ସୂର୍ଯ୍ୟକୁମାର ବଡ଼ ରେକର୍ଡ
ହାଇଦ୍ରାବାଦ,୨୬।୯: ଭାରତୀୟ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଚଳିତ ବର୍ଷ ଟି-୨୦ କ୍ରିକେଟରେ ସର୍ବାଧିକ ରନ ସ୍କୋର କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ତଥା ନିର୍ଣ୍ଣାୟକ ମ୍ୟାଚରେ ୬୯ ରନ୍ର ଇନିଂସ ତାଙ୍କୁ ଏହି ସ୍ଥାନକୁ…
ବିଜୟ ପରେ ଏମିତି ସେଲିବ୍ରେଶନ କଲେ ରୋହିତ, କୋହଲି, ଭାଇରାଲ ହେଉଛି ଭିଡିଓ
ହାଇଦ୍ରାବାଦ,୨୬।୯: ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଅଷ୍ଟ୍ରେଲିଆ ବିପକ୍ଷରେ ଟି-୨୦ ସିରିଜ ଜିତିଛି। ନିର୍ଣ୍ଣାୟକ ମ୍ୟାଚରେ ଭାରତ କଙ୍ଗାରୁ ଦଳକୁ ୬ ଉଇକେଟରେ ପରାସ୍ତ କରି ସିରିଜକୁ ୨-୧ରେ କବ୍ଜା କରିଥିଲା। ମ୍ୟାଚ୍ରେ ପ୍ରଥମ ଖେଳି ଅଷ୍ଟ୍ରେଲିଆ ୭ ଉଇକେଟ ହରାଇ…
ବଡ଼ ଉପଲବ୍ଧି ହାସଲ କଲେ କୋହଲି
ହାଇଦ୍ରାବାଦ,୨୬।୯: ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚରେ ବିରାଟ କୋହଲି ୬୩ର ଚମତ୍କାର ଇନିଂସ ଖେଳିଥିଲେ। ଏହି ଇନିଂସ ସହ ବିରାଟ କୋହଲି ଏକ ବିଶେଷ ଉପଲବ୍ଧି ହାସଲ କରିଛନ୍ତି। ସଚିନ ତେନ୍ଦୁଲକରଙ୍କ ପରେ ବିରାଟ…
ପୁଣି ଚର୍ଚ୍ଚାରେ ଦୂତୀ-ସରସ୍ବତୀ କଳି
ଭୁବନେଶ୍ୱର, ୨୬।୯(ସ୍ପୋଟର୍ସ ବ୍ୟୁରୋ): ରାଜ୍ୟର ଦୁଇ ତାରକା ଆଥଲେଟ୍ ତଥା ଦୁଇ ଭଉଣୀ ଦୂତୀ ଚାନ୍ଦ ଓ ସରସ୍ବତୀ ଚାନ୍ଦଙ୍କ ମଧ୍ୟରେ ସୋସିଆଲ ମିଡିଆରେ କଳି ଏବେ ପୁଣି ଚର୍ଚ୍ଚାରେ ରହିଛି। ବ୍ୟକ୍ତିଗତ ଏବଂ ପାରିବାରିକ କାରଣରୁ ଦୁଇଜଣଙ୍କ ମଧ୍ୟରେ କଳି…
ହକିର ପୁରୁଣା ଗଡ଼ ଉପରେ ଦିଲୀପଙ୍କ ନଜର
ଭୁବନେଶ୍ୱର, ୨୬ା୯(କ୍ରୀଡ଼ା ପ୍ରତିନିଧି) ହକି ଇଣ୍ଡିଆର ନବନିର୍ବାଚିତ ସଭାପତି ଅଲିମ୍ପିଆନ ଦିଲୀପ ତିର୍କୀଙ୍କୁ ରବିବାର ଓଡ଼ିଶା ସ୍ପୋଟର୍ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍ଜା) ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ୪୧୨ ଆନ୍ତର୍ଜାତିକ ହକି ମ୍ୟାଚ୍ ଖେଳିବାର ରେକର୍ଡ ରଖିଥିବା ଦିଲୀପ ନିକଟରେ ଅନୁଷ୍ଠିତ ନିର୍ବାଚନରେ…
ପଶ୍ଚିମାଞ୍ଚଳକୁ ଦୁଲୀପ୍ ଟ୍ରଫି ଟାଇଟଲ
କୋଏମ୍ବାଟୁର,୨୬ା୯(ପି.ଟି.) : ଦକ୍ଷିଣାଞ୍ଚଳକୁ ୨୯୪ ରନ୍ରେ ହରାଇବା ସହିତ ଦୁଲୀପ୍ ଟ୍ରଫି ହାତେଇ ନେଇଛି ପଶ୍ଚିମାଞ୍ଚଳ। ରବିବାର ଅନ୍ତିମ ଦିନରେ ପଶ୍ଚିମାଞ୍ଚଳକୁ ବିଜୟ ପାଇଁ ୪ ଉଇକେଟ ଆବଶ୍ୟକ ଥିଲା। ସ୍ପିନର ସାମ୍ସ ମୁଲାନୀଙ୍କ ୪/୫୧ ବୋଲିଂ ବଳରେ ମ୍ୟାଚ୍କୁ ପ୍ରଥମ…
