ଖେଳ

ବାବରଙ୍କୁ ପଛରେ ପକାଇଲେ ସୂର୍ଯ୍ୟକୁମାର

ଦୁବାଇ, ୨୧।୯:ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟର ତାଲିକାରେ ଭାରତର ସୂର୍ଯ୍ୟକୁମାର ଯାଦବ ପାକିସ୍ତାନ ଅଧିନାୟକ ବାବର ଆଜମଙ୍କୁ ପଛରେ ପକାଇ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ମୋହାଲିରେ ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚରେ ଅଷ୍ଟ୍ରେଲିଆଠାରୁ ଭାରତ ପରାଜିତ ହୋଇଥିଲେ ହେଁ…

ଆଇସିସିର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ବୁଧବାର ଏକ ବଡ଼ ଘୋଷଣା କରିଛି। ୨୦୨୩ ଏବଂ ୨୦୨୫ରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି) ଫାଇନାଲ ଯଥାକ୍ରମେ ‘ଦ ଓଭାଲ’ ଏବଂ ‘ଲର୍ଡସ’ ଗ୍ରାଉଣ୍ଡରେ ଖେଲାଯିବ। ଏନେଇ ଆଇସିସି ପକ୍ଷରୁ…

ଭାରତ ପରାଜୟର ଭିଲେନ୍‌ ସାଜିଛନ୍ତି ଏହି ବୋଲର

ମୋହାଲି,୨୧।୯: ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତକୁ ୪ ଉଇକେଟ ହରାଇ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏହି ପରାଜୟ ପାଇଁ ବୋଲରଙ୍କ ଖରାପ ପ୍ରଦର୍ଶନକୁ ଅଧିନାୟକ ରୋହିତ ଶର୍ମା ଦାୟୀ କରିଛନ୍ତି। ବିଶେଷ କରି ଅନ୍ତିମ ଓଭରରେ…

ପଡ଼ିଆରେ କାର୍ତ୍ତିକ ଗଳା ଧରିଦେଲେ ରୋହିତ:ଭିଡିଓ ହେଉଛି ଭାଇରାଲ୍‌

ମୋହାଲି,୨୧।୯: ମୋହାଲିରେ ମଧ୍ୟରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଭାରତକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଏକ ରୋଚକ ଘଟଣା ଦେଖିବାକୁ ମିଳିଥିଲା। ଅଷ୍ଟ୍ରେଲିଆର ଇନିଂସର ଦ୍ୱାଦଶ ଓଭରରେ ଭାରତର ଅଧିନାୟକ ରୋହିତ ଶର୍ମା ରାଗରେ ଉଇକେଟ କିପର ଦୀନେଶ କାର୍ତ୍ତିକଙ୍କ…

ଓଡ଼ିଶାରେ ଫୁଟବଲ ବିକାଶ ସମ୍ପର୍କରେ ଆଲୋଚନା

ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି): ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫଏଫ)ର ନୂଆ ସାଧାରଣ ସମ୍ପାଦକ ଶାଜି ପ୍ରଭାକରନ ଭୁବନେଶ୍ୱର ଆସିଛନ୍ତି। ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ସମ୍ପାଦକ ଆଶୀର୍ବାଦ ବେହେରା ମଙ୍ଗଳବାର ତାଙ୍କୁ ସାକ୍ଷାତ କରିବା ସହ ଓଡ଼ିଶାରେ ଫୁଟବଲର ବିକାଶ…

ଭାରତ-ପାକିସ୍ତାନ ମୁକାବିଲା ୭ରେ

କୁଆଲାଲମ୍ପୁର, ୨୧।୯(ପି.ଟି.): ଆସନ୍ତା ମାସରେ ବାଂଲାଦେଶର ସିଲ୍‌ହେଟ୍‌ଠାରେ ମହିଳା ଟି୨୦ ଏସିଆ କପ୍‌ ଆରମ୍ଭ ହେବ। ଏଥିରେ ଭାରତ ଓ ପାକିସ୍ତାନ ମୁକାବିଲା ଅକ୍ଟୋବର ୭ରେ ହେବ ବୋଲି ଏସିଆନ କ୍ରିକେଟ କାଉନ୍‌ସିଲ ସଭାପତି ଜୟ ଶାହା ମଙ୍ଗଳବାର ଘୋଷଣା କରିଛନ୍ତି।…

ଖେଳାଳିଙ୍କ ପ୍ରତି ଅପମାନ

କୋଲକାତା,୨୧।୯: ମାତ୍ର ୨ ମାସ ହେଲା ପଶ୍ଚିମବଙ୍ଗ ରାଜ୍ୟପାଳ ଭାର ଗ୍ରହଣ କରିଥିବା ଲା’ ଗଣେଶନ ଆୟର ଜାତୀୟ ସ୍ତରରେ ସମାଲୋଚିତ ହୋଇଛନ୍ତି। ଡୁରାଣ୍ଡ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ପୁରସ୍କାର ବିତରଣ ଉତ୍ସବରେ ଫଟୋ ସେସନ ବେଳେ ସେ ଭାରତର ଷ୍ଟାର…

