ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…
ନୂଆଦିଲ୍ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଗତ କିଛି ସପ୍ତାହ ଧରି ସୋସିଆଲ ମିଡିଆରେ ତାଙ୍କ ବିବାହ…
ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏନେଇ ଦୁଇ ଦଳର ଖେଳାଳି ଭୁବନେଶ୍ୱରରେ ପହଞ୍ଚିବା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ଭାରତୀୟ ଦଳର ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା…
ଦମ୍ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍ ଇଣ୍ଡିଆ
ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା ସହିତ ଭାରତ ସିରିଜକୁ ୨-୧ରେ କବଜା କରିଛି। ଭାରତ ଆଗରେ ବିଜୟ ପାଇଁ ୨୭୧…
ବାରବାଟୀ ମ୍ୟାଚ୍ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍, ଭଡ଼ା ରହିଛି…
କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍ ଦେଖିବା ପାଇଁ ଦର୍ଶକଙ୍କ ପ୍ରବଳ ଭିଡ଼ ହେବ। ତେଣୁ ଏନେଇ ସ୍ବତନ୍ତ୍ର ‘ଆମ ବସ୍’ ଚାଲିବ। ସ୍ବତନ୍ତ୍ର…
ଫିଫା ବିଶ୍ୱକପ୍ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…
ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ ବିଶ୍ୱକପ୍ରେ କେଉଁ ଦଳ ଗ୍ରୁପ୍ ପର୍ଯ୍ୟାୟରେ କେବେ କାହାକୁ ଭେଟିବ, ତାହା ସ୍ପଷ୍ଟ ହୋଇଛି।…
ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍
ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ମ୍ୟାଚ୍କୁ ଆଉ ମାତ୍ର ୨ ଦିନ ବାକି ଥିବା ବେଳେ ଓଡ଼ିଶାର କ୍ରିକେଟ ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା…
ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ
ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ ନେଇ ବିବାଦ ଏବଂ ଏବେ ଏକ ଭାଇରାଲ ଭିଡିଓ ଆର୍ଯ୍ୟନ ଖାନଙ୍କୁ ପୁଣି ଥରେ…
ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!
ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ ଆଫ୍ରିକା ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି, ଟୋନି ଡି ଜୋର୍ଜି ଏବଂ ନାଣ୍ଡରେ…
କରୁଣ ନାୟାରଙ୍କୁ ଅଣଦେଖା କଲା BCCI!
ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍ BCCI ସହ ସମାନ। ତଥାପି, ଶନିବାର ଭାରତୀୟ ବୋର୍ଡର ଏହି କାର୍ଯ୍ୟାନୁଷ୍ଠାନ ହଇଚଇ ସୃଷ୍ଟି କରିଛି। ଆଜି,…
ଶେଷରେ ଟସ୍ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…
ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦ ଦିନିକିଆ ପରେ ଟସ ଜିତିଥିଲା। ଏଥିରେ ଖୁସି ହୋଇ ରାହୁଲ ସେଲିବ୍ରେଶନ୍ କରିଥିଲେ। ଭାରତ…
ଏହି ଅଲରାଉଣ୍ଡରଙ୍କ ପାଇଁ ଗୌତମ ଗମ୍ଭୀରଙ୍କ ଉପରେ ବର୍ଷିଲେ ରବିଚନ୍ଦ୍ରନ ଅଶ୍ୱିନ
ନୂଆଦିଲ୍ଲୀ,୬।୧୨: ପୂର୍ବତନ ଭାରତୀୟ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କରିଛନ୍ତି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ପୂର୍ବରୁ ଅଶ୍ୱିନ କହିଛନ୍ତି ଯେ ଗୌତମ ଗମ୍ଭୀରଙ୍କୁ ନିଶ୍ଚିତ କରିବା ଉଚିତ…
୪୪ ରନ୍ ଆଗରେ ଅଷ୍ଟ୍ରେଲିଆ
ବ୍ରିସ୍ବେନ୍(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ ଦଳ ଖରାପ ବୋଲିଂ ବ୍ୟତୀତ ୫ କ୍ୟାଚ ହାତଛଡ଼ା କରିବାରୁ ଅଷ୍ଟ୍ରେଲିଆ ବ୍ୟାଟର ଏଥିରୁ…
Archives


