ଖେଳ

ସିଓଏ ସଂଶୋଧନ ସପକ୍ଷରେ ଭୂତିଆ

ନୂଆଦିଲ୍ଲୀ,୨୩ା୮: ପୂର୍ବତନ ଭାରତୀୟ ଫୁଟ୍‌ବଲ ଅଧିନାୟକ ତଥା କିମ୍ବଦନ୍ତୀ ବାଇଚୁଙ୍ଗ ଭୂତିଆ କମିଟି ଅଫ୍‌ ଆଡ୍‌ମିନିଷ୍ଟ୍ରେଟର୍ସ ଦ୍ୱାରା କରାଯାଇଥିବା ସଂଶୋଧନକୁ ସମର୍ଥନ କରି ଏକ ଯାଚିକା ଦାଖଲ କରିଛନ୍ତି। ଫିଫା ପକ୍ଷରୁ କରାଯାଇଥିବା ବାସନ୍ଦରେ ଭୟଭୀତ ନ ହୋଇ ଭାରତ ଏହି…

ଭାରତର ସିରିଜ୍‌ ସୁଇପ୍‌

ହରାରେ,୨୩ା୮: ଓପ୍‌ନର ଶୁବମନ ଗିଲ୍‌ଙ୍କ ପ୍ରଥମ ଅନ୍ତର୍ଜାତୀୟ ଶତକ ସହାୟତାରେ ଭାରତ ସୋମବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ ମ୍ୟାଚ୍‌ ଜିତିବା ସହ ଜିମ୍ବାଓ୍ବେ ବିପକ୍ଷ ସିରିଜ୍‌କୁ ସୁଇପ୍‌ କରିଛି। ଭାରତ ୫୦ ଓଭରରେ ୮ ଉଇକେଟ ବିନିମୟରେ…

ଭାରତକୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୨୩।୮(କ୍ରୀଡ଼ା ପ୍ରତିନିଧି): ଇରାନର ତେହେରାନ୍‌ଠାରେ ଅନୁଷ୍ଠିତ ୧୪ତମ ଏସିଆନ ୧୮ ବର୍ଷରୁ କମ୍‌ ପୁରୁଷ ଭଲିବଲ ଟୁର୍ନାମେଣ୍ଟରେ ଭାରତୀୟ ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ସୋମବାର ଅନୁଷ୍ଠିତ ପ୍ଲେ-ଅଫ୍‌ରେ ଭାରତ ୧୯୯୯ ମସିହାର ଚାମ୍ପିୟନ ଏବଂ ଗତ ସଂସ୍କରଣର…

ହକି ବିଶ୍ୱକପ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର,୨୩ା୮(ବ୍ୟୁରୋ):୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ। ୨୦୧୮ରେ ପ୍ରଥମଥର ପାଇଁ ଏହି ମହାକୁମ୍ଭର ସଫଳତା ପରେ ଦ୍ୱିତୀୟଥର ଲାଗି ଓଡ଼ିଶାରେ ଏହାର ଆୟୋଜନ ହେବାକୁ ଯାଉଛି। ଏଥିସହିତ ରାଜ୍ୟ ୨୦୧୭ରେ ଏସିଆନ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମଧ୍ୟ…

ଫୁଟସାଲ ଦଳର ଜର୍ସି ଉନ୍ମୋଚିତ

ଟିଟିଲାଗଡ଼,୨୨ା୮(ଡି.ଏନ.ଏ.): ମହାରାଷ୍ଟ୍ରର ନାସିକସ୍ଥିତ ଡିଭିଜିନାଲ ସ୍ପୋଟର୍‌ସ କମ୍ପ୍ଲେକ୍ସ ପରିସରରେ ଆସନ୍ତା ୨୬ରୁ ୨୯ ପର୍ଯ୍ୟନ୍ତ ଇନ୍‌ଡୋର ୟୁରୋପିଆନ ଗେମ୍‌ର ପଞ୍ଚମ ଫୁଟସାଲ ଜାତୀୟ ଚାମ୍ପିୟନଶିପ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଓଡିଶାରୁ ୧୨ଜଣିଆ ଦଳ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି। ସୋମବାର…

ଶୁବମନ ଗିଲ୍‌ଙ୍କ ପ୍ରଥମ ଅନ୍ତର୍ଜାତୀୟ ଶତକ: ଜିମ୍ବାଓ୍ବେକୁ ୨୯୦ ରନ୍‌ର ଟାର୍ଗେଟ୍‌

ହରାରେ,୨୨।୮: ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯାଉଥିବା ତୃତୀୟ ଦିନିକିଆରେ ଭାରତ ଘରୋଇ ଜିମ୍ବାଓ୍ବେକୁ ୨୯୦ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟି କରିଥିବା ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୮୯ ରନ୍‌ କରିଥିଲା।…

