ଖେଳ

ଆଇରନ ମ୍ୟାନ ପ୍ରତିଯୋଗିତାରେ ଦୁଇ ଓଡ଼ିଆ

ଭୁବନେଶ୍ୱର,୧୪।୮(ସ୍ପୋଟର୍‌ସ ବ୍ୟୁରୋ): ଆଇରନ ମ୍ୟାନ ପ୍ରତିଯୋଗିତା ପାଇଁ ଦୁଇ ଓଡ଼ିଆ ସୌଭାଗ୍ୟ କୁମାର ରଥ(୩୩) ଏବଂ ବିଜୟ କୁମାର ଦାସ(୪୮) କାଜାଖସ୍ତାନରେ ପହଞ୍ଚିଛନ୍ତି। ସୌଭାଗ୍ୟଙ୍କର ଏହା ଦ୍ୱିତୀୟ ଆଇରନ ମ୍ୟାନ ପ୍ରତିଯୋଗିତା ହେବାକୁ ଥିବା ବେଳେ ବିଜୟ ପ୍ରଥମ ଥର ପାଇଁ…

ରସ୍‌ ଟେଲରଙ୍କୁ ଚାପୁଡ଼ା ମାରିଥିଲେ ରାଜସ୍ଥାନ ରୟାଲ୍ସ ମାଲିକ

ନୂଆଦିଲ୍ଳୀ,୧୪।୮: ନ୍ୟୁଜିଲାଣ୍ଡର ରସ୍‌ ଟେଲରଙ୍କ ବହିକୁ ନେଇ ଗୋଟିଏ ପରେ ଗୋଟିଏ ନୂଆ ବିବାଦ ଦେଖିବାକୁ ମିଳୁଛି। ପ୍ରଥମେ ନ୍ୟୁଜିଲାଣ୍ଡ କ୍ରିକେଟରେ ବର୍ଣ୍ଣବୈଷମ୍ୟବାଦ ନେଇ ନିଜ ଆତ୍ମଜୀବନୀରେ ଉଲ୍ଲେଖ କରିଥିବାବେଳେ ବର୍ତ୍ତମାନ ଆଉ ଏକ ବିବାଦ ସୃଷ୍ଟି କରିଛନ୍ତି। ୨୦୧୧ରେ ରାଜସ୍ଥାନ…

ଦମ୍‌ ଦେଖାଇଲେ ପୂଜାରା: ଗୋଟିଏ ଓଭରରେ ମାରିଲେ ୨୨ ରନ୍‌

ଲଣ୍ଡନ,୧୩।୮: ଇଂଲଣ୍ଡରେ ଚାଲିଥିବା ରୟାଲ ଲଣ୍ଡନ ଓ୍ବାନ୍‌ଡେ କପ୍‌ରେ ଦମ୍‌ ଦେଖାଇଛନ୍ତି ଭାରତୀୟ ଦଳର ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା। ସସେକ୍ସ ପାଇଁ ବିସ୍ଫୋରକ ଇନିଂସ ଖେଳି ସେ ଶତକ ହାସଲ କରିଛନ୍ତି। ଓ୍ବାର୍‌ଓ୍ବିକ୍ସାୟାର ବିପକ୍ଷରେ ଖେଳୁଥିବା ପୂଜାରା ମାତ୍ର ୭୯…

ମୋର ଭାଗ୍ୟ ଯେ ମୁଁ ଜଣେ ଭାରତୀୟ: ଧୋନୀ

ନୂଆଦିଲ୍ଲୀ,୧୩।୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ‘ଆଜାଦି କା ଅମୃତ ମହୋତ୍ସବ’ ପାଳନ କରାଯାଉଛି। କେନ୍ଦ୍ର ସରକାରଙ୍କ ଅପିଲ କ୍ରମେ ‘ହର୍‌ ଘର୍‌ ତ୍ରିରଙ୍ଗା’ ଅଭିଯାନରେ ସମସ୍ତେ ସାମିଲ ହେଉଛନ୍ତି। ଦେଶବାସୀ ସୋସିଆଲ ମିଡିଆ ନିଜର ପ୍ରୋଫାଇଲ ଫଟୋରେ…

