ପ୍ରଶଂସକଙ୍କ ମନୋରଞ୍ଜନ ଜାରି ରଖିବି: ସେହ୍ବାଗ୍
ଭୁବନେଶ୍ୱର, ୨୦।୯ (ସ୍ପୋଟର୍ସ ବ୍ୟୁରୋ): ଆଦାନି ସ୍ପୋଟର୍ସ ଲାଇନ୍ ମାଲିକାନାରେ ଥିବା ଗୁଜରାଟ ଜାଏଣ୍ଟ୍ସ ଚଳିତ ଲିଜେଣ୍ଡ୍ସ ଲିଗ୍ କ୍ରିକେଟରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ନିଜର ପ୍ରଥମ ମ୍ୟାଚ୍ରେ ଏହି ଦଳ ଇଣ୍ଡିଆ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଟୁର୍ନାମେଣ୍ଟରେ…
ମିଡିଲ ଅର୍ଡର, ଷଷ୍ଠ ବୋଲର ଉପରେ ନଜର
ମୋହାଲି, ୨୦।୯: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍ବିଶିଷ୍ଟ ଟି୨୦ ସିରିଜ୍ ମଙ୍ଗଳବାରଠାରୁ ଏଠାରେ ଆରମ୍ଭ ହେବାକୁ ଯାଉଛି। ଆଗକୁ ଟି୨୦ ବିଶ୍ୱକପ୍ ଆସୁଥିବାରୁ ଭାରତ ପାଇଁ ଏହି ଘରୋଇ ସିରିଜ୍ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଯଦିଓ କେତେକ ଫାଷ୍ଟ ବୋଲର…
ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ମୋହାଲି,୨୦।୯: ଟି-୨୦ ବିଶ୍ୱକପ୍ ହେବାକୁ ଆଉ ମାତ୍ର ଗୋଟିଏ ମାସ ବାକି ଅଛି। ଏହାପୂର୍ବରୁ ସମସ୍ତ ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ପର୍ଯ୍ୟାୟରେ ଭାରତ ମଙ୍ଗଳବାର ଠାରୁ ଅଷ୍ଟ୍ରେଲିଆ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ। ମୋହାଲିରେ…
ରୋହିତଙ୍କ ସହ ରାହୁଲ କରିବେ ଓପନିଂ
ମୁମ୍ବାଇ,୧୯।୯ : ଆଉ କିଛି ଦିନ ପରେ ଟି-୨୦ ବିଶ୍ୱକପ୍ ଆରମ୍ଭ ହେବାକୁ ଯାଉଛି। ଭାରତ ପକ୍ଷରୁ ରୋହିତଙ୍କ ସହ ଆଉ କିଏ ଓପନିଂ କରିବେ ସେନେଇ କଳ୍ପନାଜଳ୍ପନା ଲାଗି ରହିଥିଲା। ତେବେ ଅଧିନାୟକ ରୋହିତ ଶର୍ମା ଏଥିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି।…
ସ୍ପେଶାଲ୍ ପାର୍ଟନରଙ୍କ ସହ ବସି ୬ ବଲ୍ରୁ ୬ ଛକା ଭିଡିଓ ଦେଖିଲେ ଯୁବରାଜ
ନୂଆଦିଲ୍ଲୀ,୧୯।୯: ସେପ୍ଟେମ୍ବର ୧୯, ୨୦୦୭, ସ୍ଥାନ- ଦକ୍ଷିଣ ଆଫ୍ରିକାର ଡର୍ବାନ ଗ୍ରାଉଣ୍ଡରେ ଭାରତର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ଇତିହାସ ରଚିଥିଲେ। ୧୪ ବର୍ଷ ପୂର୍ବେ ଏହି ଦିନ ଯୁବରାଜ କ୍ରମାଗତ ୬ ଟି ବଲରେ ୬ ଟି ଛକା ମାରିଥିଲେ।…
ଇତିହାସ ରଚିଲେ ପୁନିଆ
ନୂଆଦିଲ୍ଲୀ,୧୯।୯: ଭାରତର ତାରକା ରେସଲର ବଜରଙ୍ଗ ପୁନିଆ ବିଶ୍ୱ ରେସଲିଂ ଚାମ୍ପିଅନଶିପରେ ଇତିହାସ ସୃଷ୍ଟି କରିଛନ୍ତି। ବେଲଗ୍ରେଡରେ ଚାଲିଥିବା ବିଶ୍ୱ ରେସଲିଂ ଚାମ୍ପିଅନଶିପରେ ବଜରଙ୍ଗ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହି ସମ୍ମାନଜନକ ଚାମ୍ପିଅନସିପରେ ସାମଗ୍ରିକ ଭାବେ ବଜରଙ୍ଗଙ୍କ ଚତୁର୍ଥ ପଦକ। ଏହା…
ଭାରତ-ପାକିସ୍ତାନ ଏସିଆ କପ୍ ମ୍ୟାଚ୍ ପରେ ବ୍ରିଟେନରେ ହିନ୍ଦୁ-ମୁସଲମାନଙ୍କ ମଧ୍ୟରେ ଉତ୍ତେଜନା, ୨୭ ଗିରଫ…
ଲଣ୍ଡନ, ୧୯।୯ : ବ୍ରିଟେନରେ ହିନ୍ଦୁ ଏବଂ ମୁସଲମାନଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ଅଗଷ୍ଟ ୨୮ ରେ ଭାରତ-ପାକିସ୍ତାନ ଏସିଆ କପ୍ ମ୍ୟାଚ୍ ପରେ ଇଂଲଣ୍ଡର ଲିସେଷ୍ଟର ସହରର ଦୁଇ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଫଳରେ ହିଂସା ଘଟଣା…
ଭିଲଓ୍ବାରା କିଙ୍ଗ୍ସ ବିଜୟୀ
ଲକ୍ଷ୍ନୌ, ୧୯।୯: ଲିଜେଣ୍ଡ୍ସ ଲିଗ୍ କ୍ରିକେଟର ରବିବାର ଅନୁଷ୍ଠିତ ଏକ ମ୍ୟାଚ୍ରେ ଭିଲ୍ଓ୍ବାରା କିଙ୍ଗ୍ସ ୩ ଉଇକେଟରେ ମନିପାଲ ଟାଇଗର୍ସକୁ ପରାସ୍ତ କରିଛି। ଟାଇଗର୍ସ ଦଳ ୨୦ ଓଭରରେ ୭ ଉଇକେଟ ହରାଇ ୧୫୩ ରନ୍ କରିଥିବାବେଳେ କିଙ୍ଗ୍ସ ୧୯.୪ ଓଭରରେ…
ଦଣ୍ଡପତି, ଲକ୍ଷ୍ମୀପ୍ରିୟାଙ୍କୁ ରୌପ୍ୟ
ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଭୋପାଳର ତାନ୍ତିଆ ଟୋପେ ଷ୍ଟାଡିୟମରେ ଚାଲିଥିବା ୧୭ତମ ଜାତୀୟ ୟୁଥ୍ (୧୮ ବର୍ଷରୁ କମ୍) ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ରେ ରବିବାର ଓଡ଼ିଶାର ଦଣ୍ଡପତି ଜୟରାମ ଓ ଲକ୍ଷ୍ମୀପ୍ରିୟା କିଷାନ ରୌପ୍ୟ ପଦକ ହାସଲ କରଛନ୍ତି। ବାଳକ ୧୦୦…
ସଭାପତି ପଦ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଦିଲୀପ
ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଅଲିମ୍ପିଆନ ଦିଲୀପ ତିର୍କୀ ନିଜ କ୍ୟାରିୟରରେ ନୂଆ ଫର୍ଦ୍ଦ ଯୋଡ଼ିବା ଦିଗରେ ଏକପାଦ ଅଗ୍ରସର ହୋଇଛନ୍ତି। ଖେଳାଳି ଭାବେ ବେଶ୍ ସୁନାମ ଅର୍ଜନ କରିଥିବା ଦିଲୀପ ରବିବାର…
ଦିଲେଶ୍ୱରଙ୍କୁ ସ୍ବର୍ଣ୍ଣ, ଅମରେନ୍ଦ୍ର ରୌପ୍ୟ, ନୁରୁଲ ବ୍ରୋଞ୍ଜ
ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଉଗାଣ୍ଡାର କାମ୍ପାଲାଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ୩ ଜଣ ଯାକ ପ୍ରତିଯୋଗୀ ପଦକ ହାସଲ କରିଛନ୍ତି। ଜି. ଦିଲେଶ୍ୱର ରାଓ ସିଙ୍ଗଲ୍ସରେ ରୌପ୍ୟ, ଡବଲ୍ସରେ ସ୍ବର୍ଣ୍ଣ,…
ସ୍ବସ୍ତି ପାଇବେ ଏକଲବ୍ୟ ପୁରସ୍କାର
ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି) :ରାଜ୍ୟର ସମ୍ମାନଜନକ ଏକଲବ୍ୟ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ମହିଳା ସାଇକ୍ଲିଷ୍ଟ ସ୍ବସ୍ତି ସିଂ। ୨୦୨୨ ବର୍ଷ ପାଇଁ ସେ ଏହି ପୁରସ୍କାର ପାଇବେ। ଏଥିସହିତ ତାରକା ମହିଳା ଫୁଟ୍ବଲର ପ୍ୟାରୀ ଖାଖା…

