ଖେଳ

ଏମିତି କାମ କରି ସମସ୍ତଙ୍କ ହୃଦୟ ଜିତିଲେ ରାହୁଲ

ଜୋହାନ୍ସବର୍ଗ,୪।୧: ଭାରତୀୟ କ୍ରିକେଟରେ କେଏଲ ରାହୁଲ ଏବେ ଚର୍ଚ୍ଚାରେ ଅଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ସେଞ୍ଚୁରିଅନ ଟେଷ୍ଟରେ ୧୨୩ ରନ ସ୍କୋର କରିବା ପରେ କେ.ଏଲ ରାହୁଲଙ୍କୁ ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଅଧିନାୟକ...

ପୂର୍ବତନ କ୍ରିକେଟର ଆଣିଲେ ଯୌନ ଶୋଷଣ ଅଭିଯୋଗ

ମେଲବୋର୍ନ, ୪ା୧- ୧୯୮୫ରେ ଶ୍ରୀଲଙ୍କା ଟୁର୍‌ ସମୟରେ ଟିମ୍‌ ଅଫିସିଆଲଙ୍କ ଦ୍ୱାରା ଯୌନ ଶୋଷଣର ଶିକାର ହୋଇଥିଲେ ବୋଲି ଅଭିଯୋଗ ଆଣିଛନ୍ତି ଜଣେ ପୂର୍ବତନ କ୍ରିକେଟର। ଘଟଣା ବେଳେ ୧୯ ବର୍ଷରୁ କମ୍‌ ଅଷ୍ଟ୍ରେଲିଆ ଦଳର ସଦସ୍ୟ ଥିଲେ ଜେମି...

‘କ୍ୟାରିୟର ବଞ୍ଚାଇବା ପାଇଁ ହାତରେ ଗୋଟିଏ ଇନିଂସ’

ଜୋହାନ୍ସବର୍ଗ,୩।୧: ଆଉଟ୍‌ ଅଫ୍‌ ଫର୍ମ ଥିବା ଦୁଇ ଭେଟେରାନ ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଫେଲ୍‌ ମାରିଛନ୍ତି। ଏହି ଦୁଇ ଖେଳାଳିଙ୍କ କ୍ୟାରିୟର ଉପରେ ବଡ଼ ବୟାନ ଦେଇଛନ୍ତି ପୂର୍ବତନ ଭାରତୀୟ...

କଷ୍ଟରେ ୨୦୦ ପାର କଲା ଭାରତ

ଜୋହାନ୍ସବର୍ଗ,୩।୧: ଅଧିନାୟକ ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ଟିମ୍‌ ଇଣ୍ଡିଆ ପ୍ରଥମ ଇନିଂସରେ ୨୦୨ ରନ୍‌ରେ ସୀମିତ ରହିଛି। ପୂର୍ବ ମ୍ୟାଚ୍‌ ଭଳି ଏଥର ବି ତାରକା ଖଚ୍ଚିତ ମଧ୍ୟକ୍ରମର ପ୍ରତ୍ୟେକ ବ୍ୟାଟର ଫେଲ୍‌ ମାରିଥିଲେ। କିନ୍ତୁ ଶେଷ ଆଡ଼କୁ...

ଶର୍ଟ ପିଚ୍‌ ବଲରେ ଭାରତୀୟ ବ୍ୟାଟରଙ୍କୁ ଶିକାର କରୁଛନ୍ତି

ଜୋହାନ୍ସବର୍ଗ,୩।୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି ଟିମ୍‌ ଇଣ୍ଡିଆ। ପ୍ରଥମ ଦିନର ୨ୟ ସେସନ ଶେଷ ସୁଦ୍ଧା ଭାରତ ୫ ଉଇକେଟ ହରାଇ ୧୪୬ ରନ୍‌ କରିଛି। ରିଷଭ ପନ୍ତ...

୧୮ ବର୍ଷର କ୍ୟାରିୟର ଶେଷ

କରାଚୀ,୩।୧: ପାକିସ୍ତାନ ଅଲରାଉଣ୍ଡର ମହମ୍ମଦ ହାଫିଜ ସୋମବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ଏଥିସହ ଶେଷ ହୋଇଛି ୧୮ ବର୍ଷର ଲମ୍ବା କ୍ରିକେଟ କ୍ୟାରିୟର। ସେ ଏବେ କେବଳ ଟି୨୦ ଫ୍ରାଞ୍ଚାଇଜ କ୍ରିକେଟ ଖେଳିବା ଜାରି ରଖିବେ। ୨୦୦୩ରେ...

