ଖେଳ

୬ ବଲ୍‌ରୁ ୬ ଛକା ମାରିଲେ ରସେଲ୍‌: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୮।୮: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳର ବିସ୍ଫୋରକ ଅଲରାଉଣ୍ଡର ଆଣ୍ଡ୍ରେ ରସେଲଙ୍କ ବ୍ୟାଟିଂ ବିଷୟରେ ସମସ୍ତେ ଭଲଭାବେ ଜାଣିଛନ୍ତି। ସେ କିଛି ସମୟ ପଡ଼ିଆରେ ରୁହନ୍ତି, ତେବେ ବିରୋଧୀ ଦଳର ବୋଲରଙ୍କୁ ପ୍ରହାର କରିଥାନ୍ତି। ସିକ୍ସଟି ଟୁର୍ନାମେଣ୍ଟରେ ମଧ୍ୟ ସମାନ କିଛି ଦେଖିବାକୁ…

ଆଜି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିବେ ଏହି ମ୍ୟାଚ୍‌

ଦୁବାଇ,୨୭।୮: ଆଜି ଭାରତ-ପାକିସ୍ତାନ ମହାମୁକାବିଲା। ଏସିଆ କପ୍‌ ୨୦୨୨ ଶନିବାରଠାରୁ ଆରମ୍ଭ ହୋଇଥିବା ବେଳେ ଏହି ମ୍ୟାଚ୍‌ ଉପରେ ବିଶ୍ୱ କ୍ରିକେଟପ୍ରେମୀଙ୍କ ନଜର। ଦୁବାଇ ଷ୍ଟାଡିୟମରେ ଏହି ପ୍ରତିକ୍ଷୀତ ମ୍ୟାଚ୍‌ ଖେଳାଯିବ। ଆସନ୍ତୁ ଜାଣିବା ମ୍ୟାଚ୍‌କୁ ଆପଣ କେବେ, କେଉଁଠି, କେତେବେଳେ…

ଡିଜ୍‌ନୀ ଷ୍ଟାରକୁ ଆଇସିସି ମିଡିଆ ରାଇଟ୍‌

ଦୁବାଇ, ୨୮ା୮(ପି.ଟି.): ଭାରତୀୟ ବଜାର ପାଇଁ ୨୦୨୪ରୁ ୨୦୨୭ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ସମସ୍ତ ଇଭେଣ୍ଟଗୁଡ଼ିକର ପ୍ରସାରଣ ଅଧିକାର ହାସଲ କରିଛି ଡିଜ୍‌ନୀ ଇଣ୍ଡିଆ। ଖବର ଅନୁସାରେ ମିଡିଆ ରାଇଟ୍‌ ହାସଲ କରିବା ଲାଗି ଡିଜ୍‌ନୀ ଷ୍ଟାରକୁ ୩…

ଏସିଆ କପ୍‌ ଉଦ୍‌ଘାଟନୀ ମ୍ୟାଚ: ଶ୍ରୀଲଙ୍କାକୁ ୮ ଉଇକେଟରେ ହରାଇଲା ଆଫଗାନିସ୍ତାନ

ଦୁବାଇ, ୨୮ା୮ (ପି.ଟି.): ଏସିଆ କପ୍‌ ଉଦ୍‌ଘାଟନୀ ମ୍ୟାଚରେ ଆଫଗାନିସ୍ତାନ ପ୍ରଭାବୀ ଅଲରାଉଣ୍ଡ ପ୍ରଦର୍ଶନ ସହ ୮ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଶନିବାର ଖେଳାଯାଇଥିବା ଏହି ମ୍ୟାଚରେ ଆଫଗାନିସ୍ତାନ ୧୦.୧ ଓଭରରେ ୧୦୬ରନର ବିଜୟ ଲକ୍ଷ୍ୟ ହାସଲ କରିଥିଲା। ଦଳର ଟପ୍‌…

ଫୁଟବଲପ୍ରେମୀଙ୍କ ବିଜୟ: ଅନୁରାଗ

ଜୁରିକ୍‌/ନୂଆଦିଲ୍ଲୀ,୨୮ା୮:ଭାରତୀୟ ଫୁଟବଲ ମହାସଂଘ (ଏଆଇଏଫ୍‌ଏଫ) ଉପରୁ ଫିଫାର ବାସନ୍ଦାଦେଶ ଉଠିବାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର। ଏହା ଫୁଟବଲ ଫ୍ୟାନ୍‌ମାନଙ୍କର ବିଜୟ ବୋଲି ଠାକୁର ଅଭିହିତ କରିଛନ୍ତି। ତୃତୀୟ ପକ୍ଷ ହସ୍ତକ୍ଷେପ ଅଭିଯୋଗ…

ପ୍ଲେ ଅଫ୍‌ରେ ଓଡ଼ିଶା ଜଗରନଟ୍ସ

ପୁଣେ,୨୮ା୮: ଅଲଟିମେଟ୍‌ ଖୋ ଖୋ ଲିଗ୍‌ର ପ୍ରଥମ ସଂସ୍କରଣ ପ୍ଲେ ଅଫ୍‌ରେ ପ୍ରବେଶ କରିଛି ଓଡ଼ିଶା ଜଗରନଟ୍ସ। କ୍ରମାଗତ ପଞ୍ଚମ ବିଜୟ ସହିତ ଏହି କୃତିତ୍ୱ ହାସଲ କରିଛି ଓଡ଼ିଶା। ଶନିବାର ମୁମ୍ବାଇ ଖିଲାଡିକୁ ୬୦-୩୭ରେ ପରାସ୍ତ କରିଛି। ଶ୍ରୀ ଶିବ…

