ଖେଳ

ଫ୍ଲାଇଟ ମିସ ଯୋଗୁ ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ବିସ୍ଫୋରକ କ୍ରିକେଟର୍‌

ଜାମାଇକା,୪।୧୦: ଅଷ୍ଟ୍ରେଲିଆରେ ହେବାକୁ ଥିବା ଆଗାମୀ ଟି-୨୦ ବିଶ୍ୱକପ ପାଇଁ ଦୁଇ ସପ୍ତାହରୁ କମ ସମୟ ବାକି ଅଛି। ଏଭଳି ପରିସ୍ଥିତିରେ ଅନେକ ଖେଳାଳି ଆଘାତରୁ ମୁକ୍ତି ପାଇବାକୁ ଚେଷ୍ଟା କରୁଛନ୍ତି ଏବଂ ବିଶ୍ୱକପ୍‌ର ଅଂଶ ହେବା ପାଇଁ କଠିନ ପରିଶ୍ରମ…

ବେଞ୍ଚ୍‌ ଷ୍ଟ୍ରେଙ୍ଗ୍‌ଥ ପରୀକ୍ଷା କରିବ ଭାରତ

ଇନ୍ଦୋର,୪ା୧୦: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି ୨୦ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ ମଙ୍ଗଳବାର ଇନ୍ଦୋରର ହୋଲ୍‌କାର ଷ୍ଟାଡିୟମରେ ଖେଳାଯିବ। ୩ ମ୍ୟାଚ୍‌ବିଶିଷ୍ଟ ଏହି ଟି୨୦ ସିରିଜ୍‌କୁ ଭାରତ ଆଗୁଆ ଜିତିନେଇଥିବା ବେଳେ ଅନ୍ତିମ ମ୍ୟାଚ୍‌ରେ ବେଞ୍ଚ୍‌ ଷ୍ଟ୍ରେଙ୍ଗ୍‌ଥ ପରୀକ୍ଷଣ…

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଇନ୍ଦୋର,୪।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ମଙ୍ଗଳବାର ଇନ୍ଦୋରରେ ଖେଳାଯିବ। ତୃତୀୟ ଟି -୨୦ରେ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇପାରେ। ଏଭଳି ପରିସ୍ଥିତିରେ ଶ୍ରେୟସ ଆୟରଙ୍କୁ ଦଳରେ ସାମିଲ କରାଯିବାର…

ଟି-୨୦ ଓ୍ବାଲ୍ଡ କପ୍‌ରେ ଭାରତକୁ ବଡ଼ ଝଟ୍‌କା: ଟୁର୍ନାମେଣ୍ଟରୁ ବାଦ୍‌ ପଡ଼ିଲେ ବୁମରା

ନୂଆଦିଲ୍ଲୀ,୩।୧୦: ୨ସପ୍ତାହ ପରେ ହେବାକୁ ଥିବା ଟି-୨୦ ଓ୍ବାଲ୍ଡ କପ୍‌ରେ ଭାରତୀୟ ଟିମ୍‌କୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତୀୟ ଟିମ୍‌ରୁ ଅନୁଭବୀ ଦ୍ରୁତ ବୋଲର ଜସପ୍ରୀତ ବୁମରାଙ୍କୁ ଓ୍ବାଲ୍ଡ କପ୍‌ରୁ ବାହାର କରାଯାଇଛି। ଲଗାତର ପିଠିରେ ଯନ୍ତ୍ରଣା ଅନୁଭବ କରୁଥିବାରୁ…

ଭାରତ ମହିଳାର କ୍ରମାଗତ ବିଜୟ

ସିଲହଟ୍‌,୩।୧୦: ଓପ୍‌ନର ସାଭିନେନି ମେଘନାଙ୍କ ପ୍ରଥମ ଟି୨୦ ଅର୍ଦ୍ଧଶତକ ବଳରେ ଭାରତ ମହିଳା ଦଳ ଏସିଆ କପ୍‌ରେ କ୍ରମାଗତ ବିଜୟ ହାସଲ କରିଛି। ପ୍ରଥମ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ପରାସ୍ତ କରିଥିବା ଭାରତ ସୋମବାର ମାଲେସିଆକୁ ୩୦ ରନ୍‌ରେ ହରାଇଛି। ବର୍ଷା ବାଧାପ୍ରାପ୍ତ…

ସିରିଜ୍‌ ଜିତିବା ସତ୍ତ୍ୱେ ବଢିଲା ରୋହିତଙ୍କ ଟେନସନ୍‌

ଗୁଆହାଟି,୩।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଭାରତ କବଜା କରିଛି। ତେବେ ଏହି ବିଜୟ ପରେ ମଧ୍ୟ ଅଧିନାୟକ ରୋହିତ ଶର୍ମା ତାଙ୍କ ଦଳର ଡେଥ୍‌ ଓଭର ବୋଲିଂକୁ ନେଇ ଟେନସନରେ ଅଛନ୍ତି। ଗୁଆହାଟୀରେ ଚାଲିଥିବା…

