ଖେଳ

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ: ପ୍ରଥମ ଭାରତୀୟ ଭାବେ ଟ୍ରିପଲ ଜମ୍ପ ଫାଇନାଲରେ ପ୍ରବେଶ କଲେ ଏଲଡୋଶ ପଲ

ଓରେଗନ,୨୨।୭: ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ଟ୍ରିପଲ ଜମ୍ପ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ରେ ଭାରତର ଏଲଡୋଶ ପଲ ଦମଦାର ପ୍ରଦର୍ଶନ କରିଛନ୍ତି। ସେ ଯୋଗ୍ୟତା ପର୍ଯ୍ୟାୟର ଗ୍ରୁପ ଏରେ ରହିଥିଲେ। ସେ ଗ୍ରୁପ ପର୍ଯ୍ୟାୟରେ ୬ଷ୍ଠ ଓ ଓଭର ଅଲ ୧୨ତମ ସ୍ଥାନରେ…

ପନ୍ତଙ୍କୁ ମୋଟା କହିଲେ ପାକିସ୍ତାନ କ୍ରିକେଟର୍‌

ନୂଆଦିଲ୍ଲୀ,୨୨।୭: ଇଂଲଣ୍ଡ ବିପକ୍ଷ ଶେଷ ଦିନିକିଆ ମ୍ୟାଚରେ ଶତକ ହାସଲ ପରେ ଭାରତୀୟ ଉଇକେଟ୍‌ କିପର୍‌ ରିଷଭ ପନ୍ତ ପ୍ରାୟତଃ ଚର୍ଚ୍ଚାରେ ରହୁଛନ୍ତି। ଟେଷ୍ଟ କ୍ରିକେଟରେ ଚମତ୍କାର ପ୍ରଦର୍ଶନ କରିବା ପରେ ପନ୍ତ ମଧ୍ୟ ଦିନିକିଆରେ ଭାରତ ପାଇଁ ମ୍ୟାଚ ବିଜୟୀ…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକା, ଅଷ୍ଟ୍ରେଲିଆ ବିପକ୍ଷରେ ଘରୋଇ ସିରିଜ ଖେଳିବ ଭାରତ

ନୂଆଦିଲ୍ଲୀ, ୨୨ା୭: ଆଇସିସି ଟି୨୦ ବିଶ୍ୱକପ୍‌ରେ ଭାଗ ନେବାକୁ ଯିବା ପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ଏକ ଟି୨୦ କ୍ରିକେଟ ସିରିଜ ଏବଂ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି୨୦ ସହ ଏକ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ। ଖବର…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ପୋର୍ଟ ଅଫ୍‌ ସ୍ପେନ୍‌,୨୨ା୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆଜି ପୋର୍ଟ ଅଫ୍‌ ସ୍ପେନ୍‌ରେ ଖେଳାଯିବ। ଏହି ସିରିଜ୍‌ ପାଇଁ ଭାରତ ପକ୍ଷରୁ ଏହାର ସମସ୍ତ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି।…

ଓ୍ବେଷ୍ଟଇଣ୍ଡିଜ୍‌ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ଝଟ୍‌କା

ପୋର୍ଟ ଅଫ୍‌ ସ୍ପେନ୍‌,୨୨।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଜୁଲାଇ ୨୨ରୁ ଆରମ୍ଭ ହେଉଛି । ଏହା ପରେ ଜୁଲାଇ ୨୯ରୁ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳାଯିବ। ଦିନିକିଆ ସିରିଜ…

ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନଶିପ୍‌: ଫାଇନାଲ୍‌ରେ ସୁନା ପୁଅ

ଓରେଗନ,୨୨।୭: ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନଶିପରେ ଭାରତୀୟ ଆଥଲେଟ ନୀରଜ ଚୋପ୍ରା ପୁଣି ଜଲଓ୍ବା ଦେଖାଇଛନ୍ତି। ସେ ପ୍ରଥମ ପ୍ରୟାସରେ ୮୮.୩୯ ମିଟର ପର୍ଯ୍ୟନ୍ତ ଜାଭେଲିନ ଫିଙ୍ଗି ଫାଇନାଲ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଆମେରିକାର ଓରେଗନରେ ଆୟୋଜିତ ଏହି ଚାମ୍ପିଅନଶିପରେ ମୋଟ…

ଇତିହାସ ରଚିଲେ ଅନୁ ରାଣୀ

ନୂଆଦିଲ୍ଲୀ, ୨୧।୭: ଭାରତୀୟ ଜାଭେଲିନ ଥ୍ରୋ ଖେଳାଳି ଅନୁ ରାଣୀ ପୁଣି ଥରେ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ ୨୦୨୨ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସେ ଗ୍ରୁପ ବି’ର ଯୋଗ୍ୟତା ପର୍ଯ୍ୟାୟରେ ଗୁରୁବାର ୫୯.୬୦ ମିଟର ଜାଭେଲିନ ଫିଙ୍ଗି ଫାଇନାଲରେ ପ୍ରବେଶ…

