ଦୁଇ ମାସ ପାଇଁ କ୍ରିକେଟରୁ ଦୂରେଇ ରହିବେ
ଅକଲାଣ୍ଡ,୭।୧୨: ନ୍ୟୁଜିଲାଣ୍ଡ ଦଳର ଅଧିନାୟକ କେନ ଓ୍ବିଲିୟମସନ କହୁଣୀ ଜନିତ ସମସ୍ୟା କାରଣରୁ ଆଗାମୀ ଦୁଇ ମାସ ପାଇଁ କ୍ରିକେଟରୁ ଦୂରେଇ ରହିବେ। ଫଳରେ ସେ ଜାନୁୟାରୀରୁ ଆରମ୍ଭ ହେବାକୁ ଥିବା ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ...
ପଡ଼ିଆରେ ନାଚିଲେ କୋହଲି
ମୁମ୍ବାଇ,୭।୧୨: ମୁମ୍ବାଇରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ କିୱି ଦଳକୁ ୩୭୨ ରନରେ ପରାସ୍ତ କରି ଏକ ଐତିହାସିକ ବିଜୟ ହାସଲ କରିଛି। ଦୁଇ ଦେଶ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜକୁ ୧-୦ରେ...
ମଡେଲିଂ ଜଗତରେ ପାଦ ଥାପିଲେ ସଚିନଙ୍କ ଝିଅ
କ୍ରିକେଟର୍ ଭଗବାନ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ନିଜ ଫ୍ୟାଶନ ସେନ୍ସ ଯୋଗୁ ପ୍ରାୟତଃ ଚର୍ଚ୍ଚାରେ ଥା’ନ୍ତି। ସେ ନିଜ ଷ୍ଟାଇଲିସ ଲୁକ ପାଇଁ ଜଣାଣୁଣା। ଏବେ ସେ ମଡେଲିଂରେ ପାଦ ଥାପିଛନ୍ତି। ନିକଟରେ ସାର ଏକ ଲୋକପ୍ରିୟ ପୋଷାକ...
ଦ୍ରାଭିଡ୍ଙ୍କୁ ଦେଖି ମହତ୍ କାର୍ଯ୍ୟ କଲେ କୋହଲି
ମୁମ୍ବାଇ,୭।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ କ୍ରିକେଟ ଦଳ ୩୭୨ ରନ ବିଜୟ ହାସଲ କରିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ ଦୁଇ ମ୍ୟାଚ ବିଶିଷ୍ଟ ସିରିଜକୁ ୧-୦ରେ ଜିତି ଟେଷ୍ଟ ର଼୍ୟାଙ୍କିଙ୍ଗର ଶୀର୍ଷ ସ୍ଥାନ ଅଧିକାର...
ଏହି ଦିନ କ୍ୟାରିୟର୍ର ଶେଷ ମ୍ୟାଚ୍ ଖେଳିବେ ୟୁନିଭର୍ସ ବସ୍!
ଜାମାଇକା,୭।୧୨: କ୍ରିକେଟ ପ୍ରଶଂସକଙ୍କ ପାଇଁ କ୍ରିସ ଗେଲଙ୍କ ନାମ ଯଥେଷ୍ଟ। କ୍ରିକେଟର ସମସ୍ତ ଫର୍ମାଟରେ ତାଙ୍କର ରେକର୍ଡ ଶକ୍ତିଶାଳୀ। କିନ୍ତୁ ଟି-୨୦ କ୍ରିକେଟରେ ସେ ଯେଉଁ ସ୍ଥାନ ହାସଲ କରିଛନ୍ତି, ସେଠାରେ କୌଣସି ବ୍ୟକ୍ତି ପହଞ୍ଚି ନାହାଁନ୍ତି। ସେ ଦୁନିଆର...
ବେଜିଂ ଅଲିମ୍ପିକ୍ସର କୂଟନୈତିକ ବହିଷ୍କାର କଲା ଆମେରିକା…
ଓ୍ବାଶିଂଟନ,୭।୧୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ସରକାର ଏକ ବଡ ଘୋଷଣା କରିଛନ୍ତି। ଚାଇନାରେ ୨୦୨୨ରେ ହେବାକୁୂଥିବା ଶୀତକାଳୀନ ଅଲିମ୍ପିକ୍ସ ଖେଳକୁ କୂଟନୈତିକ ଭାବରେ ବହିଷ୍କାର କରିବ। ହ୍ବାଇଟ ହାଉସର ପ୍ରେସ ସଚିବ ଜେନ୍ ସାକି କହିଛନ୍ତି ଯେ ବେଜିଂରେ...
