୪୧ ବର୍ଷରେ ବି କମିନି ଜଲଓ୍ବା: ମାରିଲେ ଧୂଆଁଧାର ଅର୍ଦ୍ଧଶତକ
ନୂଆଦିଲ୍ଲୀ,୨୮।୧: ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସନ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବେ, କିନ୍ତୁ ତାଙ୍କ ବ୍ୟାଟିଂ ଜଲଓ୍ବା ଏପର୍ଯ୍ୟନ୍ତ କମିନାହିଁ। ୪୧ ବର୍ଷ ବୟସରେ ମଧ୍ୟ ପିଟରସନ କିମ୍ବଦନ୍ତୀ କ୍ରିକେଟ ଲିଗରେ ଏସିଆ ଲାୟନ୍ସ ବିପକ୍ଷ ମ୍ୟାଚରେ...
ବିପର୍ଯ୍ୟୟ ଘଟାଇ ସେମିଫାଇନାଲରେ ଆଫଗାନିସ୍ତାନ
ଆଣ୍ଟିଗୁଆ,୨୮।୧: ଚଳିତ ୧୯ ବର୍ଷରୁ କମ୍ ବିଶ୍ୱକପ୍ରେ ବିପର୍ଯ୍ୟୟ ଘଟାଇ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ। ଗୁରୁବାର ଖେଳାଯାଇଥିବା ଶ୍ରୀଲଙ୍କା ବିପକ୍ଷ କ୍ୱାର୍ଟର ଫାଇନାଲରେ ୧୩୪ ରନ୍ର ଛୋଟିଆ ଟାର୍ଗେଟକୁ ଡିଫେଣ୍ଡ କରି ଦେଖାଇଛନ୍ତି ଆଫଗାନିସ୍ତାନ ବୋଲରମାନେ। ଏହି ଦଳ...
‘ସେ ଟଙ୍କା ନୁହେଁ, ଖେଳିବାକୁ ଚାହାନ୍ତି’
ମୁମ୍ବାଇ,୨୮।୧: ଦୀପକ ହୁଡା ଟଙ୍କା ନୁହେଁ, କ୍ରିକେଟ ଖେଳିବାକୁ ଭଲ ପାଆନ୍ତି। ଯେମିତି ଚକୋଲେଟ୍ ପ୍ରତି ଲୋକଙ୍କ ଭଲ ପାଇବା ଥାଏ, ଠିକ୍ ସେମିତି ସେ ଫିଲ୍ଡରେ ରହିବାକୁ ଭଲ ପାଆନ୍ତି। ୨୬ ବର୍ଷୀୟ ଅଲରାଉଣ୍ଡରଙ୍କ ସମ୍ପର୍କରେ ଏଭଳି କହିଛନ୍ତି...
‘ଧୋନୀଙ୍କ ଭଳି କେହି ନୁହେଁ’
ନୂଆଦିଲ୍ଲୀ,୨୭।୧: “ସେ ଜିରୋରେ ଆଉଟ୍ ହୋଇଥାନ୍ତୁ କି ଶତକ ହାସଲ କରିଥାନ୍ତୁ କିମ୍ବା ବିଶ୍ୱକପ୍ ଜିତିଥାନ୍ତୁ ନ ହେଲେ ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇଥାନ୍ତୁ। କିନ୍ତୁ ଏହା ତାଙ୍କ ଉପରେ କୌଣସି ଫରକ ପକାଏ ନାହିଁ। ମୁଁ ଅନେକ କ୍ରିକେଟରଙ୍କୁ...
ଏହି ଭାରତୀୟ ଅଲରାଉଣ୍ଡରଙ୍କ ସୋସିଆଲ ଆକାଉଣ୍ଟ ହ୍ୟାକ୍; ଗୋଟିଏ ପରେ ଗୋଟିଏ…
ନୂଆଦିଲ୍ଲୀ,୨୭।୧: ଟିମ ଇଣ୍ଡିଆର ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା ଗୁରୁବାର ସକାଳେ ସାଇବର ହ୍ୟାକିଂର ଶିକାର ହୋଇଛନ୍ତି। ଏହି ବାମହାତୀ ସ୍ପିନ ଅଲରାଉଣ୍ଡରଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍ ହୋଇଥିବା ଦେଖାଯାଇଛି। ବିଟ୍ କଏନ ପାଇଁ ଅଲରାଉଣ୍ଡର ଟୁଇଟର ଆକାଉଣ୍ଟ ବିକ୍ରି କରୁଛନ୍ତି...
