ଖେଳ

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୧-୧ରେ ବରାବର କରିଛି। ସିରିଜ୍‌ର ତୃତୀୟ ମ୍ୟାଚ୍‌…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ମଧ୍ୟ ନିଜକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ କରିବାରେ ଲାଗିଛନ୍ତି। ସୋସିଆଲ ମିଡିଆରେ ରୋହିତଙ୍କ ଫିଟନେସ…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ ଦଳ ସହିତ କେବେ ଯୋଡ଼ି ହେବେ ସେ ନେଇ କୌଣସି ସ୍ପଷ୍ଟତା ନାହିଁ।…

ନ୍ୟୁଜିଲ୍ୟାଣ୍ଡ ପରେ ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା, T20 ସିରିଜରୁ ବାଦ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୭।୩: ଦକ୍ଷିଣ ଆଫ୍ରିକା ଟିମ୍ ବର୍ତ୍ତମାନ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ ପାଇଁ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରୁଛି। ଦୁଇ ଦଳ ମଧ୍ୟରେ ସିରିଜର ଦ୍ୱିତୀୟ ଟି-୨୦ ମ୍ୟାଚ୍ ହାମିଲଟନରେ ଖେଳାଯିବ। ଏହି ମ୍ୟାଚ୍ ପୂର୍ବରୁ, ଉଭୟ ଦଳ କିଛି ବିପର୍ଯ୍ୟୟର…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି ଆକ୍ରମଣରେ ପ୍ରାୟ ୪୦୦ ଆଫଗାନ ପ୍ରାଣ ହରାଇଛନ୍ତି। ଏହି ବିମାନ ଆକ୍ରମଣ ଫଳରେ…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ ସେ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କଠାରୁ ବାଣିଜ୍ୟର କିଛି କୌଶଳ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ ସୋମବାର ଅବଗତ କରାଯାଇଛି। ବର୍ତ୍ତମାନ ଆମେରିକା ଓ ଇରାନ ମଧ୍ୟରେ ଯୁଦ୍ଧ ଜାରି…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳିବ। ଏଥିଲାଗି କର୍ନାଟକ ସରକାର ସୋମବାର କର୍ନାଟକ ରାଜ୍ୟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ)…

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା ପରେ ଏବେ ଅନେକ ପ୍ରଶ୍ନ ଉଠିଛି। କ’ଣ ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ ଆରମ୍ଭ ହେବ। ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଏପର୍ଯ୍ୟନ୍ତ କେବଳ ୨୦…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି। ପୁଣି ଥରେ, ବିରାଟ କୋହଲି, ରୋହିତ ଶର୍ମା ଏବଂ ଏମଏସ ଧୋନିଙ୍କ ପରି…

ବିଶ୍ୱକପ୍‌ ବିଜୟର ସପ୍ତାହ ପରେ ୧୨ କୋଟିର ଫେରାରି କାର କିଣିଲେ ହାର୍ଦ୍ଦିକ

ମୁମ୍ୱାଇ,୧୬ା୩: ଟି୨୦ ବିଶ୍ୱକପ୍‌ ଜିତିବାର ଏକ ସପ୍ତାହ ପରେ ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ୍‌ ପାଣ୍ଡ୍ୟା ଏକ ନୂଆ ଫେରାରି ୧୨ ସିଲିଣ୍ଡ୍ରି କାର୍‌ କିଣିଛନ୍ତି। ଏହି ସୁପର କାର୍‌ର ମୂଲ୍ୟ ପ୍ରାୟ ୧୨ କୋଟି ଟଙ୍କା। ଏହି ୧୨ ସିଲିଣ୍ଡ୍ରି କାର୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri