ବାରବାଟୀରେ ଲିଜେଣ୍ଡ୍ସ ଲଢ଼େଇ
କଟକ, ୨୮।୯(ସ୍ପୋଟର୍ସ ବ୍ୟୁରୋ): ବାରବାଟୀ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଲିଜେଣ୍ଡ୍ସ ଲିଗର ନବମ ମ୍ୟାଚରେ ଭିଲୱାରା କିଙ୍ଗ୍ସ ୫୭ ରନରେ ଗୁଜରାଟ ଜାଏଣ୍ଟ୍ସକୁ ପରାସ୍ତ କରିଛି। କିଙ୍ଗ୍ସ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୪ ଉଇକେଟ ହରାଇ ୨୨୨ ରନ୍…
ଭାରତ ପ୍ରଥମେ ସ୍ପେନ୍କୁ ଭେଟିବ
ଭୁବନେଶ୍ୱର, ୨୮।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ ଦ୍ୱିତୀୟ ଥର ପାଇଁ ହେବାକୁ ଯାଉଥିବା ହକି ବିଶ୍ୱକପ୍ର ଆଗାମୀ ସଂସ୍କରଣ ପାଇଁ ମଙ୍ଗଳବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଭୁବନେଶ୍ୱର ଓ ରାଉରକେଲାରେ ଏହି ପ୍ରତିଯୋଗିତା ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ…
ଆଜି ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ଥିରୁଭାନନ୍ତପୁରମ,୨୮।୯: ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଜିତିବା ପରେ ଭାରତୀୟ ଦଳ ବର୍ତ୍ତମାନ ଏକ ନୂଆ ଚ୍ୟାଲେଞ୍ଜ ପାଇଁ ପ୍ରସ୍ତୁତ। ବୁଧବାର ଠାରୁ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ।…
ଟିମ୍ ଇଣ୍ଡିଆରୁ ବାଦ୍ ପଡ଼ିଛନ୍ତି ସଞ୍ଜୁ ସାମସନ୍; କିଛି ଏଭଳି ଢଙ୍ଗରେ ବିରୋଧ କଲେ ପ୍ରଶଂସକ
ନୂଆଦିଲ୍ଲୀ,୨୭।୯: ଟି୨୦ ବିଶ୍ୱକପ୍ ପୂର୍ବରୁ ଭାରତୀୟ ଟିମ୍ ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ଟି୨୦ ସିରିଜରେ ବିଜେତା ହୋଇଛି। ଏବେ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ ଖେଳିବାକୁ ଯାଉଛି। ସେପ୍ଟେମ୍ବର ୨୮ରେ ସିରିଜର ପ୍ରଥମ ମୁକାବିଲା…
ଦକ୍ଷିଣ ଆଫ୍ରିକା ବିପକ୍ଷ ଗୋଟିଏ ବି ଘରୋଇ ସିରିଜରେ ବିଜେତା ହୋଇନାହିଁ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୨୭।୯: ନିକଟରେ ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ସିରିଜରେ ବିଜେତା ହୋଇଛି ଟିମ୍ ଇଣ୍ଡିଆ। ଏବେ ଦଳର ଲକ୍ଷ୍ୟ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିବାକୁ ଥିବା ଟି୨୦ ଏବଂ ଦିନିକିଆ ସିରିଜ ଉପରେ। ସେପ୍ଟେମ୍ବର ୨୮ରୁ ସିରିଜର ଆରମ୍ଭ ହେବାକୁ ଯାଉଛି। ଭାରତ-ଦକ୍ଷିଣ…
ବିଶ୍ୱକପ୍ ପୂର୍ବରୁ ଭାରତୀୟ ଦଳର ଚିନ୍ତା ବଢ଼ିଲା
ନୂଆଦିଲ୍ଲୀ,୨୭।୯: ବିଶ୍ୱକପ୍ ପୂର୍ବରୁ ଭାରତୀୟ ଟିମ୍ର ଗୋଟିଏ ପରେ ଗୋଟିଏ ଖେଳାଳି ଆହତ ହେଉଛନ୍ତି। ପ୍ରଥମରୁ ରବିନ୍ଦ୍ର ଜାଡେଜା, ପ୍ରସିଦ୍ଧ କ୍ରିଷ୍ଣା ଆହତ ହୋଇଥିବା ବେଳେ ଏବେ ଏହି ତାଲିକାରେ ଯୋଡ଼ି ହୋଇଛି ଦୀପକ ହୁଡାଙ୍କ ନାମ। ହୁଡାଙ୍କ ପିଠିରେ ସମସ୍ୟା…
