ବୋଲିଂରେ ରବି ବ୍ୟାଟିଂରେ ସୂର୍ଯ୍ୟ ଚମକିଲେ
କୋଲକାତା,୧୬।୨: ପ୍ରଥମେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଓ୍ବେଷ୍ଟଇଣ୍ଡିଜକୁ ୧୫୭/୭ରେ ରୋକି ଦେଇଥିଲା ଟିମ୍ ଇଣ୍ଡିଆ। ତା’ ପରେ ଅଧିନାୟକ ରୋହିତ ଶର୍ମା ଓ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ବ୍ୟାଟିଂ ପାଳି ଯୋଗୁ ଭାରତୀୟ ଦଳ ପ୍ରଥମ ଟି୨୦ ମ୍ୟାଚ୍ରେ...
କୋହଲିଙ୍କୁ ନେଇ ବଡ ଭବିଷ୍ୟବାଣୀ
ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟର୍ ବିରାଟ କୋହଲିଙ୍କ ପାଇଁ ଗତ କିଛି ବର୍ଷ ହେବ ଭଲ ଚାଲି ନାହିଁ। ୨୦୧୯ଠାରୁ ବିରାଟ ଏକ ଶତକ ସ୍କୋର କରିବାରେ ସକ୍ଷମ ହୋଇନାହାଁନ୍ତି। ଏହା ବ୍ୟତୀତ ସମସ୍ତ ତିନୋଟି ଫର୍ମାଟର ଅଧିନାୟକତ୍ୱ ବିରାଟଙ୍କ ହାତରୁ...
ଓ୍ବେଷ୍ଟଇଣ୍ଡିଜ ବ୍ୟାଟରଙ୍କୁ ବାନ୍ଧି ରଖିଲେ
କୋଲକାତା,୧୬।୨: ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଚାଲିଥିବା ପ୍ରଥମ ଟି୨୦ ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜ ଦଳକୁ ୧୫୭/୭ ରନ୍ରେ ରଖି ଦେଇଛି ଭାରତୀୟ ଦଳ। କେବଳ ନିକୋଲାସ ପୁରାନ (୬୧ ରନ୍, ୪ ଚୌକା ଓ ୫ ଛକା)ଙ୍କୁ ଛାଡ଼ି ଅନ୍ୟ ସମସ୍ତ...
ପଦାର୍ପଣରେ ସୂର୍ଯ୍ୟ ଭଳି ଚମକିଲେ ରବି
କୋଲକାତା,୧୬।୨: ସ୍ଥାନୀୟ ଇଡେନ ଗାର୍ଡେନ୍ସଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ପ୍ରଥମ ଟି୨୦ରେ ଭାରତ ପାଇଁ ପଦାର୍ପଣ କରିଛନ୍ତି ରବି ବିଷ୍ଣୋଇ। କ୍ୟାରିୟରର ପ୍ରଥମ ମ୍ୟାଚ୍ରେ ୨୧ ବର୍ଷୀୟ ଖେଳାଳି ସୂର୍ଯ୍ୟ ଭଳି ଚମକିଛନ୍ତି। ଏହି ଲେଗ୍ ସ୍ପିନର ପ୍ରଥମ ମ୍ୟାଚ୍ର...
୫ ବ୍ୟାଟର, ଦୁଇ ସ୍ପିନରଙ୍କ ସହ ଓହ୍ଲାଇଲା ଟିମ୍ ଇଣ୍ଡିଆ
କୋଲକାତା,୧୬।୨: ସ୍ଥାନୀୟ ଇଡେନ ଗାର୍ଡେନ ଷ୍ଟାଡିୟମରେ ବୁଧବାର ଖେଳାଯିବାକୁ ଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍ ଜରିଆରେ ଅନ୍ତର୍ଜାତୀୟ...
ଶ୍ରେୟାସଙ୍କୁ ଗୁରୁ ଦାୟିତ୍ୱ ଦେଲା କେକେଆର୍
କୋଲକାତା,୧୬।୨: ଆଗାମୀ ଆଇପିଏଲ ପାଇଁ ମିଡ୍ଲ ଅର୍ଡର ବ୍ୟାଟର ଶ୍ରେୟାସ ଆୟାରଙ୍କୁ ଅଧିନାୟକ ଭାବେ ନିଯୁକ୍ତ କରିଛି କୋଲକାତା ନାଇଟ୍ ରାଇଡର୍ସ (କେକେଆର୍)। ଏ ନେଇ ଫ୍ରାଞ୍ଚାଇଜ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ବେଙ୍ଗାଲୁରୁରେ ଆୟୋଜିତ ମେଗା ଅକଶନରେ ତାଙ୍କୁ...
