୧୭ ଭାରତୀୟ ଖେଳାଳିଙ୍କ ବେସ୍ ପ୍ରାଇସ୍ ୨ କୋଟି
ନୂଆଦିଲ୍ଲୀ,୨।୨: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ପରବର୍ତ୍ତୀ ସଂସ୍କରଣ ଲାଗି ଆସନ୍ତା ୧୨ ଓ ୧୩ ତାରିଖରେ ବାଙ୍ଗାଲୁରୁରେ ମେଗା ଅକ୍ଶନ ହେବ। ଖେଳାଳିଙ୍କ ସର୍ବାଧିକ ବେସ୍ ପ୍ରାଇସ୍ ୨ କୋଟି ଟଙ୍କା ରଖାଯାଇଛି। ଏହି ବେସ୍ ପ୍ରାଇସ୍ରେ ମୋଟ...
ଶସ୍ତାରେ ଓପନରଙ୍କୁ ହରାଇଲା ଟିମ୍ ଇଣ୍ଡିଆ
ଆଣ୍ଟିଗୁଆ,୨।୨: ଏଠାରେ ବୁଧବାର ଖେଳାଯାଉଥିବା ୧୯ ବର୍ଷରୁ କମ୍ ବିଶ୍ୱକପ୍ର ସେମିଫାଇନାଲରେ ଖୁବ୍ ଶସ୍ତାରେ ଦୁଇ ଓପନରଙ୍କୁ ହରାଇଛି ଟିମ୍ ଇଣ୍ଡିଆ। ଅଷ୍ଟ୍ରେଲିଆ ବୋଲିଂ ଆଗରେ ଭାରତୀୟ ଦଳ ଏପର୍ଯ୍ୟନ୍ତ ୧୩ ଓଭରରେ ୨ ଉଇକେଟ ହରାଇ ୪୧ ରନ୍...
ଭାରତ ବିପକ୍ଷ ସିରିଜ୍ରେ ନେବେ ଅବସର
କଲମ୍ବୋ,୨।୨: ଶ୍ରୀଲଙ୍କା ପେସର ସୁରଙ୍ଗା ଲକମଲ ଆଗାମୀ ଭାରତ ବିପକ୍ଷ ସିରିଜ୍ ପରେ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେବେ। ଏ ନେଇ ବୁଧବାର ଘୋଷଣା କରିଛନ୍ତି ପୂର୍ବତନ ଅଧିନାୟକ। ବଲକୁ ଉଭୟ ଦିଗରେ ସୁଇଙ୍ଗ କରାଇବା ପାଇଁ...
ଟି୨୦ ମ୍ୟାଚ୍ରେ ୬୪ ରନ୍ ଦେଇ ସାରିଥିଲି, ତା’ ପରେ ମାହି ଭାଇ ମୋତେ କହିଥିଲେ …
ନୂଆଦିଲ୍ଲୀ,୨।୨: ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ ଓ କୁଲଦୀପ ଯାଦବଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଭାବକୁ କେହି ପ୍ରତ୍ୟାଖ୍ୟାନ କରିପାରିବେ ନାହିଁ। ଦଳରେ ଧୋନୀଙ୍କ ଉପସ୍ଥିତି ପାଇଁ ଦୁହେଁ ଅନେକ ସଫଳତା ହାସଲ କରିଥିଲେ।...
ସବୁଠୁ ମହଙ୍ଗା ହୋଇପାରନ୍ତି ଏହି ଖେଳାଳି
ନୂଆଦିଲ୍ଲୀ,୨।୨: ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଲାଗି ଆସନ୍ତା ୧୨ ଓ ୧୩ ତାରିଖରେ ବେଙ୍ଗାଲୁରୁଠାରେ ହେବାକୁ ଯାଉଥିବା ମେଗା ଅକ୍ଶନ ପାଇଁ ଚୂଡ଼ାନ୍ତ ଖେଳାଳିଙ୍କ ତାଲିକା ପ୍ରକାଶ ପାଇଛି। ଏଥିସହିତ ପଞ୍ଜୀକୃତ କରାଇଥିବା ମୋଟ ୫୯୦...
ଅକ୍ଶନରେ ସ୍ଥାନ ପାଇବାରୁ ଏମିତି କହିଲେ ଶ୍ରୀସାନ୍ଥ
ନୂଆଦିଲ୍ଲୀ,୨।୨: ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଲାଗି ଆସନ୍ତା ୧୨ ଓ ୧୩ ତାରିଖରେ ବେଙ୍ଗାଲୁରୁଠାରେ ହେବାକୁ ଯାଉଥିବା ମେଗା ଅକ୍ଶନ ପାଇଁ ଚୂଡ଼ାନ୍ତ ଖେଳାଳିଙ୍କ ତାଲିକା ପ୍ରକାଶ ପାଇଛି। ମୋଟ ୫୯୦ ଖେଳାଳିଙ୍କ ନାମ ଅକଶନ...