ଶ୍ରୀଲଙ୍କା ମନା କଲା:ଭାରତରେ ହୋଇପାରେ ଏସିଆ କପ୍‌

ନୂଆଦିଲ୍ଲୀ,୨୧।୭: ଶ୍ରୀଲଙ୍କା କ୍ରିକେଟ କାଉନସିଲ(ଏସ୍‌ଏଲ୍‌ସି) ଟି-୨୦ ଏସିଆ କପ୍‌ ୨୦୨୨ କ୍ରିକେଟ ଆୟୋଜନ କରିବାକୁ ମନା କରିଦେଇଛି। ଶ୍ରୀଲଙ୍କା କ୍ରିକେଟ ଏସିଆ କ୍ରିକେଟ ପରିଷଦ (ଏସିସି)କୁ ଏନେଇ ସୂଚନା ଦେଇଛି। ଅର୍ଥନୈତିକ ଏବଂ ରାଜନୈତିକ କାରଣରୁ ଟି-୨୦ ଏସିଆ କପ ଆୟୋଜନ…

‘ହସ ଲାଗେ, ଗୋଟିଏ ଦୁଇଟି ମ୍ୟାଚ୍‌ ଖେଳିଥିବା ଲୋକ ଜ୍ଞାନ ଦେଉଛନ୍ତି’

ନୂଆଦିଲ୍ଲୀ,୨୦।୭: ଦୀର୍ଘଦିନ ଧରି ନିଜର ଖରାପ ଫର୍ମ ସହ ଲଢ଼ୁଛନ୍ତି ଭାରତର ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ଦେଢ଼ ବର୍ଷ ଧରି ସେ ଶତକଟିଏ ମାରି ନାହାନ୍ତି। ୨୦୧୯ ନଭେମ୍ବରରେ ସେ ବାଲାଂଦେଶ ବିପକ୍ଷରେ ଶତକ ମାରିଥିଲେ। ସେବେଠାରୁ…

ଶ୍ରୀଲଙ୍କା ଉପରେ ବିଜୟ ପରେ ପାକିସ୍ତାନକୁ ଫାଇଦା: ୩ନଂ ସ୍ଥାନକୁ ଉଠିଲା, ୪ର୍ଥରେ ଭାରତ

ଦୁବାଇ,୨୦।୭: ଗାଲେ ଟେଷ୍ଟରେ ବୁଧବାର ଶ୍ରୀଲଙ୍କାକୁ ପରାଜିତ କରିବା ପରେ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପର ୩ନଂ ସ୍ଥାନରେ ପହଞ୍ଚି ଯାଇଛି ପାକିସ୍ତାନ। ଶ୍ରୀଲଙ୍କା ଦ୍ୱିତୀୟ ଇନିଂସରେ ଦେଇଥିବା ୩୪୨ ରନର ଟାର୍ଗେଟକୁ ପାକିସ୍ତାନ ଶେଷ ଦିନରେ ହାସଲ କରି ସିରିଜ୍‌ରେ…

ପାକିସ୍ତାନର ମହାବିଜୟ

କଲମ୍ବୋ,୨୦।୭: ବୁଧବାର ଗଲ ଟେଷ୍ଟ ମ୍ୟାଚରେ ଶ୍ରୀଲଙ୍କାକୁ ପରାସ୍ତ କରି ପାକିସ୍ତାନ ଏକ ଐତିହାସିକ ବିଜୟ ହାସଲ କରିଛି। ମ୍ୟାଚ୍‌ର ଶେଷ ଦିନରେ ଶ୍ରୀଲଙ୍କା ଦେଇଥିବା ୩୪୨ ରନ୍‌ର ଟାର୍ଗେଟକୁ ପିଛା କରି ୪ ଉଇକେଟ୍‌ରେ ମ୍ୟାଚ୍‌ ଜିତିଯାଇଛି ପାକିସ୍ତାନ। ୨୨…

ଶେଷ ମ୍ୟାଚ୍‌ରେ ଷ୍ଟୋକ୍ସଙ୍କ ଆଖିରୁ ଝରିଲା ଲୁହ

ଲଣ୍ଡନ,୨୦।୭: ଇଂଲଣ୍ଡର ଅଲରାଉଣ୍ଡର ବେନ ଷ୍ଟୋକ୍ସ ମଙ୍ଗଳବାର ତାଙ୍କ କ୍ୟାରିୟରର ଶେଷ ଦିନିକିଆ ଖେଳିବାକୁ ପଡିଆକୁ ଓହ୍ଲାଇଥିଲେ। ଷ୍ଟାଡିୟମରେ ତାଙ୍କର ବହୁ ସଂଖ୍ୟକ ପ୍ରଶଂସକ ଉପସ୍ଥିତ ଥିଲେ। ଡରହମ ଚେଷ୍ଟର ଲି ଷ୍ଟ୍ରିଟରେ ଇଂଲଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ସିରିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?