୨-୧ରେ ସିରିଜ ଜିତିଲା ଭାରତ
ହାଇଦ୍ରାବାଦ,୨୫।୯: ହାଇଦ୍ରାବାଦସ୍ଥିତ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଟି୨୦ ସିରିଜର ତୃତୀୟ ତଥା ଅନ୍ତିମ ମୁକାବିଲାରେ ବିରାଟ କୋହଲି ଓ ସୂର୍ଯ୍ୟକୁମାର ଯାଦବଙ୍କ ଶତକୀୟ ଭାଗୀଦାରି ବଳରେ ଅଷ୍ଟ୍ରେଲିଆକୁ ୬ ଉଇକେଟରେ ପରାସ୍ତ କରିଛି ଭାରତ। ଫଳରେ ଭାରତ…
ଭାରତକୁ ୧୮୭ ରନ୍ର ଟାର୍ଗେଟ୍ ଦେଲା ଅଷ୍ଟ୍ରେଲିଆ
ହାଇଦ୍ରାବାଦ,୨୫।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ଶେଷ ତଥା ନିର୍ଣ୍ଣାୟକ ମ୍ୟାଚ ରବିବାର ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଛି। ଭାରତ ଟସ ଜିତି ଏହି ମ୍ୟାଚ୍ରେ ପ୍ରଥମେ ବୋଲିଂ…
ନିର୍ଣ୍ଣାୟକ ମ୍ୟାଚ୍ରେ ଟସ୍ ଜିତିଲା ଭାରତ
ହାଇଦ୍ରାବାଦ,୨୫।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍ ଆଜି ହାଇଦ୍ରାବାଦରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଭାରତୀୟ ଏକାଦଶରେ ଗୋଟିଏ ପରିବର୍ତ୍ତନ…
ଭୁବନେଶ୍ୱରରେ ପହଞ୍ଚିଲେ ଲିଜେଣ୍ଟସ କ୍ରିକେଟର୍: ଦେଖିବାକୁ ଲୋକଙ୍କ ଭିଡ଼
ଭୁବନେଶ୍ୱର,୨୫।୯: ବାରବାଟୀରେ ଖେଳାଯିବାକୁ ଥିବା ଲିଜେଣ୍ଡ ଲିଗ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆସନ୍ତା ୨୬ ହେବାକୁ ଥିବା ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି ଦୁଇ ଦଳ ଭିଲୱାରା କିଙ୍ଗ୍ସ ଓ ମନିପଲ ଟାଇଗର୍ସ। ବିମାନବନ୍ଦର ପହଞ୍ଚିବା ପରେ ଖେଳାଳିଙ୍କୁ…
ଲାଇଭ୍ ଆସି ଏହି ଘୋଷଣା କଲେ ଧୋନୀ
ନୂଆଦିଲ୍ଲୀ,୨୫।୯: ଭାରତର କିମ୍ବଦନ୍ତୀ ଉଇକେଟ କିପର ମହେନ୍ଦ୍ର ସିଂ ଧୋନୀ ରବିବାର ଭାରତରେ ପୁନର୍ବାର ଓରିଓ ବିସ୍କୁଟ ଲଞ୍ଚ୍ କରିଛନ୍ତି। ସେ ଲାଇଭ୍ ଆସି ଏହି ବିଷୟରେ ସୂଚନା ଦେଇଛନ୍ତି। ଧୋନୀ କହିଛନ୍ତି, ୨୦୧୧ରେ ଏହି ବିସ୍କୁଟ ଭାରତକୁ ଆସିଥିଲା ଏବଂ…
ଯୋଗରାଜଙ୍କ ଶରଣରେ ସଚିନଙ୍କ ପୁଅ
ଚଣ୍ଡିଗଡ,୨୫।୯: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ଗୋଆ ଦଳ ପକ୍ଷରୁ ଏକ ଟୁର୍ନାମେଣ୍ଟ ଖେଳିବା ପାଇଁ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି। ଭାରତର ପୂର୍ବତନ କ୍ରିକେଟର୍ ଯୁବରାଜ ସିଂଙ୍କ ପିତା ଯୋଗରାଜଙ୍କ ସହ ଅର୍ଜୁନଙ୍କ ଅଭ୍ୟାସ ଅଧିବେଶନର ଫଟୋ ସୋସିଆଲ ମିଡିଆରେ ଭାଇରାଲ…

