ଖେଳ

ଟାଟା ଷ୍ଟିଲ ଚେସ୍‌ରେ ମହିଳା ଟୁର୍ନାମେଣ୍ଟ ସାମିଲ

ଭୁବନେଶ୍ୱର, ୧୧।୮ (କ୍ରୀଡ଼ା ପ୍ରତିନିଧି): ଚଳିତ ବର୍ଷ ନଭେମ୍ବର ୨୯ରୁ ଡିସେମ୍ବର ୪ ପର୍ଯ୍ୟନ୍ତ କୋଲକାତାରେ ହେବାକୁଥିବା ଟାଟା ଷ୍ଟିଲ୍‌ ଚେସ୍‌ର ଚତୁର୍ଥ ସଂସ୍କରଣରେ ମହିଳା ଟୁର୍ନାମେଣ୍ଟକୁ ସାମିଲ କରାଯିବ। ଏପର୍ଯ୍ୟନ୍ତ ଓପନ ଟୁର୍ନାମେଣ୍ଟର ୩ଟି ସଂସ୍କରଣ ଅନୁଷ୍ଠିତ ହୋଇଛି। ଆଗାମୀ…

ଦିନେ ଆଗରୁ ଫିଫା ବିଶ୍ୱକପ୍‌

ଜେନେଭା,୧୧ା୮(ପି.ଟି): ଫୁଟବଲ୍‌ ବିଶ୍ୱକପ୍‌ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିଛି ଫିଫା। କାତାରରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ ଗୋଟିଏ ଦିନ ପୂର୍ବରୁ ଆୟୋଜିତ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଆୟୋଜକ କାତାର ଏବଂ ଇକ୍ୱେଡର ମଧ୍ୟରେ ଉଦ୍‌ଘାଟନୀ ମୁକାବିଲା ନଭେମ୍ବର ୨୦ ତାରିଖରେ…

ପ୍ରଫୁଲ୍ଲ ପଟେଲଙ୍କ ନାମରେ ମାନହାନି ମକଦ୍ଦମା

ଲଣ୍ଡନ୍‌,୧୧ା୮(ପି.ଟି) : ବର୍ତ୍ତମାନ ଦେଶରେ ଫୁଟବଲ ପରିଚାଳନାର ଭାର କମିଟି ଅଫ୍‌ ଆଡମିନିଷ୍ଟ୍ରେଟର (ସିଓଏ) ଉପରେ ନ୍ୟସ୍ତ ରହିଛି। ତେବେ ଫୁଟବଲ କାର୍ଯ୍ୟ ପରିଚାଳନାରେ ବାଧା ସୃଷ୍ଟି କରୁଥିବା କାରଣରୁ ସର୍ବଭାରତୀୟ ଫୁଟବଲ ସଂଘ ସଭାପତି ପ୍ରଫୁଲ୍ଲ ପଟେଲଙ୍କ ନାମରେ ମାନହାନି…

‘ମୁଁ ଖେଳାଳିଙ୍କୁ ଭିକ ମାଗିପାରିବି ନାହିଁ’

ପୋର୍ଟ ଅଫ୍‌ ସ୍ପେନ୍‌,୧୦।୮: ୱେଷ୍ଟଇଣ୍ଡିଜ ଅପେକ୍ଷା କାରିବିଆନ ଦେଶଗୁଡିକର ଖେଳାଳିମାନେ ଫ୍ରାଞ୍ଚାଇଜ ଲିଗ ଖେଳିବାକୁ ଅଧିକ ଗୁରୁତ୍ୱ ଦିଅନ୍ତି ବୋଲି ୱେଷ୍ଟଇଣ୍ଡିଜ ମୁଖ୍ୟ କୋଚ ଫିଲ ସିମନ୍ସ କହିଛନ୍ତି। ଖେଳାଳିଙ୍କୁ ଦେଶ ପାଇଁ ଖେଳିବାକୁ ବାଧ୍ୟ କରାଯିବା ଆଦୌ ଉଚିତ୍‌ ନୁହେଁ।…

କାହିଁକି ଟିମ୍‌ରେ ହେଉଛି ଏତେ ପରିବର୍ତ୍ତନ? ରୋହିତ ଦେଲେ ବଡ଼ ବୟାନ..

