ଖେଳ

ଜୁନିୟର ପୁରୁଷ ହକି ବିଶ୍ୱକପ: ୪-୧ ଗୋଲରେ ସ୍ପେନ୍‌ଠାରୁ ହାରିଲା ଭାରତ

କୁଆଲାଲାମ୍ପୁର,୭ା୧୨: ଏଫ୍‌ଆଇଏଚ୍‌ ପୁରୁଷ ଜୁନିୟର ହକି ବିଶ୍ୱକପରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧-୪ ଗୋଲରେ ସ୍ପେନ୍‌ଠାରୁ ପରାଜିତ ହୋଇଛି। ପ୍ରଥମ ମ୍ୟାଚ୍‌ରେ କୋରିଆକୁ ପରାସ୍ତ କରିଥିବା ଭାରତୀୟ ଦଳ ପରାଜୟ ସହ ପୁଲ୍‌ ସିରେ ତୃତୀୟ ସ୍ଥାନରେ ରହିଛି।...

ଆଇସିସି ଟି୨୦ ବିଶ୍ୱକପ୍‌ ଲାଗି ଲୋଗୋ ଜାରି କଲା ଆଇସିସି

ନୂଆଦିଲ୍ଲୀ,୭।୧୨: ଆଇସିସି ପକ୍ଷରୁ ଆସନ୍ତା ବର୍ଷ ହେବାକୁ ଥିବା ପୁରୁଷ ଏବଂ ମହିଳା ଟି୨୦ ବିଶ୍ୱକପ୍‌ର ଲୋଗୋ ଜାରି କରାଯାଇଛି। ଏହି ଲୋଗୋରେ ବ୍ୟାଟ୍‌, ବଲ୍‌ର ରଚନାତ୍ମକ ମିଶ୍ରଣକୁ ପ୍ରତୀକ ଭାବେ ରହିଛି। ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜର ମିଳିତ ସଂଯୋଜନାରେ...

ସଚିନଙ୍କ ରେକର୍ଡ ଭାଙ୍ଗିପାରିବେନି କୋହଲି: କାରଣ ବୁଝାଇ କହିଲେ ବ୍ରାଏନ ଲାରା

ନୂଆଦିଲ୍ଲୀ,୭।୧୨: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଥରେ କହିଥିଲେ ବିରାଟ କୋହଲି କିମ୍ବା ରୋହିତ ଶର୍ମା ତାଙ୍କ ୧୦୦ ଶତକର ରେକର୍ଡ ଭାଙ୍ଗି ପାରିବେ। ସେତେବେଳେ ରୋହିତ ଏବଂ ବିରାଟ ଭାରତୀୟ ଦଳରେ ଯୁବ ଖେଳାଳି ଥିଲେ। ଏବେ ଯଦି କେହି...

ବିରାଟ ଟି-୨୦ରୁ ନିଅନ୍ତୁ ସନ୍ୟାସ, ଚାହୁଁଛି ବିସିସିଆଇ, ଏହି କ୍ରିକେଟର ନେବେ ତାଙ୍କର ସ୍ଥାନ !…

କୋଲକାତା,୭।୧୨ : ଆଇସିସି ଟି -୨୦ ବିଶ୍ୱକପ ୨୦୨୪ ପୂର୍ବରୁ ବିରାଟ କୋହଲି ବିଶ୍ୱକପ ଦଳରୁ ଓହରିଯିବାର ଆଶଙ୍କା ରହିଛି। ବିସିସିଆଇର ଏଭଳି ନିଷ୍ପତ୍ତି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିସିସିଆଇ ସ୍ପଷ୍ଟ କରିଛି ଯେ ଟି -୨୦ ବିଶ୍ୱକପରେ ତିନି...

ଦକ୍ଷିଣ ଆଫ୍ରିକାରେ ପହଞ୍ଚିବା ପରେ ମୁଣ୍ଡରେ ଟ୍ରଲି ବ୍ୟାଗ୍‌ ରଖି ଦୌଡିଲେ ଭାରତୀୟ ଖେଳାଳି: ଜାଣନ୍ତୁ କାହିଁକି

କେପ୍‌ଟାଉନ୍‌,୭।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜ ଡିସେମ୍ବର ୧୦ରୁ ଆରମ୍ଭ ହେବ। ଏଥିପାଇଁ ଟିମ ଇଣ୍ଡିଆ ଦକ୍ଷିଣ ଆଫ୍ରିକାରେ ପହଞ୍ଚିଛି। ବିମାନବନ୍ଦରରେ ସୂର୍ଯ୍ୟକୁମାର ଯାଦବ, ଯଶସ୍ବୀ ଜୟସ୍ବାଲ ଏବଂ ଶ୍ରେୟସ ଆୟରଙ୍କ ସମେତ ଅନେକ ଖେଳାଳିଙ୍କୁ...

ଚୌକା-ଛକା ବର୍ଷା କଲେ ଗମ୍ଭୀର

ନୂଆଦିଲ୍ଲୀ,୭।୧୨: କିମ୍ବଦନ୍ତୀ ଲିଗ କ୍ରିକେଟ ଟୁର୍ନାମେଣ୍ଟର ଏଲିମିଟର ମ୍ୟାଚରେ ଇଣ୍ଡିଆ କ୍ୟାପିଟାଲ ୧୨ ରନ୍‌ରେ ଗୁଜରାଟ ଜିଆଣ୍ଟସ ଦଳକୁ ପରାସ୍ତ କରିଛି॥ ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ଇଣ୍ଡିଆ କ୍ୟାପିଟାଲ୍ସର ଏକ ଭଲ ଆରମ୍ଭ ହୋଇଥିଲା। ପ୍ରଥମ ଉଇକେଟ ପାଇଁ...