ଏଆଇଏଫଏଫ ନିର୍ବାଚନ ସପ୍ତାହେ ଘୁଞ୍ଚାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୨।୮ : ସୁପ୍ରିମକୋର୍ଟ ଅଲ୍‌ ଇଣ୍ଡିଆ ଫୁଟବଲ ଫେଡ଼େରେଶନ (ଏଆଇଏଫଏଫ) ନିର୍ବାଚନକୁ ଏକ ସପ୍ତାହ ସ୍ଥଗିତ ରଖିଛନ୍ତି। ଫିଫା ଏଆଇଏଫଏଫକୁ ନିଲମ୍ବିତ କରିଥିବାରୁ କେନ୍ଦ୍ର ଏବଂ ଏଆଇଏଫଏଫ ପକ୍ଷରୁ କୁହାଯାଇଛି ଏହା ଦ୍ୱାରା ୧୭ ବିଶ୍ୱକପର ମହିଳା ଦଳଙ୍କୁ ପ୍ରଭାବିତ…

ଟସ୍‌ ଜିତିଲା ଭାରତ

ହରାରେ,୨୨।୮: ଭାରତ ଏବଂ ଜିମ୍ବାଓ୍ବେ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଏକାଦଶରେ ଦୁଇଟି ପରିବର୍ତ୍ତନ ହୋଇଛି।…

ଚହଲଙ୍କ ସହ ମନୋମାଳିନ୍ୟକୁ ନେଇ ମୁହଁ ଖୋଲିଲେ ଧନଶ୍ରୀ

ନିକଟରେ ଭାରତୀୟ ଦଳର ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଟ୍ରେଣ୍ଡରେ ଥିଲେ। ଧନଶ୍ରୀ ଇନ୍‌ଷ୍ଟାଗ୍ରାମରେ ତାଙ୍କ ନାଁରୁ ଚହଲ ସରନେମ୍‌ ହଟାଇ ଦେଇଥିଲେ। ସେପଟେ ଚହଲ ମଧ୍ୟ ଏକ ଇନ୍‌ଷ୍ଟା ଷ୍ଟାଟସରେ ଲେଖିଥିଲେ ‘ନ୍ୟୁ ଲାଇଫ୍‌…

ଆଜି ଭାରତ-ଜିମ୍ବାଓ୍ବେ ତୃତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ହରାରେ,୨୨।୮: ଭାରତ ଏବଂ ଜିମ୍ବାଓ୍ବେ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ଖେଳାଯିବ। ଭାରତ ପୂର୍ବରୁ ସିରିଜ୍‌ ଜିତିସାରିଥିବାବେଳେ କେବଳ କ୍ଲିନ୍‌ସୁଇପ୍‌ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ। ସେପଟେ ଜିମ୍ବାଓ୍ବେ ଶେଷ ମ୍ୟାଚ୍‌ ଜିତି ଆତ୍ମସମ୍ମାନ…

କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ

ହରାରେ,୨୨ା୮(ପି.ଟି.): ଜିମ୍ବାଓ୍ବେ ବିପକ୍ଷ ୩ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜ୍‌ର ଅନ୍ତିମ ମ୍ୟାଚ ସୋମବାର ଖେଳାଯିବ। ଏହି ମୁକାବିଲା ଜିତି କ୍ଲିନ୍‌ ସୁଇପ୍‌ କରିବାକୁ ପ୍ରୟାସ କରିବ ଭାରତ। ପ୍ରଥମ ଦୁଇ ମ୍ୟାଚ୍‌ ଏକପାଖିଆ ଭାବେ ଶେଷ ହୋଇଥିବା ବେଳେ ଦ୍ୱିତୀୟ ମ୍ୟାଚରେ…

ହେଭିଓ୍ବେଟ୍‌ ଟାଇଟଲ ବଜାୟ ରଖିଲେ ୟୁସିକ୍‌

କିଙ୍ଗ ଅବ୍‌ଦୁଲ୍ଲା ସ୍ପୋଟର୍‌ସ ସିଟି (ସୌଦି ଆରବ), ୨୨ା୮(ଏପି): ଆନ୍ଥୋନୀ ଜୋଶୁଆଙ୍କ ବିପକ୍ଷ ଏକ ରିମ୍ୟାଚ୍‌ରେ ବିଭାଜନ ନିଷ୍ପତ୍ତି ଜରିଆରେ ବିଜୟ ହାସଲ କରି ୟୁକ୍ରେନ୍‌ ବକ୍ସର ଓଲେକସାଣ୍ଡର ୟୁସିକ୍‌ ତାଙ୍କ ବିଶ୍ୱ ହେଭିଓ୍ବେଟ୍‌ ଟାଇଟଲ ବଜାୟ ରଖିଛନ୍ତି। ଗତବର୍ଷ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?