ଟିମ୍ ଇଣ୍ଡିଆ ପାଇଁ ପୁଣି ଚିନ୍ତାର ବିଷୟ ପାଲଟିଲେ ଏହି ଖେଳାଳି
ଜୋହାନ୍ସବର୍ଗ,୭।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ୭ ଉଇକେଟରେ ପରାସ୍ତ ହୋଇଛି ଭାରତୀୟ ଟିମ୍ । ଏହା ସହିତ ଉଭୟ ଦଳ ତିନି ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ୧-୧ ସ୍ତରରେ ଅଛନ୍ତି। ସିରିଜର...
କ୍ରିକେଟ୍ରୁ ବ୍ରେକ୍ ନେଲେ ନବୀନ
କାବୁଲ,୭।୧:ଆଫଗାନିସ୍ତାନର ଦ୍ରୁତ ବୋଲର ନବୀନ ଉଲ ହକ କ୍ରିକେଟ୍ରୁ ବ୍ରେକ୍ ନେଇଛନ୍ତି। ସେ ମାତ୍ର ୭ଟି ଦିନିକିଆରେ ନିଜର ବୋଲିଂ ଯାଦୁ ଦେଖାଇଥିଲେ। କିନ୍ତୁ ଏବେ କ୍ରିକେଟରୁ ବିରତି ନେଇ ସମସ୍ତଙ୍କ ଆଶ୍ଚର୍ଯ୍ୟ କରିଛନ୍ତି। ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଅନୁଷ୍ଠିତ...
ଏହି କ୍ରିକେଟର୍ଙ୍କ ଉପରେ ପ୍ରବଳ ରାଗିଗଲେ ଦ୍ରାବିଡ
ଜୋହାନ୍ସବର୍ଗ,୭।୧:ଜୋହାନ୍ସବର୍ଗରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ଜିତିବାର ସୁଯୋଗକୁ ଟିମ ଇଣ୍ଡିଆ ସୁଯୋଗ ହାତଛଡ଼ା କରିଛି। ଏବେ ତୃତୀୟ ଟେଷ୍ଟ ମ୍ୟାଚ ପର୍ଯ୍ୟନ୍ତ ଭାରତର ସିରିଜର ଫଳାଫଳକୁ ଅପେକ୍ଷା କରିବାକୁ ପଡ଼ିବ। ଯଦି ଭାରତ...
କୋହଲିଙ୍କୁ ଫିଟ୍ନେସ୍କୁ ନେଇ ଆସିଲା ଅପ୍ଡେଟ୍
ଜୋହାନ୍ସବର୍ଗ,୭।୧:କେଏଲ ରାହୁଲଙ୍କ ନେତୃତ୍ୱରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ ହାରିଛି ଏବଂ ଏହି ପରାଜୟ ସହିତ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୧ ସ୍ତରକୁ ଆସିଛି। ଭାରତୀୟ ଟେଷ୍ଟ ଦଳର ନିୟମିତ ଅଧିନାୟକ...
୩୩ ବର୍ଷ ରେକର୍ଡ ଭାଙ୍ଗିଲେ ଅଧିନାୟକ
ଜୋହାନ୍ସବର୍ଗ,୬।୧: ଜୋହାନ୍ସବର୍ଗରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ୭ ଉଇକେଟରେ ଭାରତକୁ ପରାସ୍ତ କରିଛି। ଏହି ଟେଷ୍ଟରେ ଦକ୍ଷିଣ ଆଫ୍ରିକାର ଅଧିନାୟକ ଡିନ୍ ଏଲଗାର ଜବରଦସ୍ତ ବ୍ୟାଟିଂ କରି ଅପରାଜିତ ୯୬ ରନ କରିଥିଲେ। ଏହି ଇନିଂସ ସହିତ...
ଖେଳାଳିଙ୍କ ପାଇଁ ଦୁଇ ଦେଶ ମୁହାଁମୁହିଁ
ବ୍ରିସ୍ବେନ, ୭ା୧: ଟେନିସ ଷ୍ଟାର ଖେଳାଳି ନୋଭାକ୍ ଜୋକୋଭିଚଙ୍କ ପାଇଁ ଅଷ୍ଟ୍ରେଲିଆ ଏବଂ ସର୍ବିୟା ମୁହାଁମୁହିଁ ହୋଇଛନ୍ତି। ବର୍ତ୍ତମାନ ଜୋକୋଭିଚ୍ଙ୍କୁ ଅଷ୍ଟ୍ରେଲିଆରେ ପ୍ରବେଶ କରିବାକୁ ମନା କରାଯାଇଛି। କୋଭିଡ୍ ଟିକାକରଣ ନିୟମରୁ ରିହାତି ପାଇବା ଲାଗି ସେ ଆବଶ୍ୟକ କାଗଜପତ୍ର...
