ଖେଳ

ବାବର ଆଜମଙ୍କ ଯୁଗ ଶେଷ, ଏବେ ରିଜଓ୍ବାନ୍‌ ନୂଆ ବାଦ୍‌ଶାହା

ଦୁବାଇ,୭।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦର ଟି-୨୦ ର଼୍ୟାଙ୍କିଙ୍ଗ୍‌ରେ ଏକ ବଡ଼ ପରିବର୍ତ୍ତନ ହୋଇଛି। ଆଇସିସି ଟି-୨୦ ର଼୍ୟାଙ୍କିଙ୍ଗ୍‌ରେ ପାକିସ୍ତାନର ତାରକା ଖେଳାଳି ମହମ୍ମଦ ରିଜୱାନ ଏକ ନମ୍ବର ବ୍ୟାଟ୍ସମ୍ୟାନ ହୋଇଛନ୍ତି। ନିଜ ଦଳର ଅଧିନାୟକ ବାବର ଆଜମଙ୍କୁ ଅତିକ୍ରମ କରି ରିଜୱାନ…

ପାକିସ୍ତାନର ପରାଜୟ ଉପରେ ନିର୍ଭର କରୁଛି ଟିମ୍‌ ଇଣ୍ଡିଆର ଭାଗ୍ୟ…

ଦୁବାଇ/ସାରଜା, ୭।୯ : ଏସିଆ କପ ଟି-୨୦ ଟୁର୍ନାମେଣ୍ଟରେ ମଙ୍ଗଳବାର ଶ୍ରୀଲଙ୍କା ବିପକ୍ଷରେ ଭାରତ ୬ ୱିକେଟରେ ପରାଜୟ ସ୍ବୀକାର କରିଛି। ସୁପର ଫୋର୍‌ ରାଉଣ୍ଡରେ ଏହି ପରାଜୟ ସହ ଭାରତ ଏସିଆ କପରୁ ବାହାର ହେବାକୁ ଯାଉଛି। ଶ୍ରୀଲଙ୍କା ପୂର୍ବରୁ…

ଜାଡେଜାଙ୍କ ଆଣ୍ଠୁରେ ସଫଳ ଅସ୍ତ୍ରୋପଚାର

ନୂଆଦିଲ୍ଲୀ,୭।୯(ପି.ଟି.): ଭାରତର ଆଘାତପ୍ରାପ୍ତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ଡାହାଣ ଆଣ୍ଠୁରେ ସଫଳତାର ସହ ଅସ୍ତ୍ରୋପଚାର ସମ୍ପନ୍ନ ହୋଇଛି। ସେ ଖୁବ୍‌ ଶୀଘ୍ର ତାଙ୍କ ରିହାବିଲିଟେଶନ ଆରମ୍ଭ କରିବେ ବୋଲି ମଙ୍ଗଳବାର ସୂଚନା ଦେଇଛନ୍ତି। ୩୩ ବର୍ଷୀୟ ଜାଡେଜା ଏସିଆ କପ୍‌ ସୁପର-୪…

ଏସିଆ କପ୍‌: ବିଦାୟ ପଥରେ ଭାରତ

ଦୁବାଇ, ୭।୯: ବ୍ୟାଟିଂ, ବୋଲିଂ ଓ ଫିଲ୍ଡିଂରେ ଖରାପ ପ୍ରଦର୍ଶନ କରି ଭାରତ ଏସିଆ କପ୍‌ କ୍ରିକେଟର ମଙ୍ଗଳବାର ଅନୁଷ୍ଠିତ ସୁପର ଫୋର ମ୍ୟାଚରେ ଶ୍ରୀଲଙ୍କାଠାରୁ ୬ ଉଇକେଟରେ ପରାସ୍ତ ହୋଇଛି। ଏଥିସହ ଭାରତ ଟୁର୍ନାମେଣ୍ଟରୁ ବିଦାୟ ହେବା ପଥରେ ରହିଛି।…

ଅପରାଜିତା ଭାରତୀୟ ଦଳର କୋଚ୍‌

ଭୁବନେଶ୍ୱର, ୭।୯(କ୍ରୀଡ଼ା ପ୍ରତିନିଧି): ଚଳିତମାସ ୧୫ରୁ ୨୮ ପର୍ଯ୍ୟନ୍ତ ଜର୍ଜିଆର ବାଟୁମିଠାରେ ହେବାକୁ ଯାଉଛି ଫିଡେ (ଆନ୍ତର୍ଜାତୀୟ ଚେସ୍‌ ଫେଡେରେଶନ୍‌) ୱାଲର୍‌ଡ କ୍ୟାଡେଟ୍‌ ଚେସ୍‌ ଚାମ୍ପିୟନଶିପ୍‌। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ଓଡ଼ିଶାର କ୍ୟାଣ୍ଡିଡେଟ ମାଷ୍ଟର ତଥା ଫିଡେ ଇନ୍‌ଷ୍ଟ୍ରକ୍ଟର ଅପରାଜିତା…

ଚତୁର୍ଥ ରାଉଣ୍ଡରୁ ନାଡାଲ ବିଦା

ନ୍ୟୁୟର୍କ,୭।୯(ପି.ଟି.): ୟୁଏସ୍‌ ଓପନ ଚତୁର୍ଥ ରାଉଣ୍ଡରୁ ବିଦା ହେଲେ ସ୍ପେନର ରାଫେଲ ନାଡାଲ। ୨୨ଟି ଗ୍ରାଣ୍ଡସ୍ଲାମ ବିଜୟୀ ନାଡାଲ ପ୍ରଥମ ଥର ପାଇଁ ୟୁଏସ୍‌ ଓପନ କ୍ୱାର୍ଟର ଫାଇନାଲରେ ପହଞ୍ଚିବାରେ ବିଫଳ ହୋଇଛନ୍ତି। ଏହା ସହିତ ନାଡାଲଙ୍କ କ୍ରମାଗତ ୨୨ ମ୍ୟାଚ୍‌…

