ଖେଳ

ଭୁଇଙ୍କ ଶତକ: ଦକ୍ଷିଣାଞ୍ଚଳର ବୃହତ୍‌ ସ୍କୋର

ସାଲେମ(ତାମିଲନାଡୁ), ୧୭।୯: ରୋହନ କୁନ୍ନୁମ୍ମାଲ ଓ ଅଧିନାୟକ ହନୁମା ବିହାରୀଙ୍କ ପରେ ଉଇକେଟକିପର ରିକି ଭୁଇଙ୍କ ଶତକ ସହାୟତାରେ ଦକ୍ଷିଣାଞ୍ଚଳ ଏଠାରେ ଚାଲିଥିବା ଦୁଲୀପ ଟ୍ରଫି କ୍ରିକେଟ ସେମିଫାଇନାଲରେ ଏହାର ପ୍ରଥମ ଇନିଂସକୁ ୬୩୦/୮ରେ ଘୋଷଣା କରିଛି। ଶୁକ୍ରବାର ଦ୍ୱିତୀୟ ଦିବସ…

ସୁବିଧାଜନକ ସ୍ଥିତିରେ ଭାରତ ଏ’

ବେଙ୍ଗାଲୁରୁ, ୧୭।୯(ପି.ଟି.): ନ୍ୟୁଜିଲାଣ୍ଡ ଏ’ ବିପକ୍ଷ ତୃତୀୟ ଅନ୍‌ ଅଫିସିଆଲ ଟେଷ୍ଟରେ ଭାରତ ଏ’ ପ୍ରଥମ ଇନିଂସରେ ଅଗ୍ରଣୀ ଲାଭ କରି ସୁବିଧାଜନକ ସ୍ଥିତିରେ ରହିଛି। ଶୁକ୍ରବାର ଦ୍ୱିତୀୟ ଦିବସ ଖେଳରେ ସ୍ପିନ ବୋଲର ସୌରଭ କୁମାର (୪/୪୮) ଓ ରାହୁଲ…

ଓ୍ବାଲର୍‌ଡ ଜାଏଣ୍ଟ୍ସକୁ ହରାଇଲା ଇଣ୍ଡିଆ ମହାରାଜାସ

କୋଲକାତା, ୧୭।୯(ପି.ଟି.): ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟ ପୂର୍ବରୁ ଶୁକ୍ରବାର ଏଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଚ୍ୟାରିଟି ମ୍ୟାଚରେ ଇଣ୍ଡିଆ ମହାରାଜାସ ୬ ଉଇକେଟରେ ଓ୍ବାଲର୍‌ଡ ଜାଏଣ୍ଟ୍ସକୁ ପରାସ୍ତ କରିଛି। ଓ୍ବାଲର୍‌ଡ ଜାଏଣ୍ଟ୍ସ ୨୦ ଓଭରରେ ୮ ଉଇକେଟ ହରାଇ ୧୭୦…

ଟି୨୦ ବିଶ୍ୱକପ୍‌ ଲାଗି ଦଳ ଘୋଷଣା କଲା ଶ୍ରୀଲଙ୍କା

କଲମ୍ବୋ,୧୬।୯: ଭାରତ ଏବଂ ପାକିସ୍ତାନ ଭଳି ଶକ୍ତିଶାଳୀ ଟିମ୍‌ ଉପସ୍ଥିତିରେ ଏସିଆ କପ୍‌ ୨୦୨୨ ଟାଇଟଲ ଜିତି ଇତିହାସ ରଚିଥିଲା ଶ୍ରୀଲଙ୍କା କ୍ରିକେଟ ଟିମ୍‌। ଏବେ ଦଳର ନଜର ଆଗାମୀ ଟି-୨୦ ବିଶ୍ୱକପ୍‌ ଉପରେ ରହିଛି। ଏଭଳି ସ୍ଥିତିରେ ଶ୍ରୀଲଙ୍କା କ୍ରିକେଟ…

ସଞ୍ଜୁ ସାମ୍‌ସନଙ୍କୁ ଅଧିନାୟକ ଦାୟିତ୍ୱ ଦେଲା ବିସିସିଆଇ, ନେବେ ଏହି ଟିମ୍‌ର ନେତୃତ୍ୱ

ନୂଆଦିଲ୍ଲୀ,୧୬।୯: ଆଗାମୀ ଟି୨୦ ବିଶ୍ୱକପ୍‌ ଦଳରେ ସଞ୍ଜୁ ସାମସନଙ୍କୁ ଭାରତୀୟ ଟିମ୍‌ରେ ସାମିଲ କରାଯାଇନାହିଁ। ବିସିସିଆଇର ଏଭଳି ନିଷ୍ପତ୍ତି କ୍ରିକେଟ ପ୍ରଶଂସକଙ୍କୁ ନିରାଶ କରିଥିଲା। ଏବେ ପ୍ରଶଂସକଙ୍କୁ ଖୁସି କରିବାକୁ ଯାଇ ବୋର୍ଡ ବଡ଼ ପଦକ୍ଷେପ ଉଠାଇଛି। ନ୍ୟୁଜିଲାଣ୍ଡ-ଏ ବିପକ୍ଷ ତିନି…

