ଖେଳ

ହିଟ୍‌ମ୍ୟାନ୍‌କୁ ପଛରେ ପକାଇ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ହେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୮।୭: ଅନ୍ତର୍ଜାତୀୟ ଟି-୨୦ରେ ସର୍ବାଧିକ ରନ୍‌ ସ୍କୋର କରିଥିବା ଖେଳାଳି ଦୌଡ଼ରେ ନ୍ୟୁଜିଲାଣ୍ଡର ଅଭିଜ୍ଞ ଓପନର୍‌ ମାର୍ଟିନ ଗୁପ୍ତିଲ ଏବଂ ରୋହିତ ଶର୍ମାଙ୍କ ମଧ୍ୟରେ ପ୍ରତିଯୋଗିତା ଚାଲିଛି। ବିରାଟ କୋହଲି ଫର୍ମରେ ନ ଥିବାରୁ ଏହି ଦୁଇ ବ୍ୟାଟ୍ସମ୍ୟାନ୍‌ ଆଗେଇ ଚାଲିଛନ୍ତି।…

ସିରିଜ ପୋଛିନେବା ପରେ ଏମିତି କହିଲେ ଅଧିନାୟକ ଧାଓ୍ବନ

ପୋର୍ଟ ଅଫ୍‌ ସ୍ପେନ୍‌,୨୮।୭: ଶିଖର ଧାଓ୍ବନ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜକୁ କ୍ଲିନ୍‌ ସୁଇପ୍‌ କରିଛି। ବୁଧବାର ଖେଲାଯାଇଥିବା ତୃତୀୟ ତଥା ଅନ୍ତିମ ମୁକାବିଲାକୁ ୧୧୯ ରନ୍‌ରେ ଜିତି ସିରିଜକୁ ୩-୦ରେ ଜିତି ନେଇଥିଲା। ଏହି ବିଜୟ…

ମାତ୍ର ଆଉ ଗୋଟିଏ ଓଭର୍‌ ମିଳିଯାଇଥିଲେ ମୁଁ…

ତ୍ରିନିଦାଦ,୨୮।୭: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜକୁ କ୍ଲିନ ସୁଇପ କରିଛି ଭାରତ। ତୃତୀୟ ଦିନିକିଆ ମ୍ୟାଚକୁ ୧୧୯ ରନ୍‌ରେ ଜିତି ତିନି ଟିକିଆ ସିରିଜକୁ ୩-୦ରେ କବଜା କରିଛି ଶିଖର ସେନା। ଏହି ମ୍ୟାଚରେ ଶୁବମନ ଗିଲ ୯୮ ରନ୍‌ର ଇନିଂସ…

ଆଜିଠୁ ରାଜ୍ୟଗୋଷ୍ଠୀ କ୍ରୀଡା: ଭାରତର ୨୧୫ ଆଥଲେଟ୍‌ କରିବେ ଅଂଶଗ୍ରହଣ

ବର୍ମିଂହାମ୍‌, ୨୭।୭: ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ ଆଜିଠାରୁ ଇଂଲଣ୍ଡର ବର୍ମିଂହାମ ଠାରେ ଆରମ୍ଭ ହେବ। ଏଥିପାଇଁ ଭାରତୀୟ ଖେଳାଳିମାନେ ସମ୍ପୂର୍ଣ୍ଣ ପ୍ରସ୍ତୁତି ସହ ଇଂଲଣ୍ଡରେ ପହଞ୍ଚିଛନ୍ତି। ଭାରତ ୧୮ ଥରପାଇଁ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେବାକୁ ଯାଉଛି। ବର୍ମିଂହାମ କ୍ରୀଡ଼ାରେ ଭାରତର…

କ୍ଲିନ୍‌ସୁଇପ୍‌ କଲା ଭାରତ

ତ୍ରିନିଦାଦ,୨୮।୭: ତ୍ରିନିଦାଦର କ୍ୱିନ୍ସ ପାର୍କ ଓଭାଲରେ ଖେଳାଯାଇଥିବା ତୃତୀୟ ଦିନିକିଆରେ ଭାରତ ୧୧୯ ରନ୍‌ରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏହା ସହ ଭାରତ ଦିନିକିଆ ସିରିଜକୁ ୩-୦ରେ ଜିତି ନେଇଛି। ପ୍ରଥମ ଥର ପାଇଁ ୱେଷ୍ଟଇଣ୍ଡିଜ୍‌କୁ ନିଜ ଘରେ ଦିନିକିଆ ସିରିଜରେ…

ଉପରକୁ ଉଠିଲେ ଧାଓ୍ବନ୍‌

ଦୁବାଇ,୨୭ା୭:ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗରେ ଉପରକୁ ଉଠିଛନ୍ତି ଶିଖର ଧାଓ୍ବନ ଓ ଶ୍ରେୟସ ଆୟାର। ଚଳିତ ଓ୍ବେଷ୍ଟଇଣ୍ଡିଜ୍‌ ସିରିଜର ପ୍ରଥମ ମ୍ୟାଚରେ ଧାଓ୍ବନ୍‌ ୯୭ ରନ୍‌ କରିଥିବା ବେଳେ ଆୟା ବ୍ୟାକ୍‌ ଟୁ ବ୍ୟାକ୍‌ ଅର୍ଦ୍ଧଶତକ ହାସଲ କରିଛନ୍ତି। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ…

