ଭାରତ ପକ୍ଷରୁ ଟେଷ୍ଟରେ ପ୍ରଥମ ଶତକ ମାରିଥିଲେ ଏହି କ୍ରିକେଟର୍
ଡିସେମ୍ବର ୧୭ ଭାରତୀୟ କ୍ରିକେଟ ପାଇଁ ଏକ ବିଶେଷ ଦିନ। ୮୮ ବର୍ଷ ପୂର୍ବେ ଅର୍ଥାତ୍୧୯୩୩ ମସିହାରେ, ଭାରତ ପାଇଁ ପ୍ରଥମ ଟେଷ୍ଟ ଶତକ ମାରିଥିଲେ ମହାନ ଖେଳାଳି ଲାଲା ଅମରନାଥ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ସେ ଏହି...
କୋହଲି, ଗେଲ୍ ଯାହା କରିପାରି ନ ଥିଲେ, ତାହା କରି ଦେଖାଇଲେ
କରାଚୀ,୧୬।୧୨: ବିଶ୍ୱର ପ୍ରଥମ କ୍ରିକେଟର ଭାବେ ଗୋଟିଏ ବର୍ଷରେ ଟି୨୦ ଫର୍ମାଟରେ ଦୁଇ ହଜାରରୁ ଊଦ୍ଦର୍ବ ରନ୍ କରିବାର ରେକର୍ଡ ନିଜ ନାମରେ କରିଛନ୍ତି ପାକିସ୍ତାନର ମହମ୍ମଦ ରିଜଓ୍ବାନ। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତିମ ତଥା ତୃତୀୟ ଟି୨୦ ମ୍ୟାଚ୍ରେ ୮୬...
ରେକର୍ଡ ସହ ସିରିଜ୍ ପୋଛିଲା ପାକିସ୍ତାନ
କରାଚୀ,୧୬।୧୨: ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ଧାର୍ଯ୍ୟ ୨୦୮ ରନ୍ର ବିଶାଳ ବିଜୟ ଲକ୍ଷ୍ୟକୁ ପିଛା କରି ଅନ୍ତିମ ତଥା ତୃତୀୟ ଟି୨୦ ମ୍ୟାଚ୍କୁ ଜିତି ନେଇଛି ପାକିସ୍ତାନ। ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ଇତିହାସରେ ପାକିସ୍ତାନ କଦାପି ଏତେ ବଡ଼ ସ୍କୋରର ପିଛା...
ଅଳ୍ପକେ ଶତକରୁ ବଞ୍ଚିତ ହେବା ପରେ ପ୍ରଶଂସକଙ୍କ ମନ ଜିତିଲେ ଓ୍ବାର୍ନର
ଆଡିଲେଡ୍,୧୬।୧୨: ଇଂଲଣ୍ଡ ବିପକ୍ଷ ଆଶେସ ସିରିଜ୍ର ଦ୍ୱିତୀୟ ଟେଷ୍ଟରେ ଅଷ୍ଟ୍ରେଲିଆନ ଓପନର ଡେଭିଡ୍ ଓ୍ବାର୍ନର ପ୍ରଶଂସକଙ୍କ ମନ ଜିଣିଛନ୍ତି। ସହଜରେ ସାଥି ଓପନର ମାର୍କସ ହାରିସଙ୍କ ଉଇକେଟ ହରାଇବା ସତ୍ତ୍ୱେ ଅଷ୍ଟ୍ରେଲିଆକୁ ଭଲ ଆରମ୍ଭ ଦେଇଥିଲେ ଓ୍ବର୍ନର। ବାମହାତୀ ବ୍ୟାଟର...
ପତିକ୍ରିୟା ରଖିବାକୁ ମନା କଲେ ଗାଙ୍ଗୁଲି
କୋଲକାତା,୧୬।୧୨: ଭାରତୀୟ ଦଳର ଟେଷ୍ଟ ଅଧିନାୟକ ବିରାଟ କୋହଲିଙ୍କ ବୟାନକୁ ନେଇ ଝଡ଼ ସୃଷ୍ଟି ହେବାର ଗୋଟିଏ ଦିନ ପରେ ପତିକ୍ରିୟା ରଖିବାକୁ ମନା କରି ଦେଇଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଆୟୋଜିତ...
ଷ୍ଟେଇନଙ୍କ ସହ ଯୋଗାଯୋଗରେ ସନରାଇଜର୍ସ
ମୁମ୍ବାଇ,୧୬।୧୨: ଚଳିତ ବର୍ଷ ଅଗଷ୍ଟରେ ଅନ୍ତର୍ଜାତୀୟ ଓ ଫ୍ରାଞ୍ଚାଇଜ କ୍ରିକେଟରୁ ଅବସର ନେଇସାରିଥିବା ଡେଲ ଷ୍ଟେଇନଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ରେ ନୂଆ ଦାୟିତ୍ୱ ମିଳିବାକୁ ଯାଉଛି। ତାଙ୍କୁ ବୋଲିଂ କୋଚ୍ ଭାବେ ନିଯୁକ୍ତ କରିବାକୁ ଯାଉଛି ସନରାଇଜର୍ସ ହାଇଦ୍ରାବାଦ୍...
କୋହଲି ଏବଂ ବିସିସିଆଇ ବିବାଦକୁ ନେଇ ପାକିସ୍ତାନ କ୍ରିକେଟର୍ କହିଲେ…
ଇସଲାମାବାଦ୍,୧୬।୧୨:ପାକିସ୍ତାନୀ କ୍ରିକେଟର ସଲମାନ ବଟ ବିରାଟ କୋହଲି ଏବଂ ବିସିସିଆଇ ବିବାଦକୁ ମଧ୍ୟକୁ ଜମ୍ପ୍ ମାରିଛନ୍ତି। ସେ କହିଛନ୍ତି ଯେ, ପ୍ରକୃତ କଥା ରୋହିତ ଶର୍ମାଙ୍କୁ ଅଧିନାୟକତ୍ୱ ଦେବା ନୁହେଁ, ବରଂ ଅନ୍ୟ କିଛି। ଦକ୍ଷିଣ ଆଫ୍ରିକା ଗସ୍ତକୁ ଯିବା...
ମହିଳା ତୀରନ୍ଦାଜଙ୍କ ଆତ୍ମହତ୍ୟା: ସୋନୁ ସୁଦ୍ଙ୍କଠାରୁ ପାଇଥିଲେ ଉପହାର
କୋଲକତା,୧୬।୧୨: ଭାରତର ଯୁବ ମହିଳା ତୀରନ୍ଦାଜ କୋନିକା ଲାୟାକ ଆତ୍ମହତ୍ୟା କରିଛନ୍ତି। ଝାଡ଼ଖଣ୍ଡର ଧାନବାଦ ନିବାସୀ ୨୬ ବର୍ଷୀୟ କୋନିକା ଚଳିତ ବର୍ଷ ଝାଡ଼ଖଣ୍ଡ ସରକାର ଏବଂ ବଲିଉଡ ଅଭିନେତା ସୋନୁ ସୁଦଙ୍କୁ ଶୁଟିଂ ରାଇଫଲ ଦେବା ପାଇଁ ନିବେଦନ...
ଫଟୋଗ୍ରାଫର୍ଙ୍କୁ ଖାସ୍ ଅନୁରୋଧ କଲେ କୋହଲି
ମୁମ୍ବାଇ,୧୬।୧୨: ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ଗୁରୁବାର ସକାଳେ ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା କରିଛି। ଏହି ଗସ୍ତରେ ଟେଷ୍ଟ ସିରିଜ ପରେ ଟିମ ଇଣ୍ଡିଆ ମଧ୍ୟ ତିନିଟି ଦିନିକିଆ ଖେଳିବ। ଆଜି ସକାଳେ ବିରାଟ କୋହଲି...
ବିବାଦକୁ ନେଇ ମୁଁ ଖୋଲନ୍ତୁ ଗାଙ୍ଗୁଲି : ଗାଭାସ୍କର
ନୂଆଦିଲ୍ଲୀ,୧୬।୧୨: ଦିନିକିଆ ଅଧିନାୟକତ୍ୱରୁ ହଟାଯିବା ପରେ ବିରାଟ କୋହଲି ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଏକ ଖବରଦାତା ସମ୍ମିଳନୀ କରିଥିଲେ। ଏଥିରେ ସେ ଅନେକ ବିସ୍ଫୋରକ କଥା ପ୍ରକାଶ କରିଥିଲେ। ବିରାଟ କୋହଲି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ବିବୃତ୍ତିକୁ...
ସୌରଭ-ବିରାଟଙ୍କୁ କପିଲଙ୍କ ପରାମର୍ଶ, ଦକ୍ଷିଣ ଆଫ୍ରିକା ଗସ୍ତ କଥା ଚିନ୍ତା କର…
ନୂଆଦିଲ୍ଲୀ, ୧୬।୧୨: ପୂର୍ବତନ ଭାରତୀୟ କ୍ରିକେଟର କପିଲ ଦେବ ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲି ଏବଂ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କୁ ପରାମର୍ଶ ଦେଇଛନ୍ତି। ପରସ୍ପର ପ୍ରତି ଦୋଷାରୋପ କରିବା ଉଚିତ୍ ନୁହେଁ ବୋଲି ସେ କହିଛନ୍ତି। ଏବିପି...
ଦକ୍ଷିଣ ଆଫ୍ରିକା ଗସ୍ତରେ ଭାରତ: ବିସିସିଆଇ ଫଟୋରୁ ବିରାଟ କୋହଲି ଉଭାନ୍
ନୂଆଦିଲ୍ଲୀ,୧୬।୧୨: ବିରାଟ କୋହଲିଙ୍କ ବିସ୍ଫୋରକ ଖବରଦାତା ସମ୍ମିଳନୀ ପରେ ଭାରତୀୟ ଦଳ ଗୁରୁବାର ସକାଳୁ ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା କରିଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଆଜି ମୁମ୍ବାଇରୁ ଜୋହାନ୍ସବର୍ଗ ଅଭିମୁଖେ ଯାତ୍ରା କରିଛି। ବିସିସିଆଇର ଅଫିସିଆଲ...
Archives


