ଖେଳ

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର ପରବର୍ତ୍ତୀ ସିଜନରେ ଏହି ୪ଦଳର ଅଧିନାୟକ ପରିବର୍ତ୍ତନ ହୋଇପାରେ ବୋଲି କହିଛନ୍ତି। IPL…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ, କିଙ୍ଗ କୋହଲି ଖେଳ ପରେ ଟ୍ରାଭିସ ହେଡ୍ ସହିତ ହାତ ମିଳାଇବାକୁ ମଧ୍ୟ…

ଦିଲ୍ଲୀର ଆଇପିଏଲ୍‌ ଅଭିଯାନ ଶେଷ

କୋଲକାତା,୨୫ା୫: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ୪୦ ରନରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ପୂର୍ବରୁ ପ୍ଲେଅଫ୍‌ ରେସରୁ ବିଦାୟ ନେଇଥିବା ଦିଲ୍ଲୀ ୧୪ ପଏଣ୍ଟ ସହ ଷଷ୍ଠ ସ୍ଥାନରେ ରହି…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ରାଜସ୍ଥାନ ୧୬ ପଏଣ୍ଟ ସହ ପ୍ଲେଅଫ୍‌ରେ ଅନ୍ତିମ ତଥା ଚତୁର୍ଥ…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ ଖେଳାଯାଉଛି। ଏହି ସିଜିନର ୬୮ତମ ମ୍ୟାଚ ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଲକ୍ଷ୍ନୌ ସୁପର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଚୟନ ନୀତୀରେ ମାତୃତ୍ୱ ଲାଭ ପରେ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ ଥିଲା। ଦ୍ୱିତୀୟ ସ୍ଥାନରେ ରହିଥିଲା। ଚଳିତବର୍ଷ RCB ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି।…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଉଭୟଙ୍କ ମଧ୍ୟରେ ଝଗଡା କୋହଲି ବ୍ୟାଟିଂ କରୁଥିବାବେଳେ ହୋଇଥିଲା। ମ୍ୟାଚ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍ ପୂର୍ବରୁ KKRର ଚଳିତ ସିଜନର ସବୁଠାରୁ ସଫଳ ତଥା ଯୁବ ବ୍ୟାଟ୍ସମ୍ୟାନ୍ ଅଙ୍ଗକୃଷ…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସେ ଆନ୍ତର୍ଜାତୀୟ କ୍ରିକେଟ୍, ଘରୋଇ କ୍ରିକେଟ୍ ଏବଂ ଆଇପିଏଲ୍ (IPL) ସମେତ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ ଶେଷ ଲିଗ୍‌ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ଆଇପିଏଲ୍‌ ପ୍ଲେଅଫ୍‌ରେ…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟସମ୍ୟାନ ତିଲକ ବର୍ମାଙ୍କୁ ‘ଡାର୍କ’ ବୋଲି କହି କଠୋର ସମାଲୋଚନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?