ଖେଳ

ଓଡ଼ିଶା ଏଚ୍‌ପିସି, ସ୍ପୋଟର୍‌ସ ହଷ୍ଟେଲ ବିଜୟୀ

ଭୁବନେଶ୍ୱର, ୨୨।୮(କ୍ରୀଡ଼ା ପ୍ରତିନିଧି): ନୂଆଦିଲ୍ଲୀରେ ଚାଲିଥିବା ୧୬ ବର୍ଷରୁ କମ୍‌ ଖେଲୋ ଇଣ୍ଡିଆ ମହିଳା ହକି ଲିଗ୍‌ରେ ରବିବାର ଓଡ଼ିଶା ନାଭାଲ ଟାଟା ହକି ହାଇ ପରଫର୍ମାନ୍ସ ସେଣ୍ଟର (ଓଡ଼ିଶା ଏଚ୍‌ପିସି) ଓ ସ୍ପୋଟର୍‌ସ ହଷ୍ଟେଲ ଦଳ ବିଜୟ ହାସଲ କରିଛନ୍ତି।…

ଫିଫାର ସମସ୍ତ ଦାବିକୁ ଗ୍ରହଣ କଲେ ସରକାର

ନୂଆଦିଲ୍ଲୀ, ୨୨ା୮ (ପି.ଟି.): ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଉପରୁ ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂଗଠନ ‘ଫିଫା’ର ବାସନ୍ଦ ଦଣ୍ଡକୁ ହଟାଇବା ପରିପ୍ରେକ୍ଷୀରେ କେନ୍ଦ୍ର ସରକାର ରବିବାର ସୁପ୍ରିମ୍‌କୋର୍ଟଙ୍କୁ ଏକ ଦରଖାସ୍ତ କରିଛନ୍ତି। ଏଥିରେ ବର୍ତ୍ତମାନ ଏଆଇଏଫ୍‌ଏଫ୍‌ ସାମୟିକ ପରିଚାଳନା ଦାୟିତ୍ୱରେ…

ସିରିଜ୍‌ କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ: ହୋଇପାରେ ପରୀକ୍ଷା ନିରୀକ୍ଷା

ହରାରେ,୨୧ା୮: ଜିମ୍ବାଓ୍ବେ ବିପକ୍ଷ ୩ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜ୍‌ର ଅନ୍ତିମ ମୁକାବିଲା ସୋମବାର ଖେଳାଯିବ। ଏହି ମୁକାବିଲା ଜିତି ସିରିଜ୍‌ କ୍ଲିନ୍‌ ସୁଇପ୍‌ କରିବାକୁ ପ୍ରୟାସ କରିବ ଭାରତ। ଉଭୟ ଦଳର ଫର୍ମକୁ ଦେଖିଲେ ଭାରତ ସିରିଜ୍‌ କ୍ଲିନ୍‌ ସୁଇପ୍‌ ନିମନ୍ତେ…

‘ଭାରତ ପାଇଁ ବଡ଼ ଆଶ୍ୱସ୍ତିକର ବିଷୟ’ କହି ଟ୍ରୋଲ୍‌ ହେଲେ ପାକିସ୍ତାନ କ୍ରିକେଟର୍‌

ଇସଲାମାବାଦ୍‌,୨୧।୮: ପାକିସ୍ତାନର ପୂର୍ବତନ କ୍ରିକେଟର ୱାକର ୟୁନିସ ଏକ ଟୁଇଟ କରି ଟ୍ରୋଲ ହୋଇଛନ୍ତି। ପାକିସ୍ତାନ ବୋଲର ଶାହିନ ଆଫ୍ରିଦି ଏସିଆ କପ ୨୦୨୨ରୁ ବିଦାୟ ନେଇଥିବା ଖବରକୁ ଭାରତର ଉପର ଅର୍ଡର ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ବୋଲି…

‘ତୁମେ କେତେ ସୁନ୍ଦର, ମୁଁ ତୁମକୁ ସ୍ପର୍ଶ କରିପାରିବି କି’

ହରାରେ,୨୧।୮: ଆଘାତ ପରେ ଦୀପକ ଚହର ଅନ୍ତର୍ଜାତୀୟ କ୍ରିକେଟରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଛଅ ମାସର ଆଘାତ ପରେ ଜିମ୍ବାୱେ ବିପକ୍ଷ ପ୍ରଥମ ଦିନିକିଆରେ ୩ଟି ଉଇକେଟ ନେଇ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ବିବେଚିତ ହୋଇଥିଲେ। ଏହି ସମସ୍ତ…

ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେଲେ ଦୀପକ

ହରାରେ,୨୧।୮: ଦ୍ୱିତୀୟ ଦିନିକିଆରେ ଭାରତ ଆୟୋଜକ ଜିମ୍ବାୱେକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଭାରତ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ୨-୦ ଅଗ୍ରଣୀ ହାସଲ କରିଛି। ଯଦିଓ ସିରିଜ ଟିମ ଇଣ୍ଡିଆ ଏହାର ନାମ ଜିତିଛି।…