୩୩ ବର୍ଷରେ ଏଭଳି ପରାଜୟ ଦେଖି ନ ଥିଲେ
ଜୋହାନ୍ସବର୍ଗ,୬।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଖେଳାଯାଇଥିବା ନ୍ୟୁ ଇୟର ଟେଷ୍ଟରେ ଦକ୍ଷିଣ ଆଫ୍ରିକା ୭ ଉଇକେଟରେ ଭାରତକୁ ହରାଇ ଦେଇଛି। କଷ୍ଟସାଧ୍ୟ ପିଚ୍ରେ ବିଶ୍ୱର ଅନ୍ୟତମ ଶକ୍ତିଶାଳୀ ବୋଲିଂ ଲାଇନ୍ ଅପ୍ ୨୪୦ ରନ୍ ଡିଫେଣ୍ଡ କରି ପାରି ନ...
ଏଲଗାରଙ୍କୁ ରୋକି ପାରିଲେନି
ଜୋହାନ୍ସବର୍ଗ,୬।୧: ଯଶ୍ରପୀତ ବୁମରା, ମହମ୍ମଦ ଶାମି ଓ ରବିଚନ୍ଦ୍ରନ ଅଶ୍ୱିନଙ୍କ ଭଳି ତାରାକା ଖଚ୍ଚିତ ବୋଲରଙ୍କ ଉପସ୍ଥିତି ଭାରତକୁ ନ୍ୟୁ ଇୟର ଟେଷ୍ଟରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଅଧିନାୟକ ଡିନ ଏଲଗାରଙ୍କ ଅପରାଜିତ ୯୬ ରନ୍ର ପାଳି ଯୋଗୁ...
ଥମିଲା ବର୍ଷା, ୩୦-୩୪ ଓଭର ଖେଳାଯାଇପାରେ
ଜୋହାନ୍ସବର୍ଗ,୬।୧: ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ଚତୁର୍ଥ ଦିନର ଖେଳ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଲଗାଣ ବର୍ଷା କାରଣରୁ ଚତୁର୍ଥ ଦିନର ପ୍ରଥମ ଦୁଇ ସେସନ ଖେଳ ସମ୍ଭବ...
ଗୋଟିଏ ଉଇକେଟ ନେଇ ଇତିହାସ ରଚିଲେ ଅଶ୍ୱିନ
ଜୋହାନ୍ସବର୍ଗ,୬।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ତଥା ନ୍ୟୁ ଇୟର ଟେଷ୍ଟରେ କେବଳ ଗୋଟିଏ ଉଇକେଟ ନେଇ ଇତିହାସ ରଚିଛନ୍ତି ଭେଟେରାନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ମ୍ୟାଚ୍ର ତୃତୀୟ ଦିନ ଅଶ୍ୱିନଙ୍କ ବଲରେ ଏଲ୍ବିଡବ୍ଲ୍ୟୁ ଆଉଟ୍ ହୋଇଥିଲେ ପିଟରସନ।...
ବର୍ଷା ଯୋଗୁ ଚତୁର୍ଥ ଦିନ ଖେଳ ଆରମ୍ଭରେ ବିଳମ୍ବ
ଜୋହାନ୍ସବର୍ଗ,୬।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟର ଚତୁର୍ଥ ଦିନର ଖେଳ ଗୁରୁବାର ବିଳମ୍ବରେ ଆରମ୍ଭ ହେବ। ଦିନର ଖେଳ ଆରମ୍ଭ ହେବା ପୂର୍ବରୁ ହାଲୁକା ବର୍ଷା ଯୋଗୁ କଭରଗୁଡ଼ିକ ପଡିଆରେ ଆଚ୍ଛାଦିତ ହୋଇଛି। ସ୍ଥାନୀୟ ଓ୍ବାଣ୍ଡରର୍ସ...
ଟି-୨୦ ବିଶ୍ୱକପ୍ ପାଇଁ ଭାରତୀୟ ଦଳ ଘୋଷଣା
ନୂଆଦିଲ୍ଲୀ,୬।୧:କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ଆଇସିସି ମହିଳା ବିଶ୍ୱକପ ୨୦୨୨ ପାଇଁ ଦଳ ଘୋଷଣା କରିଛି। ମାର୍ଚ୍ଚ ୬ରେ ପାକିସ୍ତାନ ବିପକ୍ଷ ବିଶ୍ୱକପରେ ଭାରତୀୟ ଦଳ ଏହାର ପ୍ରଥମ ମ୍ୟାଚ ଖେଳିବ। ଏହି ମ୍ୟାଚ ତଉରଙ୍ଗାସ୍ଥିତ ବେ ଓଭାଲରେ...
Archives