ପୁଣି ଫେଲ୍‌ ମାରିଲେ ପୂଜାରା

ଜୋହାନ୍ସବର୍ଗ,୩।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଜୋହାନ୍ସବର୍ଗର ଓ୍ବାଣ୍ଡରର୍ସ ଗ୍ରାଉଣ୍ଡରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ କେଏଲ ରାହୁଲ ଭାରତର ନିୟମିତ ଅଧିନାୟକ ବିରାଟ କୋହଲିଙ୍କ ବଦଳରେ ଅଧିନାୟକତ୍ୱ କରୁଛନ୍ତି। ରାହୁଲ ହେଉଛନ୍ତି...

ଭାରତକୁ ବଡ଼ ଝଟ୍‌କା

ଜୋହାନ୍ସବର୍ଗ,୨।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ ପୂର୍ବରୁ ଭାରତକୁ ଏକ ବଡ଼ ଝଟ୍‌କା ଲାଗିଛି। ଆହତ ଯୋଗୁ ଏହି ମ୍ୟାଚ୍‌ ଅଧିନାୟକ ବିରାଟ କୋହଲି ଖେଳିବେ ନାହିଁ ବୋଲି ଜଣାପଡିଛି। ତାଙ୍କ...

୭୩ ବର୍ଷ ହେବ ଭାଙ୍ଗିନି କ୍ରିକେଟ୍‌ର ଏହି ରେକର୍ଡ

କ୍ରିକେଟରେ ଶତକ ମାରିବା ପ୍ରତ୍ୟେକ କ୍ରିକେଟର୍‌ଙ୍କ ସ୍ବପ୍ନ ଥାଏ। ତେବେ ଟେଷ୍ଟରେ ଲଗାତର ୫ ଇନିଂସରେ ୫ଟି ଶତକ ହାସଲ କରିବା ନିହାତି ଏକ ଗୁରୁତ୍ୱପୂର୍ଣ୍ଣ କଥା। ଏମିତି ଏକ କାରନାମା କରିଥିଲେ ଓ୍ବେଷ୍ଟଇଣ୍ଡିଜ୍‌ର ମହାନ କ୍ରିକେଟର୍‌ ଏଭଟର୍ନ ଓ୍ବିକ୍ସ।...

ଭାରତକୁ ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ଚେତାବନୀ

ଜୋହାନ୍ସବର୍ଗ,୩।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ସୋମବାରଠାରୁ ଆରମ୍ଭ ହେଉଛି। ଏହାପୂର୍ବରୁ ଦକ୍ଷିଣ ଆଫ୍ରିକା ଅଧିନାୟକ ଡିନ୍‌ ଏଲଗାର୍‌ ଭାରତକୁ ଚେତାବନୀ ଦେଇଛନ୍ତି। ଦ୍ୱିତୀୟ ଟେଷ୍ଟରେ ଦଳ ନିଶ୍ଚୟ ବିଜୟ ହାସଲ କରିବାକୁ ଚେଷ୍ଟା କରିବ...

ଇତିହାସ ରଚିବାକୁ ପଡ଼ିଆକୁ ଓହ୍ଳାଇବ ଭାରତ: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍‌

ଓ୍ବାଣ୍ଡର୍ସ,୨।୧:ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ସୋମବାର ଠାରୁ ଜୋହାନ୍ସବର୍ଗ ଗ୍ରାଉଣ୍ଡରେ ଖେଳାଯିବ। ଟିମ ଇଣ୍ଡିଆ ଏହି ସିରିଜର ପ୍ରଥମ ମ୍ୟାଚ ଜିତିଛି ଏବଂ ଦ୍ୱିତୀୟ ମ୍ୟାଚ ଜିତି ସିରିଜ ଜିତିବାକୁ ଚାହୁଁଛି। ଦକ୍ଷିଣ...

ଐତିହାସିକ ବିଜୟ ଲକ୍ଷ୍ୟରେ

ଜୋହାନ୍ସବର୍ଗ,୨।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ସୋମବାରଠାରୁ ଭାରତ ଓ ଘରୋଇ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ କ୍ରିକେଟ ଦଳ ଏକ ଐତିହାସିକ ସିରିଜ ବିଜୟ ହାସଲ ଲକ୍ଷ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri