ପୃଥ୍ବୀ ଶ’ଙ୍କୁ ଦିଲ୍ଲୀ ଦଳରେ ରଖିବା ପରେ ଗର୍ଲଫ୍ରେଣ୍ଡ ଖୁସିରେ କଲେ ଏମିତି କାମ
ଟିମ ଇଣ୍ଡିଆର ଓପନିଂ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ କେବଳ ତାଙ୍କ ଚମତ୍କାର ବ୍ୟାଟିଂ ବିଷୟରେ ନୁହେଁ, ବରଂ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ଶ’ରେ ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ୨୦୨୨ ଆଇପିଏଲ୍ ପାଇଁ...
ପ୍ରଥମଥର ହାତ ଧରାଧରି ହୋଇ ଆସିଲେ ଆଥିଆ-ରାହୁଲ
ବଲିଉଡ ଅଭିନେତା ସୁନୀଲ ଶେଟ୍ଟୀଙ୍କ ଝିଅ ତଥା ଅଭିନେତ୍ରୀ ଆଥିଆ ସେଟ୍ଟି ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ରହିଥା’ନ୍ତି। ସେ କ୍ରିକେଟର କେ.ଏଲ ରାହୁଲଙ୍କ ସହ ସୋସିଆଲ ମିଡିଆରେ ଫଟୋ ଶେୟାର କରନ୍ତି। କେବଳ ଏତିକି...
୭ ଦିନ ମଧ୍ୟରେ କୋହଲିଙ୍କ ଭାଗ୍ୟ ନିର୍ଦ୍ଧାରଣ
ନୂଆଦିଲ୍ଲୀ,୨।୧୨: ଭାରତର ଟି -୨୦ ଦଳର ଅଧିନାୟକତ୍ୱ ଛାଡିବା ପରେ ବିରାଟ କୋହଲିଙ୍କୁ ମଧ୍ୟ ଦିନିକିଆ ଅଧିନାୟକତ୍ୱରୁ ବଞ୍ଚିତ କରାଯାଇପାରେ। ଦୀର୍ଘ ଦିନ ଧରି ଏହା ବିଷୟରେ କଳ୍ପନାଜଳ୍ପନା ଚାଲିଛି। କୋହଲିଙ୍କ ଭାଗ୍ୟ ଏହି ସପ୍ତାହରେ ସ୍ଥିର ହୋଇପାରେ। ଦକ୍ଷିଣ...
ସେମିଫାଇନାଲରେ ଭାରତ
ଭୁବନେଶ୍ୱର,୧।୧୨: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଜୁନିୟର ପୁରୁଷ ହକି ବିଶ୍ୱକପ୍ର ସେମିଫାଇନାଲରେ ପ୍ରବେଶ କରିଛି ଭାରତୀୟ ଦଳ। ଡିଫେଣ୍ଡିଂ ଚାମ୍ପିୟନ ବୁଧବାର ସନ୍ଧ୍ୟାରେ ଆୟୋଜିତ କ୍ୱାର୍ଟର ଫାଇନାଲରେ ବେଲଜିୟମକୁ ୧-୦ ଗୋଲରେ ହରାଇ ଦେଇଛି। ମ୍ୟାଚ୍ରେ ଭାରତ ପାଇଁ...
କିଙ୍ଗ୍ସ ପଞ୍ଜାବରୁ ଅଲଗା ହେଲେ ଆଣ୍ଡି ଫ୍ଲାଓ୍ବର
ନୂଆଦିଲ୍ଲୀ,୧।୧୨: ଆଇପିଏଲ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସରୁ ଅଲଗା ହୋଇଛନ୍ତି ଆସିଷ୍ଟାଣ୍ଟ କୋଚ ଆଣ୍ଡି ଫ୍ଲାଓ୍ବର। ସେ ନିକଟରେ ଦଳକୁ ଇସ୍ତଫା ପତ୍ର ପଠାଇଛନ୍ତି। ତାଙ୍କ ଇସ୍ତଫାକୁ ଗ୍ରହଣ କରି ନିଆଯାଇଛି। ତାଙ୍କ ପାଖରେ ନୂଆ ଫ୍ରାଞ୍ଚାଇଜ (ଲକ୍ଷ୍ନୌ ଓ ଅହମ୍ମଦାବାଦ)ର...
ଅଶ୍ୱିନଙ୍କ ଅପେକ୍ଷାରେ ରେକର୍ଡ
ମୁମ୍ବାଇ,୧।୧୨: ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ନେଇଥିବା ଭାରତୀୟଙ୍କ ତାଲିକାରେ ହରଭଜନ ସିଂଙ୍କୁ ପଛରେ ପକାଇଥିବା ରବିଚନ୍ଦ୍ରନ ଅଶ୍ୱିନ ଆଉ ଏକ ରେକର୍ଡ ହାତେଇବାକୁ ଯାଉଛନ୍ତି। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ୍ ଇତିହାସରେ ସର୍ବାଧିକ ସଂଖ୍ୟକ...
‘ମୋ ହୃଦୟ ଓ ଆତ୍ମା ଆରସିବି ସହ ଅଛି’
ନୂଆଦିଲ୍ଲୀ,୧।୧୨: ମୁଁ ମୋ ହୃଦୟ ଓ ଆତ୍ମ ସହ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପାଇଁ ଖେଳିବି। ଏହି ଅଭିଯାନ ଜାରି ରହିଛି। ମୋତେ ଯେତେବେଳେ ଯୋଗାଯୋଗ କରାଗଲା, ମୁଁ ଦ୍ୱିତୀୟ କିଛି ଚିନ୍ତା କରି ନ ଥିଲି। ବର୍ଷ...