୨୫ ବର୍ଷ ହେବ ପ୍ରତିଦିନ ସମାନ ଖାଦ୍ୟ ଖାଉଛନ୍ତି ପ୍ରସିଦ୍ଧ ଫୁଟବଲର୍ଙ୍କ ସ୍ତ୍ରୀ
ଇଂଲଣ୍ଡର ପୂର୍ବତନ ଫୁଟବଲ ଖେଳାଳି ତଥା କୋଟିପତି ଡେଭିଡ ବେକହମ ଏକ ଅଜବ ଘଟଣାର ଖୁଲା କରିଛନ୍ତି। ତାଙ୍କ ସ୍ତ୍ରୀ ଭିକ୍ଟୋରିଆ ୨୫ ବର୍ଷ ଧରି ପ୍ରତିଦିନ ସମାନ ଖାଦ୍ୟ ଖାଉଛନ୍ତି। ୪୬ ବର୍ଷିୟ ବେକହମ କହିଛନ୍ତି ଯେ, ସେ...
ଗୋଟିଏ ଭୁଲ୍ ପାଇଁ ଆଫଗାନିସ୍ତାନର ସ୍ବପ୍ନ ଧୂଳିସାତ୍
ଆଣ୍ଟିଗୁଆ,୨।୨:ଇଂଲଣ୍ଡ ଅଣ୍ଡର -୧୯ ବିଶ୍ୱକପ ଫାଇନାଲରେ ପହଞ୍ଚିଛି। ପ୍ରଥମ ସେମିଫାଇନାଲରେ ସେମାନେ ଡକ ଓ୍ବର୍ଥ-ଲୁଇସ ନିୟମ ଆଧାରରେ ଆଫଗାନିସ୍ତାନକୁ ୧୫ ରନ୍ରେ ପରାସ୍ତ କରିଥିଲେ। ଏହା ସହ ଆଫଗାନିସ୍ତାନର ପ୍ରଥମ ଥର ପାଇଁ ଆଇସିସି ବିଶ୍ୱକପ ଫାଇନାଲରେ ପ୍ରବେଶ କରିବାର...
ଆଇପିଏଲ୍ ନିଲାମରେ ସାମିଲ ହେଲେ କ୍ରୀଡା ମନ୍ତ୍ରୀ
ବେଙ୍ଗାଲୁରୁ,୨।୨: ଆଇପିଏଲ୍ ୨୦୨୨ର ମେଗା ନିଲାମ ୧୨ ଏବଂ ୧୩ ଫେବୃୟାରୀରେ ବେଙ୍ଗାଲୁରୁରେ ଅନୁଷ୍ଠିତ ହେବ। ଏଥିରେ କେତେ ଖେଳାଳିଙ୍କୁ ନିଲାମ କରାଯିବ ତାହାର ଅନ୍ତିମ ତାଲିକା ପ୍ରକାଶ ପାଇଛି। ଏହି ନିଲାମରେ ମୋଟ ୫୯୦ ଖେଳାଳି ଅଂଶଗ୍ରହଣ କରିବେ।...
ଆଜି ଭାରତ-ଅଷ୍ଟ୍ରେଲିଆ ବିଶ୍ୱକପ୍ ସେମିଫାଇନାଲ୍: କେବେ, କେଉଁଠି ଦେଖିବେ ମ୍ୟାଚ୍
ଆଣ୍ଟିଗୁଆ,୨।୨: ଆଣ୍ଟିଗୁଆର କୁଲିଜ କ୍ରିକେଟ ଗ୍ରାଉଣ୍ଡରେ ବୁଧବାର ଅଣ୍ଡର -୧୯ ବିଶ୍ୱକପ୍ର ସେମିଫାଇନାଲ ମ୍ୟାଚ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ବାଂଲାଦେଶକୁ ପରାସ୍ତ କରି ଭାରତ ସେମିଫାଇନାଲରେ ପ୍ରବେଶ କରିଥିବାବେଳେ ଅଷ୍ଟ୍ରେଲିଆ ପାକିସ୍ତାନକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ...
ବଦଳି ଗଲେଣି କୋହଲି
ନୂଆଦିଲ୍ଲୀ,୧।୨: ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟ୍ରେ ଗୋଟିଏ ଶତକ ହାସଲ କରିବାର ପ୍ରାୟ ୨ ବର୍ଷ ବିତିଯାଇଛି। ତାଙ୍କର ୭୧ ତମ ଅନ୍ତର୍ଜାତୀୟ ଶତକ କେବେ ହେବ ପ୍ରଶଂସକମାନେ ଅପେକ୍ଷା କରିଛନ୍ତି। ୨୦୧୯ରେ ଇଡେନ...
୧୦୦୦ତମ ଦିନିକିଆ ମ୍ୟାଚ୍ ଖେଳାଯିବ ବିନା ଦର୍ଶକରେ
ଅହମ୍ମଦାବାଦ,୧।୨: ଆସନ୍ତା ୬ ତାରିଖରେ ଅହମ୍ମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ-ଓ୍ବେଷ୍ଟଇଣ୍ଡିଜ ଦିନିକିଆ ସିରିଜ୍ର ପ୍ରଥମ ଦିନିକିଆ ମ୍ୟାଚ୍ ଖେଳାଯିବ। ଏହା ଟିମ୍ ଇଣ୍ଡିଆ ପାଇଁ ହେବାକୁ ଯାଉଛି ୧୦୦୦ ଦିନିକିଆ ମ୍ୟାଚ୍। ବିଶ୍ୱର ପ୍ରଥମ ଦଳ ଭାବେ ଭାରତୀୟ...
Archives


