ଗୋଆରେ ଛୁଟି କାଟୁଛନ୍ତି ତେନ୍ଦୁଲକରଙ୍କ ଝିଅ
ମୁମ୍ବାଇ: ପୂର୍ବତନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ସୋସିଆଲ ମିଡିଆରେ ସୁପରହିଟ୍। ସାରାଙ୍କ ପ୍ରତ୍ୟେକ ଫଟୋ ତୀବ୍ର ବେଗରେ ଭାଇରାଲ ହୋଇଥାଏ। ଏବେ ସାରାଙ୍କର ଏକ ଫଟୋ ଭାଇରାଲ ହେଉଛି। ସାରା ବର୍ତ୍ତମାନ ଗୋଆରେ ଛୁଟି କାଟୁଛନ୍ତି।...
କ୍ଷତି ସହିଲେ କୋହଲି
ନୂଆଦିଲ୍ଲୀ,୨୨।୧୨: ଇଂଲଣ୍ଡ ଅଧିନାୟକ ଜୋ ରୁଟଙ୍କୁ ଦୁଇଟି ଝଟକା ଲାଗିଛି। ତାଙ୍କ ନେତୃତ୍ୱରେ ଇଂଲଣ୍ଡ ପ୍ରଥମେ ସେ ଆଡିଲେଡରେ ଆଶେସ ସିରିଜର କ୍ରମାଗତ ଦ୍ୱିତୀୟ ଟେଷ୍ଟରେ ହାରିଛି। ଏବେ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ସେ ପ୍ରଥମ ସ୍ଥାନରୁ ତଳକୁ ଖସିଛନ୍ତି।...
‘୮୩’ ଫିଲ୍ମ ପାଇଁ କପିଳ ଦେବ କେତେ ଟଙ୍କା ନେଇଛନ୍ତି ଜାଣନ୍ତି
ଅଭିନେତା ରଣଭୀର ସିଂଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘୮୩’ ଡିସେମ୍ବର ୨୪ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି। ଏହି ଫିଲ୍ମରେ ରଣଭୀର ଭାରତୀୟ ପୂର୍ବତନ ଅଧିନାୟକ କପିଳ ଦେବଙ୍କ ଭୂମିକାରେ ଅଭିନୟ କରୁଛନ୍ତି। ୧୯୮୩ ମସିହାରେ କପିଲ ଦେବଙ୍କ ଅଧିନାୟକତ୍ୱରେ...
ରବି ଶାସ୍ତ୍ରୀଙ୍କୁ ନେଇ ସାଂଘାତିକ କଥା କହିଲେ ଅଶ୍ୱିନ୍
କେପଟାଉନ୍,୨୨।୧୨: ପୂର୍ବତନ ମୁଖ୍ୟ କୋଚ ରବି ଶାସ୍ତ୍ରୀଙ୍କୁ ନେଇ ବଡ ଖୁଲାସା କରିଛନ୍ତି ଭାରତୀୟ ସ୍ପିନ୍ ବୋଲର୍ ଆର୍.ଅଶ୍ୱିନ୍। ରବି ଶାସ୍ତ୍ରୀଙ୍କ ଗୋଟିଏ ମନ୍ତବ୍ୟ ତାଙ୍କୁ ସମ୍ପୂର୍ଣ୍ଣ ଭାଙ୍ଗିଦେଇଥିଲା। ଅଶ୍ୱିନ କହିଛନ୍ତି ଯେ, ୨୦୧୮-୧୯ ଅଷ୍ଟ୍ରେଲିଆ ଗସ୍ତ ସମୟରେ ତାଙ୍କୁ...
ଏବେ ଦେଶ ପାଇଁ ଖେଳିବେ ତେଜରାତି ଦୋକାନୀଙ୍କ ପୁଅ; ଅର୍ଥାଭାବ ସତ୍ତ୍ୱେ ବାପାଙ୍କ ସ୍ବପ୍ନକୁ ପୂରଣ କଲେ…
ଲକ୍ଷ୍ନୌ,୨୧।୧୨: ଉତ୍ତରପ୍ରଦେଶର ଗାଜିଆବାଦ ସ୍ଥିତ କୋଟଗାଓଁର ଏକ ଛୋଟ ତେଜରାତି ଦେକାନ ରବିବାରଠାରୁ ଚର୍ଚ୍ଚାରେ ରହିଛି। ଏହା ପଛରେ କାରଣଟି ହେଲା ଉକ୍ତ ଦୋକାନର ମାଲିକ ଶ୍ରବଣ ଯାଦବଙ୍କ ପୁଅ ସିର୍ଦ୍ଧାର୍ଥଙ୍କୁ ଦେଶ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ଚୟନ କରାଯାଇଛି।...
ଭାରତକୁ ଚେତାବନୀ ଦେଲେ ଏହି କ୍ରିକେଟର୍
କେପଟାଉନ୍,୨୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଡିସେମ୍ବର ୨୬ରେ ସେଞ୍ଚୁରିଅନର ସୁପରପୋର୍ଟ ପାର୍କରେ ଆରମ୍ଭ ହେବ। ଏହାପୂର୍ବରୁ ଦକ୍ଷିଣ ଆଫ୍ରିକା ଡିନ ଏଲଗାର ଭାରତକୁ ଚେତାବନୀ ଦେଇଛନ୍ତି। ଭର୍ଚୁଆଲ ଖବରଦାତା ସମ୍ମିଳନୀରେ ଡିନ ଏଲଗାର...
