ଖେଳ

ମୌରିସିଓଙ୍କ ଡବଲ ଗୋଲ: ଓଡ଼ିଶା ଏଫ୍‌ସିର ପ୍ରଥମ ବିଜୟ

ବାମ୍ବୋଲିମ୍‌, ୮।୧-ଡିଏଗୋ ମୌରିସିଓଙ୍କ ଡବଲ ଗୋଲ ବଳରେ ଓଡ଼ିଶା ଏଫ୍‌ସି ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ଗୁରୁବାର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଷ୍ଟୁଆର୍ଟ ବକ୍ସଟରଙ୍କ ପ୍ରଶିକ୍ଷଣପ୍ରାପ୍ତ ଦଳ ୪-୨ ଗୋଲରେ କେରଳ ବ୍ଲାଷ୍ଟର୍ସକୁ ପରାସ୍ତ କରିଛି। ଏଠାରେ ୯ମ...

ପିତାଙ୍କ ଜୀବନ ବଞ୍ଚାଇଥିବା ଯୁବତୀଙ୍କ ପ୍ରେମରେ ପଡିଲେ ଏହି କ୍ରିକେଟର୍‌

ଭାରତ ପାଇଁ ବେଶ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଭାରତ ପାଇଁ ଆଜି ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ପୂର୍ବରୁ ଏକଦିବସୀୟ ଏବଂ ଟି୨୦ରେ ଭଲ ପ୍ରଦର୍ଶନ କରିଥିବା ସଇନିଙ୍କ ଭବିଷ୍ୟତ ଉଜ୍ଜ୍ୱଳ...

କେଦାର ଯାଦବଙ୍କୁ ଛାଡ଼ିବ ସିଏସ୍‌କେ

ଚେନ୍ନାଇ,୭।୧- ଆଇପିଏଲ ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରୁ ବିଦା ହେବାକୁ ଯାଉଛନ୍ତି ଅଲରାଉଣ୍ଡର କେଦାର ଯାଦବ। ୨୦୨୧ ଆଇପିଏଲ ଲାଗି ହେବାକୁ ଥିବା ମିନି ଅକଶନ (ଖେଳାଳିଙ୍କ ନିଲାମ ପ୍ରକ୍ରିୟା) ପୂର୍ବରୁ କେଦାରଙ୍କୁ ଛାଡ଼ିବାକୁ ନିଷ୍ପତ୍ତି ନେଇଛି ସିଏସ୍‌କେ।...

ଭାରତୀୟ ଦଳର ଚିନ୍ତା ବଢ଼ାଉଛି ପନ୍ତଙ୍କ ଉଇକେଟକିପିଂ

ସିଡ୍‌ନୀ,୭।୧- ସ୍ଥାନୀୟ ସିଡ୍‌ନୀ ଗ୍ରାଉଣ୍ଡରେ ଚାଲିଥିବା ଭାରତ ବିପକ୍ଷ ତୃତୀୟ ଟେଷ୍ଟର ପ୍ରଥମ ଦିନରେ ଋଷଭ ପନ୍ତଙ୍କ ଉଇକେଟକିପିଂ ଭାରତୀୟ ଦଳର ଚିନ୍ତାର କାରଣ ପାଲଟିଛି। ଅଷ୍ଟ୍ରେଲିଆ ଦଳ ପାଇଁ ପଦାର୍ପଣକାରୀ ଓପନର ଓ୍ବିଲ ପୁକୋଭସ୍କିଙ୍କ ଦୁଇଟି କ୍ୟାଚ୍‌ ହାତ...

ପ୍ରଥମ ଥର ଝିଅଙ୍କ ସହ ବିଜ୍ଞାପନରେ ନଜର ଆସିଲେ ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଝିଅ ଜିଭା ଏବେ ମାତ୍ର ୫ ବର୍ଷର। ମାତ୍ର ୫ ବର୍ଷ ବୟସରୁ ସେ ଆୟ କରିବା ଆରମ୍ଭ କରିଦେଇଛନ୍ତି। ନିକଟରେ ଜିଭା ବାପା ଧୋନୀଙ୍କ ସହ ଏକ...

ମନେ ପଡ଼ିଲେ ବାପା

ସିଡନୀ,୭।୧: ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ତୃତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ସିରାଜ ଚର୍ଚ୍ଚାରେ। ମ୍ୟାଚ୍‌ ଆରମ୍ଭରୁ ଜାତୀୟ ସଂଗୀତ ପରିବେଷଣ କରାଯାଉଥିବା ସମୟରେ ଭାବପ୍ରବଣ ହୋଇପଡ଼ିଥିଲେ ସେ। କେହି କେହି ଏହାକୁ...

