ଦିନିକିଆରେ ବାଂଲାଦେଶର କ୍ଲିନ୍ ସୁଇପ୍
ଜର୍ଜଟାଉନ୍, ୧୭ା୭: ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜକୁ ବାଂଲାଦେଶ କ୍ଲିନ୍ ସୁଇପ୍ କରିଛି । ଓ୍ବେଷ୍ଟଇଣ୍ଡିଜ୍ ପ୍ରଥମେ ବ୍ୟାଟିଂ କରି ସମସ୍ତ ଉଇକେଟ ହରାଇ ୧୭୮ ରନ୍ କରିଥିଲା। ଜବାବରେ ବାଂଲାଦେଶ ୪୮.୩ ଓଭରରେ ୬ ଉଇକେଟ ହରାଇ ଆବଶ୍ୟକ…
କର ବା ମର ମ୍ୟାଚ୍ରେ ଟସ୍ ଜିତିଲା ଭାରତ
ଲଣ୍ଡନ,୧୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ ଆଜି ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି…
କୋହଲିଙ୍କୁ ପଛରେ ପକାଇଲେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍
କଲମ୍ବୋ,୧୭।୭: ଶ୍ରୀଲଙ୍କା ବିପକ୍ଷ ଗାଲେ ଟେଷ୍ଟରେ ପାକିସ୍ତାନର ସ୍ଥିତି ଖରାପ ରହିଛି। ପ୍ରଥମ ଇନିଂସରେ ଶ୍ରୀଲଙ୍କା ୨୨୨ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ପାକିସ୍ତାନ ୯ ଉଇକେଟ ହରାଇ ଏପର୍ଯ୍ୟନ୍ତ ୧୭୬ ରନ୍ କରିଛି। ପାକିସ୍ତାନ ପକ୍ଷରୁ ଅଧିନାୟକ ବାବର…
ସିଙ୍ଗାପୁର ଓପନ ଜିତି ଇତିହାସ ରଚିଲେ ପିଭି ସିନ୍ଧୁ
ନୂଆଦିଲ୍ଲୀ,୧୭।୭: ଇତିହାସ ରଚିଲେ ବ୍ୟାଡମିଣ୍ଟନ ଷ୍ଟାର୍ ପିଭି ସିନ୍ଧୁ। ପ୍ରଥମଥର ପାଇଁ ସିଙ୍ଗାପୁର ଓପନ ଜିତିଛନ୍ତି ସେ। ଫାଇନାଲରେ ଚାଇନାର ତାରକା ଖେଳାଳି ୱାଙ୍ଗ ଝି ୟିଙ୍କୁ ସେ ପରାଜିତ କରିଛନ୍ତି।୨୧-୯, ୧୧-୨୧, ୨୧-୧୫ରେ ତାଙ୍କୁ ସେ ହରାଇଛନ୍ତି। ତିନି ସେଟ…
ମ୍ୟାଚ୍ ପୂର୍ବରୁ କୋହଲି କହିଲେ ‘କ’ଣ ହେବ ଯଦି ମୁଁ…’
ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ମ୍ୟାଚ୍ ପୂର୍ବରୁ ସ୍ବତନ୍ତ୍ର ପୋଷ୍ଟକୁ ନେଇ ଚର୍ଚ୍ଚାରେ ବିରାଟ କୋହଲି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରରେ ନିଜର ଫଟୋ ଶେୟାର କରି ସେ ଲେଖିଛନ୍ତି, ମୁଁ ଯଦି ପଡ଼ିଗଲି କ’ଣ ହେବ? ଓଃ, ଯଦି ପ୍ରିୟ…
୭୦ ଶତକ ମାରିବା କ୍ୟାଣ୍ଡି କ୍ରସ୍ ନୁହେଁ: କୋହଲିଙ୍କୁ ନେଇ ଏମିତି କହିଲେ…
ନୂଆଦିଲ୍ଲୀ,୧୭।୭: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ଫର୍ମକୁ ନେଇ ଏବେ ବିତର୍କ ଚାଲିଛି। ଏବେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍ ଶୋଏବ ଅଖତର ନିଜର ପ୍ରତିକ୍ରିୟା ରଖିଛନ୍ତି। ନିଶ୍ଚିତ ଭାବେ କୋହଲି ନିଜ ଫର୍ମ ହାସଲ କରିବେ। ଏଥିଲାଗି…
