ଆଜି ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ବାସେଟେରୀ,୧ା୮:ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ୫ଟିକିଆ ଟି-୨୦ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ ଆଜି ଖେଳାଯିବ। ଏହି ମୁକାବିଲାରେ ନିଜ ବିଜୟଧାରା ଅବ୍ୟାହତ ରଖିବା ଲାଗି ପ୍ରୟାସ କରିବ ରୋହିତ ଶର୍ମାଙ୍କ ଦଳ। ପ୍ରଥମ ମୁକାବିଲାକୁ ଜିତି ନେଇଥିଲା ଭାରତ। ଏହି ମ୍ୟାଚ୍ରେ…
ପାକିସ୍ତାନକୁ ହରାଇଲା ଭାରତ
ବର୍ମିଂହାମ,୩୧।୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ଖେଳାଯାଇଥିବା ଟି-୨୦ ମୁକାବିଳାରେ ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ବ୍ୟାଟିଂ ଫଳରେ ଭାରତୀୟ ମହିଳା ଦଳ ୮ ଉଇକେଟରେ ବିଜୟ ହୋଇଛି। ଟସ୍ ଜିତି ପାକିସ୍ତାନ ବ୍ୟାଟିଂ କରି ୯୯ ରନ୍ କରିଥିଲା। ଜବାବରେ ଭାରତୀୟ ଦଳ…
ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣପଦକ
ବର୍ମିଂହାମ,୩୧ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଏକ ସ୍ବର୍ଣ୍ଣପଦକ ମିଳିଛି। ଭାରୋତ୍ତୋଳକ ଜେରେମି ଲାଲରିନୁଙ୍ଗା ସ୍ବର୍ଣ୍ଣ ପଦକ ଜିତିଛନ୍ତି। ୭୬ କେଜି ପୁରଷ ବର୍ଗରେ ସେ ଏହି ପଦକ ଜିତିବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସ୍ନାଚ କ୍ୟାଟେଗୋରୀରେ ସେ ୧୪୦ କିଲୋଗ୍ରାମ…
ଭାରତକୁ ୪ର୍ଥ ପଦକ: ବିନ୍ଦ୍ୟାରାଣୀ ଜିତିଲେ ରୌପ୍ୟ
ବର୍ମିଂହାମ,୩୧।୭: ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ୪ର୍ଥ ପଦକ। ବିନ୍ଦ୍ୟାରାଣୀ ଦେବୀ ମହିଳା ଭାରୋତ୍ତୋଳନର ୫୫ କିଗ୍ରା ବର୍ଗରେ ଭାରତ ପାଇଁ ଜିତିଛନ୍ତି ରୌପ୍ୟ ପଦକ। ମୋଟ ୨୦୨ କିଗ୍ରା ଓଜନ ଉଠାଇ ସେ ରୋପ୍ୟ ନିଜ ନାମରେ କରିଛନ୍ତି। ରୋପ୍ୟ ଜିତିବା…
ସ୍ବର୍ଣ୍ଣ ଜିତିବା ସହ ରେକର୍ଡ କଲେ ସୁନାଝିଅ ମୀରାବାଈ: ପ୍ରଧାନମନ୍ତ୍ରୀ କହିଲେ ‘ଅସାଧାରଣ’
ବର୍ମିଂହାମ, ୩୧।୭: ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ଗୋଟିଏ ପରେ ଗୋଟିଏ ପଦକ ନିଜ ନାମରେ କରୁଛି। ବିଶେଷକରି ଭାରତ୍ତୋଳନରେ ମୀରାବାଈ ଚାନୁ ପ୍ରଥମ ସ୍ବର୍ଣ୍ଣ ପଦକ ଜିଣିଛନ୍ତି। ୪୯ କିଗ୍ରା ବର୍ଗରେ ପ୍ରତିଦ୍ୱନ୍ଦିତା କରିଥିବା ଚାନୁ ରେକର୍ଡ ସହିତ ରାଜ୍ୟଗୋଷ୍ଠୀ କ୍ରୀଡାରେ…
ଜିମ୍ବାଓ୍ବେ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ପୁଣି ଧାଓ୍ବନ ହେବେ ଅଧିନାୟକ
ନୂଆଦିଲ୍ଲୀ,୩୦।୭: ଜିମ୍ବାଓ୍ବେ ବିପକ୍ଷ ଦିନିକିଆ ସିରିଜ ଲାଗି ଭାରତୀୟ ଟିମ୍ ଘୋଷଣା କରାଯାଇଛି। ଏଥିରେ ଶିଖର ଧାଓ୍ବନଙ୍କୁ ଦଳର ଅଧିନାୟକ କରାଯାଇଛି। ଦଳରେ ବିରାଟ କୋହଲି, ରୋହିତ ଶର୍ମା ପ୍ରମୁଖ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି। ସେହିଭଳି ଦ୍ରୁତ ବୋଲର ଦୀପକ ଚହର…
