ଖେଳ

୨୫୭ ରନ୍‌ ଆଗରେ ଟିମ୍‌ ଇଣ୍ଡିଆ

ବର୍ମିଂହାମ, ୪।୭: ସ୍ଥାନୀୟ ଏଜ୍‌ବାଷ୍ଟନଠାରେ ଚାଲିଥିବା ପୁନଃ ନିର୍ଦ୍ଧାରିତ ୫ମ ଟେଷ୍ଟ ମ୍ୟାଚରେ ଇଂଲଣ୍ଡ ପ୍ରଥମ ଇନିଂସରେ ୨୮୪ ରନ୍‌ କରି ଅଲ୍‌ଆଉଟ ହୋଇଯାଇଛି। ଜବାବରେ ଭାରତ ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇକେଟ ହରାଇ ୧୨୫ ରନ୍‌…

ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଛୁଟି କାଟୁଛନ୍ତି ରାହୁଲ

ଭାରତୀୟ କ୍ରିକେଟ୍‌ର କେ.ଏଲ୍‌ ରାହୁଲ ଆହତ କାରଣରୁ ଦଳରୁ ବାଦ୍‌ ପଡିଛନ୍ତି। ନିକଟରେ ଜର୍ମାନୀରେ ତାଙ୍କର ସର୍ଜରୀ ହୋଇଛି। ସର୍ଜରୀ ପରେ ସେ ଏବେ ଗର୍ଲଫ୍ରେଣ୍ଡ୍‌ ଆଥିଆ ସେଟ୍ଟୀଙ୍କ ସହ ମ୍ୟୁନିକ୍‌ରେ ଛୁଟି କାଟୁଛନ୍ତି। ତାଙ୍କ ସହ ଅଛନ୍ତି ବଲିଉଡ ଅଭିନେତ୍ରୀ…

ପଡ଼ିଆରେ ‘ଫ୍ଲାଇଙ୍ଗ୍‌ କିସ୍‌’ ଦେଲେ କୋହଲି

ବର୍ମିଂହାମ,୪।୭: ଏଜବାଷ୍ଟନରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ଖେଳାଯାଉଛି। ରବିବାର ମ୍ୟାଚର ତୃତୀୟ ଦିନରେ ବିରାଟ କୋହଲି ପଡ଼ିଆରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କ ସହ ଝଗଡା କରିଥିଲେ। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏକ ଶତକ ମାରି…

ବର୍ମିଂହାମ ଟେଷ୍ଟରେ ଭାରତର ସ୍ଥିତି ମଜଭୁତ

ବର୍ମିଂହାମ, ୪ା୭: ସ୍ଥାନୀୟ ଏଜ୍‌ବାଷ୍ଟନଠାରେ ଚାଲିଥିବା ପୁନଃନିର୍ଦ୍ଧାରିତ ୫ମ ଟେଷ୍ଟ ମ୍ୟାଚରେ ଇଂଲଣ୍ଡର ପ୍ରଥମ ଇନିଂସକୁ ୨୮୪ ରନ୍‌ରେ ସୀମିତ କରି ଭାରତ ଏହାର ସ୍ଥିତିକୁ ମଜଭୁତ କରିଛି। ଜବାବରେ ଦଳ ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇକେଟ…

ଇଂଲଣ୍ଡ ୨୮୪ରେ ଅଲ୍‌ଆଉଟ୍‌: ଭାରତ ୧୩୨ ରନ୍‌ରେ ଆଗୁଆ

ଲଣ୍ଡନ,୩।୭: ବର୍ମିଂହାମ୍‌ର ଏଜବାଷ୍ଟନ ଗ୍ରାଉଣ୍ଡରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସିରିଜର ପୁନଃନିର୍ଦ୍ଧାରିତ ପଞ୍ଚମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ତୃତୀୟ ଦିନର ଖେଳ ଆଜି ଜାରି ରହିଛି। ଭାରତର ପ୍ରଥମ ଇନିଂସ ସ୍କୋର ୪୧୬ ରନ୍‌ ଜବାବରେ ଜନି ବେୟାରଷ୍ଟୋଙ୍କ ୧୦୬…

ପଡ଼ିଆରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କ ସହ କୋହଲିଙ୍କ ଯୁକ୍ତିତର୍କ: କହିଲେ, ପାଟି ବନ୍ଦ କରି ବ୍ୟାଟିଂ କର

ଲଣ୍ଡନ,୩।୭:ଏଜବାଷ୍ଟନରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ଖେଳାଯାଉଛି। ରବିବାର ମ୍ୟାଚର ତୃତୀୟ ଦିନରେ ବିରାଟ କୋହଲି ପଡ଼ିଆରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କ ସହ ଝଗଡା କରିଥିଲେ। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଅଙ୍ଗଭଙ୍ଗୀରେ ପାଟି ବନ୍ଦ କରି…