ଆର୍ସିବିକୁ ଲାଗିଲା ଶକ୍ତ ଧକ୍କା
ବେଲବୋର୍ନ,୧୬।୨: ଅଷ୍ଟ୍ରେଲିଆନ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲ ଆସନ୍ତା ମାସରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏଥିଯୋଗୁ ସେ ଆଗାମୀ ପାକିସ୍ତାନ ଗସ୍ତ ସହ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ପ୍ରାରମ୍ଭିକ କିଛି ମ୍ୟାଚ୍ ଖେଳିପାରିବେ ନାହିଁ। ଏ ସମ୍ପର୍କରେ...
ଭାରତଠାରୁ ସହାୟତା ଲୋଡ଼ିଲେ ପିଟରସେନ
ନୂଆଦିଲ୍ଲୀ,୧୫।୨: ସୋସିଆଲ ମିଡିଆ ଜରିଆରେ ଭାରତଠାରୁ ସହାୟତା ଲୋଡ଼ିଛନ୍ତି ଇଂଲଣ୍ଡର ପୂର୍ବତନ ଅଧିନାୟକ ତଥା ଅଭିଜ୍ଞ ବ୍ୟାଟ୍ସମ୍ୟାନ୍ କେଭିନ ପିଟରସେନ। ସେ ମଙ୍ଗଳବାର ନିଜର ଟୁଇଟର ଆକାଉଣ୍ଟରୁ ଟୁଇଟ୍ କରି ନିଜର ପ୍ୟାନ୍ କାର୍ଡ ହଜିଯାଇଥିବା କହିଛନ୍ତି। ଏଥିଲାଗି ସହାୟତା...
ଟୁର୍ନାମେଣ୍ଟ ଛାଡ଼ିବାକୁ ରାଜି, ହେଲେ ଟିକା ନେବି ନାହିଁ: ଜୋକାଭିଚ୍
ୱାଶିଂଟନ,୧୫।୨: ଗୋଟିଏ ପଟେ ମହାମାରୀ କରୋନା ସହ ଲଢ଼ିବା ଲାଗି ଟିକାକରଣକୁ ଗୁରୁତ୍ୱ ଦିଆଯାଉଥିବା ବେଳେ ଟିକା ନ ନେବା ଜିଦରେ ଅଟଳ ରହିଛନ୍ତି ଟେନିସ ସୁପରଷ୍ଟାର ନୋଭାକ ଜୋକୋଭିଚ। ତାଙ୍କୁ ଟିକା ନେବାକୁ ବାଧ୍ୟ କରାଗଲେ ସେ ବିଭିନ୍ନ...
ଟି-୨୦ ଆଗ, ଟେଷ୍ଟ ପଛ
ମୁମ୍ବାଇ,୧୫।୨: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ହେବାକୁ ଥିବା ଆଗାମୀ ସିରିଜର କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି। ବିସିସିଆଇ ଏନେଇ ମଙ୍ଗଳବାର ଘୋଷଣା କରିଛି। ଶ୍ରୀଲଙ୍କା ଭାରତ ଗସ୍ତରେ ଆସି ଟି-୨୦ ଓ ଟେଷ୍ଟ ସିରିଜ ଖେଳିବ। ପୁଣିଥରେ ପିଙ୍କ ବଲ୍ରେ...
କୋହଲିଙ୍କୁ ଦଳରୁ ବାହାର କରିଦେବେ କି? ପ୍ରଶ୍ନ ଶୁଣି ଏଭଳି କହିଲେ ରୋହିତ
ନୂଆଦିଲ୍ଲୀ,୧୫।୨: କ୍ୟାରିୟରର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛନ୍ତି ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି। ତିନୋଟିଯାକ ଫର୍ମାଟରେ ତାଙ୍କ ପ୍ରଦର୍ଶନ ବହୁତ ଖରାପ ରହିଛି। ଏବେ କୋହଲିଙ୍କ ଫର୍ମକୁ ନେଇ ବଡ଼ ବୟାନ ଦେଇଛନ୍ତି ଅଧିନାୟକ ରୋହିତ...
ଭାରତୀୟ ରୀତିନୀତିରେ ବିବାହ କରିବେ ଅଷ୍ଟ୍ରେଲୀୟ କ୍ରିକେଟର୍
ନୂଆଦିଲ୍ଲୀ,୧୫।୨:ଅଷ୍ଟ୍ରେଲୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଖୁବ ଶୀଘ୍ର ହାତକୁ ଦି’ ହାତ ହେବାକୁ ଯାଉଛନ୍ତି। ସେ ଭାରତୀୟ ଯୁବତୀ ଭିନି ରମଣଙ୍କୁ ବିବାହ କରିବାକୁ ଯାଉଛନ୍ତି। ତାମିଲରେ ଲେଖାଯାଇଥିବା ମ୍ୟାକ୍ସୱେଲଙ୍କ ବିବାହ କାର୍ଡ ସୋସିଆଲ ମିଡିଆରେ...
Archives