ରଶିଦଙ୍କୁ କାହିଁକି ରଖିଲା ନାହିଁ ସନରାଇଜର୍ସ
ନୂଆଦିଲ୍ଲୀ,୧।୧୨: ଆଗାମୀ ସିଜନ ଲାଗି ହେବାକୁ ଥିବା ମେଗା ଅକଶନ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ୍ (ଏସ୍ଆର୍ଏଚ୍) ତା’ର ସୁବଠୁ ମୁଖ୍ୟ ଖେଳାଳି ରଶିଦ ଖାନଙ୍କୁ ରିଟେନ କରିନାହିଁ। ଏହା ଆଇପିଏଲ ରିଟେନଶନ ଇଭେଣ୍ଟର ସବୁଠୁ ଚର୍ଚ୍ଚିତ ବିଷୟ ଥିଲା। ତେବେ...
‘ଯଦି ରାହୁଲଙ୍କୁ ନୂଆ ଟିମ୍ ଯୋଗାଯୋଗ କରିଛି, ତେବେ ଏହା ନିୟମ ବିରୋଧରେ’
ନୂଆଦିଲ୍ଲୀ,୧।୧୨: ପଞ୍ଜାବ କିଙ୍ଗ୍ସ ଦଳର ଅଧିନାୟକ ଲୋକେଶ ରାହୁଲ ନୂଆ ଫ୍ରାଞ୍ଚାଇଜ ଯୋଗାଯୋଗରେ ଥିବା ରିପୋର୍ଟ ପ୍ରକାଶ ପାଇବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ପଞ୍ଜାବ ଫ୍ରାଞ୍ଚାଇଜର ସହମାଲିକ ନେସ ଓ୍ବାଡିଆ। ଯଦି ରାହୁଲଙ୍କୁ ନୂଆ ଫ୍ରାଞ୍ଚାଇଜ...
କୋହଲି, ଧୋନୀଙ୍କ ବେତନ କମିଲା: ଜାଣନ୍ତୁ ଆଇପିଏଲ୍ କାହାକୁ ମିଳିବ କେତେ ଟଙ୍କା
ନୂଆଦିଲ୍ଲୀ,୧।୧୨: ସମସ୍ତ ୮ଟି ଫ୍ରାଞ୍ଚାଇଜ ଦ୍ୱାରା ରଖାଯାଇଥିବା ଖେଳାଳିଙ୍କ ନାମ ପ୍ରକାଶ ପାଇଛି। ଏବେ ଖେଳାଳିଙ୍କ ବେତନକୁ ନେଇ ଆଲୋଚନା ଆରମ୍ଭ ହୋଇଛି। ଯେଉଁ ଖେଳାଳିମାନଙ୍କ ଉପରେ ଫ୍ରାଞ୍ଚାଇଜ ସେମାନଙ୍କ ବିଶ୍ୱାସକୁ ପୁନଃ ପ୍ରକାଶ କରିଛନ୍ତି, ସେମାନଙ୍କ ମଧ୍ୟରେ ଅନେକ...
ଏହି କ୍ରିକେଟର୍ଙ୍କ ବଦଳିଗଲା ଭାଗ୍ୟ, ବେତନ ୪୦୦୦ ପ୍ରତିଶତ ବୃଦ୍ଧି
ନୂଆଦିଲ୍ଲୀ,୧।୧୨: ଆଇପିଏଲ୍ ୨୦୨୨ ପାଇଁ ରିଟେସନ୍ ତାଲିକା ବାହାରିଛି। ପଞ୍ଜାବ ବ୍ୟତୀତ ପ୍ରାୟ ସମସ୍ତ ଫ୍ରାଞ୍ଚାଇଜ ସେମାନଙ୍କର ମୂଳ ଖେଳାଳିଙ୍କୁ ବଜାୟ ରଖିଛନ୍ତି। ଅନେକ ଦଳ ମଧ୍ୟ କିଛି ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇଥିଲେ। ଏଥି ସହିତ ଅନେକ ଖେଳାଳିଙ୍କ ଦରମା...
ଚେନ୍ନାଇ ପାଇଁ ବଳିଦାନ ଦେଲେ ଧୋନୀ, ଜାଣିଲେ କହିବେ ବାଃ ବାଃ
ନୂଆଦିଲ୍ଲୀ,୧।୧୨:ଚେନ୍ନାଇ ସୁପର କିଙ୍ଗ୍ସ ଦ୍ୱାରା ଆଇପିଏଲ ୨୦୨୨ ପାଇଁ ପ୍ରକାଶିତ ଆଇପିଏଲ ୨୦୨୨ ରିଟେସନ୍ ତାଲିକା ପରେ ସ୍ପଷ୍ଟ ହୋଇଛି ଯେ ମହେନ୍ଦ୍ର ସିଂ ଧୋନୀ ଲିଗର ପରବର୍ତ୍ତୀ ସିଜନରେ ଖେଳିବେ। ଏହା ପୂର୍ବରୁ ସ୍ଥିର ହୋଇସାରିଛି ଯେ ସିଏସକେ...
Archives


