ଭାରତ ଆଜି ଶ୍ରୀଲଙ୍କାକୁ ଭେଟିବ
ସିଲ୍ହେଟ୍ (ବାଂଲାଦେଶ), ୧।୧୦(ପି.ଟି.): ଏସିଆ କପ୍ ମହିଳା ଟି୨୦ କ୍ରିକେଟ ଶନିବାରଠାରୁ ଆରମ୍ଭ ହେବ। ପ୍ରଥମ ଦିବସରେ ଦୁଇଟି ମ୍ୟାଚ ଖେଳାଯିବ। ଗୋଟିଏ ମ୍ୟାଚରେ ଭାରତ ଓ ଶ୍ରୀଲଙ୍କା ମୁହାଁମୁହିଁ ହେବାକୁଥିବା ବେଳେ ଅନ୍ୟଟି ଆୟୋଜକ ବାଂଲାଦେଶ ଓ ଥାଇଲାଣ୍ଡ ମହିଳା…
ବିସିସିଆଇ ସିନିୟର ମହିଳା ଟି୨୦ ପାଇଁ ଓଡ଼ିଶା ଦଳ
ଭୁବନେଶ୍ୱର, ୧।୧୦ (କ୍ରୀଡ଼ା ପ୍ରତିନିଧି): ବିସିସିଆଇ ଆନୁକୂଲ୍ୟରେ ସିନିୟର ମହିଳା ଟି୨୦ ପ୍ରତିଯୋଗିତା ବେଙ୍ଗାଲୁରୁଠାରେ ଅକ୍ଟୋବର ୧୧ରୁ ଆରମ୍ଭ ହେବ। ଏଥିପାଇଁ ଶୁକ୍ରବାର ୧୬ ଜଣିଆ ଓଡ଼ିଶା ଦଳ ଘୋଷଣା କରାଯାଇଛି। ମାଧୁରୀ ମେହେଟା ଅଧିନାୟିକା ଓ ସୁଶ୍ରୀ ଦିବ୍ୟଦର୍ଶିନୀ ଉପ-ଅଧିନାୟିକା…
ପ୍ଲେ-ଅଫ୍ରେ ଭିଲଓ୍ବାରା କିଙ୍ଗ୍ସ
ଯୋଧପୁର, ୧।୧୦: ଲିଜେଣ୍ଡ୍ସ ଲିଗ୍ କ୍ରିକେଟ ଟୁର୍ନାମେଣ୍ଟରେ ଶୁକ୍ରବାର ଭିଲଓ୍ବାରା କିଙ୍ଗ୍ସ ୫ ଉଇକେଟରେ ଗୁଜରାଟ ଜାଏଣ୍ଟ୍ସକୁ ପରାସ୍ତ କରିଛି। କ୍ରିସ୍ ଗେଲ୍ ଓ ଯଶପାଲ ସିଂଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ଗୁଜରାଟ ଜାଏଣ୍ଟ୍ସ ୨୦ ଓଭରରେ ୭ ଉଇକେଟ ହରାଇ…
ବୁମ୍ରାଙ୍କ ସ୍ଥାନରେ ସିରାଜ
ନୂଆଦିଲ୍ଲୀ, ୧ା୧୦(ପି.ଟି.): ଦକ୍ଷିଣ ଆଫ୍ରିକା ବିପକ୍ଷ ଭାରତର ଅବଶିଷ୍ଟ ଦୁଇ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ପ୍ରମୁଖ ପେସ୍ ବୋଲର ଯଶପ୍ରୀତ୍ ବୁମ୍ରାଙ୍କ ସ୍ଥାନରେ ମହମ୍ମଦ ସିରାଜ ଖେଳିବେ। ପିଠିରେ ଇଞ୍ଜୁରି ଯୋଗୁ ବୁମ୍ରା ଆଗାମୀ ଟି୨୦ ବିଶ୍ୱକପ୍ରୁ ବାଦ୍ ପଡ଼ିଛନ୍ତି।…
‘ମହମ୍ମଦ ଶାମି କ’ଣ ଭୁଲ କଲେ’
ନୂଆଦିଲ୍ଲୀ,୩୦।୯: ଟି୨୦ ବିଶ୍ୱକପ୍ ପୂର୍ବରୁ ଭାରତୀୟ ଟିମ୍କୁ ବଡ଼ ଝଟ୍କା ଲାଗିଛି। ଟିମ୍ ଇଣ୍ଡିଆ ପେସ୍ ବୋଲର୍ ଜସପ୍ରିତ ବୁମ୍ରା ଆହତ ସମସ୍ୟା ଯୋଗୁ ବିଶ୍ୱକପ୍ରୁ ବାହାର ହୋଇଛନ୍ତି। ଏଥିସହ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଟି-୨୦ ସିରିଜରୁ ମଧ୍ୟ ସେ…
ବୁମ୍ରାଙ୍କ ସ୍ଥାନରେ ଏହି ଦ୍ରୁତ ବୋଲର୍ଙ୍କୁ ମିଳିଲା ସୁଯୋଗ
ନୂଆଦିଲ୍ଲୀ,୩୦।୯: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ଅନ୍ତର୍ଜାତୀୟ ସିରିଜର ଅନ୍ତିମ ୨ ମ୍ୟାଚ୍ ଲାଗି ଦ୍ରୁତ ବୋଲର୍ ମହମ୍ମଦ ସିରାଜଙ୍କୁ ଦଳରେ ସାମିଲ କରାଯାଇଛି। ସିରାଜ ଦଳରେ ଜସପ୍ରିତ ବୁମ୍ରାଙ୍କ ସ୍ଥାନ ନେବେ ବୋଲି ଶୁକ୍ରବାର ବିସିସିଆଇ ପକ୍ଷରୁ ଟୁଇଟ୍ କରି…
