ଖେଳ

ଚେନ୍ନାଇକୁ ବଡ଼ ଝଟ୍‌କା

ମୁମ୍ବାଇ,୧୧।୫:ଆଇପିଏଲ୍‌ ୨୦୨୨ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ବଡ଼ ଝଟ୍‌କା ଲାଗିଛି। ଦଳର ପୂର୍ବତନ ଅଧିନାୟକ ରବିନ୍ଦ୍ର ଜାଡେଜା ଆହତ କାରଣରୁ ଚଳିତ ସିଜିନ୍‌ରୁ ବାଦ୍‌ ପଡ଼ିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ଏନେଇ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଦିଲ୍ଲୀ କ୍ୟାପିଟାଲ୍ସ…

ଦିଲ୍ଲୀ କ୍ୟାପିଟାଲ୍ସକୁ ୧୬୧ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୧୧।୫: ଆଇପିଏଲ ୨୦୨୨ର ୫୮ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୬୧ ରନ୍‌ର ଟାର୍ଗେଟ୍‌ ଦେଇଛି। ମୁମ୍ବାଇର ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ଖେଲାଯାଉଥିବା ଏହି ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ଓଭରରେ ୬…

ଅଧିନାୟକତ୍ୱ ପରେ ଏବେ ଦଳରୁ ବାହାର ହୋଇପାରନ୍ତି ଜାଡେଜା ! କିଛି ଏଭଳି…

ନୂଆଦିଲ୍ଲୀ,୧୧।୫: ପୁଣି ଚର୍ଚ୍ଚାରେ ଚେନ୍ନାଇ ସୁପର କିଙ୍ଗ୍ସ। ପ୍ଲେଅଫ୍‌ ଦୌଡ଼ରୁ ଏକପ୍ରକାର ବାହାର ହୋଇଥିବା ଚେନ୍ନାଇର ପୂର୍ବ ଅଧିନାୟକ ରବିନ୍ଦ୍ର ଜାଡେଜା ଚଳିତ ଆଇପିଏଲ୍‌ରୁ ବାହାର ହୋଇପାରନ୍ତି ବୋଲି କୁହାଯାଉଛି। ଏହାଛଡ଼ା ଜାଡେଜା ଏବଂ ଟିମ୍‌ ମଧ୍ୟରେ ନୂଆ ବିବାଦ ଉପୁଜିଥିବା…

ଟସ୍‌ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ

ମୁମ୍ବାଇ,୧୧।୫: ଆଇପିଏଲ ୨୦୨୨ର ୫୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ମୁମ୍ବାଇର ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସକୁ  ଭେଟୁଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ପ୍ଲେ ଅଫ ଦୌଡରେ ରହିବାକୁ ପଡ଼ିଆରେ ପ୍ରବେଶ…

ମୋ’ କ୍ୟାରିୟରରେ କେବେ ବି ଏଭଳି ଘଟି ନ ଥିଲା, ସେଥିପାଇଁ ହସିଥିଲି: କୋହଲି

ବେଙ୍ଗାଲୁରୁ,୧୧।୫: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଆର୍‌ସିବିର ପୂର୍ବତନ ଅଧିନାୟକ ବିରାଟ କୋହଲି ସଂଘର୍ଷ କରୁଥିବା ଦେଖାଯାଇଛି। ଏଯାବତ ସେ ୧୨ ମ୍ୟାଚ୍‌ ଖେଳିଥିବା ବେଳେ ମାତ୍ର ୨୧୬ ରନ ସଂଗ୍ରହ କରିଛନ୍ତି। ସେଥିରୁ ୩ ମ୍ୟାଚରେ ଗୋଲ୍ଡେନ ଡକ ବା…

ଆର୍‌ସିବିକୁ ଫେରିବେ ଡିଭିଲିୟର୍ସ

ବେଙ୍ଗାଲୁରୁ,୧୧।୫: ଆସନ୍ତାବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)କୁ ଫେରିବେ ଦକ୍ଷିଣ ଆଫ୍ରିକା କ୍ରିକେଟର ସୁପରଷ୍ଟାର ଏବି ଡିଭିଲିୟର୍ସ । ନୂତନ ଭୂମିକା ସହ ଆରସିବି କ୍ୟାମ୍ପକୁ ସେ ଫେରିପାରନ୍ତି ବୋଲି ବନ୍ଧୁ ବିରାଟ କୋହଲି ସଙ୍କେତ ଦେଇଛନ୍ତି। ଆର୍‌ସିବି ପକ୍ଷରୁ ଶେୟାର କରାଯାଇଥିବା…

ବ୍ୟାଟିଂ କି ବୋଲିଂ ନୁହେଁ, ଏହି କାମରେ ଟ୍ୟାଲେଣ୍ଟ୍‌ ଦେଖାଇଲେ ସଚିନ ତେନ୍ଦୁଲକରଙ୍କ ପୁଅ

ମୁମ୍ବାଇ,୧୧।୫: ଆଇପିଏଲ ୨୦୨୨ରେ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ସାମିଲ ଥିବା ଅର୍ଜୁନ ତେନ୍ଦୁଲକର ଏପର୍ଯ୍ୟନ୍ତ ତାଙ୍କ ଆଇପିଏଲ ଡେବ୍ୟୁକୁ ଅପେକ୍ଷା କରିଛନ୍ତି। ଚଳିତ ବର୍ଷ ଅର୍ଜୁନଙ୍କୁ ୩୦ ଲକ୍ଷ ଟଙ୍କାରେ କିଣିଛି ମୁମ୍ବାଇ ଇଣ୍ଡିଆନ୍ସ, କିନ୍ତୁ ଏପର୍ଯ୍ୟନ୍ତ ତାଙ୍କୁ ଚଳିତ ସିଜିନରେ…

ମାତ୍ର ୨୩ ବର୍ଷ ବୟସରେ ଟି-୨୦ରେ କ୍ରିକେଟ୍‌ରେ ବଡ଼ ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ମୁମ୍ବାଇ,୧୧।୫: ଗୁଜରାଟ ଟାଇଟାନ୍ସ (ଜିଟି) ଲେଗ-ସ୍ପିନର ରସିଦ ଖାନ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲଏସଜି) ବିପକ୍ଷରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ଟି-୨୦ କ୍ରିକେଟରେ ସର୍ବାଧିକ ଉଇକେଟ ନେବାରେ ରସିଦ ବିଶ୍ୱର ତୃତୀୟ ବୋଲର ହୋଇଛନ୍ତି।…

ଜିଟିର ସହଜ ବିଜୟ…

ମୁମ୍ବାଇ, ୧୦।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୭ତମ ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ସହଜ ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୪୫ ରନ୍ ଲକ୍ଷ୍ୟର ପିଛା କରି  ଏଲଏସଜି ୧୩.୫ ଓଭରରେ …

ଗ୍ରାହମ ଥର୍ପେ ହସ୍ପିଟାଲରେ ଭର୍ତ୍ତି

ଲଣ୍ଡନ, ୧୦ା୫: ଇଂଲଣ୍ଡର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଓ କୋଚ୍‌ ଗ୍ରାହମ ଥର୍ପେ ଗୁରୁତର ଭାବେ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଦେଶର ପ୍ରଫେସନାଲ କ୍ରିକେଟର୍ସ ଆସୋସିଏଶନ ପକ୍ଷରୁ ମଙ୍ଗଳବାର ଏନେଇ ସୂଚନା ଦିଆଯାଇଛି। ୫୨ ବର୍ଷୀୟ ଥର୍ପେ ଇଂଲଣ୍ଡ କୋଚିଂ…

ସେପ୍ଟେମ୍ବରରେ ଅଷ୍ଟ୍ରେଲିଆ ବିପକ୍ଷରେ ଟି୨୦ ସିରିଜ ଖେଳିବ ଭାରତ

ମେଲବୋର୍ନ, ୧୦ା୫: ଭାରତୀୟ କ୍ରିକେଟ ଟିମ୍‌ ସେପ୍ଟେମ୍ବରରେ ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଖେଳିବ। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ଆଇସିସି ଟି୨୦ ବିଶ୍ୱକପ୍‌ ଟୁର୍ନାମେଣ୍ଟ ପାଇଁ ନିଜକୁ ପ୍ରସ୍ତୁତ କରିବା ଲାଗି ମଧ୍ୟ ନିଜ ଦେଶରେ ଜିମ୍ବାଓ୍ବେ, ନ୍ୟୁଜିଲାଣ୍ଡ,…

ଗିଲ୍‌ଙ୍କ ବିସ୍ଫୋରକ ବ୍ୟାଟିଂ,ଏଲ୍‌ଏସ୍‌ଜି ପାଇଁ ବିଜୟ ଲକ୍ଷ୍ୟ ୧୪୫ …

ମୁମ୍ବାଇ, ୧୦।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୭ତମ ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ରର ପୁଣେ ସ୍ଥିତ ମହାରାଷ୍ଟ୍ର କ୍ରିକେଟ୍‌ ଆସୋସିଏଶନ ଷ୍ଟାଡିୟମ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri