ଆଜି ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ଲଣ୍ଡନ,୧୨।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ୍ର ପ୍ରଥମ ମ୍ୟାଚ୍ ଆଜି କେନିଙ୍ଗଷ୍ଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ଇଂଲଣ୍ଡ ବିପକ୍ଷରେ ଟି -୨୦ ସିରିଜ ଜିତିଥିବା ଟିମ ଇଣ୍ଡିଆ ମନୋବଳ ବେଶ୍ ଦୃଢ ରହିଛି। ଏହା…
ବିଶ୍ୱରେକର୍ଡ କଲା ନ୍ୟୁଜିଲାଣ୍ଡ
ଡବଲିନ୍,୧୧।୭: ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟରେ ନ୍ୟୁଜିଲାଣ୍ଡ ଦଳ ଏକ ବିଶ୍ୱରେକର୍ଡ ହାସଲ କରିଛି। ଟାର୍ଗେଟ୍କୁ ପିଛା କରି ଶେଷ ଓଭରରେ ସର୍ବାଧିକ ରନ ସ୍କୋର କରିବାର ରେକର୍ଡ ନ୍ୟୁଜିଲାଣ୍ଡ ନାଁରେ ହୋଇଛି। ଆୟର୍ଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର…
ଭାରତକୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କାର ପ୍ରସିଦ୍ଧ କ୍ରିକେଟର୍
କଲମ୍ବୋ,୧୧।୭: ଆର୍ଥିକ ସଙ୍କଟ ଯୋଗୁ ଶ୍ରୀଲଙ୍କା ଅବସ୍ଥା ବିଗିଡି ଯାଇଛି। ଦେଶର ଲୋକମାନେ ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଦେଶର ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ତାଙ୍କ ପରିବାର ସହିତ କୁଆଡେ ପଳାଇଛନ୍ତି। ବିକ୍ଷୋଭକାରୀମାନେ ରାଷ୍ଟ୍ରପତିଙ୍କ ଇସ୍ତଫା ଦାବି କରୁଛନ୍ତି। ଏହି ବିକ୍ଷୋଭକାରୀଙ୍କ…
ଗୋଟିଏ ଓଭରରେ ୩୪ ରନ୍, ଖାଲି ଚୌକା-ଛକା ବର୍ଷା: ଦେଖନ୍ତୁ ଭିଡିଓ
ଲଣ୍ଡନ,୧୦।୭: ଇଂଲଣ୍ଡରେ ଏବେ ଟି-୨୦ ବ୍ଲାଷ୍ଟ ଖେଳାଯାଉଛି। ସମରସେଟ ଏବଂ ଡର୍ବିସାୟାର ମଧ୍ୟରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହି ମ୍ୟାଚରେ ସମରସେଟ ପାଇଁ ଖେଳୁଥିବା ରିଲେ ରୋସୋ ବିସ୍ଫୋରକ ବ୍ୟାଟିଂ କରିଥିଲେ। ସେ…
କୋହଲିଙ୍କ ଖରାପ ଫର୍ମକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା
ଲଣ୍ଡନ,୧୧।୭: ଇଂଲଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ୧୭ ରନ୍ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଟିମ ଇଣ୍ଡିଆ କିନ୍ତୁ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ୨-୧ରେ ଜିତିବାରେ ସଫଳ ହୋଇଥିଲା। ଏହା ସତ୍ତ୍ୱେ ବିରାଟ କୋହଲି…
ଜୋକୋଭିଚ୍ଙ୍କୁ ୭ମ ଓ୍ବିମ୍ବେଲଡନ ଟାଇଟଲ
ଓ୍ବିମ୍ବେଲଡନ, ୧୧ା୭: ଓ୍ବମ୍ବେଲଡନ ଓପନ ଟେନିସ୍ ପୁରୁଷ ସିଙ୍ଗଲ୍ସ ଚାମ୍ପିଅନ୍ ହୋଇଛନ୍ତି ସର୍ବୀୟ ଟେନିସ୍ ଷ୍ଟାର ନୋଭାକ୍ ଜୋକୋଭିଚ୍। ରବିବାର ଫାଇନାଲରେ ସେ ଅଷ୍ଟ୍ରେଲିଆର ନିକ୍ କିର୍ଗିଓସ୍ଙ୍କୁ ୪-୬, ୬-୩, ୬-୪, ୭-୬ (୩) ସେଟ୍ରେ ହରାଇ ଦେଇଛନ୍ତି। ଫଳରେ ସେ…
ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ଶତକ ସତ୍ତ୍ୱେ ହାରିଲା ଭାରତ
ନଟିଂହାମ୍,୧୦ା୭ : ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଶତକ ସତ୍ତ୍ୱେ ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ପରାଜିତ ହୋଇଛି ଭାରତ। ୨୧୬ ରନ୍ ଲକ୍ଷ୍ୟର ପିଛା କରି ଭାରତ ୯ ଉଇକେଟ ହରାଇ ୧୯୮ ରନ୍ କରିବାରେ ସକ୍ଷମ…
ଚାଣ୍ଡିମଲଙ୍କ ଅପରାଜିତ ଶତକ: ୬୭ ରନ୍ରେ ଶ୍ରୀଲଙ୍କା ଆଗୁଆ
ଗାଲେ,୧୦ା୭ : ଗାଲେରେ ଶ୍ରୀଲଙ୍କା-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍ର ତୃତୀୟ ଦିନ ଖେଳ ସୁଦ୍ଧା ଶ୍ରୀଲଙ୍କା ୬୭ ରନ୍ର ଆଗରେ ରହିଛି। ଅଷ୍ଟ୍ରେଲିଆ ପ୍ରଥମ ଇନିଂସ୍ରେ ୩୬୪ ରନ୍ କରିଥିଲା। ଜବାବରେ ଶ୍ରୀଲଙ୍କା ପକ୍ଷରୁ ପୂର୍ବତନ ଉଇକେଟ୍କିପର ଦୀନେଶ ଚାଣ୍ଡିମଲ…
ଭାରତକୁ ୨୧୬ ରନ୍ର ବିଜୟ ଲକ୍ଷ୍ୟ ଦେଲା ଇଂଲଣ୍ଡ
ବର୍ମିଂହାମ,୧୦।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି-୨୦ ଖେଳାଯାଉଛି। ଏହି ମ୍ୟାଚ୍ରେ ଇଂଲଣ୍ଡ ଭାରତ ସାମ୍ନାରେ ୨୧୬ ରନ୍ର ବିଶାଳ ଲକ୍ଷ୍ୟ ରଖିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ନିର୍ଦ୍ଧାରିତ ଓଭରରେ ୭ ଉଇକେଟ୍ ହରାଇ ୨୧୫ ରନ୍…
ଟସ୍ ଜିତିଲା ଇଂଲଣ୍ଡ
ବର୍ମିହାମ,୧୦।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି -୨୦ ଆଜି ନଟିଂହାମରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଇଂଲଣ୍ଡ ଅଧିନାୟକ ଜୋସ ବଟଲର୍ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜିର ମ୍ୟାଚ୍ରେ ଇଂଲଣ୍ଡ ଦୁଇଟି ପରିବର୍ତ୍ତନ କରିଛି।…
ଭାରତୀୟ ଡ୍ରେସିଂ ରୁମ୍ରେ ହଠାତ୍ ପହଞ୍ଚିଲେ ଧୋନୀ
ଲଣ୍ଡନ,୧୦।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି -୨୦ରେ ମ୍ୟାଚରେ ଭାରତ ୪୯ ରନ୍ରେ ଘରୋି ଦଳକୁ ପରାସ୍ତ କରିଛି। ଏହି ମ୍ୟାଚ୍ ପରେ ପୂର୍ବତନ ଭାରତୀୟ ଅଧିନାୟକ ଏମଏସ ଧୋନୀ ହଠାତ୍ ଟିମ ଇଣ୍ଡିଆର ଡ୍ରେସିଂ ରୁମରେ…
ମାତ୍ର କିଛି ମିନିଟ୍ ମଧ୍ୟରେ ଭାରତ-ପାକିସ୍ତାନ ମ୍ୟାଚ୍ ଟିକେଟ୍ ଶେଷ
ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି-୨୦ ବିଶ୍ୱକପ ପାଇଁ ଆଉ ମାତ୍ର କିଛି ମାସ ବାକି ଅଛି। ଏଥିପାଇଁ ଟିକେଟ୍ ବିକ୍ରି ଆରମ୍ଭ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟକୁ ଦୃଷ୍ଟିରେ ରଖି ସମସ୍ତ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥର ମଧ୍ୟ…