ବ୍ୟାଟିଂ ବେଳେ ଛାତିରେ ଯନ୍ତ୍ରଣା, ହସ୍ପିଟାଲରେ ପାକିସ୍ତାନ ଓପନର
କରାଚୀ, ୨୧ା୧୨ (ପି.ଟି.)- କ୍ୱେଦ୍-ଇ-ଟ୍ରଫି ଘରୋଇ କ୍ରିକେଟ ଟୁର୍ନାମେଣ୍ଟରେ ବ୍ୟାଟିଂ କରୁଥିବା ବେଳେ ପାକିସ୍ତାନ ଟେଷ୍ଟ ଓପନର ଆବିଦ ଅଲି ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏଣୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଟୁର୍ନାମେଣ୍ଟରେ ଆବିଦ ସେଣ୍ଟ୍ରାଲ...
ଏସିଆନ ଚାମ୍ପିୟନଶିପ୍ ଟ୍ରଫି ବଜାୟ ରଖିପାରିଲା ନାହିଁ ଭାରତ
ଢାକା,୨୧।୧୨: ଏଠାରେ ଚାଲିଥିବା ଏସିଆନ ଚାମ୍ପିୟନଶିପ୍ ଟ୍ରଫି ହକି ଟୁର୍ନାମେଣ୍ଟରେ ଭାରତ ସେମିଫାଇନାଲ ବାଧା ଅତିକ୍ରମ କରିବାରେ ବିଫଳ ହୋଇଛି। ଇଭେଣ୍ଟରେ ଅପରାଜିତ ଥିବା ଟିମ୍ ଇଣ୍ଡିଆକୁ ସେମିଫାଇନାଲରେ ୫-୩ ଗୋଲରେ ହରାଇ ଦେଇଛି ଅପେକ୍ଷାକୃତ ଦୁର୍ବଳ ଜାପାନ। ଏହି...
‘ବିରାଟଙ୍କ କାନ୍ଧରୁ କମ୍ ହୋଇଗଲା ବୋଝ’
ନୂଆଦିଲ୍ଲୀ,୨୧।୧୨: ସମସ୍ତ ତିନୋଟି ଫର୍ମାଟରେ ଭାରତୀୟ ଦଳର ଅଧିନାୟକ ଥିବା ବିରାଟ କୋହଲିଙ୍କୁ ବର୍ତ୍ତମାନ କେବଳ ଟେଷ୍ଟର ଦାୟିତ୍ୱ ଦିଆଯାଇଛି। କୋହଲି ଟି-୨୦ ବିଶ୍ୱକପ ପରେ ଏହି ଫର୍ମାଟର ଅଧିନାୟକତ୍ୱ ଛାଡିଛନ୍ତି। ଏହାପରେ ଦକ୍ଷିଣ ଆଫ୍ରିକା ଗସ୍ତକୁ ଯିବା ପୂର୍ବରୁ...
ଦକ୍ଷିଣ ଆଫ୍ରିକାକୁ ଶକ୍ତ ଧକ୍କା
ଜୋହାନ୍ସବର୍ଗ,୨୧।୧୨: ଭାରତ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଶକ୍ତ ଧକ୍କା ଲାଗିଛି। ଦଳର ପେସର ଅନରିଚ ନର୍ଟଜେ ପୂରା ସିରିଜ୍ରୁ ବାଦ୍ ପଡ଼ିଛନ୍ତି। ଆହତ ସମସ୍ୟା କାରଣରୁ ତାଙ୍କୁ ଏଭଳି ଅବସ୍ଥା ଭୋଗିବାକୁ...
ଆସନ୍ତା ୨ ମାସ ପାଇଁ ପଡ଼ିଆକୁ ଓହ୍ଲାଇବେ ନାହିଁ ପାଣ୍ଡ୍ୟା!
ନୂଆଦିଲ୍ଲୀ,୨୧।୧୨: ୨୦୨୧ ଭାରତୀୟ କ୍ରିକେଟର୍ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଆଦୌ ଭଲ ନ ଥିଲା। ସେ ପ୍ରଥମେ ଆଇପିଏଲ ୨୦୨୧ରେ ବିଫଳ ହୋଇଥିଲେ। ତା’ପରେ ଟି -୨୦ ବିଶ୍ୱକପରେ ମଧ୍ୟ ଭଲ ପ୍ରଦର୍ଶନ କରିପାରି ନ ଥିଲେ। ଏହା ପରେ ମୁମ୍ବାଇ...
ଫିଲ୍ମ ‘୮୩’ ଦେଖି କାନ୍ଦିଲେ ଏହି ଅଭିନେତା
ମୁମ୍ବାଇ: ବଲିଉଡ ଅଭିନେତା ରଣଭୀର ସିଂ ତାଙ୍କର ଆଗାମୀ ଫିଲ୍ମ ‘୮୩’ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ୧୯୮୩ ମସିହାରେ ଭାରତର କ୍ରିକେଟ ବିଶ୍ୱକପ ବିଜୟ ଉପରେ ଆଧାରିତ ଏହି ଫିଲ୍ମରେ ରଣଭୀର କ୍ରିକେଟର କପିଲ ଦେବଙ୍କ ଭୂମିକାରେ ନଜର...
Archives