ସୌଦି ଆରବରୁ ଆସିଲା ବର୍ଷର ପ୍ରଥମ ଦୁଃଖଦ ଖବର: କୋମାକୁ ଚାଲିଗଲେ ଜଣାଶୁଣା ଭାରତୀୟ ବାଇକ୍‌ ରାଇଡର

ନୂଆଦିଲ୍ଲୀ,୭।୧- ଜଣାଶୁଣା ଭାରତୀୟ ମୋଟରସାଇକେଲ ରେସର ସି. ଏସ୍‌. ସନ୍ତୋଷ ସୌଦି ଆରବରେ ଚାଲିଥିବା ଡାକରା ରାଲିରେ ମର୍ମନ୍ତୁଦ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଏୟାରଲିଫ୍ଟ ଯୋଗେ ରିୟାଦସ୍ଥିତ ମେଡିକାଲରେ ତାଙ୍କୁ ଭର୍ତ୍ତି କରାଯାଇଛି। କିନ୍ତୁ ସେ କୋମାକୁ ଚାଲିଯାଇଥିବା ଡାକ୍ତର...

ସିରାଜଙ୍କ ଦେଶଭକ୍ତିକୁ ସଲାମ କଲେ କୈଫ, ଜାଫର କହିଲେ ‘କ୍ରିକେଟର ଦର୍ଶକଙ୍କ ପାଇଁ ନୁହେଁ ଦେଶ ପାଇଁ ଖେଳେ’

ନୂଆଦିଲ୍ଲୀ,୭।୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ୪ ମ୍ୟାଚ୍‌ ବିଶିଷ୍ଟ ସିରିଜର ତୃତୀୟ ଟେଷ୍ଟର ପ୍ରଥମ ଦିନରେ ଏକ ହୃଦୟସ୍ପର୍ଶୀ ଘଟଣା ଦେଖିବାକୁ ମିଳିଛି। ମ୍ୟାଚ୍‌ ଆରମ୍ଭ ପୂର୍ବରୁ ଜାତୀୟସଂଗୀତ ଗାନ ସମୟରେ ମହମ୍ମଦ ସିରାଜ ଭାବବିହ୍ବଳ ହୋଇଯାଇଥିଲେ। ଏହି ସମୟର...

୬ ବଲ୍‌ରେ ୭୭ ରନ୍‌: ଗୋଟିଏ ଓଭରରେ ସର୍ବାଧିକ ରନ୍‌ କରି ହାସଲ କରିଥିଲେ ବିରଳ ରେକର୍ଡ

ନୂଆଦିଲ୍ଲୀ,୭।୧: ଗୋଟିଏ ଓଭରର ୬ ବଲ୍‌ରେ ୬ ଛକା ମାରିବାର ମୂହୁର୍ତ୍ତ ବହୁତ କମ୍‌ ଦେଖିବାକୁ ମିଳେ। ଏହାକୁ କ୍ରିକେଟ ପ୍ରଶଂସକ ସହଜରେ ଭୁଲି ନ ଥାନ୍ତି। ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦକ୍ଷିଣ ଆଫ୍ରିକାର ହର୍ଶଲ ଗିବ୍ସ ବିଶ୍ୱକପ୍‌ରେ ଏହି କମାଲ...

ଏହି କ୍ରିକେଟରଙ୍କ ବଡି ଦେଖି ପାଗଳ ହୋଇଯାଆନ୍ତି ସବୁଝିଅ: କୋହଲି ବି ପଡିଯିବେ ପଛରେ

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ତୃତୀୟ ମ୍ୟାଚରେ ଭାରତୀୟ ଦଳର ଜଣେ ଯୁବ ଖେଳାଳି ନବଦୀପ ସାଇନି ଡେବ୍ୟୁ କରିଛନ୍ତି। ୨୮ ବର୍ଷୀୟ ଡାହାଣହାତୀ ଦ୍ରୁତ ବୋଲର ଉମେଶ ଯାଦବଙ୍କ ସ୍ଥାନରେ ନବଦୀପ ଦଳରେ ସ୍ଥାନ ପାଇଛନ୍ତି। ୨୦୧୯ରେ...

ଗର୍ଭାବସ୍ଥାର ଶେଷ ମାସରେ ଏହା ଖାଇବାକୁ ମନ ବଳାଇଲେ ଅନୁଷ୍କା: ରେଷ୍ଟୁରାଣ୍ଟ ନେଲେ ବିରାଟ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସ୍ତ୍ରୀ ଅନୁଷ୍କା ଶର୍ମାଙ୍କୁ ଗର୍ଭାବସ୍ଥାର ଶେଷ ମାସରେ ଏକାକୀ ଛାଡିବାକୁ ଚାହୁଁ ନ ଥିଲେ। ତେଣୁ ସେ ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ ସିରିଜ୍‌କୁ ଅଧାରୁ ଛାଡି ଭାରତ ଫେରିଆସିଥିଲେ। ଏବେ ବିରାଟ ଅନୁଷ୍କାଙ୍କର...

ପ୍ରଥମ ଦିନରେ ନିରାଶ କଲେ ବୋଲର୍‌

ସିଡନୀ,୭।୧୨: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟର ପ୍ରଥମ ଦିନ ମାତ୍ର ୫୫ ଓଭର ଖେଳ ହୋଇଛି। ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଆରମ୍ଭ ହୋଇଥିବା ଟେଷ୍ଟରେ ଅଷ୍ଟ୍ରେଲିଆ କ୍ୟାପଟେନ ଟିମ ପେନ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri