ଖେଳ

ନପଚାରି ଦେଇଦେଲେ ଡିଆର୍‌ଏସ୍‌; ରାଗରେ ବାବର କହିଲେ ‘ଅଧିନାୟକ ମୁଁ’

ଦୁବାଇ,୧୦।୯: ବର୍ତ୍ତମାନ ଭଲ ଫର୍ମରେ ଅଛି ପାକିସ୍ତାନ କ୍ରିକେଟ ଟିମ୍‌। ଦମ୍‌ଦାର ପ୍ରଦର୍ଶନ ଯୋଗୁ ଏସିଆ କପ୍‌ ୨୦୨୨ ସିଜନ ଫାଇନାଲରେ ଦଳ ସ୍ଥାନ ପକ୍କା କରିଛି। ଏଥିରେ ଶ୍ରୀଲଙ୍କା ସହ ଦଳର ମୁକାବିଲା ହେବ। ତେବେ ଏହା ପୂର୍ବରୁ ପାକିସ୍ତାନର…

‘ଦ୍ରାବିଡ ଜାଣିଛନ୍ତି ଯେ ତାଙ୍କର ହନିମୁନ୍‌ ଅବଧି ଶେଷ ହୋଇଛି’

ନୂଆଦିଲ୍ଲୀ,୧୦।୯: ଏସିଆ କପ୍‌ ୨୦୨୨ ଟୁର୍ନାମେଣ୍ଟରୁ ଭାରତର ଯାତ୍ରା ଶେଷ ହୋଇଛି। ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ସୁପର-୪ ପର୍ଯ୍ୟାୟରେ ପ୍ରଥମେ ପାକିସ୍ତାନ ଓ ପରେ ଶ୍ରୀଲଙ୍କାଠାରୁ ପରାଜିତ ହୋଇଥିଲା। ଏହାକୁ ନେଇ ପୂର୍ବ ଚୟନକର୍ତ୍ତା ସବା କରିମ ଦଳର…

ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ନେଲେ ଅଷ୍ଟ୍ରେଲିଆ ଅଧିନାୟକ

ନୂଆଦିଲ୍ଲୀ,୧୦।୯: ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌ ଆରୋନ ଫିଞ୍ଚ ଦିନିକିଆ କ୍ରିକେଟ୍‌ରୁ ସନ୍ନ୍ୟାସ ନେଇଥିବା ନେଇ ଘୋଷଣା କରିଛନ୍ତି। ଶନିବାର ସକାଳେ ସେ ଖବରଦାତାଙ୍କୁ ସମ୍ବୋଧିତ କରି ଏହି ଘୋଷଣା କରିଛନ୍ତି। ଆସନ୍ତା ୧୧ ତାରିଖରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ତୃତୀୟ ଦିନିକିଆ…

ନେହେରା ବାଛିଲେ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୦।୯: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଟାଇଟନ୍ସକୁ ଡେବ୍ୟୁ ସିଜନରେ ଆଇପିଏଲ୍‌ ଚାମ୍ପିୟନ କରିିଥିବା ମୁଖ୍ୟ କୋଚ୍‌ ତଥା ଭାରତର ପୂର୍ବ ଦ୍ରୁତ ବୋଲର୍‌ ଆଶୀଷ ନେହେରା ବାଛିଛନ୍ତି ଟିମ୍‌ ଇଣ୍ଡିଆ। ଆଗାମୀ ଟି୨୦ ବିଶ୍ୱକପ୍‌ ଲାଗି ସେ ଦଳ ବାଛିଛନ୍ତି।…

ପ୍ରସ୍ତୁତି କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦।୯ (ସ୍ପୋଟର୍‌ସ ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ ଓଡ଼ିଶା କ୍ରୀଡ଼ା କାର୍ଯ୍ୟକଳାପର ଆଉ ଏକ ମାଇଲ ଖୁଣ୍ଟ ହାସଲ କରିବାକୁ ଯାଉଛି। ଓଡ଼ିଶା ୧୭ ବର୍ଷରୁ କମ୍‌ ଫିଫା ମହିଳା ଫୁଟ୍‌ବଲ ବିଶ୍ୱକପର କେତୋଟି ମ୍ୟାଚ…

ଏସିଆନ ବାସ୍କେଟବଲରେ ଅନନ୍ୟାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର, ୧୦।୯ (କ୍ରୀଡ଼ା ପ୍ରତିନିଧି): ବାସ୍କେଟବଲ ଫେଡେରେଶନ ଅଫ ଇଣ୍ଡିଆ (ଏଫ୍‌ଆଇବିଏ) ଆନୁକୂଲ୍ୟରେ ବେଙ୍ଗାଲୁରୁଠାରେ ୧୮ ବର୍ଷରୁ କମ୍‌ ଏସିଆନ ମହିଳା ବାସ୍କେଟବଲ ଚାମ୍ପିୟନଶିପ୍‌ ଆରମ୍ଭ ହୋଇଛି। ଏଥିରେ ଓଡ଼ିଶାର ଅନନ୍ୟା ପଟ୍ଟନାୟକ ପରିସଂଖ୍ୟାନବିତ୍‌ଭାବେ ଦାୟିତ୍ୱ ତୁଲାଇବାର ସୌଭାଗ୍ୟ ପାଇଛନ୍ତି। ପ୍ରଥମ…

