ଗୋଟିଏ ମ୍ୟାଚ୍ରେ ଏକାଧିକ ରେକର୍ଡ ଭାଙ୍ଗିଲେ ଅଶ୍ୱିନ୍
ମୁମ୍ବାଇ,୬।୧୨: ଟିମ ଇଣ୍ଡିଆର ବରିଷ୍ଠ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ତାଙ୍କ ପ୍ରଦର୍ଶନ ସହିତ ପ୍ରମାଣ କରିଛନ୍ତି ଯେ, ସିଂହ କେବେ ପୁରୁଣା ହୁଏ ନାହିଁ। ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ରେ ସେ ନିଜ ପ୍ରଦର୍ଶନ ସହିତ ପ୍ରତ୍ୟେକ ଭାରତୀୟ ପ୍ରଶଂସକଙ୍କ...
କୋହଲିଙ୍କ ଏମିତି ଅନ୍ଦାଜ ଦେଖି ହସି ହସି ଗଡିଲେ ଦ୍ରାଭିଡ
ମୁମ୍ବାଇ,୬।୧୨: ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ନିଜର ଆକ୍ରମଣାତ୍ମକ ଶୈଳୀ ପାଇଁ ପ୍ରସିଦ୍ଧ, କିନ୍ତୁ ବେଳେବେଳେ ତାଙ୍କର ମଜାଳିଆ ଶୈଳୀକୁ ନେଇ ସେ ଚର୍ଚ୍ଚାରେ ଥାନ୍ତି। ମୁମ୍ବାଇ ଟେଷ୍ଟ ସମୟରେ କୋହଲିଙ୍କ ଏମିତି କିଛି ଘଟଣା ଦେଖିବାକୁ ମିଳିଥିଲା।...
ଇତିହାସ ରଚିଲା ଭାରତ
ମୁମ୍ବାଇ,୬।୧୨: ମୁମ୍ବାଇ ଟେଷ୍ଟରେ ନ୍ୟୁଜିଲାଣ୍ଡକୁ ୩୭୨ ରନରେ ପରାସ୍ତ କରିବା ପରେ ଭାରତ ମ୍ୟାଚ ଏବଂ ସିରିଜ ଜିତିଥିଲା। ଟେଷ୍ଟ କ୍ରିକେଟରେ ଏହା ଭାରତର ସବୁଠୁ ବଡ ବିଜୟ। ମ୍ୟାଚ ଜିତିବା ପାଇଁ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୫୪୦ ରନ...
ଜୟନ୍ତଙ୍କ ମ୍ୟାଜିକ୍: ନ୍ୟୁଜିଲାଣ୍ଡକୁ ଧୂଳି ଚଟେଇଲା ଭାରତ
ମୁମ୍ବାଇ,୬।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଭାରତ ବୃହତ୍ ବିଜୟ ହାସଲ କରିଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ଭାରତ ନ୍ୟୁଜିଲାଣ୍ଡକୁ ୩୭୨ ରନ୍ରେ ପରାସ୍ତ କରିଛି।...
ପଡ଼ିଆରେ ଅମ୍ପାୟାର୍ଙ୍କ ଏଭଳି ଶୈଳୀ ଦେଖି ସମସ୍ତେ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ
ମୁମ୍ବାଇ,୬।୧୨: ମ୍ୟାଚ୍ରେ ଅମ୍ପାୟାରିଂ କରିବା ପ୍ରକୃତରେ ଏକ କଷ୍ଟକର କାର୍ଯ୍ୟ। ଅନ-ଫିଲ୍ଡ କିଛି ସେକେଣ୍ଡ ମଧ୍ୟରେ ଅମ୍ପାୟାରଙ୍କୁ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିଥାଏ। ଏହି ନିଷ୍ପତ୍ତି ସମ୍ପୂର୍ଣ୍ଣ ସଠିକତା ସହିତ ନିଆଯିବା ଆବଶ୍ୟକ, କାରଣ ଗୋଟିଏ ଭୁଲ କଲ...
ଶୁଭମନ ଗିଲ୍ ମାରିଲେ ଚୌକା, ସଚିନ-ସଚିନ ନାରା ଲଗାଇଲେ ଦର୍ଶକ: ପଛରେ ରହିଛି ଏହି କାରଣ
ମୁମ୍ବାଇ,୬।୧୨: ମୁମ୍ବାଇରେ ଖେଳାଯାଉଥିବା ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ଶୁଭମନ ଗିଲ ଭଲ ଖେଳ ପ୍ରଦର୍ଶନ କରିଛନ୍ତି। ଯଦିଓ ସେ ଉଭୟ ଇନିଂସରେ ଅର୍ଦ୍ଧଶତକରୁ ଅଳ୍ପକେ ବଞ୍ଚିତ ହୋଇଥିଲେ। କିନ୍ତୁ ଏହି ଯୁବ କ୍ରିକେଟର ୱାଙ୍ଖଡେ...