ଶ୍ରୀଲଙ୍କାର ଲଢୁଆ ବ୍ୟାଟିଂ, ୬ ୱିକେଟରେ ବିଜୟୀ…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୁକାବିଲାରେ ଟିମ ଶ୍ରୀଲଙ୍କା ବିଜୟ ହାସଲ କରିଛି । ଧାର୍ଯ୍ୟ ୧୭୪ ରନ୍ ଲକ୍ଷ୍ୟର ପିଛା…

ଶ୍ରୀଲଙ୍କାର ବିସ୍ଫୋରକ ବ୍ୟାଟିଂ ଉପରେ ରୋକ ଲଗାଇଲେ ଚହଲ, ଅଶ୍ୱିନ

ଦୁବାଇ,୬।୯: ଶ୍ରୀଲଙ୍କାର ବିସ୍ଫୋରକ ବ୍ୟାଟିଂ ଉପରେ ରୋକ ଲଗାଇଲେ ଯୁଜବେନ୍ଦ୍ର ଚହଲ, ଆର୍‌. ଅଶ୍ୱିନ। ୯୭ ରନ୍‌ ସ୍କୋରରେ ପୃଥକ୍‌ ନିସଙ୍କାଙ୍କ ଉଇକେଟ ଯାଇଥିବା ବେଳେ ଚରିତ ଅସଲଙ୍କା ଖାତା ଖୋଲି ନ ପାରି ପ୍ୟାଭିଲିୟନ ଫେରିଛନ୍ତି। ଉଭୟ ଉଇକେଟ ଚହଲଙ୍କ…

ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୭୪ ରନ୍‌…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୁକାବିଲା ହୋଇଛି। ଦୁବାଇର ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମ୍‌ରେ ଖେଳା ଯାଉଥିବା ଏହି ମ୍ୟାଚ୍‌ରେ ଭାରତୀୟ…

ମ୍ୟାଚ୍‌ ଆରମ୍ଭରୁ ଭାରତକୁ ଝଟ୍‌କା

ଦୁବାଇ,୬।୯: ମ୍ୟାଚ୍‌ ଆରମ୍ଭରୁ ଭାରତୀୟ ଟିମ୍‌କୁ ଝଟ୍‌କା। ମାତ୍ର ୬ ରନ୍‌ କରି ପ୍ୟାଭିଲିୟନ ଫେରିଲେ କେ.ଏଲ୍‌. ରାହୁଲ। ଶ୍ରୀଲଙ୍କା ବୋଲର୍‌ ମହୀଶ ଟିକ୍ନାଙ୍କ ବଲ୍‌ରୁ ସେ ଏଲ୍‌ବିଡବ୍ଲୁ ଆଉଟ୍‌ ହୋଇଛନ୍ତି। ତେବେ ରାହୁଲ ଡିଆର୍‌ଏସ୍‌ ନେଇଥିଲେ ହେଁ ଅମ୍ପାୟାରଙ୍କ ନିଷ୍ପତ୍ତି…

ଅର୍ଶଦୀପଙ୍କ ସମର୍ଥନରେ ବାହାରିଲେ ସଚିନ

ମୁମ୍ବାଇ,୬।୯: ଏସିଆ କପ୍‌ର ସୁପର-୪ ପର୍ଯ୍ୟାୟରେ ପାକିସ୍ତାନ ବିପକ୍ଷରେ ଭାରତର ପରାଜୟ ପରେ ଚର୍ଚ୍ଚାରେ ବୋଲର୍‌ ଅର୍ଶଦୀପ ସିଂ। ବିରୋଧୀ ଟିମ୍‌ ଇନିଂସର ୧୮ତମ ଓଭରରେ ଆସିଫ ଅଲୀଙ୍କ କ୍ୟାଚ୍‌ ସେ ଛାଡ଼ି ଦେଇଥିଲେ। ସେତେବେଳେ ଆସିଫ ଖାତା ଖୋଲି ନ…

ସେହ୍ବାଗଙ୍କ ଭବିଷ୍ୟବାଣୀ: ଭାରତ ଗୋଟିଏ ମ୍ୟାଚ୍‌ ହାରିଲେ ବିଦା, ପାକିସ୍ତାନ ଏଥର…

ନୂଆଦିଲ୍ଲୀ,୬।୯: ଏସିଆ କପ୍‌ ୨୦୨୨ ଆରମ୍ଭରୁ ଭଲ ପ୍ରଦର୍ଶନ କରିଥିଲେ ହେଁ ସୁପର-୪ ପର୍ଯ୍ୟାୟରେ ପାକିସ୍ତାନଠାରୁ ପରାଜିତ ହୋଇଥିଲା ଟିମ୍‌ ଇଣ୍ଡିଆ। ଏପରି ସ୍ଥିତିରେ ଦଳକୁ ଆଗାମୀ ଦୁଇଟି ଯାକ ମ୍ୟାଚ୍‌ ଜିତିବାକୁ ହେବ। ନଚେତ ଟୁର୍ନାମେଣ୍ଟରୁ ବାହାର ହେବାକୁ ପଡ଼ିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?