ନାକରୁ ବାହାରୁଥିଲା ଧାର ଧାର ରକ୍ତ, ପଡିଆ ଛାଡିଲେନି ହିଟ୍‌ମ୍ୟାନ୍‌

ଗୁଆହାଟୀ,୩।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଭାରତ ୨-୦ ଅଗ୍ରଣୀ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ୨୩୭ ରନ କରିଥିଲା। ଏହାର ଜବାବରେ ଦକ୍ଷିଣ ଆଫ୍ରିକା କେବଳ ୨୨୧ ରନ ସ୍କୋର କରି…

ଲାଇଭ୍‌ ମ୍ୟାଚ୍‌ ସମୟରେ ହଠାତ୍‌ ପଡ଼ିଆକୁ ଆସିଲା ବିଷଧର ସାପ, ଦେଖନ୍ତୁ ଭିଡିଓ

ଗୁଆହାଟୀ,୩।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଘରୋଇ ଦଳ ୧୬ ରନ୍‌ରେ ବିଜୟ ହାସଲ କରିଛି। ଏହି ବିଜୟ ସହ ଭାରତ ସିରିଜ୍‌କୁ ମଧ୍ୟ କବ୍‌ଜା କରିଛି। ଏହି…

କୋହଲିଙ୍କ ‘ବିରାଟ’ ରେକର୍ଡ: ପ୍ରଥମ ଭାରତୀୟ ଭାବେ…

ଗୁଆହାଟୀ,୩।୧୦: ଭାରତୀୟ ଦଳର ତାରକା ବ୍ୟାଟ୍ସମ୍ୟାନ ତଥା ପୂର୍ବତନ ଅଧିନାୟକ ବିରାଟ କୋହଲି ପୁଣି ଏକ ରେକର୍ଡ କରିଛନ୍ତି। ଏସିଆ କପ ୨୦୨୨ରୁ ଫର୍ମକୁ ଫେରିଥିବା ବିରାଟ କୋହଲି କ୍ରମାଗତ ଭାବରେ ଚମତ୍କାର ଇନିଂସ ଖେଳିଆସୁଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା…

ଫାଇନାଲରେ ଇଣ୍ଡିଆ କ୍ୟାପିଟାଲ୍ସ

ଯୋଧପୁର,୩ା୧୦(ପି.ଟି.): ଲିଜେଣ୍ଡ୍ସ ଲିଗ୍‌ ଟି-୨୦ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି ଇଣ୍ଡିଆ କ୍ୟାପିଟାଲ୍ସ। ପ୍ରଥମ କ୍ୱାଲିଫାୟରରେ କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଭିଲ୍‌ଓ୍ବାରା କିଙ୍ଗ୍ସକୁ ଦଳ ୪ ଉଇକେଟରେ ହରାଇଥିଲା। ୨୨୭ ରନ୍‌ ବିଶାଳ ଲକ୍ଷ୍ୟର ପିଛା…

ଡବ୍ଲ୍ୟୁଟିଏ ଜିତିବାରେ ଶେରିଫ୍‌ ପ୍ରଥମ ଇଜିପ୍ଟସିଆନ୍‌

ପାରମା, ୩ା୧୦(ଏପି): ଟପ୍‌ ସିଡ୍‌ ମାରିଆ ସାକାରିଙ୍କୁ ୭-୫, ୬-୩ରେ ପରାସ୍ତ କରି ମେୟାର ଶେରିଫ୍‌ ପାରମା ଲେଡିଜ୍‌ ଓପନ୍‌ ଟେନିସ୍‌ ପ୍ରତିଯୋଗିତାରେ ଚାମ୍ପିୟନ ହୋଇଛନ୍ତି। ସେ ପ୍ରଥମ ଇଜିପ୍‌ସିଆନ ଖେଳାଳି ଭାବେ ଡବ୍ଲ୍ୟୁଟିଏ ଟୁର୍‌ ଇଭେଣ୍ଟ ଜିତିଛନ୍ତି। ପ୍ରଥମ କ୍ୟାରିୟର…

ଶିବପାଲ୍‌ ୪ ବର୍ଷ ବାସନ୍ଦ

ନୂଆଦିଲ୍ଲୀ, ୩ା୧୦(ପି.ଟି.): ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା)ର ଶୃଙ୍ଖଳା କମିଟି ଭାରତର ଟପ୍‌ ଜାଭେଲିନ୍‌ ଥ୍ରୋୟର ଶିବପାଲ ସିଂଙ୍କୁ ୪ ବର୍ଷ ବାସନ୍ଦ କରିଛି। ଗତବର୍ଷ କରାଯାଇଥିବା ଏକ ଡୋପ୍‌ ଟେଷ୍ଟରେ ସେ ବିଫଳ ହୋଇଥିଲେ। ଶିବପାଲ ଟୋକିଓ ଅଲିମ୍ପିକ୍ସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?