Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…
ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି। ଖେଳର ଅଭିଜ୍ଞ ଖେଳାଳିମାନେ ମଧ୍ୟ ତାଙ୍କ ବ୍ୟାଟିଂ ଦକ୍ଷତା ଦେଖି ଆଶ୍ଚର୍ଯ୍ୟ ହୋଇଯାଆନ୍ତି।…
ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…
ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। କୋତୱାଲି ଥାନା ଅନ୍ତର୍ଗତ ହିନ୍ଦନ ଅଞ୍ଚଳର ସାଇ ଉପବନରୁ…
ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି
ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲରେ ଚତୁର୍ଥ ସିଡ୍ ଭାରତୀୟ ଯୋଡ଼ି ବର୍ତ୍ତମାନର ବିଶ୍ୱ ଚାମ୍ପିୟନ ଯୋଡ଼ି କୋରିଆର…
ରେସଲିଂ ଫେରିବା ଆଶା ଧୂଳିସାତ
ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ ୬-୪ ପଏଣ୍ଟରେ ପରାସ୍ତ ହୋଇଛନ୍ତି। ଏଥିଯୋଗୁ ସେ ଜାତୀୟ ଦଳକୁ ଫେରିବାରେ ବିଫଳ…
IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ
ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍ରେ ଗିଲ ଶତକ ହାସଲ କରିଥିଲେ ଏବଂ ଏହା ଦ୍ୱାରା ତାଙ୍କ ନାମରେ ତିନୋଟି…
‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…
ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି ଯାଇଛି, କିନ୍ତୁ ଏହି ମ୍ୟାଚରେ ୧୫ ବର୍ଷର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ…
IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!
ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ ଆରଆରକୁ ଦୃଢ଼ ଆରମ୍ଭ କରାଇଥିଲେ ଏବଂ ପ୍ରମୁଖ ମ୍ୟାଚଗୁଡ଼ିକରେ ଭଲ ପ୍ରଦର୍ଶନ କରିଥିଲେ।…
ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ
ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ ତାଙ୍କ କ୍ୟାରିୟରର ୨୩ତମ ଇନିଂସରେ ୧,୦୦୦ ରନ ମାଇଲଖୁଣ୍ଟ ଅତିକ୍ରମ କରିଥିଲେ। ସେ…
ରାଜସ୍ଥାନକୁ ହରାଇ ଫାଇନାଲ୍ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା
ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍ରେ ପରାସ୍ତ କରିଛି। ଏହି ବଡ଼ ବିଜୟ ସହ ଗୁଜରାଟ ଫାଇନାଲ୍ରେ ପ୍ରବେଶ କରିଛି। ଆସନ୍ତା ୩୧ ମେ,…
ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…
ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍ (Qualifier-୨) ମ୍ୟାଚ୍ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ ଖେଳାଯାଉଥିବା ଏହି ମହାମୁକାବିଲାରେ ଟସ୍କୁ ନେଇ ବିବାଦ ଦେଖାଦେଇଛି, ଯେଉଁଥିପାଇଁ ପଡ଼ିଆରେ ଦୁଇ…
ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ
ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରୁ ବିଦାୟ ନେଇଛନ୍ତି। ବିଶ୍ୱର ନମ୍ବର ଓ୍ବାନ ଖେଳାଳି ଆନ୍ ସିଂ ୟଙ୍ଗ…
ପ୍ରଥମ ଟି୨୦ ମ୍ୟାଚ୍ ଜିତିଲା ଭାରତ
ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ମହିଳା ଟି୨୦ କ୍ରିକେଟ ମ୍ୟାଚରେ ୩୮…

