛନ୍ତି। ସର୍ବକନିଷ୍ଠ ମାଲଖମ୍ବ ଖେଳାଳି ହୋଇଥିଲେ ହେଁ ଅସାଧାରଣରେ ପ୍ରଦର୍ଶନ ଯୋଗେ…

ପ୍ରଥମ ଥର ଲାଗି ପିତା ହେଲେ ନାଡ଼ାଲ

ନୂଆଦିଲ୍ଲୀ,୯।୧୦:ସ୍ପେନର ଟେନିସ ତାରକା ରାଫେଲ ନାଡାଲ ପ୍ରଥମ ଥର ପାଇଁ ପିତା ହୋଇଛନ୍ତି। ନାଡାଲଙ୍କ ପତ୍ନୀ ମାରିଆ ଫ୍ରାନ୍ସିସ୍କା ପେରେଲୋ ଶନିବାର (ଅକ୍ଟୋବର ୮) ରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ସ୍ପେନର ଏକ ପ୍ରସିଦ୍ଧ ଫୁଟବଲ କ୍ଲବ ରିଅଲ…

ଆଜି ଦ୍ୱିତୀୟ ଦିନିକିଆ: ଡେବ୍ୟୁ କରିପାରନ୍ତି ଏହି ଷ୍ଟାର ପ୍ଲେୟାର

ରାଞ୍ଚି,୯।୧୦: ଟିମ୍‌ ଇଣ୍ଡିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମୁକାବିଲା ରବିବାର ରାଞ୍ଚିରେ ଖେଳାଯିବ। ଶିଖର ଧାଓ୍ବନ ଏହି ମ୍ୟାଚ୍‌ରେ ଅଧିନାୟକତ୍ୱ କରିବେ। ପ୍ରଥମ ମୁକାବିଲାରେ ଭାରତୀୟ ଟିମ୍‌ ୯ ରନ୍‌ରେ ପରାଜିତ…

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଏକଦବିସୀୟ,ସିରିଜ ସମାନ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ ଟିମ୍‌ ଇଣ୍ଡିଆ…

ରାଞ୍ଚି,୯।୧୦ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରବିବାର ରାଞ୍ଚିରେ ଖେଳାଯିବ। ଟିମ ଇଣ୍ଡିଆ ସିରିଜ ସମାନ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ। ଲକ୍ଷ୍ନୌରେ ପ୍ରଥମ ଏକଦିବସୀୟ ଜିତିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?