ମ୍ୟାଚ୍‌ ପୂର୍ବରୁ ରୋହିତଙ୍କ ରଣହୁଙ୍କାର: ଯୋଜନା ପ୍ରସ୍ତୁତ; ଆମେ ନ ଡ଼ରି…

ଦୁବାଇ,୨୭।୮: ରବିବାରଠାରୁ ଏସିଆ କପ୍‌ରେ ଭାରତ ନିଜର ଯାତ୍ରା ଆରମ୍ଭ କରିବ। ଭାରତ ପ୍ରଥମ ମୁକାବିଲା ପାକିସ୍ତାନ ବିପକ୍ଷରେ ଖେଳିବ। ପରସ୍ପର ପ୍ରତିନ୍ଦ୍ୱନ୍ଦ୍ୱୀ ଥିବା ଉଭୟ ଦଳର ମୁକାବିଲା ଲାଗି ସମସ୍ତ ପ୍ରସ୍ତୁତି ଶେଷ କରିଛି। ମ୍ୟାଚ୍‌ ପୂର୍ବରୁ ଅଧିନାୟକ ରୋହିତ…

୧୦ ବର୍ଷରେ ପ୍ରଥମ ଥର ଏମିତି ହୋଇଛି, ମାସେ ଯାଏ ମୁଁ ବ୍ୟାଟ୍‌ ଛୁଇଁନି: କୋହଲି

ଦୁବାଇ,୨୭।୮: ଭାରତୀୟ ଟିମ୍‌ର ପୂର୍ବତନ ଅଧିନାୟକ ବିରାଟ କୋହଲି ଦୀର୍ଘଦିନରୁ ଖରାପ ଫର୍ମ ଦେଇ ଗତି କରୁଛନ୍ତି। ଏଥିଲାଗି ତାଙ୍କୁ ସମାଲୋଚନାର ଶିକାର ହେବାକୁ ମଧ୍ୟ ପଡ଼ୁଛି। ଦେଢ଼ ବର୍ଷ ଧରି ବ୍ୟାଟ୍‌ରୁ ଆଖି ଦୃଶିଆ ରନ୍‌ ନ ବାହାରିବା ଯୋଗୁ…

କୌଣସି ବି ପରିସ୍ଥିତିରେ ମୁଁ ଦଳକୁ ଜିତାଇବାକୁ ଚାହେଁ: କୋହଲି

ଦୁବାଇ,୨୭।୮: ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତିକ୍ଷୀତ ଏସିଆ କପ୍‌ ମୁକାବିଲା। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ ଶ୍ରୀଲଙ୍କା ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବ। ହେଲେ ବିଶ୍ୱର କ୍ରିକେଟ ପ୍ରେମୀଙ୍କ ନଜର ଭାରତ-ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ମୁକାବିଲା ଉପରେ ରହିଛି।…

ଶ୍ରୀଲଙ୍କା-ଆଫଗାନିସ୍ତାନ ଉଦ୍‌ଘାଟନୀ ମ୍ୟାଚ୍‌

ଦୁବାଇ, ୨୬ା୮: ଏସିଆ କପ୍‌ ଟି୨୦ କ୍ରିକେଟ ଶନିବାରଠାରୁ ଆରମ୍ଭ ହେବ। ଶ୍ରୀଲଙ୍କା ଓ ଆଫଗାନିସ୍ତାନ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ ଖେଳାଯିବ। ଅନ୍ୟ ଥର ତୁଳନାରେ ଏଥର ମ୍ୟାଚଗୁଡ଼ିକ ଅଧିକ ପ୍ରତିଦ୍ୱନ୍ଦ୍ୱିତାମୂଳକ ହେବ ବୋଲି ପାକିସ୍ତାନ କିମ୍ବଦନ୍ତୀ କ୍ରିକେଟର ଓ୍ବାସିମ୍‌ ଆକ୍ରାମ…

‘ଖେଳାଳିଙ୍କ ଜୀବନଶୈଳୀ ବଦଳାଇବ ଅଲ୍‌ଟିମେଟ ଖୋ ଖୋ’

ଭୁବନେଶ୍ୱର, ୨୭।୮(କ୍ରୀଡ଼ା ପ୍ରତିନିଧି): ପୁଣେର ମହାଲୁଙ୍ଗେସ୍ଥିତ ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଚାଲିଥିବା ଅଲ୍‌ଟିମେଟ୍‌ ଖୋ ଖୋ ଲିଗ୍‌ରେ ପ୍ରଭାବୀ ପ୍ରଦର୍ଶନ କରି ଆସିଥିବା ଓଡ଼ିଶା ଜଗରନଟ୍ସର ଖେଳାଳିଙ୍କୁ ଉତ୍ସାହିତ କରିଛନ୍ତି କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା। ଭୁବନେଶ୍ୱରଭିତ୍ତିକ ଫ୍ରାଞ୍ଚାଇଜ୍‌…

ବାସନ୍ଦ ଉଠାଇଲା ଫିଫା

ଜୁରିଚ୍‌,୨୭ା୮: ପ୍ରଶାସକ କମିଟି (ସିଏଓ)କୁ ସୁପ୍ରିମକୋର୍ଟ କ୍ଷମତାଶୂନ୍ୟ କରିଦେବା ପରେ ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା (ଫିଫା) ଶୁକ୍ରବାର ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଉପରୁ ବାସନ୍ଦ ଉଠାଇ ଦେଇଛି। ଫଳରେ ଅକ୍ଟୋବରରେ ଭାରତରେ ୧୭ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?