‘ଭାରତରେ ଭଲିବଲର ଭବିଷ୍ୟତ ଉଜ୍ଜ୍ୱଳ’
ଭୁବନେଶ୍ୱର,୨୪ା୯(କ୍ରୀଡ଼ା ପ୍ରତିନିଧି): ଭାରତରେ ଭଲିବଲର ବିକାଶ ଆଶା ଉଜ୍ଜ୍ୱଳ ବୋଲି ଭାରତୀୟ ଭଲିବଲ୍ ସଂଘର ସଭାପତି ଅଚ୍ୟୁତ ସାମନ୍ତ କହିଛନ୍ତି। ନେଦରଲାଣ୍ଡରେ ଶୁକ୍ରବାର ଆରମ୍ଭ ହୋଇଥିବା ଅନ୍ତର୍ଜାତୀୟ ଭଲବଲ୍ ସଂଘ (ଏଫ୍ଆଇଭିବି)ର ୩୮ତମ ବିଶ୍ୱ କଂଗ୍ରେସରେ ଯୋଗଦେଇ ଭାରତ ବିଶେଷ କରି…
ଟିକେଟ ବିକ୍ରି ଆରମ୍ଭ, ବାରବାଟୀରେ ଫାଇନାଲ
କଟକ ଅଫିସ, ୨୪ା୯: ବାରବାଟୀରେ ଖେଳାଯିବାକୁ ଥିବା ଲିଜେଣ୍ଡ୍ସ ଲିଗ୍ କ୍ରିକେଟ (ଏଲଏଲସି) ଟୁର୍ନାମେଣ୍ଟର ମ୍ୟାଚ୍ ନିମନ୍ତେ ଅଫଲାଇନ୍ରେ ଟିକେଟ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ବାରବାଟୀ ଷ୍ଟାଡିୟମ ପରିସର ବାହାରେ ୪ଟି କାଉଣ୍ଟରରେ ଟିକେଟ ବିକ୍ରି କରାଯାଉଛି। ପ୍ରଥମ ଦିନରେ…
ଜୁନିୟର ହକି, ଏଚ୍ଆଇଏଲ୍ ଉପରେ ଫୋକସ
ଭୁବନେଶ୍ୱର, ୨୪ା୯: ନିଜ ହକି ଷ୍ଟିକ୍ ମାଧ୍ୟମରେ ଓଡ଼ିଶାକୁ ପୂର୍ବରୁ ଅନେକ ଥର ଗର୍ବିତ କରିଥିବା ଅଲିମ୍ପିଆନ ଦିଲୀପ ତିର୍କୀ ଏବେ କ୍ୟାରିୟରରେ ଏକ ନୂଆଫର୍ଦ୍ଦ ଯୋଡ଼ି ଗୌରବ ଆଣିଛନ୍ତି। ପ୍ରଥମ ଓଡ଼ିଆ ଭାବେ ହକି ଇଣ୍ଡିଆର ସଭାପତି ହୋଇଛନ୍ତି ପଦ୍ମଶ୍ରୀ…
ସିରିଜ ବରାବର କଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୨୩।୯: ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟି୨୦ ମୁକାବିଲାରେ ବାଜିମାତ କରିଛି ଟିମ୍ ଇଣ୍ଡିଆ। ଦଳ ଏହି କର ବା ମର ମ୍ୟାଚ୍କୁ ୬ ଉଇକେଟରେ ଜିତିନେଇ ସିରିଜକୁ ବରାବର କରିଛି। ଦ୍ୱିତୀୟ ଟି୨୦ରେ ଭାରତ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି…
ଟି୨୦ ବିଶ୍ୱକପ୍ ପରେ ବାଜିବ ଆଇପିଏଲ୍ ବିଗୁଲ୍
ନୂଆଦିଲ୍ଲୀ,୨୩।୯: ଟି୨୦ ବିଶ୍ୱକପ୍ ପରେ ବାଜିପାରେ ଆଇପିଏଲ୍ର ଆଗାମୀ ସିଜନର ବିଗୁଲ୍। ଡିସେମ୍ବରରେ ଆଇପିଏଲ୍-୨୦୨୩ ଲାଗି ଅକ୍ସନ କରାଯାଇପାରେ। ଏହା ଏକ ମିନି ଅକ୍ସନ ହେବାକୁ ଯାଉଥିବା ବେଳେ ଏହା କେଉଁଠି ହେବ ତାହା ସ୍ଥିର କରାଯାଇନାହିଁ। ଡିସେମ୍ବର ଦ୍ୱିତୀୟ ଅଥବା…
ସନ୍ନ୍ୟାସ ନେଇ ଘୋଷଣା କଲେ ଭାରତର କିମ୍ବଦନ୍ତୀ ମହିଳା କ୍ରିକେଟର
ନୂଆଦିଲ୍ଲୀ,୨୩।୯: ଭାରତୀୟ କିମ୍ବଦନ୍ତୀ ମହିଳା ପେସର୍ ଝୁଲନ ଗୋସ୍ବାମୀ ଶୁକ୍ରବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇ ଘୋଷଣା କରିଛନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଶନିବାର(ସେପ୍ଟେମ୍ବର ୨୪)ରେ ଖେଳାଯିବାକୁ ଥିବା ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍ ତାଙ୍କର ଶେଷ ମୁକାବିଲା…