ନୂଆଦିଲ୍ଲୀ,୧୦।୮: ଭାରତୀୟ କ୍ରିକେଟ ଟିମ୍‌ ଏବେ ଜବରଦସ୍ତ ଫର୍ମରେ ଅଛି। ନିକଟରେ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସୀମିତ ଓଭର ସିରିଜରେ ବିଜେତା ହୋଇଥିଲା। ଏହାପୂର୍ବରୁ ଇଂଲଣ୍ଡ ଗସ୍ତରେ ମଧ୍ୟ ଦିନିକିଆ ଏବଂ ଟି୨୦ ମୁକାବିଲାରେ ଜିତିଥିଲା। ଏବେ ଟିମ୍‌ ଇଣ୍ଡିଆର ନଜର…

ଏସିଆ କପ୍‌ ଯୋଗ୍ୟତା ପର୍ଯ୍ୟାୟ କାର୍ଯ୍ୟସୂଚୀ ଘୋଷଣା

ନୂଆଦିଲ୍ଲୀ,୧୦।୮: ଏସିଆ କପ ୨୦୨୨ କ୍ୱାଲିଫାୟର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏସିଆନ କ୍ରିକେଟ ପରିଷଦ ପକ୍ଷରୁ ବୁଧବାର ଏ ସମ୍ପର୍କରେ ସୂଚନା ଦିଆଯାଇଛି। ୪ଟି ଟୁର୍ନାମେଣ୍ଟ ଅଗଷ୍ଟ ୨୦ରୁ ଓମାନରେ ଅନୁଷ୍ଠିତ ହେବ। ଏଥିରେ ୟୁଏଇ, ହଂକଂ, କୁଏତ ଏବଂ ସିଙ୍ଗାପୁରକୁ…

ଅବସର ପ୍ଲାନ୍‌ ଘୋଷଣା କଲେ ସେରେନା

ନ୍ୟୁୟର୍କ,୧୦ା୮(ପି.ଟି): ୨୩ଟି ଗ୍ରାଣ୍ଡସ୍ଳାମ ଚାମ୍ପିୟନ ସେରେନା ଓ୍ବିଲିୟମ୍ସ ଟେନିସ୍‌ ଛାଡିବା ନେଇ ପରୋକ୍ଷରେ ସୂଚନା ଦେଇଛନ୍ତି। ଅବସର ସମ୍ପର୍କରେ ସିଧାସଳଖ ସୂଚନା ଦେଇ ନଥିଲେ ହେଁ ଟେନିସ୍‌ରୁ ଦୂରେଇ ଆଉ ଏକ ସନ୍ତାନ ଜନ୍ମ କରିବା ସହିତ ନିଜର ବ୍ୟବସାୟ ଉପରେ…

ଛେତ୍ରୀ, ମନୀଷା ପ୍ଲେୟର ଅଫ୍‌ ଦି ଇୟର

ନୂଆଦିଲ୍ଲୀ,୧୦ା୮(ପି.ଟି.): ଭାରତ ପୁରୁଷ ଫୁଟ୍‌ବଲ ଦଳର ଅଧିନାୟକ ସୁନୀଲ ଛେତ୍ରୀ ମଙ୍ଗଳବାର ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଦ୍ୱାରା ବର୍ଷର ଶ୍ରେଷ୍ଠ ପୁରୁଷ ଖେଳାଳି ବିବେଚିତ ହୋଇଛନ୍ତି। ସେ ୭ମ ଥର ପାଇଁ ଏହି ପୁରସ୍କାର ଜିତିଛନ୍ତି। ଅନ୍ୟପକ୍ଷରେ ମହିଳା ବର୍ଗରେ…