ଜିମ୍ବାଓ୍ବେ ଟୁର୍‌ରେ ଲକ୍ଷ୍ମଣ ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ,୧୩ା୮: ଆସନ୍ତା ଜିମ୍ବାଓ୍ବେ ଟୁର୍‌ ପାଇଁ ନ୍ୟାଶନାଲ କ୍ରିକେଟ୍‌ ଏକାଡେମୀ (ଏନ୍‌ସିଏ) ମୁଖ୍ୟ ଭି.ଭି.ଏସ୍‌. ଲକ୍ଷ୍ମଣ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଦାୟିତ୍ୱ ତୁଲାଇବେ ବୋଲି ବିସିସିଆଇ ସମ୍ପାଦକ ଜୟ ଶାହା ସୂଚନା ଦେଇଛନ୍ତି। ନିୟମିତ ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ…

ଆସନ୍ତା ମାର୍ଚ୍ଚରେ ମହିଳା ଆଇପିଏଲ୍‌

ନୂଆଦିଲ୍ଲୀ, ୧୩ା୮: ବହୁ ପ୍ରତୀକ୍ଷିତ ମହିଳା ଆଇପିଏଲ୍‌ ୨୦୨୩ ମାର୍ଚ୍ଚରୁ ଖେଳାଯିବ। ଏଥିପାଇଁ ଏକ ମାସ ସମୟ ରଖାଯାଇଥିବା ବିସିସିଆଇର ଜେaଣ ବରିଷ୍ଠ କର୍ମକର୍ତ୍ତା ସୂଚନା ଦେଇଛନ୍ତି। ଫେବୃୟାରୀ ୯ରୁ ୨୬ ଦକ୍ଷିଣ ଆଫ୍ରିକାରେ ହେବାକୁଥିବା ମହିଳା ଟି୨୦ ବିଶ୍ୱକପ୍‌ ପରେ…

ଅଶୋକଙ୍କୁ ଜାତୀୟ ଦାୟିତ୍ୱ

ଭୁବନେଶ୍ୱର, ୧୩।୮ (କ୍ରୀଡ଼ା ପ୍ରତିନିଧି): ଅନ୍ତର୍ଜାତୀୟ ବାସ୍କେଟବଲ ଆସୋସିଏଶନ (ଏଫ୍‌ଆଇବିଏ)ର ୧୮ ବର୍ଷରୁ କମ୍‌ ଏସିଆନ ବାସ୍କେଟବଲ ଚାମ୍ପିୟନଶିପ୍‌ ଇରାନର ତେହେରାନଠାରେ ଚଳିତ ମାସ ୨୧ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ଓଡ଼ିଶା ବାସ୍କେଟବଲ ଆସୋସିଏଶନ (ଓବିଏ)…

ସର୍ବଭାରତୀୟ ଏଲ୍‌ଆଇସି କ୍ରୀଡ଼ା ପାଇଁ ୧୬ ମନୋନୀତ

ଭୁବନେଶ୍ୱର, ୧୩।୮ (କ୍ରୀଡ଼ା ପ୍ରତିନିଧି): ଭାରତୀୟ ଜୀବନବୀମା ନିଗମ (ଏଲ୍‌ଆଇସି)ର ପୂର୍ବ ମଧ୍ୟ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ କ୍ୟାରମ୍‌ ଏବଂ ଚେସ୍‌ (ମହିଳା ଓ ପୁରୁଷ) ଖେଳ ପାଇଁ ଚୟନ ପ୍ରତିଯୋଗିତା ଶେଷ ହୋଇଛି। ଏଥିରୁ ପ୍ରଦର୍ଶନଭିତ୍ତିରେ ଭୋପାଳରେ ଆସନ୍ତା ନଭେମ୍ବରରେ…

