ଖେଳ

ଟସ୍‌ ଜିତି ଓ୍ବେଷ୍ଟଇଣ୍ଡିଜ୍‌ର ବୋଲିଂ ନିଷ୍ପତ୍ତି: ଭାରତକୁ ତୃତୀୟ ଝଟ୍‌କା

ଟାରୌବା,୨୯।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ବ୍ରାଏନ୍‌ ଲାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ନିକୋଲାସ ପୁରନ୍‌ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଏହାପରେ ଭାରତ ବ୍ୟାଟିଂ କରି…

କୋଚ୍‌ ପଦରୁ ଇସ୍ତଫା ଦେଲେ ଶ୍ରୀରାମ

ସିଡନୀ,୨୯ା୭: ଅଷ୍ଟ୍ରେଲିଆ ଦଳର କୋଚ୍‌ ପଦରୁ ଓହରି ଯାଇଛନ୍ତି ଏସ୍‌ ଶ୍ରୀରାମ। ପୂର୍ବତନ ଭାରତୀୟ ଅଲ୍‌ରାଉଣ୍ଡର ଶ୍ରୀରାମ ଆଇପିଏଲ ଫ୍ରାଞ୍ଚାଇଜି ଆର୍‌ସିବି ପାଇଁ କ୍ରିକେଟ ଅଷ୍ଟ୍ରେଲିଆ ସହିତ ରହିଥିବା ଚୁକ୍ତିକୁ ଖାରଜ କରିଛନ୍ତି। ସେ ୨୦୦୦ରୁ ୨୦୦୪ ମଧ୍ୟରେ ଭାରତ ପାଇଁ…

୩ ଉଇକେଟ୍‌ରେ ବିଜୟ ହାସଲ କଲା ଅଷ୍ଟ୍ରେଲିଆ

ବର୍ମିଂହାମ,୨୯।୭: ବର୍ମିଂହାମଠାରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଗ୍ରୁପ ‘ଏ’ର ଶୁକ୍ରବାର ପ୍ରଥମ ଟି୨୦ ମ୍ୟାଚରେ ଅଷ୍ଟ୍ରେଲିଆ ବିଜୟୀ ହୋଇଛି। ଭାରତୀୟ ମହିଳା ପେସର ରେଣୁକା ସିଂହ ଏକାକୀ ୪ ଉଇକେଟ୍‌ ନେଇ ଅଷ୍ଟ୍ରେଲିଆକୁ ରୋକିବାରେ ସଫଳ ହୋଇଥିଲେ ସୁଦ୍ଧା ଭାରତ ମ୍ୟାଚ ଜିତିବାରେ…

ଅଷ୍ଟ୍ରେଲିଆ ଆଗରେ ୧୫୫ ରନ୍‌ର ଟାର୍ଗେଟ୍‌

ବର୍ମିଂହାମ,୨୯।୭: ବର୍ମିଂହାମଠାରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଗ୍ରୁପ ‘ଏ’ର ଶୁକ୍ରବାର ପ୍ରଥମ ଟି୨୦ ମ୍ୟାଚରେ ଭାରତୀୟ ମହିଳା ଦଳର ଅଧିନାୟକ ହରମନପ୍ରୀତ କୌର ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୫୪ ରନ୍‌…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଟସ୍‌ ଜିତି ଭାରତ ମହିଳା ଦଳର ବ୍ୟାଟିଂ ଆରମ୍ଭ

ବର୍ମିଂହାମ,୨୯।୭: ବର୍ମିଂହାମଠାରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଗ୍ରୁପ ‘ଏ’ର ଶୁକ୍ରବାର ପ୍ରଥମ ଟି୨୦ ମ୍ୟାଚ ଭାରତ-ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଟିମ୍‌ ମଧ୍ୟରେ ଆରମ୍ଭ ହୋଇଛି। ଭାରତୀୟ ମହିଳା ଦଳର ଅଧିନାୟକ ହରମନପ୍ରୀତ କୌର ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଅଷ୍ଟ୍ରେଲିଆ…

ବାଦ୍‌ ପଡ଼ିଲେ କେ.ଏଲ୍‌. ରାହୁଲ; ଏହି କ୍ରିକେଟରଙ୍କୁ ମିଳିଲା ସୁଯୋଗ

ଟାରୌବା,୨୯।୭: ପ୍ରଥମେ ସର୍ଜରୀ ଏବଂ ପରେ କରୋନା ସଂକ୍ରମଣ ଯୋଗୁ ଟିମ୍‌ ଇଣ୍ଡିଆର ଓ୍ବେଷ୍ଟଇଣ୍ଡିଜ ଗସ୍ତରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର ଓପନର୍‌ କେ.ଏଲ୍‌.ରାହୁଲ। ଏବେ ତାଙ୍କ ସ୍ଥାନରେ ଟି୨୦ ସିରିଜ ଲାଗି ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ସଞ୍ଜୁ ସାମସନ୍‌ଙ୍କୁ ସୁଯୋଗ ମିଳିଛି। ବିସିସିଆଇ…

