ଖେଳ

ପାକିସ୍ତାନ ବିପକ୍ଷରେ କ୍ୟାରିୟରର ୧୦୦ତମ ଟି୨୦ ମ୍ୟାଚ୍‌ ଖେଳିବେ ଏହି ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୨୬।୮: ଏସିଆ କପ୍‌ରେ ପାକିସ୍ତାନ ବିପକ୍ଷରେ ପ୍ରଥମ ମୁକାବିଲା ଖେଳିବ ଭାରତ। ଏହି ମ୍ୟାଚ୍‌ ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲିଙ୍କ ପାଇଁ ଐତିହାସିକ। କାରଣ ସେ ନିଜ କ୍ୟାରିୟରର ୧୦୦ତମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବେ। ଏପରି କରି…

ଅକ୍ଟୋବର ୭ରୁ ପ୍ରୋ କବାଡ଼ି ନୂଆ ସିଜନ

ମୁମ୍ବାଇ,୨୬ା୮: ପ୍ରୋ କବାଡ଼ି ଲିଗ (ପିକେଏଲ୍‌)ର ୯ମ ସଂସ୍କରଣ ଅକ୍ଟୋବର ୭ରୁ ଆରମ୍ଭ ହେବ। ଏଥିପାଇଁ ଗତ ଅଗଷ୍ଟ ୫ ଓ ୬ରେ ଖେଳାଳି ନିଲାମ ସରିଛି। ଇଭେଣ୍ଟ ଆୟୋଜକ ମାଶାଲ ସ୍ପୋଟର୍‌ସ ପକ୍ଷରୁ ଶୁକ୍ରବାର ଏହି ସୂଚନା ଦିଆଯାଇଛି। କୋଭିଡ୍‌…

ରୋହିତଙ୍କୁ ପ୍ରଶଂସକ କହିଲେ ‘ସନ୍ୟାସ ନେବା ବେଳ ହୋଇଗଲାଣି’

ଦୁବାଇ,୨୬।୮: ରବିବାର ପାକିସ୍ତାନ ବିପକ୍ଷରେ ଏସିଆ କପ୍‌ର ପ୍ରଥମ ମୁକାବିଲା ଖେଳିବ ଭାରତ। ଏହାପୂର୍ବରୁ ଖେଳାଳିମାନେ ଦୁବାଇରେ ପହଞ୍ଚି ଅଭ୍ୟାସ ଆରମ୍ଭ କରିଛନ୍ତି। ଗୁରୁବାର ଅଭ୍ୟାସ ମ୍ୟାଚ୍‌ ପରେ ରୋହିତ ଶର୍ମାଙ୍କ ଭିନ୍ନ ରୂପ ଦେଖିବାକୁ ମିଳିଛି। ଯାହାକୁ ନେଇ ସେ…

ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ପାକିସ୍ତାନକୁ ଲାଗିପାରେ ଆଉ ଏକ ଝଟ୍‌କା !

ଦୁବାଇ,୨୬।୮: ଏସିଆ କପ୍‌ ୨୦୨୨ ପୂର୍ବରୁ ପାକିସ୍ତାନକୁ ଲାଗିପାରେ ଆଉ ଏକ ଝଟ୍‌କା। ପ୍ରଥମେ ଶାହିନ ଆଫ୍ରିଦି ଟୁର୍ନାମେଣ୍ଟରୁ ବାହାର ହୋଇଥିବା ବେଳେ ଗୁରୁବାର ଏକ ଅଭ୍ୟାସ ମ୍ୟାଚ୍‌ ବେଳେ ଦ୍ରୁତ ବୋଳର୍‌ ମହମ୍ମଦ ଓ୍ବାସିମ୍‌ ଜୁନିୟର ଆହତ ହୋଇଛନ୍ତି। ସେ…

ଶ୍ରୀସନ୍ତଙ୍କ ନୂଆ ଇନିଂସ: ଏହି ଟିମ୍‌ର କୋଚ୍‌ ଭାବେ ହେଲେ ନିଯୁକ୍ତ

ଥିରୁବନନ୍ତପୁରମ୍‌,୨୬।୮: ଦୁଇଥର ବିଶ୍ୱ ଚାମ୍ପିଅନ ଭାରତୀୟ ଦଳର ସଦସ୍ୟ ଥିବା ୩୯ ବର୍ଷୀୟ ପୂର୍ବତନ ଦ୍ରୁତ ବୋଲର୍‌ ଏସ୍‌. ଶ୍ରୀସନ୍ତ କ୍ରିକେଟରୁ ବିଦାୟ ନେବା ପରେ କୋଚ୍‌ ଭାବେ ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ଆବୁଧାବିରେ ଅନୁଷ୍ଠିତ ହେବାକୁ…

ଏସିଆ କପ୍‌ କ୍ରିକେଟ: ଭାରତ-ପାକିସ୍ତାନ ମ୍ୟାଚ୍‌ ଉପରେ ନଜର

ଏସିଆ କପ୍‌ର ଉଦ୍‌ଘାଟନୀ ମ୍ୟାଚ୍‌ ଯଦିଓ ଆଫଗାନିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ହେବ ତେବେ ୨୮ ତାରିଖରେ ହେବାକୁଥିବା ଭାରତ-ପାକିସ୍ତାନ ମ୍ୟାଚ୍‌ ଉପରେ ସମସ୍ତଙ୍କ ନଜର ରହିବ। ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ୧୫ତମ ସଂସ୍କରଣ ୟୁନାଇଟେଡ୍‌ ଆରବ ଏମିରେଟ୍ସରେ ଆରମ୍ଭ…

ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଓ ଭାରତ

ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୨୨ତମ ସଂସ୍କରଣ ନିକଟରେ ବର୍ମିଂହାମ୍‌ରେ ଅନୁଷ୍ଠିତ ହୋଇଯାଇଛି। ଏଥର ପ୍ରତିଯୋଗିତାରୁ ଶୁଟିଂ ଇଭେଣ୍ଟ ବାଦ୍‌ ପଡ଼ିଥିଲେ ହେଁ ଦମ୍‌ ଦେଖାଇଛି ଭାରତ। ୨୨ ସ୍ବର୍ଣ୍ଣ ସହ ପଦକ ତାଲିକାର ୪ର୍ଥ ସ୍ଥାନ ଅଧିକାର କରିଛି। ଟେବୁଲ ଟେନିସ୍‌ ତାରକା…

ଇତିହାସ ରଚିଲେ ସାତ୍ତ୍ୱିକ-ଚିରାଗ ଯୋଡି

ଟୋକିଓ,୨୬।୮: ଜାପାନର ରାଜଧାନୀ ଟୋକିଓରେ ଭାରତର ସାତ୍ତ୍ୱିକ୍‌ ସାଇରାଜ ରେଡ୍ଡୀ ଏବଂ ଚିରାଗ ଶେଟ୍ଟୀ ଚମତ୍କାର ପ୍ରଦର୍ଶନ କରି ଇତିହାସ ରଚିଛନ୍ତି। ଏହି ଭାରତୀୟ ଯୋଡି ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ପଦକ ନିଶ୍ଚିତ କରିଛନ୍ତି। ପୁରୁଷ ଡବଲ୍ସରେ ପଦକ ହାସଲ କରିବାରେ…

ଏହି କାରଣରୁ ରାଗିଯାନ୍ତି କୋହଲି

ନୂଆଦିଲ୍ଲୀ,୨୫।୮: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ନିଜର ଆକ୍ରମଣାତ୍ମକ ଅନ୍ଦାଜ୍‌ ପାଇଁ ଜଣାଶୁଣା। ପଡ଼ିଆରେ ସେ ନିଜର କ୍ରୋଧ ଅନେକ ଥର ଦେଖାଇଛନ୍ତି। ଏବେ ବିରାଟ କୋହଲିଙ୍କ କ୍ରୋଧକୁ ନେଇ ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ…

ୟୁକ୍ରେନ ପାଇଁ ଖେଳିଲେ ସ୍ବିଟେକ, ନାଡାଲ

ନ୍ୟୁୟର୍କ, ୨୬ା୮(ଏପି):ୟୁକ୍ରେନରେ ମାନବିକ ସହାୟତା ପାଇଁ ପାଣ୍ଠି ସହାୟତା ଉଦ୍ଦେଶ୍ୟରେ ୟୁଏସ୍‌ ଓପନ୍‌ ପୂର୍ବରୁ ଟେନିସ ଷ୍ଟାରମାନଙ୍କୁ ନେଇ ଏକ ପ୍ରଦର୍ଶନୀ ଇଭେଣ୍ଟର ଆୟୋଜନ କରାଯାଇଥିଲା। ଏଥିରେ ଭାଗନେଇଥିବା ଖେଳାଳିମାନଙ୍କ ମଧ୍ୟରେ ରାଫାଲ ନାଡାଲ ଓ ଇଗା ସ୍ବିଟେକ ରହିଛନ୍ତି। କୋକୋ…

ୟୁଏସ୍‌ ଓପନ ଖେଳିପାରିବେନି ଟେନିସ ଷ୍ଟାର

ନ୍ୟୁୟର୍କ,୨୫ା୮: ଟେନିସ ଷ୍ଟାର ନୋଭାକ୍‌ ଜୋକୋଭିଚ୍‌ ୟୁଏସ୍‌ ଓପନ ଟେନିସ ପ୍ରତିଯୋଗିତାରେ ଭାଗ ନେଇ ପାରିବେ ନାହିଁ। କୋଭିଡ୍‌ ଭ୍ୟାକ୍ସିନ ନେଇ ନ ଥିବାରୁ ତାଙ୍କୁ ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରବେଶ ପାଇଁ ଅନୁମତି ମିଳିବ ନାହିଁ। ଇଭେଣ୍ଟ ପାଇଁ ଉଠାଣର କିଛି…

ଆଇସିସି ଜାରି କଲା ଷ୍ଟାଣ୍ଡିଂ ଟିକେଟ: ଦାମ୍‌ କେତେ ଜାଣନ୍ତୁ…

ଦୁବାଇ,୨୫ା୮: ଆଇସିସି ଟି୨୦ ବିଶ୍ୱକପ୍‌କୁ ଆଉ କିଛି ମାସ ରହିଛି। ଏଭଳି ସ୍ଥିତିରେ ଭାରତ-ପାକିସ୍ତାନ ମହାମୁକାବିଲା ପୁଣି ଚର୍ଚ୍ଚାକୁ ଆସିଛି। ଏହି ମ୍ୟାଚ୍‌ ପାଇଁ ଆଇସିସି ପକ୍ଷରୁ ଷ୍ଟାଣ୍ଡିଂ ରୁମ୍‌ ଟିକେଟ୍‌ ରିଲିଜ୍‌ କରାଯାଇଛି। ଭାରତ-ପାକିସ୍ତାନ ମୁକାବିଲା ପାଇଁ ଟିକେଟ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?