ସିରିଜ୍ ଜିତିଲା ଭାରତ…
ହରାରେ, ୨୦।୮ : ଭାରତ ଏବଂ ଜିମ୍ବାୱେ ମଧ୍ୟରେ ଦ୍ୱିତୀୟ ଏକ ଦିବସୀୟ ଅନ୍ତର୍ଜାତୀୟ ମ୍ୟାଚରେ ଭାରତ ୫ ଓ୍ବିକେଟରେ ବିଜୟୀ ହୋଇଛି। ଧାର୍ଯ୍ୟ ଲକ୍ଷ୍ୟ ୧୬୨ ରନ୍ ପିଛା କରି ଭାରତ ୨୫.୪ ଓଭରରେ ୫ ଓ୍ବିକେଟ ହରାଇ ୧୬୭…
ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୬୨ ରନ୍…
ହରାରେ, ୨୦।୮ : ଭାରତ ଏବଂ ଜିମ୍ବାୱେ ମଧ୍ୟରେ ଦ୍ୱିତୀୟ ଏକ ଦିବସୀୟ ଅନ୍ତର୍ଜାତୀୟ ମ୍ୟାଚ୍ ହାରାରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି ଜିମ୍ବାୱେ ଭାରତ ପାଇଁ ୧୬୨ ରନର ଲକ୍ଷ୍ୟ ଧାର୍ଯ୍ୟ କରିଛି। ତିନି ମ୍ୟାଚ ବିଶିଷ୍ଟ ସିରିଜରେ ଟିମ…
ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି: ଜିମ୍ବାଓ୍ବେର ଧିମା ବ୍ୟାଟିଂ
ହରାରେ,୨୦।୮: ହରାରେ ସ୍ପୋର୍ଟସ କ୍ଲବରେ ଶନିବାର ଭାରତ ଏବଂ ଜିମ୍ବାଓ୍ବେ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଦିନିକିଆ ମ୍ୟାଚରେ ଅଧିନାୟକ ଲୋକେଶ ରାହୁଲ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଜିମ୍ବାଓ୍ବେ ବ୍ୟାଟିଂ ଆରମ୍ଭ କରିଛି। ସୂଚନାଯୋଗ୍ୟ, ଦୀପକ ଚହରଙ୍କୁ ଏହି…
ଆଜି ଦ୍ୱିତୀୟ ଦିନିକିଆ: ସିରିଜ୍ ଜିତିବା ଲକ୍ଷ୍ୟରେ ଭାରତ
ହରାରେ,୨୦।୮: ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚ ଶନିବାର ଖେଳାଯିବ। ୩ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଦିନିକିଆରେ ଭାରତ ୧୦ ଉଇକେଟରେ ବିଜୟୀ ହୋଇଥିବାରୁ ଆଗାମୀ ମ୍ୟାଚ ଜିତି ସିରିଜ୍ ବିଜୟ ଲକ୍ଷ୍ୟରେ ରହିଛି। ଏହାଛଡ଼ା…
ସୁମିତ, ଯୋଗେଶଙ୍କ ବିଶ୍ୱରେକର୍ଡ
ବେଙ୍ଗାଲୁରୁ, ୨୦।୮ (ପି.ଟି.): ଏଠାରେ ଚାଲିଥିବା ୪ର୍ଥ ଇଣ୍ଡିଆନ ଓପନ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟନଶିପ୍ରେ ଟୋକିଓ ପାରାଲିମ୍ପିକ୍ସ ଚାମ୍ପିୟନ ଜାଭେଲିନ ଥ୍ରୋୟର ସୁମିତ ଆଣ୍ଟିଲ ଏବଂ ସିଲଭର ମେଡାଲିଷ୍ଟ ଡିସକସ୍ ତାରକା ଯୋଗେଶ କାଥୁନିୟା ନୂଆ ବିଶ୍ୱରେକର୍ଡ ସୃଷ୍ଟି କରିଛନ୍ତି।…
ଜୟନ୍ତୀଙ୍କୁ ୨ ସ୍ବର୍ଣ୍ଣ,୧ ରୌପ୍ୟ
ଭୁବନେଶ୍ୱର, ୨୦।୮ (କ୍ରୀଡ଼ା ପ୍ରତିନିଧି): ବେଙ୍ଗାଲୁରୁର ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ଚାଲିଥିବା ୪ର୍ଥ ଇଣ୍ଡିଆନ ଓପନ ଜାତୀୟ ପାରା ଆଥ୍ଲେଟିକ ଚାମ୍ପିୟନଶିପ୍ରେ ଓଡ଼ିଶାର ଜୟନ୍ତୀ ବେହେରା ଦ୍ୱିତୀୟ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଶୁକ୍ରବାର ପ୍ରତିଯୋଗିତାର ଦ୍ୱିତୀୟ ଦିବସରେ ଅନୁଷ୍ଠିତ ୨୦୦…