ତୃତୀୟ ମ୍ୟାଚ୍ ଖେଳିବାକୁ ଟିମ୍ ଉତ୍ସାହର ସହ ଅପେକ୍ଷା କରିଛି: ସୂର୍ଯ୍ୟକୁମାର
ମଞ୍ଚେଷ୍ଟର,୧୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍ ରବିବାର ଖେଳାଯିବ। ଦୁଇଟି ମ୍ୟାଚ୍ ପରେ ଉଭୟ ଦଳ ୧-୧ରେ ସମାନ ସ୍ଥିତିରେ ଅଛନ୍ତି। ଏଣୁ ଉଭୟ ଦଳ ପାଇଁ ମ୍ୟାଚ୍ର ଗୁରୁତ୍ୱ ଅଧିକ। ତେବେ…
ଆଜି ଭାରତ ଖେଳିବ ନିର୍ଣ୍ଣାୟକ ମ୍ୟାଚ୍: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିବେ…
ନୂଆଦିଲ୍ଲୀ,୧୭।୭: ଭାରତ ଏବଂ ଇଲଂଣ୍ଡ ମଧ୍ୟରେ ଦିନିକିଆ ସିରିଜର ତୃତୀୟ ତଥା ଶେଷ ମୁକାବିଲା ମଞ୍ଚେଷ୍ଟରରେ ଖେଳାଯିବ। ରବିବାର ଖେଳାଯିବାକୁ ଥିବା ଏହି ମ୍ୟାଚ୍ ଉଭୟ ଟିମ୍ ଲାଗି ଗୁରୁତ୍ୱପୂର୍ଣ୍ଣ ରହିଛି। କାରଣ ପୂର୍ବରୁ ସିରିଜ ୧-୧ରେ ଥିବାରୁ ଯେକେହି ମ୍ୟାଚ୍…
ମା’ ହେଲେ ଶାରାପୋଭା
ନୂଆଦିଲ୍ଲୀ,୧୬।୭: ରୁଷିଆର ପୂର୍ବତନ ଟେନିସ ଖେଳାଳି ମାରିଆ ଶାରାପୋଭା ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଟେନିସ ତାରକା ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି ପ୍ରଶଂସକଙ୍କ ସହ ଖୁସିକୁ ବାଣ୍ଟିଛନ୍ତି। ତେବେ ଫଟୋରେ ତାଙ୍କ…
ଭଗବାନ ରାମଙ୍କ ଶରଣ ପଶିଲେ କୋହଲି !
ନୂଆଦିଲ୍ଲୀ,୧୬।୭: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଲଗାତାର ଖରାପ ପ୍ରଦର୍ଶନ କରୁଛନ୍ତି। ଆଇପିଏଲ୍ ପରେ ଇଂଲଣ୍ଡ ଗସ୍ତରେ ମଧ୍ୟ କୋହଲି ନିରାଶ କରିଛନ୍ତି। ତେବେ ଏହି ଗସ୍ତର ଶେଷ ମ୍ୟାଚ୍ ଖେଳାଯିବାକୁ ଥିବା ବେଳେ…
ବିଶ୍ୱ ଚାମ୍ପିୟନଶିପ୍: ପ୍ରଥମ ଭାରତୀୟ ଆଥଲେଟ୍ ଭାବେ ଫାଇନାଲ ଖେଳିବେ ଶ୍ରୀଶଙ୍କର
ନୂଆଦିଲ୍ଲୀ,୧୬।୭: ପ୍ରଥମ ଭାରତୀୟ ଭାବେ ରେକର୍ଡ କରିଛନ୍ତି ଆଥଲେଟ୍ ମୁରଲୀ ଶ୍ରୀଶଙ୍କର। ଆଥଲେଟିକ୍ସ ବିଶ୍ୱ ଚାମ୍ପିୟନଶିପ ଲଙ୍ଗ ଜମ୍ପ ଫାଇନାଲରେ ସେ ଯୋଗ୍ୟତା ଅର୍ଜନ କରିଛନ୍ତି। ମୁରଲୀଙ୍କ ବ୍ୟତୀତ ଚାମ୍ପିୟନଶିପର ମେଡାଲ ଦୌଡ଼ରେ ଭାରତର ଅନ୍ୟତମ ଆଥଲେଟ ଅବିନାଶ ସାବଲେ ମଧ୍ୟ…
ଶୁଟିଂ ବିଶ୍ୱକପ: ଫାଇନାଲରେ ଐଶ୍ୱର୍ଯ୍ୟ, ଚେନ୍ ସିଂ
ନୂଆଦିଲ୍ଳୀ,୧୬ା୭: ଚାଙ୍ଗଓନରେ ଖେଳା ଯାଉଥିବା ଶୁଟିଂ ବିଶ୍ୱକପରେ ଭାରତୀୟ ଶୁଟରଙ୍କ ଅଭିଯାନ ଜାରି ରହିଛି। ୫୦ ମିଟର ରାଇଫଲ ମୁକାବିଲାରେ ଐଶ୍ୱର୍ଯ୍ୟ ପ୍ରତାପ ସିଂ ତୋମାର, ଚେନ୍ ସିଂ ଏବଂ ୨୫ ମିଟର ପିସ୍ତଲ ବର୍ଗରେ ମାନୁ ଭାକର ଫାଇନାଲରେ ପହଞ୍ଚିଛନ୍ତି।…