ଭାରତ ବିପକ୍ଷ ସିରିଜ ଲାଗି ଦଳ ଘୋଷଣା କଲା ଓ୍ବେଷ୍ଟଇଣ୍ଡିଜ୍‌

ତ୍ରିନିଦାଦ,୨୯।୭: ଭାରତ ବିପକ୍ଷ ଟି୨୦ ସିରିଜ୍‌ ଶୁକ୍ରବାର ଆରମ୍ଭ ହେବ। ଜୁଲାଇ ୨୯ରୁ ଏହା ଆରମ୍ଭ ହୋଇ ଅଗଷ୍ଟ ୩ରେ ଶେଷ ହେବ। ତେବେ ସିରିଜ ଲାଗି ଶୁକ୍ରବାର ୧୬ ସଦସ୍ୟ ବିଶିଷ୍ଟ ଟିମ୍‌ର ଘୋଷଣା କରିଛି ଓ୍ବେଷ୍ଟଇଣ୍ଡିଜ୍‌। ଭାରତ ବିପକ୍ଷ…

ଆଜି ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଟାରୌବା,୨୯ା୭:ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ଟିକିଆ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଆଜି ବ୍ରାଏନ ଲାରା କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯିବ। ଦିନିକିଆ ସିରିଜ୍‌କୁ କ୍ଲିନ୍‌ ସୁଇପ୍‌ କରିବା ପରେ ଭାରତୀୟ ଦଳ ଟି୨୦ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ବରିଷ୍ଠ ଖେଳାଳିଙ୍କ…

ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ରାଜ୍ୟଗୋଷ୍ଠୀ କ୍ରୀଡା ଆରମ୍ଭ

ବର୍ମିଂହାମ,୨୯ା୭: ୨୨ତମ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ ଆରମ୍ଭ ହୋଇଛି। ୭୨ଟି ଦେଶର ଆଥଲେଟ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିବା ବେଳେ ଆଲେକଜାଣ୍ଡାର ଷ୍ଟାଡିୟମରେ ଅନୁଷ୍ଠିତ ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ପ୍ରିନ୍ସ ଚାଲର୍‌ସ। ଏହି କାର୍ଯ୍ୟକ୍ରମରେ ୩୦…

ତୃତୀୟ ସ୍ଥାନରେ ଭାରତ

ଦୁବାଇ,୨୮ା୭: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୩-୦ରେ କ୍ଲିନ୍‌ ସୁଇପ୍‌ ପରେ ଭାରତ ସଦ୍ୟ ପ୍ରକାଶିତ ପୁରୁଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଟିମ୍‌ ର଼୍ୟାଙ୍କିଙ୍ଗ ତାଲିକାରେ ତୃତୀୟ ସ୍ଥାନ ବଜାୟ ରଖିଛି। ବରିଷ୍ଠ ଖେଳାଳିଙ୍କ ଅନୁପସ୍ଥିତି ସତ୍ତ୍ୱେ ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଭାରତ ବୁଧବାର…

୪୪ତମ ଚେସ୍‌ ଅଲିମ୍ପିଆଡ୍‌ରୁ ଓହରିଲା ପାକିସ୍ତାନ

ଇସ୍‌ଲାମାବାଦ୍‌/ନୂଆଦିଲ୍ଲୀ,୨୮ା୭: ଚେନ୍ନାଇରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ୪୪ତମ ଚେସ୍‌ ଅଲିମ୍ପିଆଡ୍‌ରୁ ଓହରିଯାଇଛି ପାକିସ୍ତାନ। ଜମ୍ମୁ-କଶ୍ମୀର ବାଟ ଦେଇ ପ୍ରତିଯୋଗିତାର ଟର୍ଚ୍ଚ ରିଲେ ଯାଇଥିବାରୁ ପ୍ରତିବାଦ ସ୍ବରୂପ ଦେଶ ଏହି ନିଷ୍ପତ୍ତି ନେଇଥିବା ପାକିସ୍ତାନ ବୈଦେଶିକ ବ୍ୟାପାର ବିଭାଗ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ,…

୧-୧ରେ ସିରିଜ୍‌ ବରାବର

ଗାଲେ,୨୮ା୭: ଗାଲେରେ ଖେଳାଯାଇଥିବା ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ଜିତି ସିରିଜ୍‌ ୧-୧ରେ ବରାବର କରିଛି ଶ୍ରୀଲଙ୍କା। ୫୦୯ ରନ୍‌ ଲକ୍ଷ୍ୟର ପିଛା କରୁଥିବା ପାକିସ୍ତାନ ୨୬୧ ରନ୍‌ରେ ସମସ୍ତ ଉଇକେଟ ହରାଇଛି। ଫଳରେ ୨୪୬ ରନ୍‌ରେ ପାକିସ୍ତାନ ପରାସ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?