ଭୂତିଆଙ୍କ ପ୍ରାର୍ଥିପତ୍ର ଦାଖଲ
ନୂଆଦିଲ୍ଲୀ, ୨୦ା୮(ପି.ଟି.): ଆଗାମୀ ସର୍ବଭାରତୀୟ ଫୁଟ୍ବଲ ମହାସଂଘ (ଏଆଇଏଫ୍ଏଫ୍) ନିର୍ବାଚନରେ ସଭାପତି ପଦ ପାଇଁ କିମ୍ବଦନ୍ତୀ ବାଇଚୁଙ୍ଗ ଭୂତିଆ ସଭାପତି ପଦ ପାଇଁ ତାଙ୍କ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ଏହି ମର୍ଯ୍ୟାଦାପୂର୍ଣ୍ଣ ପଦବୀ ପାଇଁ ପୂର୍ବତନ ଖେଳାଳି କଲ୍ୟାଣ ଚୌବେ ମୁଖ୍ୟ…
ଆଜି ଭାରତ-ଜିମ୍ବାଓ୍ବେ ଦ୍ୱିତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ହରାରେ,୨୦।୯: ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ରେ ଜିମ୍ବାୱେ ବିପକ୍ଷରେ ଟିମ ଇଣ୍ଡିଆ ଏକପାଖିଆ ବିଜୟ ହାସଲ କରିଛି। ଏହି ମ୍ୟାଚକୁ ଭାରତୀୟ ଦଳ ୧୦ ଉଇକେଟରେ ଜିତି ନେଇଛି। ବର୍ତ୍ତମାନ ଟିମ ଇଣ୍ଡିଆ ଏହି ସିରିଜର ଦ୍ୱିତୀୟ…
ପ୍ରକୃଷ୍ଟ ସମୟ
ବିଶ୍ୱ ଫୁଟବଲର ସର୍ବୋଚ୍ଚ ପରିଚାଳନା ସଂସ୍ଥା ‘ଫିଫା’ ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍ଏଫ୍)କୁ ବାସନ୍ଦ କରିଛି। ସମ୍ପ୍ରତି ଏଆଇଏଫ୍ଏଫ୍ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟି ଅଫ୍ ଆଡ୍ମିନିଷ୍ଟ୍ରେଟର୍ସ (ସିଓଏ) ଦ୍ୱାରା ପରିଚାଳିତ ହେଉଥିବାବେଳେ କୌଣସି ତୃତୀୟ ପକ୍ଷର ହସ୍ତକ୍ଷେପକୁ ବରଦାସ୍ତ କରାଯିବନାହିଁ…
ବାଜି ମାରିଲେ ବିଜେନ୍ଦର
ଅଲିମ୍ପିକ୍ସ ଏବଂ ବିଶ୍ୱ ଚାମ୍ପିୟନଶିପ୍ରେ ବ୍ରୋଞ୍ଜ ପଦକ ବିଜେତା ବିଜେନ୍ଦର ସିଂ ପେସାଦାର ବକ୍ସିଂ କ୍ୟାରିୟରରେ ମଧ୍ୟ ସଫଳତାର ସହ ଆଗକୁ ବଢ଼ୁଛନ୍ତି। ଘାନାର ଏଲିଆସ୍ ସୁଲେଙ୍କୁ ପରାସ୍ତ କରି ସେ ପେସାଦାର ବକ୍ସିଂରେ ୧୪ ଫାଇଟ୍ରୁ ୧୩ରେ ବିଜୟ ହାସଲ…
ଟ୍ରାକ୍ ଆଣ୍ଡ ଫିଲ୍ଡରେ ପଦକ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ
ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତ ଗତଥରଠାରୁ କମ୍ ପଦକ ପାଇଥିଲେ ବି ଟ୍ରାକ୍ ଆଣ୍ଡ ଫିଲ୍ଡରେ ପ୍ରତିଯୋଗୀଙ୍କ ପ୍ରଦର୍ଶନ ମନଖୁସି କରିଦେଇଛି। ଆଥଲେଟ୍ମାନେ ଯେ ଆଶା କରାଯାଉ ନ ଥିବା ଇଭେଣ୍ଟରୁ ଭାରତପାଇଁ ପଦକ ଆଣିଦେବେ ତାହା ଅନେକଙ୍କ ଚିନ୍ତାର ବାହାରେ…
ସ୍ତ୍ରୀଙ୍କ ସହ ମନୋମାଳିନ୍ୟକୁ ନେଇ ମୁହଁ ଖୋଲିଲେ ଚହଲ
ନୂଆଦିଲ୍ଲୀ, ୧୯।୮: ଭାରତୀୟ ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମାଙ୍କ ମଧ୍ୟରେ ଫାଟକୁ ନେଇ ଚର୍ଚ୍ଚା ହେଉଛି। ଏହି ଚର୍ଚ୍ଚାକୁ ନେଇ ଏକ ବାର୍ତ୍ତା ଦେଇଛନ୍ତି ଚହଲ। ସେ ତାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସ ମାଧ୍ୟମରେ ତାଙ୍କ…

