ଖେଳ

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ଟିମ ଇଣ୍ଡିଆରେ ହଲଚଲ: ବିସିସିଆଇ କଲା ବଡ଼ ଅଦଳବଦଳ, ଦଳରୁ ବାଦ୍‌ ପଡ଼ିଲେ…

ନୂଆଦିଲ୍ଲୀ,୩୦।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ରୁ ବାଦ ପଡ଼ିଛନ୍ତି ପ୍ରସିଦ୍ଧ କୃଷ୍ଣା। ଭାରତୀୟ ଦଳରେ ତାଙ୍କୁ ସାମିଲ କରାଯାଇଥିଲେ ମଧ୍ୟ ତାଙ୍କ ଖେଳିବା ଫିଟନେସ ଉପରେ ନିର୍ଭର କରୁଥିଲା। ହାମଷ୍ଟ୍ରିଂ ଆଘାତରେ ପୀଡ଼ିତ ପ୍ରସିଦ୍ଧ କୃଷ୍ଣାଙ୍କୁ ସୁସ୍ଥ ହେବା ପାଇଁ ଆହୁରି…

ନ୍ୟୁଜିଲାଣ୍ଡରେ ପହଞ୍ଚିଲେ କିଙ୍ଗ କୋହଲି: ଘଟିଲା ଏମିତି, ଯାହାକୁ ଦେଖି କାନ୍ଦି ପକାଇଲେ ମହିଳା ଫ୍ୟାନ

ନୂଆଦିଲ୍ଲୀ,୩୦।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ନଭେମ୍ବର ୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ ପାଇଁ ଶୁଭମନ ଗିଲ ଏବଂ ରୋହିତ ଶର୍ମା ପୂର୍ବରୁ ଜଣଙ୍କ ପରେ ଜଣେ ନ୍ୟୁଜିଲାଣ୍ଡରେ ପହଞ୍ଚି…

ମାତ୍ର ୩୫ ରନ୍‌ କରିବା କ୍ଷଣି ବିଶ୍ୱରେକର୍ଡ ଭାଙ୍ଗିବେ ଅଭିଷେକ ଶର୍ମା: ହାତରେ ରହିଛି ବଡ଼ ସୁଯୋଗ

ନୂଆଦିଲ୍ଲୀ,୩୦।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜ୍‌ର ଚତୁର୍ଥ ମ୍ୟାଚ ଆଜି ଅକଲାଣ୍ଡର ଇଡେନ ପାର୍କରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଓପନର ଅଭିଷେକ ଶର୍ମାଙ୍କ ପାଖରେ ଦୁଇଟି ବଡ଼ ରେକର୍ଡ ନିଜ ନାମରେ କରିବାର ସୁଯୋଗ ରହିଛି। ମାତ୍ର…

ବିନା ଛକାରେ ୧୬୭ ରନ୍‌ର ବିସ୍ଫୋରକ ଇନିଂସ ଖେଳିଲେ ଏହି ବ୍ୟାଟ୍‌ର୍‌: ହାସଲ କଲେ ବିରଳ ରେକର୍ଡ

ଲାହୋର,୩୦।୧୦: ଇଂଲଣ୍ଡର ଷ୍ଟାର୍‌ ଓପନର୍‌ ବେନ ଡକେଟଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଦମ୍‌ଦାର ଇନିଂସ। ପାକିସ୍ତାନ ଆୟୋଜିତ ଦିନିକିଆ ଟ୍ରାଇ ସିରିଜ୍‌ରେ ଶ୍ରୀଲଙ୍କା ବିପକ୍ଷ ଶେଷ ମ୍ୟାଚ୍‌ରେ ଡକେଟ ୧୬୭ ରନ୍‌ର ଚମତ୍କାର ପାଳି ଖେଳିଛନ୍ତି। ଖାସ କଥା ହେଉଛି, ଏହି…

ଶୁବମନ ଗିଲଙ୍କ କପାଳରେ ଲାଗିଛି ଅଜବ ଡିଭାଇସ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଅକଲାଣ୍ଡ,୩୦।୧୦: କ୍ରିକେଟ ପଡ଼ିଆରେ ନିଜ ବ୍ୟାଟିଂକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ଶୁବମନ ଗିଲ ଏବେ ଏକ ଭିନ୍ନ କାରଣ ପାଇଁ ଚର୍ଚ୍ଚାକୁ ଆସିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଅକଲାଣ୍ଡରେ ଭାରତୀୟ ଦଳର ଅଭ୍ୟାସ ସମୟରେ ଗିଲଙ୍କ କପାଳରେ…

ସ୍ମୃତି ମନ୍ଧାନାକୁ ମେସେଜ୍‌ କରିଥିଲେ ଧୋନୀ, ଖୋଲିଗଲା ବଡ଼ ରାଜ୍‌: ଜାଣନ୍ତୁ କ’ଣ ଲେଖିଥିଲେ

ନୂଆଦିଲ୍ଲୀ,୩୦।୧୦:: ଭାରତୀୟ ମହିଳା କ୍ରିକେଟ ଟିମ ପ୍ରଥମ ଥର ପାଇଁ ଦିନିକିଆ ବିଶ୍ୱକପ ଜିତିବା ପରେ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଥିଲା। ଏହି ଐତିହାସିକ ବିଜୟ ପାଇଁ ଦେଶ ବିଦେଶରୁ ଦଳକୁ ଶୁଭେଚ୍ଛାର ସୁଅ ଛୁଟିଥିଲା। ଭାରତୀୟ କ୍ରିକେଟ୍‌ର ଅନେକ…