୮.୯ କୋଟି! ରୋଜଗାରରେ ରେକର୍ଡ କଲେ କୋହଲି; ଗୋଟିଏ…
ନୂଆଦିଲ୍ଲୀ,୩୦।୯: ବିଗତ କିଛି ବର୍ଷ ମଧ୍ୟରେ ବିରାଟ କୋହଲିଙ୍କ ପ୍ରଶଂସକ ସଂଖ୍ୟା ବହୁତ ବୃଦ୍ଧି ପାଇଛି। ସେ ବିଶ୍ୱ କ୍ରିକେଟର ସବୁଠାରୁ ଅଧିକ ଅନୁସରଣ କରାଯାଉଥିବା କ୍ରିକେଟରମାନଙ୍କ ମଧ୍ୟରୁ ଜଣେ। ସୋସିଆଲ ମିଡିଆରେ ଏହି ପୂର୍ବତନ ଭାରତୀୟ ଅଧିନାୟକଙ୍କର ବହୁତ ପ୍ରଶଂସକ…
ଟି-୨୦ ବିଶ୍ବକପ: ଚାମ୍ପିୟନ ଦଳକୁ ମିଳିବ ୧୩ କୋଟି
ମୁମ୍ବାଇ,୩୦।୯: ଟି-୨୦ ବିଶ୍ବକପ କ୍ରିକେଟ ପାଇଁ ଆଇସିସି ପକ୍ଷରୁ ଶୁକ୍ରବାର ପୁରସ୍କାର ରାଶି ଘୋଷଣା କରାଯାଇଛି । ଟି-୨୦ ବିଶ୍ବକପ ଚାମ୍ପିୟନ ଦଳକୁ ୧୬ ଲକ୍ଷ ଡଲାର ଅର୍ଥାତ ଭାରତୀୟ ମୂଲ୍ୟ ଅନୁସାରେ ୧୩ କୋଟି ଟଙ୍କା ମିଳିବ। ସେହିପରି ରନର୍ସ…
ହାଇଜମ୍ପ କୁଇନ୍ ଉଷା
ରାଜ୍ୟର ମହିଳା କ୍ରୀଡ଼ାବିତ୍ଙ୍କ ସଫଳତାର ଯାତ୍ରା ପ୍ରକୃତରେ ଆରମ୍ଭ ହୋଇଥିଲା ୭୦ ଦଶକରୁ ଏବଂ ଏହି ଧାରାର ଆଦ୍ୟ ସଫଳ ନାୟିକା ଥିଲେ ଉଷାରାଣୀ ମିଶ୍ର। ୭୦ ଦଶକରେ ରାଜ୍ୟର ଶ୍ରେଷ୍ଠ ମହିଳା କ୍ରୀଡ଼ାବିତ୍ର ମାନ୍ୟତା ପାଇଥିବା ଉଷା ଦୌଡ଼କୁଦର ଚାରୋଟି…
ହକି ଲୋକପ୍ରିୟତା ପଛରେ ଓଡ଼ିଶା
ଓଡ଼ିଶା ସରକାରଙ୍କ ପ୍ରୋତ୍ସାହନ ପାଇଁ ହକି ଖେଳର ଲୋକପ୍ରିୟତା ବୃଦ୍ଧି ପାଇଛି। ଗୁରୁତ୍ୱପୂର୍ଣ୍ଣ କଥା ହେଲା ଓଡ଼ିଶା ସରକାର ଉଭୟ ମହିଳା ଓ ପୁରୁଷ ହକି ଦଳର ପ୍ରାୟୋଜକ ରହିଛନ୍ତି। କ୍ରିକେଟର ଲୋକପ୍ରିୟତା ସତ୍ତ୍ୱେ ଓଡ଼ିଶା ଦର୍ଶକ ହକିକୁ ଭରପୂର ସମର୍ଥନ…
ଅଟକିଗଲା ଚକଦା ଏକ୍ସପ୍ରେସ୍
ଭାରତୀୟ ମହିଳା କ୍ରିକେଟରେ ଚକଦା ଏକ୍ସପ୍ରେସଭାବେ ପରିଚିତ ଥିଲେ ଝୁଲଣ ଗୋସ୍ବାମୀ। ଗତ ଦୁଇ ଦଶନ୍ଧି ମଧ୍ୟରେ ଅନେକ କୀର୍ତ୍ତିମାନ ସ୍ଥାପନ ପରେ ଏହି ଏକ୍ସପ୍ରେସ ଗତିରେ ବିରାମ ଲାଗିଛି। ୨୦୨୨ ସେପ୍ଟେମ୍ବର ୨୪ ତାରିଖ ଦିନ ଇଂଲଣ୍ଡ ବିପକ୍ଷ ଶେଷ…
ବୁମ୍ରାଙ୍କ ସ୍ଥାନ ନେଲେ ଏହି ବୋଲର୍
ନୂଆଦିଲ୍ଲୀ,୩୦।୯: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଅବଶିଷ୍ଟ ଦୁଇଟି ମ୍ୟାଚ ପାଇଁ ଡାହାଣହାତୀ ଦ୍ରୁତ ବୋଲର ମହମ୍ମଦ ସିରାଜ ଭାରତୀୟ ଦଳର ସାମିଲ ହୋଇଛନ୍ତି। ସେ ଭେଟେରାନ ପେସର ଜସପ୍ରୀତ ବୁମ୍ରାଙ୍କ ସ୍ଥାନ ନେବେ। ବୁମ୍ରା…