ଟସ୍‌ ଜିତିଲା ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌,୨୭।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ତ୍ରିନିଦାଦର କ୍ୱିନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଅଧିନାୟକ ଶିଖର ଧାୱନ ଟସ…

ପୂର୍ବତନ କ୍ରୀଡା ମନ୍ତ୍ରୀ ହେଲେ ମୁଖ୍ୟ କୋଚ

ନୂଆଦିଲ୍ଲୀ,୨୭।୭:ବେଙ୍ଗଲ କ୍ରିକେଟ ଆସୋସିଏସନ(ସିଏବି) ପୂର୍ବତନ କ୍ରିକେଟର ତଥା ରାଜନେତା ଲକ୍ଷ୍ମୀ ରତନ ଶୁକ୍ଲାଙ୍କୁ ଆସନ୍ତା ସିଜିନ ପାଇଁ ସିନିୟର ପୁରୁଷ ଦଳର ମୁଖ୍ୟ କୋଚ ଭାବରେ ନିଯୁକ୍ତ କରିଛି। ବ୍ୟାଟିଂ ପରାମର୍ଶଦାତା ଭାବରେ ଡବ୍ଲୁ.ଭି ରମଣଙ୍କ ନିଯୁକ୍ତ କରାଯାଇଛି। ସିଏବି ସଭାପତି…

ଆଜି ଅନ୍ତିମ ଦିନିକିଆ: କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଓହ୍ଲାଇବ ଟିମ୍‌ ଇଣ୍ଡିଆ

ପୋର୍ଟ ଅଫ୍‌ ସ୍ପେନ୍‌,୨୬ା୭: ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜର ଅନ୍ତିମ ମୁକାବିଲା ବୁଧବାର ଖେଳାଯିବ। ପ୍ରଥମ ୨ ମୁକାବିଲାକୁ ଜିତି ଭାରତ ପ୍ରଥମରୁ ସିରିଜରେ ବିଜୟ ହାସଲ କରିସାରିଛି। ଏବେ ସିରିଜର ଅନ୍ତିମ ମୁକାବିଲାକୁ ଜିତି କ୍ଲିନ୍‌ ସୁଇପ୍‌…

ଆଜି ଭାରତ ଏବଂ ୱେଷ୍ଟଇଣ୍ଡିଜ ତୃତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ତ୍ରିନିଦାଦ,୨୭।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ବୁଧବାର ତ୍ରିନିଦାଦର କ୍ୱିନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ପୂର୍ବରୁ ସିରିଜ୍‌ ଜିତି ସାରିଥିବା ଭାରତୀୟ ଦଳ ଏହି ମ୍ୟାଚ୍‌…

୧୭ ବର୍ଷରେ ମା’ଙ୍କୁ ହରାଇଥିଲେ; ଉଭଣୀଙ୍କ ପାଇଁ ଆଜି ସଫଳ କ୍ରିକେଟର ପାଲଟିଛନ୍ତି ‘ସାର୍‌ ଜାଡେଜା’

ନୂଆଦିଲ୍ଲୀ,୨୬।୭: ଟିମ୍‌ ଇଣ୍ଡିଆର ଅଲରାଉଣ୍ଡରମାନଙ୍କ ମଧ୍ୟରୁ ରବିନ୍ଦ୍ର ଜାଡେଜା ଜଣେ। ସେ ଜଣେ ବାମହାତୀ ବ୍ୟାଟ୍ସମ୍ୟାନ୍‌ ହେବା ସାଙ୍ଗକୁ ସ୍ପିନ ବୋଲର ମଧ୍ୟ। ପ୍ରଶଂସକଙ୍କ ଗହଣରେ ସେ ‘ସାର୍‌ ଜାଡେଜା’ ନାମରେ ପରିଚିତ। ତେବେ ଆଜିର ଏହି ସଫଳ ଅଲରାଉଣ୍ଡରଙ୍କୁ ଏହି…

‘କୋହଲିଙ୍କ କ୍ଷମତା ଉପରେ ପ୍ରଶ୍ନ କରିବାକୁ ଅଧିକାର ନାହିଁ କି କାରଣ ନାହିଁ’

ବମ୍ବେ,୨୬।୭: ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ ଗତି କରୁଛନ୍ତି ବିରାଟ କୋହଲି। ଏଥିପାଇଁ ତାଙ୍କୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜରୁ ବିଶ୍ରାମ ଦିଆଯାଇଛି। ନିକଟରେ କୋହଲିଙ୍କୁ ବାଦ୍‌ ଦେବା ପ୍ରସଙ୍ଗରେ ବଡ଼ ବୟାନ ଦେଇଛନ୍ତି କ୍ରିକେଟର ରବିନ ଉଥପ୍ପା। ଉଥପ୍ପା କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?