କ୍ରିକେଟ୍ରେ ଏମିତ ରୋଚକ ଘଟଣା ମାତ୍ର ଥରେ ଘଟିଛି
ନୂଆଦିଲ୍ଲୀ,୭।୧୨: ଇଂଲଣ୍ଡକୁ କ୍ରିକେଟର ପିତା କୁହାଯାଏ। ଇଂଲଣ୍ଡ କ୍ରିକେଟର ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ ମଧ୍ୟ ଖେଳିଥିଲେ। ଏହି ମ୍ୟାଚ୍ ଟେଷ୍ଟ କ୍ରିକେଟ ସହିତ ଆରମ୍ଭ ହୋଇଥିଲା। କିନ୍ତୁ ଆଜିକୁ ପ୍ରାୟ ୯୧ ବର୍ଷ ପୂର୍ବେ, ଇଂଲଣ୍ଡ ଦଳ ଏକାସାଙ୍ଗରେ ୨ଟି...
ବକ୍ସିଂ ଡେ’ ଟେଷ୍ଟରୁ ଆରମ୍ଭ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଟୁର୍
ଜୋହାନ୍ସବର୍ଗ, ୬ା୧୨- ଭାରତୀୟ କ୍ରିକେଟ ଦଳର ଦକ୍ଷିଣ ଆଫ୍ରିକା ଟୁର୍ର ସଂଶୋଧିତ କାର୍ଯ୍ୟସୂଚୀ ସୋମବାର ପ୍ରକାଶ ପାଇଛି। ତଦନୁସାରେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ଡିସେମ୍ବର ୨୬ରୁ ସିରିଜ ବକ୍ସିଂ ଡେ’ ଟେଷ୍ଟ ସହ ଆରମ୍ଭ ହେବ। ପ୍ରଥମ ଟେଷ୍ଟ...
ଏଜାଜଙ୍କୁ ସ୍ବତନ୍ତ୍ର ଉପହାର ଦେଲେ ଅଶ୍ୱିନ
ମୁମ୍ବାଇ,୬।୧୨: ମୁମ୍ବାଇ ଟେଷ୍ଟରେ ଫରଫେକ୍ଟ ୧୦ ଉଇକେଟ ହାସଲ କରିଥିବା ନ୍ୟୁଜିଲାଣ୍ଡର ସ୍ପିନର ଏଜାଜ ପଟେଲଙ୍କୁ ମ୍ୟାଚ୍ ପରେ ଏକ ସ୍ବତନ୍ତ୍ର ଉପହାର ଦେଇଛନ୍ତି ଭାରତୀୟ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଉପହାର ଭାବେ ଭାରତୀୟ ଖେଳାଳିଙ୍କ ହସ୍ତାକ୍ଷର ଥିବା...
ବିଶ୍ୱର ପ୍ରଥମ ଅଧିନାୟକ ଭାବେ କୋହଲିଙ୍କ ରେକର୍ଡ
ମୁମ୍ବାଇ,୬।୧୨: ବିଶ୍ୱ କ୍ରିକେଟ ଇତିହାସର ପ୍ରଥମ କ୍ୟାପଟେନ ଭାବେ ପ୍ରତ୍ୟେକ ଫର୍ମାଟରେ ୫୦ ମ୍ୟାଚ୍ ଜିତିଛନ୍ତି ବିରାଟ କୋହଲି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳର ୩୭୨ ରନ୍ର ବିଜୟ ସହ ଏହି ସଫଳତା ପାଇଛନ୍ତି ଭାରତୀୟ ଅଧିନାୟକ।...
ଜିତିଲା ଭାରତ, ସେଲିବ୍ରେଶନ କଲେ ଦୁଇ ଦଳର ଖେଳାଳି
ମୁମ୍ବାଇ,୬।୧୨: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ରେ ଟିମ ଇଣ୍ଡିଆ ଚମତ୍କାର ପ୍ରଦର୍ଶନ କରିଛି। ସୋମବାର ଦଳ ଦ୍ୱିତୀୟ ଟେଷ୍ଟର ଚତୁର୍ଥ ଦିନରେ ନ୍ୟୁଜିଲାଣ୍ଡକୁ ୩୭୨ ରନ୍ରେ ପରାସ୍ତ କରିଛି। ଏହା ସହ ଦଳ ୨ ମ୍ୟାଚ ବିଶିଷ୍ଟ ସିରିଜକୁ ୧-୦ରେ...
ନମ୍ବର ୧ ହେଲା ଭାରତ
ନୂଆଦିଲ୍ଲୀ,୬।୧୨: ଭାରତୀୟ ଦଳ ପୁଣି ଥରେ ଟେଷ୍ଟ ର଼୍ୟାଙ୍କିଙ୍ଗର ଶୀର୍ଷ ସ୍ଥାନ ଅଧିକାର କରିଛି। ମୁମ୍ବାଇ ଟେଷ୍ଟ ଜିତିବା ସହିତ ଟିମ ଇଣ୍ଡିଆ ମଧ୍ୟ ସର୍ବଶେଷ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛି। ଭାରତୀୟ ଦଳ ବର୍ତ୍ତମାନ...
Archives


