ଖେଳ

ଓଡ଼ିଶାର ୨୧ ଜଣଙ୍କୁ ଜାତୀୟ ଯୋଗ୍ୟତା

ଭୁବନେଶ୍ବର, ୨୩ା୯,(ସ୍ପୋଟର୍‌ସ ବ୍ୟୁରୋ):ପଶ୍ଚିମବଙ୍ଗର ଆସାନସୋଲରେ ଚାଲିଥିବା ଷଷ୍ଠ ପୂର୍ବାଞ୍ଚଳ ବନ୍ଧୁକଚାଳନା ପ୍ରତିଯୋଗିତାରେ ଓଡିଶାର ପ୍ରତିଯୋଗୀ ଅଦ୍ଭୂତପୂର୍ବ ସଫଳତା ହାସଲ କରିଛନ୍ତି। ଏହି ପ୍ରତିଯୋଗିତାରେ ଓଡ଼ିଶାରୁ ୫୩ ଜଣ ପ୍ରତିଯୋଗୀ ବିଭିନ୍ନ ବର୍ଗରେ ଭାଗ ନେଇଥିଲେ। ଏହା ମଧ୍ୟରୁ ୧୨ ଜଣ ପୁରୁଷ…

ଇନ୍ଦ୍ରଜିତଙ୍କ ଶତକରେ ଦକ୍ଷିଣାଞ୍ଚଳ ଆଗୁଆ

କୋଏମ୍ବାଟୁର,୨୩ା୯(ପି.ଟି.):ବାବା ଇନ୍ଦ୍ରଜିତଙ୍କ ଶତକ ଓ କ୍ରିଷ୍ଣାପ୍ପ ଗୋଥାମଙ୍କ ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ ବଳରେ ପଶ୍ଚିମାଞ୍ଚଳ ବିପକ୍ଷ ଫାଇନାଲରେ ଦକ୍ଷିଣାଞ୍ଚଳ ପ୍ରଥମ ଇନିଂସ ଆଗୁଆ ରହିଛି। ପଶ୍ଚିମାଞ୍ଚଳ ହିତ୍‌ ପଟେଲଙ୍କ ୯୮ ରନ୍‌ ବଳରେ ୨୭୦ ରନରେ ଅଲଆଉଟ ହୋଇଥିବା ବେଳେ ଦ୍ୱିତୀୟ ଦିନର…

ଶେଷ ମ୍ୟାଚରେ ପାର୍ଟନର ହୋଇ ଖେଳିବେ ଫେଡରର

ଲଣ୍ଡନ,୨୨ା୯: ଶୁକ୍ରବାର ଲାଭର କପ୍‌ରେ ପୁରୁଷ ଡବଲ୍ସରେ ରୋଜର ଫେଡେରର ଓ ରାଫାଲ ନାଡାଲ ପାର୍ଟନର ହୋଇ ଖେଳିବେ। ଫେଡରରଙ୍କ କ୍ୟାରିୟରର ଏହା ଶେଷ ମ୍ୟାଚ ବୋଲି ସେ ପୂର୍ବରୁ ଘୋଷଣା କରିସାରିଛନ୍ତି। ଫେଡେରର ହେଉଛନ୍ତି ୨୦ ଗ୍ରାଣ୍ଡସ୍ଲାମ ବିଜେତା। ତାଙ୍କ…

ଆଇପିଏଲ୍‌କୁ ନେଇ ବଡ଼ ଘୋଷଣା କଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୨୨।୯: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୩ ସିଜିନରୁ ଏହାର ମୂଳ ଫର୍ମାଟ୍‌ ଅର୍ଥାତ୍‌ ପ୍ରି-କୋଭିଡ ଫର୍ମାଟକୁ ଫେରିବ। ଦଳ ନିଜ ଘରୋଇ ଗ୍ରାଉଣ୍ଡରେ ଏବଂ ବିପକ୍ଷ ଦଳର ଗ୍ରାଉଣ୍ଡରେ ମ୍ୟାଚ ଖେଳିବ। ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ…

ଶୁକ୍ରବାର ନାଗପୁରରେ ଟିମ୍‌ ଇଣ୍ଡିଆ-ଅଷ୍ଟ୍ରେଲିଆ ଭେଟ, ବିଦର୍ଭ ଷ୍ଟାଡିୟମରେ ୬ ବର୍ଷ ଧରି ପରାଜିତ ହୋଇନି ଭାରତୀୟ ଦଳ…

ନୂଆଦିଲ୍ଲୀ, ୨୨।୯ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଟି -୨୦ ମ୍ୟାଚ ସିରିଜର ଦ୍ୱିତୀୟ ମ୍ୟାଚ ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ଶୁକ୍ରବାର (୨୩ସେପ୍ଟେମ୍ବର) ଟିମ ଇଣ୍ଡିଆ ଏହି ସିରିଜକୁ ବରାବର…

ଭୁଭିଙ୍କ ସମାଲୋଚକଙ୍କୁ କଡ଼ା ଜବାବ ଦେଲେ ନୂପୁର

ନୂଆଦିଲ୍ଲୀ,୨୨।୯: ଆଜିକାଲି ଭାରତର ଦ୍ରୁତ ବୋଲର ଭୁବନେଶ୍ୱର କୁମାର ସୋସିଆଲ ମିଡିଆରେ ସମାଲୋଚନାର ଶିକାର ହେଉଛନ୍ତି। ପାକିସ୍ତାନ ଏବଂ ଶ୍ରୀଲଙ୍କା ବିପକ୍ଷ ଏସିଆ କପରେ ତାଙ୍କର ୧୯ତମ ଓଭର ଭାରତ ପାଇଁ ମହଙ୍ଗା ପ୍ରମାଣିତ ହୋଇଥିଲା ଏବଂ ବର୍ତ୍ତମାନ ଅଷ୍ଟ୍ରେଲିଆ ବିପକ୍ଷ…

ସେମିରେ ସୁନ୍ଦରଗଡ଼-ସମ୍ବଲପୁର, କିଟ୍‌-ଦେବଗଡ଼

ଭୁବନେଶ୍ୱର, ୨୨।୯ (କ୍ରୀଡ଼ା ପ୍ରତିନିଧି):ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ରାଜ୍ୟ ଜୁନିୟର ହକି ଚାମ୍ପିୟନଶିପର ସେମିଫାଇନାଲ ଲାଇନ୍‌ଅପ୍‌ ହୋଇଯାଇଛି। ଗୁରୁବାର ସୁନ୍ଦରଗଡ଼-ସମ୍ବଲପୁର ଏବଂ କିଟ୍‌-ଦେବଗଡ଼ ମଧ୍ୟରେ ସେମିଫାଇନାଲ ଅନୁଷ୍ଠିତ ହେବ। କିଟ୍‌ ଷ୍ଟାଡିୟମରେ ମ୍ୟାଚ ୨ଟି ଯଥାକ୍ରମେ ଅପରାହ୍ନ ୩ଟା୩୦…

ହିତ୍‌, ଜୟଦେବ ସମ୍ମାନ ରଖିଲେ

କୋଏମ୍ବାଟୁର, ୨୧।୯: ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ମଧ୍ୟରେ ଦୁଲିପ ଟ୍ରଫି କ୍ରିକେଟ ଫାଇନାଲ ବୁଧବାର ଆରମ୍ଭ ହୋଇଛି। ଅଜିଙ୍କ୍ୟ ରାହାନେ ଓ ଶ୍ରେୟସ ଆୟାରଙ୍କ ପରି ତାରକା ବ୍ୟାଟରମାନେ ପ୍ରଭାବୀ ବ୍ୟାଟିଂ କରିବାରେ ବିଫଳ ହୋଇଥିବାବେଳେ ପ୍ରଥମ ଦିବସ ଶେଷ ବେଳକୁ…

ଇଣ୍ଡିଆ କ୍ୟାପିଟାଲ୍ସର ପ୍ରଥମ ବିଜୟ

ଲକ୍ଷ୍ନୌ,୨୨ା୯ : ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ଟି୨୦ ଟୁର୍ନାମେଣ୍ଟର ଦ୍ୱିତୀୟ ସଂସ୍କରଣରେ ପ୍ରଥମ ବିଜୟ ହାସଲ କରିଛି ଗୌତମ ଗମ୍ଭୀରଙ୍କ ଇଣ୍ଡିଆ କ୍ୟାପିଟାଲ୍ସ। ଇରଫାନ ପଠାନଙ୍କ ନେତୃତ୍ୱାଧୀନ ଭିଲଓ୍ବାରା କିଙ୍ଗ୍ସକୁ ୭୮ ରନରେ ପରାସ୍ତ କରି ଦଳ ପଏଣ୍ଟ ଟେବୁଲରେ ତୃତୀୟ…

ମୁଖ୍ୟମନ୍ତ୍ରୀଙ୍କ ସହ ଚୌବେ, ପ୍ରଭାକରନଙ୍କ ଆଲୋଚନା

ଭୁବନେଶ୍ୱର, ୨୨।୯ (କ୍ରୀଡ଼ା ପ୍ରତିନିଧି): ସମ୍ପ୍ରତି ଓଡ଼ିଶା ଗସ୍ତରେ ଥିବା ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ସଭାପତି କଲ୍ୟାଣ ଚୌବେ ଓ ମହାସଚିବ ଶାଜି ପ୍ରଭାକରନ ବୁଧବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ…

ବର୍ଷିଲେ ଗାଭାସ୍କର: ‘୧୯ତମ ଓଭର ପାଲଟିଲାଣି ଚିନ୍ତାର ବିଷୟ…ସବୁଥର ଦେଉଛନ୍ତି ଅଧିକ ରନ୍‌’

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ଟି୨୦ ସିରିଜରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛି ଟିମ୍‌ ଇଣ୍ଡିଆ। ଏହାକୁ ନେଇ ବିଭିନ୍ନ ମହଲରେ ଦଳକୁ ସମାଲୋଚନାର ଶିକାର ହେବାକୁ ପଡ଼ୁଛି। ଏହି କ୍ରମରେ ଏବେ ମହାନ କ୍ରିକେଟର ସୁନୀଲ ଗାଭାସ୍କର ଭାରତୀୟ ଖେଳାଳିଙ୍କୁ ନେଇ…

ଟିମ୍‌ରେ ଜାଡେଜା ନାହାନ୍ତି, କେହି ପ୍ରତିଭା ନାହାନ୍ତି; ଏମିତିରେ ମ୍ୟାଚ୍‌ ଜିତିବେ କେମିତି: ଶାସ୍ତ୍ରୀ

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଆରମ୍ଭରୁ ଭାରତ ନୈରାଶ୍ୟଜନକ ପ୍ରଦର୍ଶନ କରିଛି। ମଙ୍ଗଳବାର ଖେଳାଯାଇଥିବା ପ୍ରଥମ ମୁକାବିଲାରେ ଦଳ ୪ ଉଇକେଟରେ ପରାଜିତ ହୋଇଛି। ୨୦୮ ରନ୍‌ର ବୃହତ୍‌ ସ୍କୋର କରିଥିଲେ ହେଁ ଖରାପ ବୋଲିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?