ଆର୍ଜେଣ୍ଟିନା ହାତେଇଲା ଜୁନିୟର ହକି ବିଶ୍ୱକପ୍
ଭୁବନେଶ୍ୱର, ୫।୧୨(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଏଫ୍ଆଇଏଚ୍ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପ (୨୧ ବର୍ଷରୁ କମ୍)ର ସଫଳ ଏବଂ ସୁରକ୍ଷିତ ପରିସମାପ୍ତି ଘଟିଛି। ରବିବାର ଅନୁଷ୍ଠିତ ଫାଇନାଲରେ ଜର୍ମାନୀକୁ ୪-୨ ଗୋଲରେ ହରାଇ ଆର୍ଜେଣ୍ଟିନା ଚାମ୍ପିୟନ ହୋଇଛି।...
କୁମ୍ବଲେ, ଭଜିଙ୍କୁ ଟପିଲେ ଅଶ୍ୱିନ
ମୁମ୍ବାଇ,୫।୧୨: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ତଥା ମୁମ୍ବାଇ ଟେଷ୍ଟର ତୃତୀୟ ଦିନରେ ୩ ଉଇକେଟ ନେଇ ଚଳିତ ବର୍ଷ ଟେଷ୍ଟ ଫର୍ମାଟରେ ୫୦ ଉଇକେଟ ପୂରଣ କରିଛନ୍ତି ଭାରତୀୟ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଏହାକୁ ମିଶାଇ ଅଶ୍ୱିନ...
ବ୍ରୋଞ୍ଜ ପଦକ ମ୍ୟାଚ୍ରେ ନିରାଶ ହେଲା ଭାରତ
ଭୁବନେଶ୍ୱର,୫।୧୨: ଜୁନିୟର ହକି ବିଶ୍ୱକପରେ ଗତ ସଂସ୍କରଣର ଚାମ୍ପିୟନ ଭାରତ ଏଥର ୪ର୍ଥ ସ୍ଥାନରେ ରହି ପ୍ରତିଯୋଗିତା ଶେଷ କରିଛି। କଳିଙ୍ଗ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏଫ୍ଆଇଏଚ୍ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପର ବ୍ରୋଞ୍ଜ ପଦକ ମ୍ୟାଚରେ ଭାରତ...
ହଠାତ୍ ପଡ଼ିଆରେ ଅଟକି ଗଲା ସ୍ପାଇଡର୍ କ୍ୟାମେରା: ଆଉ ତା’ପରେ
ମୁମ୍ବାଇ,୫।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଘରୋଇ ଦଳର ସ୍ଥିତି ମଜଭୁତ ରହିଛି। ଭାରତ ଜିତିବାକୁ ଆଉ ୫ ଉଇକେଟ୍ ଆବଶ୍ୟକ ଥିବାବେଳେ ମ୍ୟାଚର ଆଉ ୨ ଦିନ ବାକି...
ସିରିଜ୍ ଜିତିବା ପାଇଁ ଦରକାର ୫ ଉଇକେଟ
ମୁମ୍ବାଇ,୫।୧୨: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ଜିତିବା ପାଇଁ ଭାରତୀୟ ଦଳକୁ ଆଉ ୫ ଉଇକେଟ ଦରକାର। ପ୍ରଥମ ଟେଷ୍ଟ ଅମୀମାଂଶିତ ଭାବେ ଶେଷ ହୋଇଥିବା ବେଳେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ୫୪୦ ରନ୍ର ବିଜୟ ଲକ୍ଷ୍ୟ ପିଛା କରୁଥିବା...
ପୁଣି ଥରେ ରୌପ୍ୟରେ ସନ୍ତୁଷ୍ଟ ହେଲେ ସିନ୍ଧୁ
ନୂଆଦିଲ୍ଲୀ,୫।୧୨: ଭାରତର ଚାମ୍ପିୟନ ବ୍ୟାଡ୍ମିଣ୍ଟନ ଖେଳାଳି ପିଭି ସିନ୍ଧୁଙ୍କୁ ପୁଣି ଥରେ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି ବିଡବ୍ଲ୍ୟୁଏଫ୍ ଓ୍ବାଲ୍ଡ ଟୁର ଫାଇନାଲ୍ସରେ। ବିଶ୍ୱ ବ୍ୟାଡ୍ମିଣ୍ଟନ ସିଜନର ଅନ୍ତିମ ଟୁର୍ନାମେଣ୍ଟର ଫାଇନାଲରେ ସିନ୍ଧୁଙ୍କୁ ହରାଇ ଦେଇଛନ୍ତି କୋରିଆର ୧୯...
Archives


