ଖେଳ

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଘଟଣା ଉତ୍ତର ପ୍ରଦେଶର ଉନ୍ନାଓ ଜିଲାରେ ଘଟିଛି। ୧୫ ରୁ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ ଆଇସିସି ପୁରୁଷ ଟି-୨୦ ବିଶ୍ୱକପରେ ୪୦ ବିଜୟ ରେକର୍ଡ କରିଥିବା ପ୍ରଥମ ଦଳ…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ ଅବସର ନେଇଛନ୍ତି । ଅକଲ୍ୟାଣ୍ଡରେ ଜନ୍ମଗ୍ରହଣ ଏବଂ ପାଳିତ ହୋଇଥିବା ଡାଉନ୍ ତାଙ୍କ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ ଶୂନ୍ୟରେ ଆଉଟ ହୋଇଛନ୍ତି। ସେ ନେଦରଲ୍ୟାଣ୍ଡ୍ସ ବିପକ୍ଷ ମ୍ୟାଚ୍‌ରେ ମଧ୍ୟ ବିନା ସ୍କୋରରେ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଚଳିତ ବିଶ୍ୱକପ୍‌ ଗ୍ରୁପ୍ ପର୍ଯ୍ୟାୟରେ ଲଗାତାର ଚତୁର୍ଥ ବିଜୟ ହାସଲ କରି ନିଜର…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା କରିଛି। ଭାରତୀୟ ମଧ୍ୟକ୍ରମର ବ୍ୟାଟର ଶିବମ ଦୁବେଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଦଳ…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ ସହ ପାକିସ୍ତାନ ଚଳିତ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟକୁ ଯୋଗ୍ୟତା ଅର୍ଜନ କରିଥିବା ଅଷ୍ଟମ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ବାଛିଥିବା ବେଳେ ଦଳରେ ଦୁଇଟି ପ୍ରମୁଖ ପରିବର୍ତ୍ତନ କରାଯାଇଛି। ସୁପର-୮ ପୂର୍ବରୁ ଏହି…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ ପଛରେ ପକାଇ ୮ ନମ୍ବର ସ୍ଥାନରେ ପହଞ୍ଚିଛନ୍ତି। ଟି-୨୦ ବିଶ୍ୱକପରେ ଏପର୍ଯ୍ୟନ୍ତ ଖାତା…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ ଯାଇଥିବା ଦଳ କେବଳ ମ୍ୟାଚ୍‌ରେ ପରାଜୟ ବରଣ କରିନାହିଁ ବରଂ ପଡ଼ିଆ ବାହାରେ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ ମ୍ୟାଚ ପାକିସ୍ତାନ ପାଇଁ କର ବା ମର ପରିସ୍ଥିତି ସୃଷ୍ଟି କରିଛି। ଯଦି…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିସାରିଛି। ସୁପର ୮ ପର୍ଯ୍ୟାୟରେ ଭାରତ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?