ଲାଇଭ୍‌ ମ୍ୟାଚ୍‌ରେ ଏହି ଖେଳାଳିଙ୍କ ସହ ପଡ଼ିଆରେ ପ୍ରବଳ ଝଗଡ଼ା କଲେ ଗୌତମ ଗମ୍ଭୀର: ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୭।୧୨: ଗୌତମ ଗମ୍ଭୀର ପ୍ରାୟତଃ ପଡ଼ିଆରେ ଖେଳାଳିଙ୍କ ସହ ସଂଘର୍ଷ କରୁଥିବା ଦେଖାଯାଏ। ଆଇପିଏଲ ୨୦୨୩ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ପାଇଁ ମେଣ୍ଟର ଭୂମିକାରେ ଥିବା ଗମ୍ଭୀର ଆରସିବିର ବିରାଟ କୋହଲିଙ୍କ ସହ ଝଗଡ଼ା କରିଥିଲେ। ଆଜିକାଲି ଖେଳାଯାଉଥିବା ଲିଜେଣ୍ଟ୍ସ...

ଏଥର ଆଇପିଏଲ୍‌ରେ ଏହି ୫ ଖେଳାଳିଙ୍କୁ କିଣି ନ ପାରନ୍ତି କୌଣସି ଦଳ: ଲିଷ୍ଟ୍‌ରେ ସାମିଲ ଅଛନ୍ତି ପର୍ପଲ କ୍ୟାପ୍‌ ବିଜେତା

ନୂଆଦିଲ୍ଲୀ,୭।୧୨:ଆଇପିଏଲ୍‌ର ପରବର୍ତ୍ତୀ ସିଜିନ ପାଇଁ ନିଲାମ ଆସନ୍ତା ୧୯ରେ ଆୟୋଜିତ ହେବ। ଏଥର ଦୁବାଇରେ ନିଲାମ ଅନୁଷ୍ଠିତ ହେବ। ଐଥର ନିଲାମରେ ଅନେକ ଖେଳାଳିଙ୍କ ଭାଗ୍ୟ ଉଜ୍ଜ୍ୱଳ ହେବ, କିନ୍ତୁ ସେଠାରେ କିଛି ଖେଳାଳି ରହିବେ ଯେଉଁମାନେ ସେମାନଙ୍କୁ ନିରାଶ...

ନ୍ୟୁଜିଲାଣ୍ଡର ଅବସ୍ଥା ଦୟନୀୟ କରିଦେଲା ବାଂଲାଦେଶ

ମୀରପୁର,୬ା୧୨:ବାଂଲାଦେଶ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ ନ୍ୟୁଜିଲାଣ୍ଡର ପରିସ୍ଥିତି ଖରାପ କରିଦେଇଛି ବାଂଲାଦେଶ। ମୀରପୁରରେ ଖେଳା ଯାଇଥିବା ମ୍ୟାଚ୍‌ରେ ବଲ୍‌ ତଳୁଆ ରହୁଥିବା ବେଳେ ଅସମାନ ବାଉନ୍ସ କାରଣରୁ ପ୍ରଥମ ଦିନରେ ୧୫...

ମ୍ୟାକ୍ସଓ୍ବେଲଙ୍କ ଆଇପିଏଲ୍‌ ପ୍ରେମ: ଚାଲିପାରୁଥିବା ଯାଏ ଖେଳିବି ଆଇପିଏଲ୍‌

ମେଲବୋର୍ନ,୬ା୧୨: ଅଷ୍ଟ୍ରେଲୀୟ ବିସ୍ଫୋରକ ଅଲରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ଆଇପିଏଲ୍‌ ପ୍ରତି ଥିବା ଭଲପାଇବା ଦର୍ଶାଇଛନ୍ତି। ଯେତେବେଳ ଯାଏ ଚାଲିପାରୁଥିବି ସେ ପର୍ଯ୍ୟନ୍ତ ଆଇପିଏଲ୍‌ ଖେଳିବି ବୋଲି କହିଛନ୍ତି। ସାକ୍ଷାତକାରରେ ମ୍ୟାକ୍ସଓ୍ବେଲ କହିଛନ୍ତି, ଆଇପିଏଲ୍‌ ତାଙ୍କ କ୍ୟାରିୟରର ଶେଷ ଟୁର୍ନାମେଣ୍ଟ ହେବ।...

ମହିଳା ଟି୨୦ କ୍ରିକେଟ: ଇଂଲଣ୍ଡଠାରୁ ୩୮ ରନରେ ହାରିଲା ଭାରତ

ମୁମ୍ବାଇ, ୬।୧୨: ଶେଫାଳି ବର୍ମାଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ଭାରତ ବୁଧବାର ଏଠାରେ ଅନୁଷ୍ଠିତ ପ୍ରଥମ ମହିଳା ଟି୨୦ କ୍ରିକେଟ ମ୍ୟାଚରେ ଇଂଲଣ୍ଡଠାରୁ ୩୮ ରନରେ ହାରି ଯାଇଛି। ଇଂଲଣ୍ଡ ୨୦ ଓଭରରେ ୬ ଉଇକେଟ ହରାଇ ୧୯୭ ରନ କରିଥିବାବେଳେ...

ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବେ ଡୁପ୍ଲେସି

ଆବୁଧାବି,୬ା୧୨: ପୂର୍ବତନ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌ ଡୁପ୍ଲେସି ଆଉ ଥରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବେ। ଆସନ୍ତା ଟି୨୦ ବିଶ୍ୱକପ୍‌ ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ଦକ୍ଷିଣ ଆଫ୍ରିକାର କୋଚ୍‌ ରବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri