ଟିମ୍ ଇଣ୍ଡିଆକୁ ବଞ୍ଚାଇଦେଲେ ମୟଙ୍କ
ମୁମ୍ବାଇ,୩।୧୨:ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନ ଖେଳ ସୁଦ୍ଧା ଭାରତ ୭୦ ଓଭର ଖେଳି ୪ ଉଇକେଟ ହରାଇ ୨୨୧ ରନ୍ କରିଛି। କମ୍ବ୍ୟାକ କରିଥିବା ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଟସ୍ ଜିତି...
୧୩୨ ବର୍ଷ ରେକର୍ଡ ପୁନରାବୃତ୍ତି କଲେ କୋହଲି
ମୁମ୍ବାଇ,୩।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ୨ ମ୍ୟାଚ୍ ଟେଷ୍ଟ ସିରିଜ ଦ୍ୱିତୀୟ ମ୍ୟାଚ୍ରେ ଅନେକ ନୂତନ ରେକର୍ଡ ସୃଷ୍ଟି ହୋଇଛି। ମୁମ୍ବାଇ ଟେଷ୍ଟରେ ବିରାଟ କୋହଲି ଅଧିନାୟକ ଭାବରେ ଦଳକୁ ଫେରିଥିଲେ ଏବଂ ଟସ ପାଇଁ ଓହ୍ଲାଇବା...
ରାଗିଗଲେ କୋହଲି, ପିଟିଲେ ବ୍ୟାଟ୍: ଦେଖନ୍ତୁ ଭିଡିଓ
ମୁମ୍ବାଇ,୩।୧୨: ଟି-୨୦ ବିଶ୍ୱକପ ପରେ ଭାରତୀୟ ଦଳକୁ ଫେରିଥିବା ବିରାଟ କୋହଲି ନ୍ୟୁଜିଲାଣ୍ଡ ବିପକ୍ଷ ମୁମ୍ବାଇ ଟେଷ୍ଟରେ ଶୂନ ରେ ଆଉଟ୍ ହୋଇଥିଲେ। ତାଙ୍କୁ ଏଜାଜ ପଟେଲ ଆଉଟ୍ କରିଥିଲେ। ତାଙ୍କ ଆୁଟ୍କୁ ନେଇ ଏବେ ଅମ୍ପାୟାରଙ୍କ ଉପରେ ପ୍ରଶ୍ନ...
ଟସ୍ ଜିତିଲା ଭାରତ
ମୁମ୍ବାଇ,୩।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ବିରାଟ କୋହଲି ଭାରତର ଅଧିନାୟକତ୍ୱ କରୁଛନ୍ତି। ବିରାଟ କୋହଲି ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ...
ଭାରତକୁ ବଡ଼ ଝଟ୍କା
ମୁମ୍ବାଇ,୩।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଆଜିଠାରୁ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆରମ୍ଭ ହେଉଛି। ଏହା ହେଉଛି ଦୁଇ ମ୍ୟାଚ ବିଶିଷ୍ଟ ସିରିଜର ଶେଷ ମ୍ୟାଚ। ଏହି ମ୍ୟାଚ୍ ଯିଏ ଜିତିବ ସେହି ଦଳ ସିରିଜ୍...
ଶାସ୍ତ୍ରୀୟ ନୃତ୍ୟଶିଳ୍ପୀରୁ ‘ଲେଡି ତେନ୍ଦୁଲକର’
ଦୁନିଆର ସର୍ବୋତ୍ତମ ମହିଳା କ୍ରିକେଟ କ୍ରିକେଟ ମଧ୍ୟରୁ ମିଥାଲି ରାଜ ୨ ଦଶନ୍ଧିରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ କ୍ରିକେଟ ଖେଳୁଛନ୍ତି। ତାଙ୍କ ବ୍ୟାଟର ଜ୍ୟୋତି ଏପର୍ଯ୍ୟନ୍ତ କ୍ଷୀଣ ହୋଇନାହିଁ। ଡିସେମ୍ବର ୩, ୧୯୮୨ ରେ ମିଥାଲି ରାଜସ୍ଥାନର ଯୋଧପୁର...