ଭଗତଙ୍କୁ ଡବଲ୍ସରେ ସ୍ବର୍ଣ୍ଣ, ସିଙ୍ଗଲ୍ସରେ ରୌପ୍ୟ

ନୂଆଦିଲ୍ଲୀ,୨୧ା୮: ପଟାୟାଠାରେ ଅନୁଷ୍ଠିତ ଥାଇଲାଣ୍ଡ ପାରା ବ୍ୟାଡ୍‌ମିଣ୍ଟନ ଇଣ୍ଟରନ୍ୟାଶନାଲ ଟୁର୍ନାମେଣ୍ଟରେ ଭାରତୀୟ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ଓଡ଼ିଶାର ପ୍ରମୋଦ ଭଗତ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ପଦକ ଜିତିଛନ୍ତି। ସେ ଓ ତାଙ୍କ ପାର୍ଟନର ସୁକାନ୍ତ କଦମ ପୁରୁଷ…

ଲର୍ଡସ୍‌ ମ୍ୟାଚ ପରେ ଅବସର ନେଇପାରନ୍ତି ଝୁଲଣ

କୋଲକାତା, ୨୧ା୮: ମହିଳା ଅନ୍ତର୍ଜାତୀୟ କ୍ରିକେଟର, ଅଗ୍ରଣୀ ଉଇକେଟ ହାସଲକାରୀ ଭେଟେରାନ ଭାରତୀୟ ବୋଲର ଝୁଲଣ ଗୋସ୍ବାମୀ ଲଡର୍‌ସଠାରେ ସେପ୍ଟେମ୍ବର ୨୪ରେ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆରେ ତାଙ୍କର ଅବସର ଘୋଷଣା କରିବେ ବୋଲି ଏକ…

ସ୍କୁଟିରେ ସ୍ତ୍ରୀ ଅନୁଷ୍କାଙ୍କୁ ବସାଇ ବୁଲୁଥିବା ନଜର ଆସିଲେ କୋହଲି

ବମ୍ବେ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମିଳିଥିବା ବ୍ରେକ୍‌ର ଭରପୂର ଉପଯୋଗ କରୁଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ତଥା ପୂର୍ବତନ ଅଧିନାୟକ ବିରାଟ କୋହଲି। ଏହି କ୍ରମରେ ଶନିବାର ତାଙ୍କୁ ସ୍ତ୍ରୀ ଅନୁଷ୍କାଙ୍କୁ ଧରି ସ୍କୁଟିରେ ବୁଲୁଥିବା ଦେଖାଯାଇଛି। ଏକ ପ୍ରୋଜେକ୍ଟର ଶୁଟିଂ…

ମାସକୁ ୩୨ ଲକ୍ଷ ଟଙ୍କାର ଗଞ୍ଜେଇ ଟାଣି ଅବସ୍ଥା ଖରାପ! ହୁଇଲ୍‌ ଚେୟାରରେ ଟାଇସନ

ନ୍ୟୁୟର୍କ,୨୦।୮: ଆମେରିକାର ପୂର୍ବତନ ଷ୍ଟାର ବକ୍ସର ମାଇକ୍‌ ଟାଇସନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ। ସେ ହୁଇଲ୍‌ଚେୟାରରେ ନଜର ଆସିବା ପରେ ସାରା ବିଶ୍ୱରେ ଥିବା ପ୍ରଶଂସକ ଚିନ୍ତା ପ୍ରକାଶ କରିଛନ୍ତି। ୫୬ ବର୍ଷୀୟ ଟାଇସନ ଅତ୍ୟଧିକ ଗଞ୍ଜେଇ ସେବନ କରୁଥିବା କାରଣରୁ ତାଙ୍କର…

ଏସିଆ କପ୍‌ ପୂର୍ବରୁ ପାକିସ୍ତାନକୁ ବଡ ଝଟ୍‌କା

ନୂଆଦିଲ୍ଲୀ,୨୦।୮: ପାକିସ୍ତାନ ଟିମ୍‌କୁ ଲାଗିଛି ବଡ଼ ଝଟ୍‌କା। ଦ୍ରୁତ ବୋଲର ଶାହିନ୍‌ ଆଫ୍ରିଦି ଆହତ ହେବା କାରଣରୁ ଏସିଆ କପ୍‌ରୁ ବାଦ୍‌ ପଡ଼ିଛନ୍ତି। ଗଲ୍‌ରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବା ବେଳେ ଶାହିନଙ୍କ ଡାହାଣ ଆଣ୍ଠୁରେ…

ଫ୍ଲପ୍‌ ହେଲେ କେ.ଏଲ୍‌. ରାହୁଲ

ହରାରେ,୨୦।୮: ନିରାଶ କଲେ ଭାରତୀୟ ଟିମ୍‌ର ଅଧିନାୟକ କେ.ଏଲ୍‌. ରାହୁଲ। ଶନିବାର ଜିମ୍ବାଓ୍ବେ ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ସେ ମାତ୍ର ୫ ବଲ୍‌ରେ ୧ ରନ୍‌ କରି ଆଉଟ୍‌ ହୋଇଥିଲେ। ତିନି ମାସ ପରେ ରାହୁଲ ଅନ୍ତର୍ଜାତୀୟ ମ୍ୟାଚ୍‌କୁ ଫେରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?