ଭାରତୀୟ ଦଳରେ ଓଡ଼ିଶାର ଆଶିଷ

ଭୁବନେଶ୍ୱର, ୧୩।୮(କ୍ରୀଡ଼ା ପ୍ରତିନିଧି): ଇରାନର ତେହେରାନଠାରେ ୧୪ତମ ୧୮ ବର୍ଷରୁ କମ୍‌ ଏସିଆନ ପୁରୁଷ ଭଲିବଲ ଚାମ୍ପିୟନଶିପ୍‌ ଚଳିତ ମାସ ୧୫ରୁ ୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ଶୁକ୍ରବାର ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ଆଶିଷ…

ଜାତୀୟ କ୍ରୀଡ଼ା ପାଇଁ ଶ୍ରଦ୍ଧାଞ୍ଜଳି ଓଡ଼ିଶା ମହିଳା ଫୁଟବଲ କୋଚ୍‌

ଭୁବନେଶ୍ୱର, ୧୩।୮(କ୍ରୀଡ଼ା ପ୍ରତିନିଧି): ଆସନ୍ତା ସେପ୍ଟେମ୍ବର ୨୭ରୁ ଅକ୍ଟୋବର ୧୦ ପର୍ଯ୍ୟନ୍ତ ୩୬ତମ ଜାତୀୟ କ୍ରୀଡ଼ା ପ୍ରତିଯୋଗିତା ଗୁଜରାଟରେ ଅନୁଷ୍ଠିତ ହେବ। ଏଥିପାଇଁ ଓଡ଼ିଶା ମହିଳା ଫୁଟବଲ ଖେଳାଳିଙ୍କୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଜାତୀୟ କ୍ରୀଡ଼ା ପାଇଁ ଏକ ସୁସଙ୍ଗଠିତ…

ଘରେ ତ୍ରିରଙ୍ଗା ଉଡାଇଲେ ଇରଫାନ୍‌, କହିଲେ ଅଭିଯାନରେ ସାମିଲ ହୁଅ

ନୂଆଦିଲ୍ଲୀ,୧୨।୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅମୃତ ମହୋତ୍ସବ ପାଳନ କରୁଛି ଭାରତ। ଏହି ଅବସରରେ କେନ୍ଦ୍ର ସରକାରଙ୍କ ଦ୍ୱାରା ‘ହର୍‌ ଘର୍‌ ତ୍ରିରଙ୍ଗା’ ଅଭିଯାନ ଆରମ୍ଭ କରାଯାଇଛି, ଯେଉଁଥିରେ ଅଗଷ୍ଟ ୧୩ରୁ ୧୫ ଯାଏ ପ୍ରତିଟି ବ୍ୟକ୍ତି ନିଜ…

ଇସ୍ରାଏଲ ଫୁଟ୍‌ବଲ କ୍ଲବର ୧୫ ସମର୍ଥକ ଗିରଫ

ଥେସାଲୋନିକି,୧୨ା୮: ଗ୍ରୀସ୍‌ ପୋଲିସ ଇସ୍ରାଏଲର ଏକ ଫୁଟବଲ କ୍ଲବ ମାକାବି ତେଲ୍‌ ଆଭିଭ୍‌ର ୧୫ ସମର୍ଥକଙ୍କୁ ଗିରଫ କରିଛି। ଆରିସ ବିପକ୍ଷ ୟୁରୋପା କନ୍‌ଫରେନ୍ସ ଲିଗ୍‌ ମ୍ୟାଚ୍‌ ପୂର୍ବରୁ ସେମାନଙ୍କ ନିକଟରୁ ଧୂଆଁ ବୋମା ଓ ଆତସବାଜି ଜବତ କରାଯାଇଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?