୧୭ ବର୍ଷ ପରେ ପାକିସ୍ତାନ ମାଟିରେ ଖେଳିବେ ଇଂଲଣ୍ଡ ଖେଳାଳି

କରାଚୀ,୧୬ା୯: ୧୭ ବର୍ଷ ପରେ ପାକିସ୍ତାନ ମାଟିରେ ଅନ୍ତର୍ଜାତୀୟ ମ୍ୟାଚ ଖେଳିବାକୁ ପହଞ୍ଚିଛି ଇଂଲଣ୍ଡ କ୍ରିକେଟ ଦଳ। ଜୋସ ବଟଲରଙ୍କ ନେତୃତ୍ୱାଧୀନ ଦଳ କରାଚୀ ବିମାନ ବନ୍ଦରରେ ଗୁରୁବାର ଅବତରଣ କରିଛି। ସୁରକ୍ଷା କାରଣରୁ କୌଣସି ଦଳ ଆସିବାକୁ ରାଜି ହେଉ…

‘ଆଗ ବିରାଟ-ରୋହିତଙ୍କୁ ଆଉଟ୍‌ କର, ଅଧା ଭାରତୀୟ ଟିମ୍‌ ସଫା’

ନୂଆଦିଲ୍ଲୀ,୧୬।୯: କେବଳ ଭାରତରେ ନୁହେଁ ବିଶ୍ୱ କ୍ରିକେଟରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଦୁଇଜଣ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଅଟନ୍ତି। ଉଭୟ କ୍ରିକେଟର ତିନୋଟି ଫର୍ମାଟରେ ଲଗାତାର ଭାବେ ରନ ସ୍କୋର କରିଛନ୍ତି ଏବଂ ମ୍ୟାଚ ବିଜେତା ହୋଇଛନ୍ତି। ଟି -୨୦…

ପଞ୍ଜାବ କିଙ୍ଗ୍ସକୁ ମିଳିଲା ବିଶ୍ୱକପ୍‌ ବିଜେତା କୋଚ୍‌

ନୂଆଦିଲ୍ଲୀ,୧୬।୯: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଟିମ୍‌ ପଞ୍ଜାବ କିଙ୍ଗ୍ସକୁ ମିଳିଛି ନୂତନ ମୁଖ୍ୟ କୋଚ୍‌। ଇଂଲଣ୍ଡକୁ ବିଶ୍ୱକପ୍‌ ଜିତାଇଥିବା ଟ୍ରେଭର ବାଇଲିସଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ୫୯ ବର୍ଷୀୟ ବାଇଲିସ୍‌ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦର ମୁଖ୍ୟ ପ୍ରଶିକ୍ଷକ ଭାବେ କାର୍ଯ୍ୟ କରିଛନ୍ତି।…

ଟିମ୍‌ ଇଣ୍ଡିଆ ପାଇଁ କଡ଼ା ପରୀକ୍ଷା

ଅକ୍ଟୋବରରେ ଟି୨୦ ବିଶ୍ୱକପ ଖେଳିବାପାଇଁ ଭାରତୀୟ କ୍ରିକେଟ ଦଳ ଘୋଷଣା ହୋଇସାରିଛି। ଏହା ପୂର୍ବରୁ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ ମ୍ୟାଚବିଶିଷ୍ଟ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ। ତେଣୁ ଏସିଆ କପ୍‌ର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିବା…

୨୫ ବର୍ଷ ପାଇଁ ଆଶା ଓ ଲକ୍ଷ୍ୟ

ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ କ୍ରୀଡ଼ାବିତ୍‌ଙ୍କ ସଫଳତା ନିଶ୍ଚିତ ଭାବେ ଭବିଷ୍ୟତ ପାଇଁ ଶୁଭ ସଙ୍କେତ। ମାତ୍ର ଭାରତ ଦ୍ୱିତୀୟ ସର୍ବାଧିକ ଜନସଂଖ୍ୟାର ଦେଶ ହୋଇଥିଲେ ହେଁ ଆମର କ୍ରୀଡ଼ା ପାରଦର୍ଶିତା ବିଶ୍ୱର ଅନ୍ୟ ବିକାଶଶୀଳ ଦେଶଗୁଡ଼ିକ ତୁଳନାରେ ଉତ୍ସାହଜନକ ମନେହୁଏ…

‘ମହିଳା ହକିର ଅଗ୍ରଗତିରେ ମୁଁ ଉଲ୍ଲସିତ’

ଭୁବନେଶ୍ୱର, ୧୬।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ଅନ୍ୟତମ ତାରକା ମହିଳା ହକି ଖେଳାଳି ନମିତା ଟପ୍ପୋ ଗୁରୁବାର ଅବସର ଘୋଷଣା କରିଛନ୍ତି। ଭାରତୀୟ ଦଳର ଜଣେ ଦକ୍ଷ ମିଡ୍‌ଫିଲ୍ଡରଭାବେ ପରିଚିତ ସୁନ୍ଦରଗଡ଼ର ନମିତା ଆଗାମୀ ଦିନରେ ହକି ସହିତ ଜଡ଼ିତ ହୋଇ…

ମାର୍କ ବାଉଚର ହେଲେ ମୁମ୍ବାଇ ଇଣ୍ଡିଆନ୍ସର ମୁଖ୍ୟ କୋଚ

ମୁମ୍ବାଇ,୧୬।୯: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ସବୁଠାରୁ ସଫଳ ଦଳ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଆସନ୍ତା ସିଜିନ ପାଇଁ ଦୃଢ ପ୍ରସ୍ତୁତି ଆରମ୍ଭ କରିଛି। ଏହା ଅଧୀନରେ ଫ୍ରାଞ୍ଚାଇଜ ଦଳର ନୂତନ ମୁଖ୍ୟ କୋଚ ଦକ୍ଷିଣ ଆଫ୍ରିକା ଦଳର ପୂର୍ବତନ ତାରକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?