ଆଜି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ: ହଂକଂ ସିକ୍ସେସ ଟୁର୍ନାମେଣ୍ଟରେ ଆଜି ମୁହାଁମୁହିଁ ହେବେ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ। ଅକ୍ଟୋବର ୩୦ରୁ ଆରମ୍ଭ ହୋଇଥିବା ଏହି ଟୁର୍ନାମେଣ୍ଟର ପ୍ରଥମ ଦିନରେ ଗ୍ରୁପ-ସି’ର ଏହି ହାଇଭୋଲଟେଜ ମ୍ୟାଚ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ପାକିସ୍ତାନ ନିଜ ଟାଇଟଲ ବଜାୟ…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଚାଇନାକୁ ପରାସ୍ତ କରି ଭାରତର ବିଜୟ ଧାରା ଜାରି

ଜଳନ୍ଧର,୨୯ା୧୦: ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ହକି ଦଳ ଚଳିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟରେ ବିଜୟ ଧାରା ଜାରି ରଖିଛି। ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଧିନାୟକ ହରମନପ୍ରୀତ ସିଂ (୨୭ ଓ ୩୧ତମ) ଓ ସୁଖଜିତ ସିଂ(୧୨ ଓ ୩୪ତମ)ଙ୍କ…

‘ଟେଷ୍ଟ କ୍ରିକେଟରେ ଏବେ ବି ବହୁତ କିଛି ପ୍ରମାଣ କରିବାର ଅଛି’ ଯଶପ୍ରୀତ ବୁମରାଙ୍କ ସମ୍ପର୍କରେ ଏମିତି କହିଲେ ପାକିସ୍ତାନ କ୍ରିକେଟର

ନୂଆଦିଲ୍ଲୀ,୨୯।୧୦: ଯେତେବେଳେ ଜସପ୍ରୀତ ବୁମରାଙ୍କ ହାତରେ ବଲ ଥାଏ, ସେତେବେଳେ ଶ୍ରେଷ୍ଠ ବ୍ୟାଟରମାନଙ୍କ ପାଇଁ ମଧ୍ୟ ରନ ସଂଗ୍ରହ କରିବା କଷ୍ଟକର ହୋଇପଡ଼େ। ନିଜର ଦମଦାର ବୋଲିଂ ମାଧ୍ୟମରେ ସେ ଅନେକ ଥର ଭାରତକୁ ଜଟିଳ ପରିସ୍ଥିତିରୁ ଉଦ୍ଧାର କରିଛନ୍ତି। ଏହି…

ଅଧିନାୟକ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏହି ଦଳରେ ଯୋଗ ଦେବାକୁ ପଡ଼ିବ; ଅଶ୍ୱିନ ଦେଲେ ବଡ଼ ବୟାନ, ହେଲାଣି ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୯।୧୦: ହାର୍ଦ୍ଦିକ ପାଣ୍ଡ୍ୟା କ’ଣ ମୁମ୍ବାଇ ଇଣ୍ଡିଆନ୍ସ ସହିତ ନିଜର ଯାତ୍ରା ଜାରି ରଖିବେ, ନା ତାଙ୍କୁ ଏକ ନୂତନ ଦଳର ଜର୍ସିରେ ଦେଖିବାକୁ ମିଳିବ? ଆଗାମୀ ଆଇପିଏଲ (IPL) ସିଜିନ ପାଖେଇ ଆସୁଥିବାରୁ, ଏହି ପ୍ରଶ୍ନ ଏବେ ଆଲୋଚନାର ମୁଖ୍ୟ…

IPL 2027 ପୂର୍ବରୁ, ମୁମ୍ବାଇ ଇଣ୍ଡିଆନ୍ସ କଲା ବଡ଼ ପରିବର୍ତ୍ତନ, ମାଲିଙ୍ଗାଙ୍କ ସମେତ ୩ ପ୍ରମୁଖ ବ୍ୟକ୍ତିଙ୍କ ସହ ହଠାତ ସମ୍ପର୍କ ଛିନ୍ନ

ନୂଆଦିଲ୍ଲୀ,୨୯।୧୦: IPL 2027 ପୂର୍ବରୁ, ମୁମ୍ବାଇ ଇଣ୍ଡିଆନ୍ସ ନିଜର କୋଚିଂ ଷ୍ଟାଫରେ ପରିବର୍ତ୍ତନ କରିଛି ଏବଂ ତିନିଜଣ କୋଚଙ୍କ ସହ ସମ୍ପର୍କ ବିଚ୍ଛିନ୍ନ କରିଛି। ଏମାନଙ୍କ ମଧ୍ୟରେ ସବୁଠାରୁ ଉଲ୍ଲେଖନୀୟ ନାମ ହେଉଛି ଲସିଥ ମାଲିଙ୍ଗା, ଯିଏ ଦଳର ବୋଲିଂ କୋଚ…

ଚତୁର୍ଥ ଟି-୨୦ରୁ ବୈଭବଙ୍କୁ ବାହାର କରିବାକୁ ପଡିବ? କାହିଁକି ଏପରି କହିଲେ ଅଶ୍ୱିନ, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜର ପରବର୍ତ୍ତୀ ମୁକାବିଲା ଏବେ ଅକଲାଣ୍ଡରେ ଖେଳାଯିବ। ଶୁକ୍ରବାର, ଅକ୍ଟୋବର ୩୦ ତାରିଖରେ ଉଭୟ ଦଳ ଚତୁର୍ଥ ଟି-୨୦ ମ୍ୟାଚରେ ମୁହାଁମୁହିଁ ହେବେ। ପ୍ରଥମ ତିନୋଟି ମ୍ୟାଚ ଜିତି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?