ଖେଳ

ମ୍ୟାଚ୍‌ ପୂର୍ବରୁ ଏମିତି କାମ କରି ପ୍ରଶଂସକଙ୍କ ହୃଦୟ ଜିତିଲେ ରାହୁଲ

ହରାରେ,୧୯।୮: ପ୍ରଥମ ଦିନିକିଆରେ ଜିମ୍ବାୱେ ବିପକ୍ଷରେ ୧୦ ଉଇକେଟରେ ବିଜୟ ହାସଲ କରିଛି। କେ.ଏଲ ରାହୁଲଙ୍କ ଅଧିନାୟକତ୍ୱରେ ଭାରତ ଜବରଦସ୍ତ ଖେଳ ପ୍ରଦର୍ଶନ କରି ହରାରେ ଗ୍ରାଉଣ୍ଡରେ ଏକପାଖିଆ ବିଜୟ ହାସଲ କରିଥିଲା। ଭାରତର ବିଜୟର ହିରୋ ବୋଲିଂରେ ଦୀପକ ଚହର,…

ଓଡ଼ିଶାକୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୧୯।୮ (କ୍ରୀଡ଼ା ପ୍ରତିନିଧି): ଚେନ୍ନାଇରେ ଅନୁଷ୍ଠିତ ୨୭ତମ ଜାତୀୟ ସବ୍‌ଜୁନିୟର ଟେନିସବଲ୍‌ କ୍ରିକେଟ ଟୁର୍ନାମେଣ୍ଟରେ ତୃତୀୟ ସ୍ଥାନ ଅଧିକାର କରି ଓଡ଼ିଶା ବ୍ରୋଞ୍ଜ ପଦକ ହାସଲ କରିଛି। ଓଡ଼ିଶା ଓ ପୂର୍ବାଞ୍ଚଳ ମଧ୍ୟରେ ସେମିଫାଇନାଲ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା। ପ୍ରଥମେ…

ପାରା ଶୁଟିଂ ବିଶ୍ୱକପରେ ରାହୁଲଙ୍କୁ ସ୍ବର୍ଣ୍ଣ

ଚାଙ୍ଗଓନ୍‌,୧୯ା୮(ପି.ଟି): ପାରା ଶୁଟିଂ ବିଶ୍ୱକପରେ ଭାରତ ଏହାର ପଦକ ଖାତା ଖୋଲିଛି। ପିସ୍ତଲ ଶୁଟର ରାହୁଲ ଜାଖଡ ଭାରତ ପାଇଁ ଜିତିଛନ୍ତି ପ୍ରଥମ ସ୍ବର୍ଣ୍ଣ ପଦକ। ପି-୩ ବର୍ଗରେ ୨୫ ମିଟର ପିସ୍ତଲ ଇଭେଣ୍ଟରେ ପଛୁଆ ରହି ମଧ୍ୟ ସ୍ବର୍ଣ୍ଣ ପଦକ…

୧୦ ଉଇକେଟରେ ଜିତିଲା ଟିମ୍‌ ଇଣ୍ଡିଆ

ହରାରେ,୧୮।୮: ଭାରତର ବିଜୟ ସହ ଆରମ୍ଭ ହୋଇଛି ଜିମ୍ବାଓ୍ବେ ଗସ୍ତ। ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚକୁ ଭାରତ ୧୦ ଉଇକେଟରେ ଜିତି ନେଇଛି। ୧୯୦ ରନ୍‌ ଲକ୍ଷ୍ୟର ପିଛା କରୁଥିବା ଭାରତ ପକ୍ଷରୁ ଦୁଇ ଓପନର ଶିଖର…

ଚହଲ-ଧନଶ୍ରୀଙ୍କ ସମ୍ପର୍କରେ ଫାଟ! ସ୍ବାମୀଙ୍କ ସରନେମ୍‌ ହଟାଇବା ପରେ ଏବେ ଲେଖିଲେ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ତଥା କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥିବା ନେଇ ବେଶ୍‌ ଚର୍ଚ୍ଚା ହେଉଛି। ଧନଶ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ତାଙ୍କ ନାମରୁ ଚହଲ ସରନେମ୍‌କୁ ହଟାଇ ଦେଇଛନ୍ତି। ଏଥିସହିତ…

ଭାରତୀୟ ବୋଲର୍‌ଙ୍କ ଚମତ୍କାର ପ୍ରଦର୍ଶନ: ଜିମ୍ବାଓ୍ବେ ୧୮୯ ରନ୍‌ରେ ଅଲଆଉଟ୍‌

ହରାରେ,୧୮।୮: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଭାରତକୁ ୧୯୦ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଜିମ୍ବାଓ୍ବେ ପ୍ରଥମେ ବ୍ୟାଟିଂ କରି ୪୦.୩ ଓଭରରେ…

