ଖେଳ

ବିଶ୍ୱସ୍ତରୀୟ ଟୁର୍ଣ୍ଣାମେଣ୍ଟରେ ଷ୍ଟାଡିୟମ ଦେଖି ଛି ଛି…; କଡ଼ା ଭାଷାରେ ସମାଲୋଚନା କଲେ ବିଦେଶୀ ଖେଳାଳି

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀରେ ଚାଲିଥିବା ଇଣ୍ଡିଆ ଓପନ ସୁପର ୭୫୦ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟର ଆୟୋଜନ ଓ ଷ୍ଟାଡିୟମର ସ୍ଥିତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଡେନମାର୍କର ଷ୍ଟାର ଖେଳାଳି ମିଆ ବ୍ଲିଚଫେଲ୍ଡ। ଖେଳ ପଡ଼ିଆର ଅପରିଷ୍କାର ପରିବେଶ ଏବଂ ଅସ୍ୱାସ୍ଥ୍ୟକର ସ୍ଥିତିକୁ ସେ ‘ଅପ୍ରଫେସନାଲ’…

ମୁମ୍ବାଇରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ରୋହିତଙ୍କ ସ୍ତ୍ରୀ ରିତିକା, ମୂଲ୍ୟ ଜାଣିଲେ…

ମୁମ୍ବାଇ: ଭାରତୀୟ କ୍ରିକେଟର କିମ୍ବଦନ୍ତୀ ବ୍ୟାଟସମ୍ୟାନ ରୋହିତ ଶର୍ମାଙ୍କ ପତ୍ନୀ ରିତିକା ସଜଦେହ ତାଙ୍କ ନୂତନ ଘର ପାଇଁ ଚର୍ଚ୍ଚାରେ ଅଛନ୍ତି। ନିକଟରେ ରିତିକା ମୁମ୍ବାଇରେ ଏକ ନୂତନ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଛନ୍ତି। ଏହି ନୂତନ ଘରଟି ପ୍ରଭାଦେବୀର ଆହୁଜା ଟାୱାର୍ସରେ…

ସେକେଣ୍ଡ ଇନିଂସ… ପ୍ରେମିକା ସୋଫିଙ୍କ ସହ ଶିଖର ଧାୱନଙ୍କ ନିର୍ବନ୍ଧ ଶେଷ, ଏହିଦିନ ପଡ଼ିବ ହାତଗଣ୍ଠି

ନୂଆଦିଲ୍ଲୀ,୧୩।୧: ପୂର୍ବତନ ଭାରତୀୟ ଓପନର ଶିଖର ଧାୱନ ତାଙ୍କ ପ୍ରେମିକା ସୋଫି ସାଇନଙ୍କ ସହ ନିର୍ବନ୍ଧ ଘୋଷଣା କରିଛନ୍ତି । ଧାୱନ ସୋମବାର ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ସେୟାର କରି ଏହି ଖବର ଦେଇଛନ୍ତି । ତେବେ ସେମାନେ…

ଦ୍ୱିତୀୟ ଦିନିକିଆରେ ବଦଳିବ ଟିମ ଇଣ୍ଡିଆର ଚିତ୍ର! ନୂଆ ଚେହେରାଙ୍କୁ ମିଳିବ ସୁଯୋଗ, ଏମିତି ରହିବ ସାମ୍ଭାବ୍ୟ ଭାରତୀୟ ଦଳ

ନୂଆଦିଲ୍ଲୀ,୧୩।୧: ବୁଧବାର ରାଜକୋଟରେ ଖେଳାଯିବାକୁ ଥିବା ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଦିନିକିଆ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ହେବ। ପ୍ରଥମ ମ୍ୟାଚ ଜିତିବା ପରେ ଟିମ ଇଣ୍ଡିଆ ସିରିଜରେ ୧-୦ରେ ଆଗୁଆ ହୋଇସାରିଛି। ଯଦି ଶୁବମନ ଗିଲଙ୍କ ନେତୃତ୍ୱାଧୀନ ଭାରତୀୟ…