ଆଜିଠାରୁ ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟେଷ୍ଟ: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍
ମୁମ୍ବାଇ,୩।୧୨:ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୨ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଶେଷ ମ୍ୟାଚ ଆଜିଠାରୁ ମୁମ୍ବାଇ ଓ୍ବାଙ୍ଖେଡେ ଷ୍ଟାଡିୟମରେ ଆରମ୍ଭ ହେଉଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜ କ୍ଲିନ୍ସୁଇପ୍ କରିଥିଲା। ଏବେ...
ମିଡ୍ଲ ଅର୍ଡର ଚିନ୍ତାରେ କୋହଲି
ମୁମ୍ବାଇ,୩।୧୨: ଭାରତ ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ନିର୍ଣ୍ଣାୟକ ଟେଷ୍ଟ ମ୍ୟାଚ୍ରେ ଅଧିନାୟକ କୋହଲି ଦଳକୁ ପ୍ରତ୍ୟାବର୍ତ୍ତନ କରିବେ।...
ଗମ୍ଭୀରଙ୍କୁ ଚକିତ କଲା ନୂଆ ପ୍ରତିଭା
ନୂଆଦିଲ୍ଲୀ,୨।୧୨: ପୂର୍ବତନ କ୍ରିକେଟର ତଥା ଭାଜପା ଏମ୍ପି ଗୌତଗ ଗମ୍ଭୀର ମଙ୍ଗଳବାର ଦିଲ୍ଲୀର ଯମୁନା ସ୍ପୋଟର୍ସ କମ୍ପ୍ଲେକ୍ସରେ ଇଷ୍ଟ ଦିଲ୍ଲୀ ପ୍ରିମିୟର ଲିଗ୍ (ଇଡିପିଏଲ) ଉଦ୍ଘାଟନ କରିଛନ୍ତି। ଦିଲ୍ଲୀରେ ଯୁବ ପ୍ରତିଭାଙ୍କୁ ଭଲ ପ୍ଲାଟଫର୍ମ ଦେବା ଏହି ଲିଗ୍ର ଉଦ୍ଦେଶ୍ୟ।...
କୋହଲିଙ୍କ ହାତରେ ବିରାଟ ରେକର୍ଡ ସୁଯୋଗ
ମୁମ୍ବାଇ,୨।୧୨: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଯାଉଛି ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍। ନିୟମିତ ଅଧିନାୟକ ବିରାଟ କୋହଲି ଦଳକୁ ଫେରୁଥିବାରୁ ଏହି ମ୍ୟାଚ୍ ଭାରତ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ହୋଇ ପଡ଼ିଛି। ଏହି...
ସିରିଜ୍ ସ୍ଥଗିତ ପାଇଁ ଅନୁରୋଧ କରିବ ବିସିସିଆଇ
ମୁମ୍ବାଇ,୨।୧୨: ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ଗସ୍ତକୁ ଏକ ସପ୍ତାହ ଲାଗି ସ୍ଥଗିତ ରଖିବାକୁ କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍ଏ)କୁ ଅନୁରୋଧ କରିବ ବିସିସିଆଇ। ଏ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଏବେ ଯୋଜନା...
୩୯ ବଲରେ ୯୬ ରନ୍ର ବିସ୍ଫୋରକ ଇନିଂସ ଖେଳି ମଧ୍ୟ ଲଜ୍ଜିତ ହେଲେ ଏହି କ୍ରିକେଟର୍
ଆବୁଧାବି,୨।୧୨: ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଟମ କୋହଲର କ୍ୟାଡମୋର ଆବୁଧାବିରେ ଖେଳାଯାଉଥିବା ଟି -୧୦ ଲିଗରେ ଇତିହାସ ସୃଷ୍ଟି କରିଛନ୍ତି। ୧୨ ଚୌକା, ୫ ଛକା ଏବଂ ୨୪୬ର ଷ୍ଟ୍ରାଇକ ହାରରେ ଧୂଆଁଧାର ବ୍ୟାଟିଂ କରିଥିଲେ। ତେବେ, କୋହଲର ମଧ୍ୟ ଟି-୧୦...
Archives