‘କୋହଲିଙ୍କୁ ଫିଟ୍ କରିବା ଚକ୍କରରେ ବାରମ୍ବାର ଓପନିଂ ଯୋଡ଼ି ବଦଳୁଛି’
ନୂଆଦିଲ୍ଲୀ,୩୦।୭: ଟି୨୦ ବିଶ୍ୱକପ୍ ପୂର୍ବରୁ ଟିମ୍ ଇଣ୍ଡିଆରେ ଅନେକ ପରିବର୍ତ୍ତନ କରାଯାଉଛି। ବିଶେଷକରି ଓପନିଂ ଯୋଡ଼ିରେ ଏହାର ଅଧିକ ଝଲକ ଦେଖିବାକୁ ମିଳୁଛି। ଶୁକ୍ରବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍ରେ ଅଧିନାୟକ ରୋହିତ ଶର୍ମାଙ୍କ ସହ ସୂର୍ଯ୍ୟକୁମାର ଯାଦବ…
ସଚିନଙ୍କୁ କହିଲେନି ‘ସାର୍’
ନୂଆଦିଲ୍ଲୀ,୩୦।୭: ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେବାର ଦଶ ବର୍ଷ ବିତିଲାଣି। ହେଲେ ପ୍ରଶଂସକ ଏବେ ବି ତାଙ୍କର ଝଲକ ପାଇବାକୁ ଅପେକ୍ଷା କରିଥାନ୍ତି। ତାଙ୍କର ଗୋଟିଏ ଗୋଟିଏ ଟୁଇଟ୍ ଉପରେ ସମସ୍ତଙ୍କ ନଜର ରହିଥାଏ। ଏବେ ସଚିନଙ୍କ ସେଭଳି ଏକ ଟୁଇଟ୍…
ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ପ୍ରଥମ ପଦକ
ବର୍ମିଂହାମ,୩୦।୭: ଇଂଲଣ୍ଡର ବର୍ମିଂହାମରେ ଖେଳାଯାଉଥିବା ୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ ଭାରତ ରୋପ୍ୟ ପଦକ ସହ ନିଜର ଖାତା ଖୋଲିଛି। ତାରକା ଭାରୋତ୍ତୋଳକ ସଙ୍କେତ ମହାଦେବ ସରଗର ଭାରତକୁ ପ୍ରଥମ ପଦକ ପ୍ରଦାନ କରିଛନ୍ତି। ପୁରୁଷ ୫୫ କିଗ୍ରା ବର୍ଗର…
ବ୍ୟାଡ୍ମିଣ୍ଟନ: ଉଦ୍ଘାଟନୀ ମୁକାବିଲାରେ ପାକିସ୍ତାନକୁ ହରାଇଲା ଭାରତ
ବର୍ମିଂହାମ୍, ୨୯ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାରେ ଭାରତ ଏହାର ଉଦ୍ଘାଟନୀ ମୁକାବିଲାରେ ବିଜୟ ହାସଲ କରିଛି। ପାକିସ୍ତାନ ବିପକ୍ଷରେ ୩-୦ରେ ଅଗ୍ରଣୀ ସହ ଲଢ଼େଇକୁ ଜିତିନେଇଛି। ପ୍ରଥମେ ବି. ସୁମିଥ୍ ରେଡ୍ଡୀ ଓ ମାଚିମାଣ୍ଡା ପୋନ୍ନାପ୍ପା ମିକ୍ସଡ ଡବଲ୍ସରେ ୨୧-୯,…
ଟି-୨୦ ମ୍ୟାଚ୍ ବେଳେ ବିସ୍ଫୋରଣ
କାବୁଲ,୩୦।୭: ଆଫଗାନିସ୍ତାନର ଶାପଗିଜା ଟି-୨୦ କ୍ରିକେଟ ଲିଗ୍ର ମ୍ୟାଚ ବେଳେ କାବୁଲ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଏକ ଆତ୍ମଘାତୀ ବିସ୍ଫୋରଣ ଘଟିଛି। ଏଥିରେ ୪ଜଣ ଦର୍ଶକ ଆହତ ହୋଇଛନ୍ତି। ଏହି ମ୍ୟାଚ ପାମିର ଜଲମି ଏବଂ ବ୍ୟାଣ୍ଡ-ଏ-ଆମିର ଡ୍ରାଗନ୍ସ ଦଳ ମଧ୍ୟରେ…
ରୋହିତ-କାର୍ତ୍ତିକଙ୍କ ବିସ୍ଫୋରକ ବ୍ୟାଟିଂ: ଓ୍ବେଷ୍ଟଇଣ୍ଡିଜ୍କୁ ୧୯୧ ରନ୍ର ଟାର୍ଗେଟ
ଟାରୌବା,୨୯।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଟି୨୦ ସିରିଜର ପ୍ରଥମ ମ୍ୟାଚ୍ ବ୍ରାଏନ୍ ଲାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଏଥିରେ ଓ୍ବେଷ୍ଟଇଣ୍ଡିଜ୍କୁ ଭାରତ ୧୯୧ ରନ୍ର ଟାର୍ଗେଟ ଦେଇଛି। ଭାରତ ପକ୍ଷରୁ ଅଧିନାୟକ ରୋହିତ ଶର୍ମା ୬୪ ରନ୍ର ଇନିଂସ…