କୋହଲି ଜଣେ ଅହଂକାରୀ କି….ରାହାଣେ କଲେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୩।୧: ଭାରତୀୟ ଦଳର ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଅଧିନାୟିତକତ୍ୱ ସମୟ ଉପ-ଅଧିନାୟକ ଭାବରେ ଦୀର୍ଘ ଦିନ ଧରି କାର୍ଯ୍ୟ କରିଥିବା ଅଜିଙ୍କ୍ୟ ରାହାଣେ ଏକ ବଡ଼ ଖୁଲାସା କରିଛନ୍ତି। ସେ କୋହଲିଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। କୋହଲିଙ୍କ…

T20 World Cup 2026: ବଦଳିବ ନାହିଁ ବାଂଲାଦେଶର ମ୍ୟାଚ ଭେନ୍ୟୁ, ଭାରତକୁ କ୍ଲିନ ଚିଟ ଦେଲା ICC

ନୂଆଦିଲ୍ଲୀ,୧୩।୧: ସୁରକ୍ଷା କାରଣରୁ ବାଂଲାଦେଶ ପୁରୁଷ ଦଳର ଟି-୨୦ ବିଶ୍ୱକପ ମ୍ୟାଚ ଭାରତ ବାହାରକୁ ସ୍ଥାନାନ୍ତର କରିବାକୁ ବାଂଲାଦେଶର ଦାବିକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ସୂତ୍ର ପ୍ରତ୍ୟାଖ୍ୟାନ କରିଛି। ଆଇସିସି କହିଛି ଯେ ଭାରତରେ ବାଂଲାଦେଶ ଦଳ ପ୍ରତି କୌଣସି…

T 20 ଓ୍ବାର୍ଲଡ କପ ପୂର୍ବରୁ ସନ୍ୟାସ ଘୋଷଣା କଲେ ଏହି କ୍ୟାପଟେନ, ଭାରତ ବିପକ୍ଷରେ ଖେଳିବେ ଶେଷ ମ୍ୟାଚ

ନୂଆଦିଲ୍ଲୀ,୧୩।୧: ଅଷ୍ଟ୍ରେଲିଆ ଅଧିନାୟକ ଆଲିସା ହିଲି ମଙ୍ଗଳବାର ତାଙ୍କର ଅବସର ଘୋଷଣା କରିଛନ୍ତି। ଭାରତ ବିପକ୍ଷରେ ଆଗାମୀ ବହୁ-ଫର୍ମାଟ ସିରିଜ ପରେ ହିଲି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବେ ବୋଲି ଘୋଷଣା କରିଛନ୍ତି। ୩୫ ବର୍ଷୀୟା ଖେଳାଳି ପ୍ରାୟ ୩୦୦ ମ୍ୟାଚ…

ଟି-୨୦ ବିଶ୍ୱକପ ବିଷୟରେ ବାଂଲାଦେଶ ମିଛର ପର୍ଦ୍ଦାଫାଶ କଲା ICC! ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ଖୁଲାସା

ନୂଆଦିଲ୍ଲୀ,୧୩।୧: ୨୦୨୬ ଟି୨୦ ବିଶ୍ୱକପ ସମ୍ବନ୍ଧୀୟ ବିବାଦ ସମ୍ପର୍କରେ ବାଂଲାଦେଶର ମିଛର ପର୍ଦ୍ଦାଫାଶ ହୋଇଥିବା ପରି ମନେ ହେଉଛି। ବାଂଲାଦେଶ କ୍ରିକେଟ ବୋର୍ଡ ଭାରତରେ ତାର ଖେଳାଳି ଏବଂ ପ୍ରଶଂସକଙ୍କ ସୁରକ୍ଷା ନେଇ ଚିନ୍ତା ପ୍ରକାଶ କରିଥିଲା। ବାଂଲାଦେଶ ସରକାରଙ୍କ କ୍ରୀଡା…