ହୃଦୟ ଜିତିଲେ ସୂର୍ଯ୍ୟକୁମାର
ଥିରୁଭାନନ୍ତପୁରମ,୨୭।୯: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ଖେଳିବା ପାଇଁ ଭାରତ କେରଳର ରାଜଧାନୀ ଥିରୁଭାନନ୍ତପୁରମରେ ପହଞ୍ଚିଛି। ଭାରତୀୟ ଦଳ ବିମାନ ବନ୍ଦରରୁ ହୋଟେଲ ଅଭିମୁଖେ ଯାତ୍ରା କରିବାବେଳେ କ୍ରିକେଟ ପ୍ରଶଂସକମାନେ ରାସ୍ତାରେ କଡରେ…
ଲଣ୍ଡନ ହୋଟେଲରେ ଟାନିଆ ଭାଟିଆଙ୍କ ରୁମ୍ରୁ ଚୋରି
ନୂଆଦିଲ୍ଲୀ, ୨୭ା୯:ଭାରତୀୟ ମହିଳା କ୍ରିକେଟ ଦଳ ଇଂଲଣ୍ଡ ଟୁର୍ ବେଳେ ଉଇକେଟକିପର ବ୍ୟାଟର ଟାନିଆ ଭାଟିଆ ଲଣ୍ଡନସ୍ଥିତ ମାରିଅଟ ହୋଟେଲରେ ଅବସ୍ଥାନ କରିଥିଲେ। ସେତେବେଳେ ତାଙ୍କ ରୁମ୍ରୁ ତାଙ୍କର କିଛି ମୂଲ୍ୟବାନ ଜିନିଷପତ୍ର ଚୋରି ହୋଇଯାଇଛି। ତନ୍ମଧ୍ୟରେ ଅଳଙ୍କାର, ନଗଦ ଟଙ୍କା,…
କାର୍ତ୍ତିକଙ୍କୁ ଅଧିକ ସୁଯୋଗ ଦିଆଯିବ: ରୋହିତ
ହାଇଦ୍ରାବାଦ, ୨୭।୯:ଆସନ୍ତା ମାସରେ ଟି୨୦ ବିଶ୍ୱକପ ଖେଳାଯିବାକୁ ଥିବାବେଳେ ଉଇକେଟ କିପର ଦୀନେଶ କାର୍ତ୍ତିକଙ୍କୁ ଅଧିକ ବ୍ୟାଟିଂ ସୁଯୋଗ ଦିଆଯିବ ବୋଲି ଟିମ୍ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ସୂଚନା ଦେଇଛନ୍ତି। ଭାରତ ଏହାର ପ୍ଲେଇଂ ଏକାଦଶରେ କାର୍ତ୍ତିକ ଏବଂ ରିଷଭ…
ଝାଡ଼ଖଣ୍ଡକୁ ହରାଇଲା ଓଡ଼ିଶା
ଭୁବନେଶ୍ୱର, ୨୭।୯ (କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଘରୋଇ କ୍ରିକେଟ ସିଜନ ପାଖେଇ ଆସିଥିବାବେଳେ ପ୍ରସ୍ତୁତି ସ୍ବରୂପ ଓଡ଼ିଶା, ଝାଡ଼ଖଣ୍ଡ ଓ ବେଙ୍ଗଲ ସିନିୟର ଦଳ ମଧ୍ୟରେ ସମ୍ଭାବ୍ୟ ଖେଳାଳିଙ୍କୁ ନେଇ ଅଭ୍ୟାସ ମ୍ୟାଚ ଚାଲିଛି। ଏହି…
‘ଚେସ୍ ଇତିହାସର ସବୁଠାରୁ ବଡ଼ ସ୍କାଣ୍ଡାଲ’
ସେଣ୍ଟ ଲୁଇସ୍, ମିସୋରି (ଆମେରିକା) ୨୭ା୯: ଚଳିତ ମାସ ପ୍ରଥମ ଭାଗରେ ଅନୁଷ୍ଠିତ ‘ସିନ୍କ୍ୱିଫିଲ୍ଡ କପ୍’ରେ ବିଶ୍ୱ ଚାମ୍ପିୟନ ମାଗ୍ନସ କାର୍ଲସେନ ଓ ଆମେରିକାର ୧୯ବର୍ଷୀୟ ହାନ୍ସ ନିମାନ୍ଙ୍କ ମଧ୍ୟରେ ଖେଳାଯାଇଥିବା ମ୍ୟାଚର ଘଟଣାବଳୀକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି।…
ଲିଜେଣ୍ଡ୍ସ ଲଢ଼େଇରେ ଟାଇଗର୍ସର ବାଜିମାତ୍
କଟକ, ୨୭ା୯ (ସ୍ପୋଟର୍ସ ବ୍ୟୁରୋ):ବାରବାଟୀ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଲିଜେଣ୍ଡ୍ସ ଲିଗ୍ କ୍ରିକେଟ ମ୍ୟାଚରେ ମଣିପାଲ ଟାଇଗର୍ସ ୩ ରନରେ ଭିଲଓ୍ବାରା କିଙ୍ଗ୍ସକୁ ପରାସ୍ତ କରିଛି। ଟାଟେଣ୍ଡା ଟାଇବୁଙ୍କ ଅର୍ଦ୍ଧଶତକ ସହାୟତାରେ ମଣିପାଲ ଟାଇଗର୍ସ ୮ ଉଇକେଟ ହରାଇ ୧୭୫ ରନ…