ସ୍ବିଟେକ୍‌-ଜାବେର ଫାଇନାଲ

ନ୍ୟୁୟର୍କ,୧୦ା୯: ୟୁଏସ୍‌ ଓପନ ଟେନିସ୍‌ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ପୋଲାଣ୍ଡର ଇଗା ସ୍ବିଟେକ୍‌ ଓ ଟ୍ୟୁନିସିଆର ଓନ୍ସ ଜାବେର। କ୍ରମାଗତ ଦ୍ୱିତୀୟ ଥର ପାଇଁ ଜାବେର କୌଣସି ଗ୍ରାଣ୍ଡସ୍ଲାମ ଫାଇନାଲରେ ପ୍ରବେଶ କରିଛନ୍ତି। ଦୁଇମାସ ତଳେ ଓ୍ବିମ୍ବେଲଡନ…

ଛକା ମାରି ମ୍ୟାଚ୍‌ ଜିତାଇଥିବା ବ୍ୟାଟ୍‌କୁ ନିଲାମ କରିବେ ପାକିସ୍ତାନର ଏହି ଖେଳାଳି

ଦୁବାଇ,୧୦।୯: ଆଫଗାନିସ୍ତାନ ବିପକ୍ଷରେ ଖେଳିଥିବା ସୁପର-୪ ମୁକାବିଲାରେ ଲଗାତାର ଦୁଇ ଛକା ମାରି ପାକିସ୍ତାନକୁ ବିଜେତା କରାଇଥିଲେ ନସିମ ଶାହା। ଦଳର ଏହି ନୂଆ ଷ୍ଟାର ଆଉ ଏକ ବଡ଼ ପଦକ୍ଷେପ ନେଇ ଲୋକଙ୍କ ହୃଦୟ ଜିତିଛନ୍ତି। ୧୯ ବର୍ଷୀୟ ନସିମ…

ପାକିସ୍ତାନକୁ ୫ ଉଇକେଟରେ ହରାଇଲା ଶ୍ରୀଲଙ୍କା

ଦୁବାଇ,୯।୯: ଏସିଆ କପ୍‌ ସୁପର-୪ର ଶୁକ୍ରବାର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ବିଜୟୀ ହୋଇଛି। ପଥୁମ ନିସଙ୍କାଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ଓ୍ବାନିଣ୍ଡୁ ହସରଙ୍ଗାଙ୍କ ୩ ଉଇକେଟ ବଳରେ ଶ୍ରୀଲଙ୍କା ପାକିସ୍ତାନକୁ ୫…

କୋହଲିଙ୍କ ଶତକ ପରେ ମୁଣ୍ଡ ନୁଆଁଇ ସଲାମ୍‌ କଲେ ବୃଦ୍ଧ; ଭାଇରାଲ ଭିଡିଓ ଦେଖିଲେ…

ଦୁବାଇ,୯।୯: ଭାରତ-ଆଫଗାନିସ୍ତାନ ମଧ୍ୟରେ ଗୁରୁବାର ଖେଳାଯାଇଥିବା ଏସିଆ କପ୍‌ ସୁପର-୪ ମୁକାବିଲାରେ ଶତକ ହାସଲ କରି ସମାଲୋଚକଙ୍କ ମୁହଁ ବନ୍ଦ କରିଛନ୍ତି ବିରାଟ କୋହଲି। ସେ ଲଢ଼ୁଆ ବ୍ୟାଟିଂ କରି ୬୧ ବଲ୍‌ରେ ଅପରାଜିତ ୧୨୨ ରନ୍‌ କରିଥିଲେ। ଏହା ତାଙ୍କ…

୧୨୧ରେ ଅଟକିଲା ପାକିସ୍ତାନ

ଦୁବାଇ,୯।୯: ଏସିଆ କପ୍‌ ସୁପର-୪ର ଶୁକ୍ରବାର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ ଦସୁନ ସନକା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ପାକିସ୍ତାନ ପ୍ରଥମେ ବ୍ୟାଟିଂ କରିଥିଲା। ହେଲେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ପାକିସ୍ତାନ ୧୯.୧ ଓଭରରେ…

ଅଣ୍ଟାରେ ଲାଗିଛି ଆଘାତ: ଜାତୀୟ କ୍ରୀଡାରେ ଭାଗ ନେଇ ପାରିବେନି ନୀରଜ

ନୂଆଦିଲ୍ଲୀ,୯।୯: ଜୁରିଚରେ ଅନୁଷ୍ଠିତ ଡାଏମଣ୍ଡ ଲିଗ୍‌ ଫାଇନାଲରେ ପ୍ରଥମ ସ୍ଥାନ ଅଧିକାର କରି ଇତିହାସ ରଚିଥିଲେ ନୀରଜ ଚୋପ୍ରା। ହେଲେ ଏହା ପରେ ତାଙ୍କ ଅଣ୍ଟାରେ ଆଘାତ ଲାଗିଥିବା କାରଣ ଚର୍ଚ୍ଚାରେ ରହିଛି। ଏଥିଯୋଗୁ ସେ ଆଗାମୀ ଜାତୀୟ ଗେମ୍ସରେ ଅଂଶଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?