ସପ୍ତମ ଟି୨୦ ବିଶ୍ୱକପ୍‌ ଖେଳିବେ ଗୁପ୍‌ଟିଲ

ଖ୍ରିଷ୍ଟଚର୍ଚ୍ଚ, ୨୧ା୯(ପି.ଟି.): ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ମଙ୍ଗଳବାର କେନ୍‌ ଓ୍ବିଲିୟମସନଙ୍କ ଅଧିନାୟକତ୍ୱରେ ୧୫ ଜଣିଆ ଦଳ ଘୋଷଣା କରାଯାଇଛି। ବ୍ୟାଟିଂ ଷ୍ଟଲଓ୍ବାର୍ଟ ମାର୍ଟିନ ଗୁପ୍‌ଟିଲ ରେକର୍ଡ ୭ମ ଥର ଟି୨୦ ବିଶ୍ୱକପ୍‌ ଖେଳିବାକୁ ଯାଉଛନ୍ତି। ଗତବର୍ଷ ଟି୨୦ ବିଶ୍ୱକପ୍‌…

କିଟ୍‌ରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଦିବସ

ଭୁବନେଶ୍ୱର,୨୧ା୯ (ସ୍ପୋଟର୍‌ସ ବ୍ୟୁରୋ): ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଦିବସ ମଙ୍ଗଳବାର ସକାଳେ କିଟ୍‌-କିସ୍‌ ଆଥଲେଟିକ୍ସ ଷ୍ଟାଡିୟମରେ କିଟ୍‌-ଓ କିସ୍‌ର କ୍ରୀଡ଼ା ଛାତ୍ରମାନଙ୍କ ମଧ୍ୟରେ ପାଳିତ ହୋଇଯାଇଛି। ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟିଜ୍‌ (ଏଆଇୟୁ), ଏସିଆନ ୟୁନିଭର୍ସିଟି ସ୍ପୋଟର୍‌ସ ଫେଡେରେଶନ (ଏୟୁଏସ୍‌ଏଫ୍‌) ଆଣ୍ଡ୍‌…

ସୁନ୍ଦରଗଡ଼, ଝାରସୁଗୁଡ଼ା, କିଟ୍‌ର ବୃହତ୍‌ ବିଜୟ

ଭୁବନେଶ୍ୱର, ୨୧ା୯(କ୍ରୀଡ଼ା ପ୍ରତିନିଧି): ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ରାଜ୍ୟ ଜୁନିୟର ହକି ଚାମ୍ପିୟନଶିପ ଇତିମଧ୍ୟରେ ତୃତୀୟ ଦିବସରେ ପହଞ୍ଚତ୍ଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଓ କିଟ୍‌ ଷ୍ଟାଡିୟମରେ ଚାଲିଥିବା ପ୍ରତିଯୋଗିତାର ତୃତୀୟ ଦିବସରେ ସମ୍ବଲପୁରର ଶହୀଦ ମାଧୋ ସିଂ…

ଇଂଲଣ୍ଡରେ ସିରିଜ ବିଜୟ ଲକ୍ଷ୍ୟରେ ଭାରତ

କାଣ୍ଟରବରି, ୨୧ା୯ (ପି.ଟି.): ଭାରତ ଓ ଇଂଲଣ୍ଡ ମହିଳା କ୍ରିକେଟ ଦଳ ମଧ୍ୟରେ ଚଳିତ ସିରିଜର ଦ୍ୱିତୀୟ ଦିନିକିଆ ମ୍ୟାଚ ବୁଧବାର ଏଠାରେ ଅନୁଷ୍ଠିତ ହେବ। ପ୍ରଥମ ଦିନିକିଆ ଜିତି ଭାରତ ୧-୦ରେ ଅଗ୍ରଣୀ ହାସଲ କରିସାରିଛି। ଦ୍ୱିତୀୟ ଦିନିକିଆ ଜିତି…

ସାଲିଭା ବ୍ୟବହାରକୁ ବାରଣ କଲା ଆଇସିସି

ଦୁବାଇ, ୨୧ା୯ (ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏହାର ଖେଳ ନିୟମରେ କେତେକ ପରିବର୍ତ୍ତନ କରିଛି। ସେଥିରେ ବଲ୍‌କୁ ପଲିସ୍‌ କରିବା ଲାଗି ସାଲିଭା (ଛେପ) ବ୍ୟବହାରକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଏହି ନିୟମଗୁଡ଼ିକ ଅକ୍ଟୋବର ୧ରୁ କାର୍ଯ୍ୟକାରୀ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?