ସ୍ତ୍ରୀଙ୍କଠାରୁ ଚହଲ ଅଲଗା ହେବା ନେଇ ଚର୍ଚ୍ଚା: ସର୍‌ନେମ୍‌ ହଟାଇଲେ ଧନଶ୍ରୀ

ନୂଆଦିଲ୍ଲୀ,୧୮।୮: ଟିମ୍‌ ଇଣ୍ଡିଆର ଷ୍ଟାର ସ୍ପିନର ଯୁଜବେନ୍ଦ୍ର ଚହଲ ଏବେ କ୍ରିକେଟରୁ କିଛିଦିନ ପାଇଁ ବ୍ରେକ୍‌ ନେଇଛନ୍ତି। ଆଗାମୀ ଦିନରେ ହେବାକୁ ଥିବା ଏସିଆ କପ୍‌ କ୍ରିକେଟରେ ସେ ଦଳକୁ ଫେରିବେ। ଏହା ପୂର୍ବରୁ ଚହଲଙ୍କ ବ୍ୟକ୍ତିଗତ ଜୀବନ ଚର୍ଚ୍ଚାରେ। କାରଣ…

ଟସ୍‌ ଜିତିଲା ଭାରତ

ହରାରେ,୧୮।୮: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆଜି ହରାରେଠାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଏହି ସିରିଜରେ ଲୋକେଶ ରାହୁଲ ଭାରତୀୟ ଦଳର…

ଏକୁଟିଆ ଅନୁଭବ କରୁଛନ୍ତି କୋହଲି

ନୂଆଦିଲ୍ଲୀ,୧୮।୮: ଭାରତୀୟ କ୍ରିକେଟ ଦଳର କିମ୍ବଦନ୍ତୀ ବିରାଟ କୋହଲି ପଡ଼ିଆକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ଇଂଲଣ୍ଡ ଗସ୍ତ ପରେ ବିଶ୍ରାମ ନେଇଥିଲେ। କୋହଲି ନିଜର ଖରାପ ଫର୍ମ ପାଇଁ ବାରମ୍ବାର ସମାଲୋଚନାର ଶିକାର ହେଉଛନ୍ତି। କିନ୍ତୁ ବର୍ତ୍ତମାନ ତାଙ୍କ ପ୍ରତ୍ୟାବର୍ତ୍ତନ…

ଆଜି ଭାରତ-ଜିମ୍ବାୱେ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ହରାରେ,୧୮।୮: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆଜି ହରାରେଠାରେ ଖେଲାଯିବ। ଏହି ସିରିଜରେ ଲୋକେଶ ରାହୁଲ ଭାରତୀୟ ଦଳର ଅଧିନାୟକ ଅଛନ୍ତି। ଦୀର୍ଘ ଦିନ ପରେ ରାହୁଲ ଆହତରୁ ଦଳକୁ ଫେରିଛନ୍ତି।…

କେନ୍ଦ୍ରର ହସ୍ତକ୍ଷେପ ପାଇଁ ସୁପ୍ରିମକୋର୍ଟଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୮ା୮(ପି.ଟି): ତୃତୀୟ ପକ୍ଷ ହସ୍ତକ୍ଷେପ କାରଣରୁ ଭାରତୀୟ ଫୁଟବଲ ସଂଘ (ଏଆଇଏଫଏଫ୍‌)କୁ ଫିଫା ବାସନ୍ଦ କରିଛି। ବୁଧବାର ଏହି ମାମଲାର ଶୁଣାଣି ଥିଲା। ମାତ୍ର ସରକାର ଏବଂ କମିଟି ଅଫ୍‌ ଆଡମିନିଷ୍ଟ୍ରେଟର୍ସ (ସିଓଏ) ସହିତ ଫିଫା ପକ୍ଷରୁ ଆଲୋଚନା ଚାଲିଥିବା କାରଣରୁ…

ଅକ୍ଟୋବର ୯ ସୁଦ୍ଧା ହକି ଇଣ୍ଡିଆ ନିର୍ବାଚନ

ନୂଆଦିଲ୍ଲୀ,୧୮ା୮(ପି.ଟି) : ହକି ଇଣ୍ଡିଆ ପକ୍ଷରୁ ଆସନ୍ତା ୯ ଅକ୍ଟୋବର ସୁଦ୍ଧା ଏହାର ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରାଯିବ। ବୁଧବାର କମିଟି ଅଫ୍‌ ଆଡମିନିଷ୍ଟ୍ରେଟର୍ସ (ସିଓଏ) ପକ୍ଷରୁ ଅନ୍ତର୍ଜାତୀୟ ହକି ଫେଡେରେଶନ(ଏଫ୍‌ଆଇଏଚ୍‌) ନିକଟରେ ନୂତନ ସମ୍ବିଧାନର ପ୍ରଥମ ଅନୁଚ୍ଛେଦ ଉତ୍ଥାପନ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?