ଖେଳ

ଭିଡିଓ କଲ୍‌ରେ ଅନୁଷ୍କା ସହ କଥା ହେଉଥିଲେ ବିରାଟ କୋହଲି, ପ୍ରଶଂସକ ଡାକ ଶୁଣି…

ଥିରୁଭାନନ୍ତପୁରମ,୩୦।୯: ଭାରତୀୟ ଦଳ ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ଭାରତ ପ୍ରଥମ ମ୍ୟାଚକୁ ଆଠ ଉଇକେଟରେ ଜିତିଥିଲା। ବର୍ତ୍ତମାନ ସିରିଜର ଦ୍ୱିତୀୟ ମ୍ୟାଚ ଅକ୍ଟୋବର ୨ରେ ଗୁଆହାଟୀର ବାରସୋପରା କ୍ରିକେଟ ଷ୍ଟାଡିୟମରେ ଖେଳାଯିବ।…

ଭାରତକୁ ୨ ସ୍ବର୍ଣ୍ଣ, ୧ ବ୍ରୋଞ୍ଜ

ଭୁବନେଶ୍ୱର, ୩୦।୯ (କ୍ରୀଡ଼ା ପ୍ରତିନିଧି):ଜର୍ଜିଆର ବାଟୁମିଠାରେ ବିଶ୍ୱ କ୍ୟାଡେଟ୍‌ ଚେସ୍‌ ଚାମ୍ପିୟନଶିପ୍‌ ଚଳିତ ମାସ ୧୫ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ୮ ବର୍ଷରୁ କମ୍‌ (ବାଳିକା ଓ ବାଳକ), ୧୦ ବର୍ଷରୁ କମ୍‌ (ବାଳିକା ଓ…

ନସିମ ଶାହା କୋଭିଡ୍‌ ପଜିଟିଭ: ଖେଳିପାରିବେନି ଟି୨୦ ମ୍ୟାଚ

ଲାହୋର,୨୯ା୯: ପାକିସ୍ତାନ ଫାଷ୍ଟ ବୋଲର ନସିମ ଶାହା କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ସେ ଇଂଲଣ୍ଡ ବିପକ୍ଷ ପରବର୍ତ୍ତୀ ଦୁଇ ଟି-୨୦ ମ୍ୟାଚ ଖେଳିପାରିବେ ନାହିଁ। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପକ୍ଷରୁ ଗୁରୁବାର ଏହି ସୂଚନା ଦିଆଯାଇଛି। ଶାହାଙ୍କୁ…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୯।୯: ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଏକ ବଡ଼ ଝଟ୍‌କା ଲାଗିଛି। ଆହତ କାରଣରୁ ଭାରତର ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରା ବିଶ୍ୱକପରୁ ବାଦ୍‌ ପଡିଛନ୍ତି। ବୁମରାଙ୍କ ପିଠିରେ ଆଘାତ ଅତ୍ୟନ୍ତ ଗୁରୁତର ଏବଂ…

ଗରବା ନାଚିଲେ ନୀରଜ

ବରୋଦା,୨୯।୯: ଅଲିମ୍ପିକ ଗେମ୍ସରେ ଭାରତ ପାଇଁ ଐତିହାସିକ ସ୍ବର୍ଣ୍ଣ ପଦକ ଜିତିଥିବା ଜାଭେଲିନ ଥ୍ରୋ ଖେଳାଳି ନୀରଜ ଚୋପ୍ରା ଗୁଜରାଟରେ ପହଞ୍ଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା। ବରୋଦାଠାରେ ଆୟୋଜିତ ଏକ କାର୍ଯ୍ୟରେ ନୀରଜ ଗରବା ନୃତ୍ୟ କରିଥିଲେ। ଏହି…

୪ ଓଭରରେ ମାତ୍ର ୮ ରନ୍‌: ଉଇକେଟ ନ ନେଇ ବି ଚର୍ଚ୍ଚାରେ ଏହି ଭାରତୀୟ ବୋଲର୍‌

ଥିରୁଭାନନ୍ତପୁରମ୍‌,୨୯।୮: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜର ପ୍ରଥମ ମୁକାବିଲାରେ ୮ ଉଇକେଟରେ ବିଜେତା ହୋଇଛି ଟିମ୍‌ ଇଣ୍ଡିଆ। ଭାରତୀୟ ବୋଲରଙ୍କ ଘାତକ ବୋଲିଂ ଯୋଗୁ ଅତିଥି ଟିମ୍‌ ୧୦୬ରେ ସମସ୍ତ ଉଇକେଟ ହରାଇଥିଲା। ପରେ ଭାରତ ୨ ଉଇକେଟ ହରାଇ…

ମାତ୍ର ୧୫ ବଲ୍‌ରେ ୩ ବଡ଼ ରେକର୍ଡ

ଥିରୁଭାନନ୍ତପୁରମ,୨୯।୯: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତୀୟ ଦ୍ରୁତ ଅର୍ଶଦୀପ ସିଂ ଏବଂ ଦୀପକ ଚହର ପ୍ରଭାବଶାଳୀ ବୋଲିଂ କରିଥିଲେ। ମ୍ୟାଚ ଆରମ୍ଭର ୧୫ ବଲ ମଧ୍ୟରେ ଦକ୍ଷିଣ ଆଫ୍ରିକାର ଅଧା ଦଳକୁ ପାଭିଲିୟନକୁ…

ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେଲେ ସୂର୍ଯ୍ୟକୁମାର

ଥିରୁଭାନନ୍ତପୁରମ,୨୯।୯: ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୧୦୭ ରନ୍‌ର ଟାର୍ଗେଟ ଦେଇଥିଲା। ଏହାର ଜବାବରେ ଭାରତ ଦୁଇଟି ଉଇକେଟ ହରାଇ ମ୍ୟାଚ…

ରଗବୀରେ ଓଡ଼ିଶା ମହିଳା ଦଳର ବୃହତ ବିଜୟ

ଅହମ୍ମଦାବାଦ,୨୯ା୯(ପି.ଟି.): ବୁଧବାର ଠାରୁ ଗୁଜରାଟରେ ଆରମ୍ଭ ହୋଇଛି ୩୬ ତମ ଜାତୀୟ କ୍ରୀଡା। ଜାତୀୟ କ୍ରୀଡାର ପ୍ରଥମ ଦିନରେ ରାଜ୍ୟଗୋଷ୍ଠୀ ସ୍ବର୍ଣ୍ଣ ବିଜେତା ନୟନମୋନି ସାଇକିଆ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ବେଳେ ରଗବୀ ୭ଏସରେ ଏକପାଖିଆ ବିଜୟ ହାସଲ କରିଛି ଓଡ଼ିଶା…

ଜାତୀୟ କ୍ରୀଡ଼ାରେ କିଟ୍‌ର ୩୦ ପ୍ରତିଯୋଗୀ

ଭୁବନେଶ୍ୱର, ୨୯।୯ (କ୍ରୀଡ଼ା ପ୍ରତିନିଧି): ଜାତୀୟ କ୍ରୀଡ଼ାର ୩୬ତମ ସଂସ୍କରଣ ଗୁରୁବାର ଗୁଜରାଟରେ ଉଦ୍‌ଘାଟିତ ହେବ। ଏହାର ବିଭିନ୍ନ ପ୍ରତିଯୋଗିତାର ମ୍ୟାଚ କିନ୍ତୁ ଗତ ୨୬ ତାରିଖରୁ ଆରମ୍ଭ ହୋଇଯାଇଛି। ପ୍ରତିଯୋଗିତାରେ କିଟ୍‌ ଓ କିସ୍‌ର ୩୦ ପ୍ରତିଯୋଗୀ ଓ ୩…

ବିର୍ସାମୁଣ୍ଡା ଷ୍ଟାଡିୟମରେ ଅଭ୍ୟାସ ପାଇଁ ମନପ୍ରୀତ ବ୍ୟଗ୍ର

ନୂଆଦିଲ୍ଲୀ, ୨୯।୯: ଭୁବନେଶ୍ୱର ଓ ରାଉରକେଲାରେ ହେବାକୁଥିବା ୨୦୨୩ ହକି ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷିତ ହୋଇସାରିଛି। ଏହାକୁ ନେଇ ଭାରତୀୟ କ୍ୟାମ୍ପରେ ଉତ୍ସାହ ଓ ବ୍ୟଗ୍ରତା ପରିଲକ୍ଷିତ ହୋଇଛି। ଜାନୁୟାରୀ ୧୩ରେ ରାଉରକେଲାରେ ନବନିର୍ମିତ ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ସ୍ପେନ୍‌…

ଭାରତର ଜବରଦସ୍ତ ବିଜୟ

ଥିରୁଭାନନ୍ତପୁରମ,୨୮।୯: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ଜବରଦସ୍ତ ବିଜୟ ହାସଲ କରିଛି। ୧୦୭ ରନର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇ ଥିବା ଭାରତ ମାତ୍ର ୨ ଉଇକେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?