ଭାରତୀୟ ମହିଳା ଦଳକୁ ରୌପ୍ୟ ପଦକ

ଭୁବନେଶ୍ୱର, ୧୦ା୮ (କ୍ରୀଡ଼ା ପ୍ରତିନିଧି): ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଅନୁଷ୍ଠିତ ଏସିଆ ରଗ୍‌ବୀ ସେଭେନ୍ସ ପ୍ରତିଯୋଗିତାରେ ଭାରତୀୟ ମହିଳା ଦଳ ରୌପ୍ୟ ପଦକ ହାସଲ କରିଛି। ଭାରତୀୟ ଦଳରେ କିସ୍‌ର ୩ ଖେଳାଳି ହୁପି ମାଝି, ତରୁଲତା ନାଏକ ଓ ଦୁମୁନି ମାର୍ଣ୍ଡି…

ରେଣୁକାଙ୍କୁ କ୍ୟାରିୟର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌

ଦୁବାଇ,୧୦ା୮(ପି.ଟି.): ଭାରତୀୟ ପେସ୍‌ ବୋଲର ରେଣୁକା ସିଂ ମଙ୍ଗଳବାର ପ୍ରକାଶିତ ଆଇସିସି ଟି୨୦ ମହିଳା ର଼୍ୟାଙ୍କିଙ୍ଗରେ କ୍ୟାରିୟର ଶ୍ରେଷ୍ଠ ୧୮ତମ ସ୍ଥାନ ଅଧିକାର କରିଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେ ଅଗ୍ରଣୀ ଉଇକେଟ ହାସଲକାରୀ ବୋଲର ହୋଇଥିଲେ। ବର୍ମିଂହାମ୍‌ ଗେମ୍ସରେ ସେ ୧୧ଟି…

ଯୌନଶୋଷଣ ଅଭିଯୋଗରେ ରେସିଂ କୋଚ ବାସନ୍ଦ

ଲଣ୍ଡନ,୧୦ା୮(ପି.ଟି): ଯୌନ ଶୋଷଣ ଅଭିଯୋଗରେ ଇଂଲଣ୍ଡ ରେସିଂ ଦଳର କୋଚ ଟୋନି ମିନିଚିଏଲୋଙ୍କୁ ଆଜୀବନ ବାସନ୍ଦ କରାଯାଇଛି। ଦୀର୍ଘ ୧୫ ବର୍ଷର କ୍ୟାରିୟର ମଧ୍ୟରେ ଏକାଧିକ ଖେଳାଳିଙ୍କ ସହିତ ଅସଦାଚରଣ କରିଥିବା ପ୍ରମାଣିତ ହେବା ପରେ ୟୁକେ ଆଥଲେଟିକ୍ସ ପରିଚାଳନା ବୋର୍ଡ…

ଡୋପିଂ: ଟେନିସ ଖେଳାଳି ମାର୍ଟିନ ସସ୍‌ପେଣ୍ଡ

ଲଣ୍ଡନ, ୧୦ା୮(ଏପି): ଟେନିସ ଖେଳାଳି ଆନ୍ଦ୍ରେଜ ମାର୍ଟିନ ଏକ ପ୍ରତିଯୋଗିତା ବେଳେ ହୋଇଥିବା ଡୋପ୍‌ ଟେଷ୍ଟରେ ବିଫଳ ହେବାରୁ ମଙ୍ଗଳବାର ତାଙ୍କୁ ସସ୍‌ପେଣ୍ଡ କରାଯାଇଛି। ସ୍ଲୋଭାକିଆର ଏହି ୩୨ ବର୍ଷୀୟ ଖେଳାଳିଙ୍କର ଗତ ଜୁନ୍‌ରେ ତାଙ୍କ ଦେଶର ଏକ ଦ୍ୱିତୀୟ ପାହ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?