ଟସ୍ ଜିତି ଅଷ୍ଟ୍ରେଲିଆକୁ ବ୍ୟାଟିଂ ନିମନ୍ତ୍ରଣ: ୨ ପରିବର୍ତ୍ତନ ସହ ଓହ୍ଲାଇଛି ଟିମ୍ ଇଣ୍ଡିଆ
ନାଗପୁର,୨୩।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଶୁକ୍ରବାର ତିନି ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ଦ୍ୱିତୀୟ ମୁକାବିଲା ଏଠାରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଏହି ମ୍ୟାଚ୍ରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭାରତ ଏକାଦଶରେ…
ଦବଙ୍ଗ ଦିଲ୍ଲୀ-ୟୁ ମୁମ୍ବା ଉଦ୍ଘାଟନୀ ମୁକାବିଲା
ନୂଆଦିଲ୍ଲୀ,୨୩ା୯: ପ୍ରୋ-କବାଡ଼ି ଲିଗ୍ ସିଜନ-୯ ଆସନ୍ତା ଅକ୍ଟୋବର ୭ରୁ ଆରମ୍ଭ ହେବ। ପ୍ରତିଯୋଗିତାର ଉଦ୍ଘାଟନୀ ମ୍ୟାଚ ବେଙ୍ଗାଲୁରୁରେ ଦବଙ୍ଗ ଦିଲ୍ଲୀ କେସି ଓ ୟୁ ମୁମ୍ବା ମଧ୍ୟରେ ହେବ। ପ୍ରଥମ ଦିବସରେ ଆଉ ଦୁଇଟି ମ୍ୟାଚ ମଧ୍ୟ ଖେଳାଯିବ। ତନ୍ମଧ୍ୟରୁ ଗୋଟିଏ…
ନାଗପୁରରେ ଟି-୨୦ ମ୍ୟାଚ: ଟସ୍ରେ ବିଳମ୍ବ
ନାଗପୁର,୨୩।୯: ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍ର ଶୁକ୍ରବାର ନାଗପୁର ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଭାରତ-ଅଷ୍ଟ୍ରେଲିଆ ଦ୍ବିତୀୟ ଟି-୨୦ ମ୍ୟାଚର ଟସ୍ ଆରମ୍ଭରେ ବିଳମ୍ବ ହୋଇଛି। ସୂଚନାଯୋଗ୍ୟ, ବୁଧବାର ରାତିରେ ନାଗପୁରରେ ପ୍ରବଳ ବର୍ଷା ହୋଇଥିଲା। ଏନେଇ ଗୁରୁବାର ଉଭୟ…
ଦିଲୀପ ତିର୍କୀ ହେଲେ ହକି ଇଣ୍ଡିଆ ସଭାପତି
ଭୁବନେଶ୍ୱର,୨୩।୯(ବ୍ୟୁରୋ): ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଅଲିମ୍ପିଆନ ଦିଲୀପ ତିର୍କୀ ହେଲେ ହକି ଇଣ୍ଡିଆର ସଭାପତି। ବିନା ପ୍ରତିଦ୍ବନ୍ଦ୍ୱିତାରେ ଦିଲୀପ ତିର୍କୀ ଏହି ପଦ ପାଇଁ ନିର୍ବାଚିତ ହୋଇଛନ୍ତି । ପ୍ରଥମ ଓଡ଼ିଆ ଭାବେ ସେ ହକି ଇଣ୍ଡିଆର ସଭାପତି…
ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ନାଗପୁର ,୨୩।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ ଆଜି ନାଗପୁରରେ ଖେଳାଯିବ। ସିରିଜକୁ ବରାବର କରିବା ପାଇଁ ଭାରତ ପଡିଆକୁ ଓହ୍ଲାଇବ। ପ୍ରଥମ ମ୍ୟାଚରେ ଭାରତକୁ ଚାରି ଉଇକେଟରେ ପରାଜୟର ସାମ୍ନା…
ପୂର୍ବତନ ବିଚାରପତି ନାଗେଶ୍ୱରଙ୍କୁ ନିଯୁକ୍ତି
ନୂଆଦିଲ୍ଲୀ, ୨୩ା୯ (ପି.ଟି.):ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ)ର ସମ୍ବିଧାନ ସଂଶୋଧନ ଓ ଇଲେକ୍ଟୋରାଲ କଲେଜ ପ୍ରସ୍ତୁତ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟର ପୂର୍ବତନ ବିଚାରପତି ଏଲ୍. ନାଗେଶ୍ୱର ରାଓଙ୍କୁ ନିଯୁକ୍ତି ଦେଇଛନ୍ତି। ଜଷ୍ଟିସ୍ ଡି. ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ…