ଅଧିନାୟକଙ୍କ ଭଳି କାମ କରୁଛନ୍ତି କୋହଲି

ଲଣ୍ଡନ,୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏଜବାଷ୍ଟନ୍‌ରେ ପଞ୍ଚମ ଟେଷ୍ଟ ଖେଳାଯାଉଛି। ମ୍ୟାଚର ଦ୍ୱିତୀୟ ଦିନରେ ବିରାଟ କୋହଲି ଫିଲ୍ଡିଂ ବେଳେ ଅଧିନାୟକ ଜଶପ୍ରୀତ ବୁମ୍‌ରାଙ୍କୁ ସାହାଯ୍ୟ କରୁଥିବା ନଜର ଆସିଥିଲେ। ବୁମ୍‌ରା ପ୍ରଥମ ଥର ପାଇଁ ଦଳର ନେତୃତ୍ୱ ନେଉଛନ୍ତି।…

ସଫଳତାର ରାଜ୍‌ ଖୋଲିଲେ ଜାଡେଜା

ଲଣ୍ଡନ,୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଶେଷ ଟେଷ୍ଟ ମ୍ୟାଚ ଏଜବାଷ୍ଟନଠାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ ହାରିବା ପରେ ପ୍ରଥମେ ବ୍ୟାଟିଂ କରି ଭାରତ ୪୧୬ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ରିଷଭ ପନ୍ତ ଏବଂ ରବିନ୍ଦ୍ର ଜାଡେଜା ଭାରତ ପାଇଁ…

ଆଜି ଯାହା ଦେଖିଲି ତାହା ଅଦ୍ଭୁତ, ଅସାମାନ୍ୟ ଥିଲା: ଶାସ୍ତ୍ରୀ

ବର୍ମିଂହାମ,୩।୭: ଇଂଲଣ୍ଡ ବିପକ୍ଷ ଏଜବାଷ୍ଟନ ଟେଷ୍ଟରେ ଭାରତୀୟ ଟିମ୍‌ର ନେତୃତ୍ୱ ସମ୍ଭାଳୁଛନ୍ତି ଜସପ୍ରିତ ବୁମ୍‌ରା। ଶନିବାର ଟେଷ୍ଟର ଦ୍ୱିତୀୟ ଦିନରେ ଇଂଲଣ୍ଡ ଦ୍ରୁତ ବୋଲର୍‌ ଷ୍ଟୁଆର୍ଟ ବ୍ରଡ୍‌ଙ୍କ ଓଭରରେ ବିସ୍ଫୋରକ ବ୍ୟାଟିଂ କରି ଚର୍ଚ୍ଚାରେ ରହିଛନ୍ତି ସେ। ଏହି କ୍ରମରେ ଟିମ୍‌…

ସୁସ୍ଥ ହେଲେ କ୍ୟାପ୍‌ଟେନ୍‌

ବର୍ମିଂହାମ,୩।୭: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ରୋହିତ ଶର୍ମା କରୋନା ସଂକ୍ରମିତ ହୋଇଥିଲେ। ଏଥିଲାଗି ସେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ୫ମ ଟେଷ୍ଟ ମ୍ୟାଚ୍‌ ଲାଗି ଉପଲବ୍ଧ ନଥିଲେ। ତାଙ୍କ ସ୍ଥାନରେ ଜସପ୍ରିତ ବୁମ୍‌ରା ଦଳର ନେତୃତ୍ୱ ସମ୍ଭାଳୁଛନ୍ତି। ଏପରି…

ଖୁସିରେ ନାଚି ଉଠିଲେ ଦ୍ରାବିଡ

ବର୍ମିଂହାମ,୨।୭: ଇଂଲଣ୍ଡ ବିପକ୍ଷରେ ଜାରି ରହିଥିବା ଏଜବାଷ୍ଟନ ଟେଷ୍ଟର ପ୍ରଥମ ଦିନରେ ଅନେକ ସ୍ମରଣୀୟ ମୂହୁର୍ତ୍ତ ଥିଲା। ବ୍ୟାଟିଂ ନିମନ୍ତ୍ରଣ ପାଇଁ ମଇଦାନକୁ ଓହ୍ଲାଇଥିବା ଟିମ୍‌ ଇଣ୍ଡିଆ ପ୍ରଥମରୁ ଉଇକେଟ ହରାଇଥିଲା। ଏଣୁ ଦଳ ଖୁବ୍‌ କମ୍‌ ସ୍କୋର କରିବ ବୋଲି…

ଇଏ ଯୁବରାଜ ନା ବୁମ୍‌ରା: ସଚିନ

ନୂଆଦିଲ୍ଲୀ,୨।୭: ୨୦୦୭ରେ ଇଂଲଣ୍ଡ ବିପକ୍ଷରେ ଭାରତ ଖେଳିଥିବା ଟି-୨୦ ମ୍ୟାଚ୍‌ ଆଜି ବି ସ୍ମରଣୀୟ ହୋଇ ରହିଛି। ଏହି ମ୍ୟାଚ୍‌ରେ ଷ୍ଟୁଆର୍ଟ ବ୍ରଡ୍‌ଙ୍କ ଓଭରରେ ଯୁବରାଜ ସିଂହ ୬ ବଲ୍‌ରେ ୬ ଛକା ମାରିଥିଲେ,ଯାହାକି ଏହି ଫର୍ମାଟରେ ଗୋଟିଏ ଓଭରରେ ସର୍ବାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?