ପୁରୁଷ ହକି ଇଣ୍ଡିଆ ଲିଗ୍‌: ମାଗଣାରେ ମିଳିବ ଟିକେଟ୍‌

ଭୁବନେଶ୍ୱର,୧୨।୧(ଅନାଦି କର)- ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଥିବା ଚଳିତ ହକି ଇଣ୍ଡିଆ ଲିଗ୍‌ (ଏଚ୍‌ଆଇଏଲ୍‌)ର ମ୍ୟାଚ୍‌ଗୁଡ଼ିକ ଲାଗି ଟିକେଟ ମାଗଣାରେ ଉପଲବ୍ଧ ହେବ। ଏ ନେଇ ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ଆସନ୍ତା ଜାନୁଆରୀ ୨୬…

ଅଧାରୁ କ୍ରିଜ୍ ଛାଡି ପଳାଇବାକୁ ରିଜୱାନଙ୍କୁ କହିଲା ଟିମ୍, ବିଗ୍ ବ୍ୟାଶ୍ ଲିଗ୍‌ରେ ପ୍ରଥମ ଘଟଣା

ନୂଆଦିଲ୍ଲୀ,୧୨।୧: ବିଗ୍ ବ୍ୟାଶ୍ ଲିଗ୍‌ରେ ସୋମବାର ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ମେଲବର୍ଣ୍ଣ ରେନେଗେଡ୍‌ସ ଏବଂ ସିଡନୀ ଥଣ୍ଡର ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ପାକିସ୍ତାନୀ ବ୍ୟାଟର ମହମ୍ମଦ ରିଜୱାନଙ୍କୁ ଲଜ୍ଜାର ସମ୍ମୁଖୀନ ହେବାକୁ ପଡିଛି। ରେନେଗେଡ୍‌ସ ପକ୍ଷରୁ ଖେଳୁଥିବା ରିଜୱାନଙ୍କୁ…

୩୧ ବର୍ଷରେ ଅବସର ଘୋଷଣା କଲେ ଏହି ଭାରତୀୟ ଖେଳାଳୀ, ୨.୪ କୋଟିରେ କିଣିଥିଲା KKR

ନୂଆଦିଲ୍ଲୀ,୧୨ା୧: IPL ୨୦୨୬ ଆରମ୍ଭ ହେବାକୁ ଆହୁରି ଦୁଇ ମାସରୁ ଅଧିକ ସମୟ ବାକି ଅଛି । କିନ୍ତୁ ଏହା ପୂର୍ବରୁ ଜଣେ ଭାରତୀୟ ବୋଲର ତାଙ୍କର ଅବସର ଘୋଷଣା କରିଛନ୍ତି। ଏହି ଭାରତୀୟ ବୋଲର ହେଉଛନ୍ତି କେସି କାରିଆପ୍ପା, ଯିଏ…

ପ୍ରଥମ ଥର ଟିମ ଇଣ୍ଡିଆରେ ସାମିଲ ହେଲେ ଏହି ୨୬ ବର୍ଷୀୟ ଖେଳାଳି, ତାଙ୍କ ଅଧିନାୟକତ୍ୱରେ ଖେଳିଛନ୍ତି କୋହଲି, ଜାଣନ୍ତୁ ସେ କିଏ…

ନୂଆଦିଲ୍ଲୀ,୧୨।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଏକଦିବସୀୟ ସିରିଜରେ ୱାଶିଂଟନ ସୁନ୍ଦରଙ୍କ ରିପ୍ଲେସମେଣ୍ଟ ଖେଳାଳି ଭାବରେ ଆୟୁଷ ବଦୋନିଙ୍କୁ ସାମିଲ କରାଯାଇଛି। ଭଦୋଦରାରେ ଖେଳାଯାଇଥିବା ପ୍ରଥମ ଏକଦିବସୀୟରେ ବୋଲିଂ କରିବା ସମୟରେ ୱାଶିଂଟନଙ୍କ ପାଟିରେ ତୀବ୍ର ଆଘାତ ଲାଗିଥିଲା, ଯାହା ପରେ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri