ଖେଳ

ଅଗଷ୍ଟରେ ଜିମ୍ବାଓ୍ବେ ଗସ୍ତ କରିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ, ୮ା୭ (ପି.ଟି.): ଅଗଷ୍ଟରେ ଭାରତୀୟ କ୍ରିକେଟ ଦଳ ଜିମ୍ବାଓ୍ବେ ଗସ୍ତରେ ଯିବ। ଏଥିଲାଗି ବିଧିବଦ୍ଧ ଭାବେ ଦିନ ଧାର୍ଯ୍ୟ କରାଯାଇ ନ ଥିଲେ ହେଁ ଆଇସିସି ଦିନିକିଆ ସୁପର ଲିଗ୍‌ର ଏକ ଅଂଶସ୍ବରୂପ ଭାରତ ତିନୋଟି ମ୍ୟାଚ ଖେଳିବ। ସମ୍ଭବତଃ…

ସ୍ମିଥ, ଲାବୁଶେନଙ୍କ ଶତକ: ଅଷ୍ଟ୍ରେଲିଆ ୨୯୮/୫

ଗାଲେ,୮ା୭: ଗାଲେ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳା ଯାଉଥିବା ଦ୍ୱିତୀୟ ଟେଷ୍ଟରେ ଶତକ ହାସଲ କରିଛନ୍ତି ଷ୍ଟିଭେନ୍‌ ସ୍ମିଥ୍‌ ଏବଂ ମାର୍ନସ୍‌ ଲାବୁଶେନ୍‌। ଦୁଇ ବ୍ୟାଟ୍ସମ୍ୟାନଙ୍କ ଶତକ ସହାୟତାରେ ଅଷ୍ଟ୍ରେଲିଆ ପ୍ରଥମ ଦିନ ଷ୍ଟମ୍ପ ଅପସାରଣ ସୁଦ୍ଧା ୫ ଉଇକେଟ୍‌ ହରାଇ ୨୯୮…

ଡେଥ୍‌ ଓଭରରେ ସଠିକ୍‌ ୟର୍କର ପକାଇ କରିଥିଲେ ଆକର୍ଷଣ

ଜରିଆରେ ନୂଆଦିଲ୍ଲୀ,୮ା୭ : ଆଇପିଏଲ୍‌ରେ ଦମ୍‌ଦାର ପ୍ରଦର୍ଶନ ଜରିଆରେ ସମସ୍ତଙ୍କ ଧ୍ୟାନ ଆକର୍ଷଣ କରିଥିଲେ ଅର୍ଶଦୀପ ସିଂ। ଏପରିକି ଡେଥ୍‌ ଓଭରରେ ଚମତ୍କାର ବୋଲିଂ ସହିତ ସଠିକ୍‌ ୟର୍କର ଜରିଆରେ ସମସ୍ତଙ୍କୁ ସେ ପ୍ରଭାବିତ କରିଥିଲେ। ଏପରି କି ଦକ୍ଷିଣ ଆଫ୍ରିକା…

ଖୁସିରେ ଗଦଗଦ ହିଟ୍‌ମ୍ୟାନ୍‌

ସାଉଥମ୍ପଟନ୍‌,୮।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଇଂଲଣ୍ଡକୁ ୫୦ ରନରେ ପରାସ୍ତ କରିଛି। ଏହା ସହ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ୧-୦ରେ ଆଗୁଆ ହୋଇଛି। ଏହି ମ୍ୟାଚରେ ଭାରତୀୟ ବୋଲର ଏବଂ ବ୍ୟାଟ୍ସମ୍ୟାନ ଚମତ୍କାର ଖେଳ…

ଇତିହାସ ରଚିଲେ ପାଣ୍ଡ୍ୟା: ପ୍ରଥମ ଭାରତୀୟ କ୍ରିକେଟର୍‌ ଭାବେ…

ସାଉଥମ୍ପଟନ୍‌,୮।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଇଂଲଣ୍ଡକୁ ୫୦ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଉଭୟ ବଲ ଏବଂ ବ୍ୟାଟ ସହିତ ଏକ ଚମତ୍କାର ଖେଳ ପ୍ରଦର୍ଶନ…

ପାଣ୍ଡ୍ୟାଙ୍କ ଚମତ୍କାର ପ୍ରଦର୍ଶନ: ଇଂଲଣ୍ଡକୁ ୫୦ ରନ୍‌ରେ ପରାସ୍ତ କଲା ଭାରତ

ସାଉଥମ୍ପଟନ,୮।୭: ସାଉଥମ୍ପଟନରେ ଖେଳାଯାଇଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ଇଂଲଣ୍ଡକୁ ୫୦ ରନ୍‌ରେ ପରାସ୍ତ କରିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଭାରତ ୨୦ ଓଭରରେ ୮ ଉଇକେଟ ହରାଇ ୧୯୮ ରନ…

ଟସ୍‌ ଜିତି ଭାରତର ବ୍ୟାଟିଂ ଜାରି

ସାଉଥମ୍ପଟନ,୭।୭: ସ୍ଥାନୀୟ ରୋଜ ବାଉଲ ଷ୍ଟାଡିୟମରେ ଗୁରୁବାର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଗୁରୁବାର ପ୍ରଥମ ମ୍ୟାଚ ଆରମ୍ଭ ହୋଇଯାଇଛି। ଭାରତ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ।…

୩-୦ରେ ସିରିଜ୍‌ ଛଡ଼ାଇ ଆଣିଲା ଟିମ୍‌ ଇଣ୍ଡିଆ

ପାଲିକେଲ୍‌,୭।୭: ଅଧିନାୟିକା ହରମନପ୍ରୀତ କୌର (୮୮ ବଲ୍‌ରୁ ୭୫ରନ ଏବଂ ୫ ଓଭରରେ ୧/୨୧) ଓ ପୂଜା ବସ୍ତ୍ରକାର ୬୫ ବଲ୍‌ରୁ ୫୬*, ଏବଂ ୨/୩୨)ଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଶ୍ରୀଲଙ୍କା ବିପକ୍ଷ ୩ୟ ତଥା ଅନ୍ତିମ ଅନ୍ତର୍ଜାତୀୟ ମହିଳା ଦିନିକିଆ…

ଶ୍ରୀଲଙ୍କାକୁ ବଡ଼ ଝଟ୍‌କା: ୪ ଖେଳାଳିଙ୍କୁ କରୋନା

ଗାଲେ,୭ା୭: ଅଷ୍ଟ୍ରେଲିଆ ବିପକ୍ଷରେ ଶୁକ୍ରବାର ଖେଳାଯିବାକୁ ଥିବା ଗାଲେ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଶ୍ରୀଲଙ୍କା ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଦଳର ୪ଜଣ ଖେଳାଳି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ବୁଧବାର ହୋଇଥିବା ଖେଳାଳିଙ୍କ କୋଭିଡ୍‌ ପରୀକ୍ଷାରେ ୩ ଜଣଙ୍କ…

ଦଶମ-ଦ୍ୱାଦଶ ଶ୍ରେଣୀରେ ଏତିକି ନମ୍ବର ରଖିଥିଲେ ବିଶ୍ୱର ସବୁଠୁ ସଫଳ ଅଧିନାୟକ

ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଜି ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ସେ ନିଜ ପରିବାର ସହ ଲଣ୍ଡନରେ ଜନ୍ମଦିନ ପାଳନ କରିଛନ୍ତି। ସେ ବିଶ୍ୱର ସବୁଠୁ ସଫଳ ଅଦତ୍ନାୟକ ହୋଇଥିଲେ ମଧ୍ୟ ପାଠପଢାରେ ସେତେଟା…

ଆଜି ଭାରତ-ଇଂଲଣ୍ଡ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ସାଉଥମ୍ପଟନ,୭।୭: ଭାରତ ଏବଂ ଇଂଲଣ୍ଡର କ୍ରିକେଟ ଦଳ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍‌ ଆଜିଠାରୁ ଖେଳାଯିବ। ଏହି ମ୍ୟାଚ ସାଉଥମ୍ପଟନରେ ଖେଳାଯିବ। ଏଡବାଷ୍ଟନଠାରେ ପୁନନିର୍ଦ୍ଧାରିତ ପଞ୍ଚମ ଟେଷ୍ଟ ମ୍ୟାଚରେ ପରାଜୟ ପରେ ବର୍ତ୍ତମାନ ଟିମ ଇଣ୍ଡିଆ ଏକ…

ଲଣ୍ଡନରେ ଜନ୍ମଦିନ ପାଳିଲେ ଧୋନୀ

ଲଣ୍ଡନ,୭।୭: ଭାରତର ପୂର୍ବତନ ଅଧିନାୟକ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଜି ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ଧୋନୀ ନିଜ ଜନ୍ମଦିନ ଲଣ୍ଡନରେ ସ୍ତ୍ରୀ ସାକ୍ଷୀ ଏବଂ ଝିଅ ଜିଭାଙ୍କ ଧୂମ୍‌ଧାମରେ ପାଳନ କରିଛନ୍ତି। ଏହାର ଭିଡିଓ ସାକ୍ଷୀ ଇନ୍‌ଷ୍ଟାଗ୍ରାମରେ ଶେୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?