ଭାରତ ବିପକ୍ଷ ସିରିଜ ପାଇଁ ଟିମ୍ ଘୋଷଣା କଲା ଓ୍ବେଷ୍ଟଇଣ୍ଡିଜ୍; ୩ ଅଭିଜ୍ଞ ଖେଳାଳି ଫେରିଲେ
ପୋର୍ଟ ଅଫ ସ୍ପେନ,୨୭।୧: କ୍ରିକେଟ ୱେଷ୍ଟଇଣ୍ଡିଜ ପକ୍ଷରୁ ଭାରତ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ୧୫ ଜଣିଆ ଦଳ ଘୋଷଣା କରାଯାଇଛି। କାରିବିଆନ ଦଳ ନିଜ ଟିମ୍ରେ ଅଭିଜ୍ଞ ପେସର୍ କେମାର ରୋଚ୍, ନକ୍ରୁମା ବୋନର୍...
ଶୋଏବ ଅଖତରଙ୍କ ଭବିଷ୍ୟବାଣୀ: କିଏ ଜିତିବ ଭାରତ-ପାକିସ୍ତାନ ଟି-୨୦ ବିଶ୍ୱକପ୍ ମ୍ୟାଚ୍
ନୂଆଦିଲ୍ଲୀ,୨୭।୧: ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ଅନୁଷ୍ଠିତ ହେବ ଟି -୨୦ ବିଶ୍ୱକପ। ଅକ୍ଟୋବର ୨୩ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ବିଶ୍ୱକପ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ମ୍ୟାଚ ଅଷ୍ଟ୍ରେଲିଆର ମେଲବୋର୍ନ...
୩୩ ବର୍ଷ ହେଲାଣି, କିଛି ଏଭଳି କହି କୋହଲିଙ୍କୁ ପରାମର୍ଶ ଦେଲେ ଶାସ୍ତ୍ରୀ
ନୂଆଦିଲ୍ଲୀ,୨୭।୧: ବର୍ତ୍ତମାନ ନିଜ କ୍ୟାରିୟରର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛନ୍ତି ବିରାଟ କୋହଲି। ଗୋଟିଏ ପଟେ କ୍ରିକେଟର କୌଣସି ଫର୍ମାଟରେ ଭାରତୀୟ ଦଳର ଅଧିନାୟକ ନ ଥିବା ବେଳେ ଗତ ଦୁଇ ବର୍ଷ ଧରି ସେ ଗୋଟିଏ...
ଶାସ୍ତ୍ରୀ ବହୁତ ବଡ଼ କଥା କହିଦେଲେ, ଭାରତୀୟ ଭାବେ ଆମେ ଗର୍ବ କରିଥାନ୍ତୁ: ହରଭଜନ
ନୂଆଦିଲ୍ଲୀ,୨୭।୧: ଭାରତୀୟ କ୍ରିକେଟ ଟିମ୍ର ପୂର୍ବ କୋଚ୍ ରବି ଶାସ୍ତ୍ରୀ ନିକଟରେ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଥିଲେ। ଏହାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନାହିଁ। ଏହାକୁ ନେଇ ପୂବତନ ଭାରତୀୟ ସ୍ପିନର ହରଭଜନ ସିଂହ ପ୍ରତିକ୍ରିୟା...
ମାତ୍ର ୩୧ ବର୍ଷ ବୟସରେ ଏହି ଖେଳାଳିଙ୍କ କ୍ରିକେଟ୍ କ୍ୟାରିୟର୍ ଶେଷ!
ନୂଆଦିଲ୍ଲୀ,୨୭।୧:ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଫେବୃୟାରୀ ୬ରୁ ଆରମ୍ଭ ହେବାକୁ ଯାଉଛି। ଦିନିକିଆ ସିରିଜ ପରେ ଏକ ୩ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ମଧ୍ୟ ଖେଳାଯିବ। ୱେଷ୍ଟଇଣ୍ଡିଜ ବିପକ୍ଷ ୩...
ଶାସ୍ତ୍ରୀଙ୍କ ପାଖରେ ନାହିଁ ଧୋନୀଙ୍କ ଫୋନ୍ ନମ୍ବର: କାରଣ ଜାଣିଲେ…
ଓମାନ,୨୭।୧:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାକୟ ମହେନ୍ଦ୍ର ସିଂ ଧୋନୀଙ୍କ ଜଣେ କିମ୍ବଦନ୍ତୀ କ୍ରିକେଟର ଭାବେ ଜଣାଶୁଣା। ତାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆକୁ ୩ଟି ଆଇସିସି ଟ୍ରଫିରେ ଜିତିଛି। ଦେଶ-ବିଦେଶରେ ତାଙ୍କର ବହୁ ପ୍ରଶଂସକ ମଧ୍ୟ ଅଛନ୍ତି। କିନ୍ତୁ ଆପଣ...
୧୪ ବଲ୍ରେ ବିସ୍ଫୋରକ ୭୬ ରନ୍ର ଇନିଂସ ଖେଳି ଚକିତ କଲେ ଏହି କ୍ରିକେଟର୍
ବାରବାଡେସ୍,୨୭।୮: ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ରେ କାରିବିଆନ ଦଳ ୨୦ ରନ୍ରେ ଜିତିଛି। ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ୨୦ ଓଭରରେ ୫ ଉଇକେଟ ହରାଇ ୨୨୪ ରନ...
Archives


